ଆଇପିଏଲ୍ ସିଜିନ୍-୧୪ର ଅବଶିଷ୍ଟ ମ୍ୟାଚ୍ ୟୁଏଇରେ ହେବ: ବିସିସିଆଇର ବଡ଼ ନିଷ୍ପତ୍ତି…
ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ଜାରି ରହିଥିବା ଆଇପିଏଲ୍ ସିଜିନ୍-୧୪ର ମ୍ୟାଚ୍କୁ ବନ୍ଦ କରାଯାଇଥିଲା। ତେବେ ଏବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ( ବିସିସିଆଇ) ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ସିଜିନ୍ର ଅବିଶିଷ୍ଟ ୩୧ ମ୍ୟାଚ୍...
କ୍ରିକେଟ କିଟ୍ କିଣିବାକୁ ନ ଥିଲା ପଇସା; ରାସ୍ତାକଡ଼ରେ ଷ୍ଟଲ ଲଗାଉଥିଲେ ଏହି କ୍ରିକେଟରଙ୍କ ମା’, ଏଭଳି ବଦଳିଲା ଭାଗ୍ୟ
ନୂଆଦିଲ୍ଲୀ,୨୮।୫: ତାମିଲନାଡ଼ୁର ସଲେମ ଜିଲାରୁ ୩୫ କିମି ଦୂର ଚିନ୍ନାପମପଟ୍ଟି ଗାଁରେ ବାମହାତୀ ପେସର ଟି ନଟରାଜନଙ୍କ ଜନ୍ମ। ଗରିବ ପରିବାରର ଥିବାରୁ ନଟରାଜନଙ୍କ ଜୀବନ ନାନାଦି ସଂଘର୍ଷ ଦେଇ ଗତି କରିଛି। ତାଙ୍କ ମା’ ରାସ୍ତାକଡ଼ରେ ଷ୍ଟଲ ଲଗାଉଥିଲେ।...
ଏସିଆନ ବକ୍ସିଂ ଚାମ୍ପିୟନଶିପ୍ : ରିଭ୍ୟୁରେ ହାରିଲେ ସାକ୍ଷୀ
ଦୁବାଇ, ୨୯।୫(ପି.ଟି.)- ଏଠାରେ ଚାଲିଥିବା ଏସିଆନ ବକ୍ସିଂ ଚାମ୍ପିୟନଶିପ୍ର ଫାଇନାଲରେ ଭାରତର ସାକ୍ଷୀ ଚୌଧାରୀ (୫୪ କେଜି) ରିଭ୍ୟୁରେ ଲଢ଼େଇ ହାରି ଯାଇଛନ୍ତି। ମହିଳା ବାଣ୍ଟମଓ୍ବେଟ ୫୪ କେଜି ଲଢ଼େଇ ପରେ ସାକ୍ଷୀ ୩-୨ରେ ବିଜୟ ହାସଲ କରିଥିବା ରେଫରି...
ଶ୍ରୀଲଙ୍କାର ସାନ୍ତ୍ୱନାମୂଳକ ବିଜୟ
ଢାକା, ୨୯।୫- ଅଧିନାୟକ କୁସାଲ ପେରେରାଙ୍କ ଶତକ ପରେ ଦୁଷ୍ମନ୍ତ ଚାମିରାଙ୍କ ୫ ଉଇକେଟ ସଫଳତା ବଳରେ ଶ୍ରୀଲଙ୍କା ଶୁକ୍ରବାର ଅନୁଷ୍ଠିତ ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ବାଂଲାଦେଶକୁ ୯୭ ରନରେ ପରାସ୍ତ କରିଛି। ପ୍ରଥମ ୨ଟି ଦିନିକିଆ ସହ...
ଷ୍ଟେଜ୍ ୧୯ ଜିତିଲେ ସିମନ ୟେଟ୍ସ
ରୋମ୍, ୨୯ା୫:ଗ୍ରେଟ୍ ବ୍ରିଟେନର ସିମନ ୟେଟ୍ସ (ଟିମ୍ ବାଇକ୍ ଏକ୍ସଚେଞ୍ଜ୍) ଗିରୋ ଡି’ ଇଟାଲିଆ ସାଇକ୍ଲିଂ ରେସ୍ର ୧୯ତମ ଷ୍ଟେଜ୍ ଜିତିଛନ୍ତି। ଆବିଏଟ୍ଗ୍ରାସୋଠାରୁ ଆଲ୍ପ ଡି’ ମିରା ପର୍ଯ୍ୟନ୍ତ ୧୬୬ କିଲୋମିଟର ବିଶିଷ୍ଟ ଏହି ମାଉଣ୍ଟେନ ଷ୍ଟେଜ୍କୁ ସେ ୪...
ଫ୍ୟାନ୍ ଫ୍ରି ଇଭେଣ୍ଟ ହେବ ଟୋକିଓ ଅଲିମ୍ପିକ୍ସ
ଟୋକିଓ,୨୯।୫(ଏ.ପି.): ବିନା ପ୍ରଶଂସକରେ ଆୟୋଜନ ହେବ ଟୋକିଓ ଅଲିମ୍ପିକ୍ସ। ଭେନ୍ୟୁଗୁଡିକୁ ସ୍ଥାନୀୟ ଦର୍ଶକଙ୍କୁ ପ୍ରବେଶ କରିବାକୁ ଅନୁମତି ଦିଆଯାଇ ନ ପାରେ ବୋଲି ଅଲିମ୍ପିକ୍ସ ଆୟୋଜକ କମିଟି ଅଧ୍ୟକ୍ଷ କହିଛନ୍ତି। ତେଣୁ ଅଲିମ୍ପିକ୍ସ ଏଥର ବିନା ପ୍ରଶଂସକରେ ଆୟୋଜନ ହେବ...
