ଗୋଟିଏ ଦିନ, ଏକା ସମୟରେ ଖେଳାଯିବ ଶେଷ ଦୁଇ ମ୍ୟାଚ୍
ନୂଆଦିଲ୍ଲୀ,୨୮।୯: ସମାନ ତାରିଖ ଓ ସମାନ ସମୟ। ଚଳିତ ଆଇପିଏଲ୍ ସିଜନର ଅନ୍ତିମ ଦୁଇ ଲିଗ୍ ମ୍ୟାଚ୍ ଏକାସାଙ୍ଗରେ ଖେଳାଯିବ। ଏ ନେଇ ମଙ୍ଗଳବାର ଆଇପିଏଲ୍ ଗଭର୍ନିଂ କାଉନ୍ସିଲରେ ନିଷ୍ପତ୍ତି ହୋଇଛି। ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ, ଅକ୍ଟୋବର ୮ ତାରିଖ ଅପରାହ୍ନ…
ଧିମା ପିଚ୍ରେ ବାଜି ମାରିଲା କେକେଆର୍
ଶାରଜା,୨୮।୯: ମଙ୍ଗଳବାର ଅପରାହ୍ନରେ ଶାରଜାରେ ଖେଳାଯାଇଥିବା ମ୍ୟାଚ୍ରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ୩ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ହରାଇ ଦେଇଛି। ଏହି ବିଜୟ ସହ କେକେଆର୍ର ପ୍ଲେ-ଅଫ୍ ଆଶା ଉଜ୍ଜୀବିତ ରଖିଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା…
ସେହ୍ବାଗଙ୍କୁ ପଛରେ ଛାଡ଼ିଲେ ପନ୍ତ
ଶାରଜା,୨୮।୯: କେକେଆର୍ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ୩୯ ରନ୍ର ଇନିଂସ ଖେଳିବା ଅବସରରେ ପୂର୍ବତନ ବିସ୍ଫୋରକ ଓପନର ବୀରେନ୍ଦ୍ର ସେହ୍ବାଗଙ୍କୁ ପଛରେ ପକାଇଛନ୍ତି। ଏଥିସହ ଆଇପିଏଲରେ ଦିଲ୍ଲୀ ଫ୍ରାଞ୍ଚାଇଜ ପାଇଁ ସର୍ବାଧିକ ରନ୍ କରିବାର…
ହୃଦଘାତ ଖବର ଶୁଣିବା ପରେ ସଚିନଙ୍କ ଟୁଇଟ୍; କହିଲେ ଏହି ପରିସ୍ଥିତିରୁ…
ଲାହୋର,୨୮।୯: ପାକିସ୍ତାନର ପୂର୍ବତନ ଅଧିନାୟକ ଇଞ୍ଜାମାମ୍-ଉଲ-ହକ୍ ହୃଦଘାତର ଶିକାର ହୋଇ ଚିକିତ୍ସିତ ହେଉଛନ୍ତି। ସର୍ଜରୀ ପରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିଲେ ହେଁ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି। ଏନେଇ ଜଣାପଡ଼ିବା ପରେ ଭାରତର ମହାନ କ୍ରିକେଟର ସଚିନ ତେନ୍ଦୁଲକର ତାଙ୍କର…
ବିସିସିଆଇକୁ କମ୍ପ୍ଲେନ କରିଥିଲେ ସିନିୟର ଖେଳାଳି
ମୁମ୍ବାଇ,୨୮।୯: ଭାରତୀୟ ଅଧିନାୟକ ବିରାଟ କୋହଲି ନିକଟରେ ଟି୨୦ ଦଳର ନେତୃତ୍ୱ ଛାଡ଼ିବା ନେଇ ଘୋଷଣା କରିଥିଲେ। ତେବେ ଏହା ପଛରେ ଏକ ବଡ଼ କାରଣ ରହିଛି। ଭାରତୀୟ ଦଳର ଜଣେ ବରିଷ୍ଠ ଖେଳାଳି ବିସିସିଆଇ ନିକଟରେ କୋହଲିଙ୍କ ବିରୋଧରେ ଅଭିଯୋଗ…
କେକେଆର୍ର କ୍ଲାସିକାଲ ବୋଲିଂ, ୧୨୭ରେ ଅଟକିଲା ଦିଲ୍ଲୀ
ଶାରଜା,୨୮।୯: ଶାରଜା ଷ୍ଟାଡିୟମରେ ମଙ୍ଗଳବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୧୨୭ ରନ୍ରେ ରୋକି ଦେଇଛି କୋଲକାତା ନାଇଟ୍ ରାଇଡର୍ସ (କେକେଆର)। ଦଳୀୟ ବୋଲରଙ୍କ କାରଣରୁ ଏହା ସଫଳ ହୋଇପାରିଛି। ଲୋକି ଫର୍ଗୁସନ, ଭେଙ୍କଟେଶ ଆୟାର ଓ ସୁନିଲ…
ରିଭ୍ୟୁ ପାଇଁ ଅଟକିଲା ମ୍ୟାଚ୍
