ଖେଳ

ପାକିସ୍ତାନୀଙ୍କ ମନରେ କୋକୁଆ ଭୟ ସୃଷ୍ଟି କରିଥିଲେ ଏହି ଭାରତୀୟ କ୍ରିକେଟର୍‌: ଷ୍ଟାଡିୟମରେ ଯୁବତୀ କରୁଥିଲେ ପ୍ରପୋଜ୍‌

ଭାରତୀୟ ଦଳର ପୂର୍ବତନ ବୋଲର ଲକ୍ଷ୍ମୀପଥୀ ବାଲାଜୀ ଆଜି ତାଙ୍କର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ବାଲାଜୀ ଏପରି ଏକ ବୋଲର୍‌ ଥିଲେ, ଯିଏ ପାକିସ୍ତାନରେ ଚହଳ ସୃଷ୍ଟି କରିଥିଲେ। ଯଦିଓ ବାଲାଜୀଙ୍କ ଅନ୍ତର୍ଜାତୀୟ କ୍ୟାରିଅର୍‌ ଅଧିକ ସମୟ ତିଷ୍ଠି ନଥିଲା,…

ବାପା ଆଉଟ୍‌ ହେବା ପରେ ରାଗରେ ପୁଅ କଲେ ଏମିତି କାମ, ଭିଡିଓ ଭାଇରାଲ୍‌

ୟୁଏଇ,୨୭।୯: ୟୁଏଇରେ ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ଖେଳାଯାଉଛି। ପ୍ଲେ ଅଫ ଦୌଡ଼ ପାଇଁ ପ୍ରତ୍ୟେକ ମ୍ୟାଚ ସହିତ ଆକର୍ଷଣୀୟ ହେଉଛି। ରବିବାର ଡିଫେଣ୍ଡିଂ ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏହିପରି ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ…

ଆଇପିଏଲ୍‌ ମଝିରେ ଅବସର ନିଷ୍ପତ୍ତି ନେଲେ ଏହି କ୍ରିକେଟର୍‌

ୟୁଏଇ,୨୭।୯: ଆଇପିଏଲ ୨୦୨୧ରେ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ଅଲରାଉଣ୍ଡର ମୋଇନ ଅଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଆଉ ଇଂଲଣ୍ଡ ପାଇଁ ଟେଷ୍ଟ କ୍ରିକେଟ ଖେଳିବେ ନାହିଁ। ସେ…

ଭାରତ ଉପରେ ରାଗିକି ନିଆଁବାଣ ଏହି ପାକିସ୍ତାନ କ୍ରିକେଟର୍‌: କହିଲେ…

ଇସଲାମାବାଦ୍‌,୨୭।୯: ନିକଟରେ ପାକିସ୍ତାନ ଗସ୍ତରେ ଆସିଥିବା ନ୍ୟୁଜିଲ୍ୟାଣ୍ଡ ଦଳ ମ୍ୟାଚର ୫ ମିନିଟ ପୂର୍ବରୁ ପାକିସ୍ତାନ ଗସ୍ତକୁ ବାତିଲ କରିଦେଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। କ୍ରିକେଟ ପଡିଆ ଥାଉ କି ନ ଥାଉ ଭାରତ ଏବଂ ପାକିସ୍ତାନ…

‘ସ୍ତ୍ରୀ ମୋତେ ଚେନ୍ନାଇ ଜର୍ସି ପିନ୍ଧିବାକୁ ଦେଉନାହାନ୍ତି’

ୟୁଏଇ,୨୬।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ଲିଗ ଆଇପିଏଲ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ୟୁଏଇରେ ଖେଳାଯାଉଛି। ଏହିପର୍ଯ୍ୟାୟରେ ପ୍ରଶଂସକମାନଙ୍କୁ ଷ୍ଟାଡିୟମରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇଛି। ଏହି କାରଣରୁ ଦର୍ଶକମାନେ ଷ୍ଟାଡିୟମରେ ସେମାନଙ୍କର ପ୍ରିୟ ଦଳ ଏବଂ ପ୍ରିୟ ଖେଳାଳିଙ୍କୁ ଉତ୍ସାହିତ କରୁଛନ୍ତି।…

ମୁମ୍ବାଇର ସ୍ବପ୍ନ ଭାଙ୍ଗି ଦେଲା ଆରସିବି

ଦୁବାଇ,୨୬।୯: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ପରାଜୟ ଧାରାରେ ବ୍ରେକ୍‌ ଲାଗିଛି। ଚଳିତ ଆଇପିଏଲର ଦ୍ୱିତୀୟ ଫେଜରେ ଲଗାତାର ଦୁଇଟି ପରାଜୟ ପରେ ପ୍ରଥମ ବିଜୟ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ। ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ…