ଅଷ୍ଟ୍ରେଲିୟ କ୍ରିକେଟରଙ୍କ ଦୃଢ଼ୋକ୍ତି, ଭାରତର ଏହି ସ୍ପିନର ଭାଙ୍ଗିବେ ମୁରଲୀଧରନ୍ଙ୍କ ରେକର୍ଡ !
ନୂଆଦିଲ୍ଲୀ,୨୮।୫: ଅଷ୍ଟ୍ରେଲିଆର ପୂର୍ବ ଚାଇନାମ୍ୟାନ୍ ବ୍ରାଡ୍ ହଗ୍ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନଙ୍କ ବଡ଼ ପ୍ରଶଂସକ। ଏବେ ହଗ୍ ଅଶ୍ୱିନଙ୍କୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ଏହି ସ୍ପିନର ଯଦି ଆଉ ୫ରୁ ୬ ବର୍ଷ ପର୍ଯ୍ୟନ୍ତ କ୍ରିକେଟ...
ଫାଇନାଲ୍ ଡ୍ର’ ରହିଲେ କେଉଁ ଦଳ ହେବ ଚାମ୍ପିୟନ୍: ଆଇସିସି କଲା ଘୋଷଣା
ନୂଆଦିଲ୍ଲୀ,୨୮।୫: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୧୮ରୁ ୨୨ ଜୁନ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନସିପ (ଡବ୍ଲୁଟିଏସି ଫାଇନାଲ)ର ଫାଇନାଲ ଅନୁଷ୍ଠିତ ହେବ। ତେବେ ଏହି ଫାଇନାଲକୁ ନେଇ ଦର୍ଶକ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି। ଏହି...
ମାତ୍ର ୨ ଲକ୍ଷ ଟଙ୍କା ଖର୍ଚ୍ଚ କରି ଦେଖିପାରିବେ ଫାଇନାଲ୍ ମ୍ୟାଚ୍
ମୁମ୍ବାଇ,୨୮।୫: ଭାରତୀୟ ଦଳ ୧୮ରୁ ୨୨ଜୁନ ମଧ୍ୟରେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲ ଖେଳିବ। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନ୍ତିମ ମ୍ୟାଚ ଇଂଲଣ୍ଡର ସାଉଥମ୍ପଟନ ଗ୍ରାଉଣ୍ଡରେ ଖେଳାଯିବ। ଭାରତୀୟ ଦଳ ଜୁନ ୨ରେ...
୧୯୯ ଶତକ, ୬୧୦୦୦ ଅଧିକ ରନ୍ ସଂଗ୍ରହ କରି କ୍ରିକେଟରେ ପ୍ରଥମ ‘ସର୍’ ଆଖ୍ୟା ପାଇଥିଲେ ଏହି କ୍ରିକେଟର୍
ଯେତେବେଳେ କ୍ରିକେଟ ରେକର୍ଡକୁ ଆସେ, ପ୍ରଶଂସକଙ୍କ ମନରେ ସାର୍ ଡନ ବ୍ରାଡମ୍ୟାନ, ସୁନୀଲ ଗାଭାସ୍କର, ସଚିନ ତେନ୍ଦୁଲକର ଏବଂ ବିରାଟ କୋହଲିଙ୍କ ପରି ଭେଟେରାନଙ୍କ ନାମ ମନକୁ ଆସେ। ତେବେ ଇଂଲଣ୍ଡର ମହାନ ବ୍ୟାଟ୍ସମ୍ୟାନ ସାର୍ ଜ୍ୟାକ ହବ୍ସ ତାଙ୍କ...
ଯନ୍ତ୍ରଣା ବଖାଣିଲେ ଅଶ୍ୱିନ୍: ୮-୯ ରାତି ନ ଶୋଇ ମ୍ୟାଚ୍ ଖେଳିଥିଲେ ଅଶ୍ୱିନ୍
ମୁମ୍ବାଇ,୨୮।୫: କରୋନା ମହାମାରୀ ହେତୁ ଆଇପିଏଲ ୨୦୨୧ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ବିସିସିଆଇ ଏବେ ଏହି ଟୁର୍ନାମେଣ୍ଟର ଅବଶିଷ୍ଟ ମ୍ୟାଚ ସେପ୍ଟେମ୍ବର-ଅକ୍ଟୋବରରେ କରିବାକୁ ପ୍ରସ୍ତୁତ ହେଉଛି। ଆଇପିଏଲ ସ୍ଥଗିତ ରଖିବା ପୂର୍ବରୁ ମଧ୍ୟ ଦିଲ୍ଲୀ କ୍ୟାପିଟାଲ ତାରକା...
ଏସିଆନ ବକ୍ସିଂ: ମେରୀ କମ୍, ସାକ୍ଷୀ ଫାଇନାଲରେ
ଦୁବାଇ, ୨୮।୫(ପି.ଟି.)-ଛଅ ଥର ବିଶ୍ୱ ଚାମ୍ପିୟନ ଏମ୍. ସି. ମେରୀ କମ୍ (୫୧ କେଜି) ଓ ସାକ୍ଷୀ (୫୪ କେଜି) ଏସିଆନ ବକ୍ସିଂ ଚାମ୍ପିୟନଶିପ୍ର ଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ଅନୁଷ୍ଠିତ ସେମିଫାଇନାଲରେ ମେରୀ କମ୍ ୪-୧ରେ ମଙ୍ଗୋଲିଆର ଲୁସାଇଖାନ...
Archives