ଶାରଜା,୨୮।୯: ଶାରଜା ଗ୍ରାଉଣ୍ଡରେ ମଙ୍ଗଳବାର ଅପରାହ୍ନରେ କୋଲାକାତା ନାଇଟ୍ ରାଇଡର୍ସ (କେକେଆର୍) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍ରେ ଏକ ଭିନ୍ନ ଘଟଣା ଦେଖିବାକୁ ମିଳିଛି। ମ୍ୟାଚ୍ର ଚତୁର୍ଥ ଓଭରରେ ଟିମ୍ ସୌଦିଙ୍କ ପଞ୍ଚମ ବଲ ଦିଲ୍ଲୀ…
ଟସ୍ ଜିତିଲା କୋଲକତା
ୟୁଏଇ,୨୮।୯: ଆଇପିଏଲ ୨୦୨୧ର ୪୧ତମ ମ୍ୟାଚରେ ମଙ୍ଗଳବାର କୋଲକତା ନାଇଟ ରାଇଡର୍ସ (କେକେଆର୍) ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) କୁ ଭେଟୁଛି। କୋଲକତା ଅଧିନାୟକ ଇଏନ ମୋର୍ଗାନ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ…
ସ୍ତ୍ରୀ ଅନୁଷ୍କାଙ୍କୁ ସ୍ନେହରେ ଏହି ନାମରେ ଡାକନ୍ତି କୋହଲି; ଜାଣନ୍ତି କି ତାଙ୍କର ଏସବୁ ସିକ୍ରେଟ୍…
ନୂଆଦିଲ୍ଲୀ,୨୮।୯: ଭାରତୀୟ କ୍ରିକେଟ ଟିମ୍ର ଅଧିନାୟକ ହେଉଛନ୍ତି ବିରାଟ କୋହଲି। ବ୍ୟକ୍ତିଗତ ଜୀବନ ସହ ଖେଳ ଜୀବନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବିରାଟ ନିଜର ପ୍ରେମ ସମ୍ପର୍କକୁ ନେଇ ପ୍ରାୟ ଚର୍ଚ୍ଚାରେ ରହିଥାନ୍ତି। ବିବାହ ପରେ ଏହା କିଛିଟା କମିଥିଲେ ହେଁ…
ଦୁର୍ଭାଗ୍ୟବଶତଃ ଏହା ଆଉ ଘଟିବ ନାହିଁ: ଦଳରୁ ବାଦ୍ ପଡିବା ପରେ କାହିଁକି ଏମିତି କହିଲେ ଓ୍ବାର୍ଣ୍ଣର
ୟୁଏଇ,୨୮।୯: ରାଜସ୍ଥାନ ବିପକ୍ଷ ମ୍ୟାଚ ସମୟରେ ସନରାଇଜର୍ସ ହାଇଦ୍ରାବାଦ ଖେଳୁଥିବା ଏକାଦଶରେ ଡେଭିଡ ୱାର୍ଣ୍ଣରଙ୍କୁ ସ୍ଥାନ ଦେଇ ନ ଥିଲା। ଖରାପ ଫର୍ମରେ ଥିବା ୱାର୍ଣ୍ଣର ଏତେ ନିରାଶ ହୋଇଛନ୍ତି ଯେ ମ୍ୟାଚ ଦିନ ସେ ଷ୍ଟାଡିୟମକୁ ମଧ୍ୟ ନ ଆସି…
ମ୍ୟାଚ୍ ପୂର୍ବରୁ ହୋଟେଲ୍ରେ ଓ୍ବାର୍ଣ୍ଣରଙ୍କୁ ଛାଡି ଆସିଥିଲା ହାଇଦ୍ରାବାଦ୍ ଟିମ୍: କୋଚ କହିଲେ କାରଣ
ୟୁଏଇ,୨୮।୯: ଆଇପିଏଲର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ସନରାଇଜର୍ସ ହାଇଦ୍ରାବାଦ ଓପନର୍ ଡେଭିଡ ୱାର୍ଣ୍ଣର ଫିଟ ଥିଲେ ମଧ୍ୟ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଖେଳି ନ ଥିଲେ। ୱାର୍ଣ୍ଣର ମଧ୍ୟ ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ରହିଛନ୍ତି। ୱାର୍ଣ୍ଣରଙ୍କ ଅଧିନାୟକତ୍ୱରେ ହାଇଦ୍ରାବାଦ ମଧ୍ୟ ୨୦୧୬ରେ…
ଭାରତୀୟ କ୍ରିକେଟ୍ ପାଇଁ ଆଜି ସ୍ମରଣୀୟ ଦିନ: ଜାଣନ୍ତୁ କାହିଁକି
ଆଜିକାଲି ବିଶ୍ୱ କ୍ରିକେଟରେ ଅଧିକାଂଶ ଦିନିକିଆ ମ୍ୟାଚ୍ ଡେ’ ନାଇଟ୍ ଖେଳାଯାଉଛି। କିନ୍ତୁ ୩୭ ବର୍ଷ ପୂର୍ବେ, ଏପରି ଜିନିଷ କେବଳ କଳ୍ପନା ମଧ୍ୟ କରାଯାଉ ନ ଥିଲା। ୨୮ ସେପ୍ଟେମ୍ବର ୧୯୮୪ରେ ଭାରତରେ ପ୍ରଥମ ଦିନିକିଆ ଡେ’ ନାଇଟ୍ ମ୍ୟାଚ…