କୋହଲିଙ୍କ ନାମରେ ବିରାଟ ରେକର୍ଡ

ଦୁବାଇ,୨୬।୯: ଭାରତୀୟ ଅଧିନାୟକ ବିରାଟ କୋହଲି ରବିବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୫୧ ରନ୍‌ର ଅର୍ଦ୍ଧଶତୀୟ ଇନିଂସ ଖେଳିଥିଲେ। ଏହି ଅବସରରେ ଟି୨୦ କ୍ରିକେଟ (ଅନ୍ତର୍ଜାତୀୟ, ଘରୋଇ ଓ ଫ୍ରାଞ୍ଚାଇଜ ଭିତ୍ତିକ ଲିଗ୍‌)ରେ ୧୦ ହଜାର ରନ୍‌ ପୂରଣ କରିଛନ୍ତି କୋହଲି।…

୧୬୫ ରନ୍‌ରେ ଅଟକିଲା ଆର୍‌ସିବି

ଦୁବାଇ,୨୬।୯: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)କୁ ୧୬୫ ରନ୍‌ରେ ରୋକି ଦେଇଛି ମୁମ୍ବାଇ ଇଣ୍ଡିଆନ୍ସ। ଆମନ୍ତ୍ରଣ ପାଇଁ ପ୍ରଥମେ ବ୍ୟାଟିଂ କରିଥିବା ଆର୍‌ସିବି ଅଧିନାୟକ ବିରାଟ କୋହଲିଙ୍କ (୫୧ ରନ୍‌, ୩ ଲେଖାଏ ଚୌକା ଓ ଛକା) ଓ ଗ୍ଲେନ ମ୍ୟାକ୍ସଓ୍ବେଲ…

ଅଜବ ସଂଯୋଗ ସହ ଧୋନୀଙ୍କ ରେକର୍ଡ

ଆବୁଧାବି,୨୬।୯: ମହେନ୍ଦ୍ର ସିଂ ଧୋନୀ ରବିବାର ଆଇପିଏଲରେ ଏକ ମାଇଲଷ୍ଟୋନର ଅଧିକାରୀ ହୋଇଛନ୍ତି। କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ଧୋନୀ ଦୁଇଟି କ୍ୟାଚ୍‌ ନେଇଥିଲେ। ଏଥିସହ ଆଇପିଏଲ ଇତିହାସରେ ଉଇକେଟକିପର ଭାବେ…

ସିଏସ୍‌କେ ୩ରୁ ୩

ଆବୁଧାବି,୨୬।୯: ଚଳିତ ଆଇପିଏଲ ସିଜନରେ ଫେଜ-୨ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିଜୟ ଧାରା ଜାରି ରଖିଛି। ୩ରୁ ୩ ମ୍ୟାଚ୍‌ରେ ବିଜୟୀ ହୋଇଛି ମହେନ୍ଦ୍ର ସିଂ ଧୋନୀଙ୍କ ଦଳ। ରବିବାର ଆବୁଧାବିରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ ରୋମାଞ୍ଚକ ହରାଇ…

ଗୋଟିଏ ମ୍ୟାଚ୍‌ରେ ୬ ଥର ଜୀବନ ଦାନ ପାଇଲେ

କାନାବେରା,୨୬।୯: କ୍ରିକେଟରେ ବ୍ୟାଟ୍ସମ୍ୟାନଙ୍କୁ ଥରେ କି ଦୁଇ ଥରେ ଜୀବନଦାନ ମିଳିବା କଷ୍ଟକର। କିନ୍ତୁ ରବିବାର ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଭାରତୀୟ ମହିଳା ଦଳର ବ୍ୟାଟ୍ସଓମେନ ସ୍ନେହ ରାଣାଙ୍କୁ ଗୋଟିଏ ମ୍ୟାଚ୍‌ରେ ୬ ଥର ଜୀବନ ଦାନ ମିଳିଥିଲା। ୩୦ ରନ୍‌ର…

୪ ବର୍ଷ ପରେ ହାରିଲା ଅଷ୍ଟ୍ରେଲିଆ

କାନାବେରା,୨୬।୯: ଭାରତୀୟ ମହିଳା ଦଳ ଠାରୁ ଦିନିକିଆ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରେ ପରାଜୟ ସହ ମହିଳା ଅଷ୍ଟ୍ରେଲିଆ ଦଳର ଅପରାଜେୟ ଧାରାରେ ବ୍ରେକ ଲାଗିଛି। ଲଗାତାର ୨୬ଟି ଦିନିକିଆ ମ୍ୟାଚ୍‌ ଜିତିବା ପରେ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆକୁ ଦେଖିବାକୁ ପଡ଼ିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?