ଖେଳ

ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ତଥା ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ଏମ୍ସ ସୁପରିଟେଣ୍ଡେଣ୍ଟ୍‌ ସଚ୍ଚିଦାନନ୍ଦ ମହାନ୍ତି...

ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରେ କରୋନାରେ ଚାଲିଗଲେ ପୁଅ  

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ୧୧ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ଏବେ ପୁଅଙ୍କର ଦେହାନ୍ତ ହୋଇଛି। ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ...

ଆଗାମୀ ୩ ଜନ୍ମ ପାଇଁ ଏହି କାମ କରିବାକୁ ଚାହୁଁଛନ୍ତି ଦାଦା

କୋଲକାତା,୧୯।୫: ବିସିସିଆଇର ସଭାପତି ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଏବେ ବହୁତ ବ୍ୟସ୍ତ ଅଛନ୍ତି। ଆଇପିଏଲ ୨୦୨୧ ସ୍ଥଗିତ ହେବା ଏବଂ ଭାରତୀୟ ଦଳର ଇଂଲଣ୍ଡ ଗସ୍ତ ପାଇଁ ପ୍ରସ୍ତୁତି ପରେ ଗାଙ୍ଗୁଲି ବାକି ମ୍ୟାଚ ପାଇଁ...

ମିଛ କହି ଧରାପଡିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌: ସୋସିଆଲ ମିଡିଆରେ ହେଉଛି ଚର୍ଚ୍ଚା

କେପଟାଉନ୍‌,୧୯।୫: ଦକ୍ଷିଣ ଆଫ୍ରିକାର ପ୍ରସିଦ୍ଧ କ୍ରିକେଟର୍‌ ଏବି.ଡି.ଭିଲିୟର୍ସ ଅନ୍ତର୍ଜାତୀୟ କ୍ରିକେଟକୁ ଆଉ ପ୍ରତ୍ୟାବର୍ତ୍ତନ କରିବେ ନାହିଁ। ଏହି ପରିପ୍ରେକ୍ଷୀରେ କ୍ରିକେଟ ଦକ୍ଷିଣ ଆଫ୍ରିକା କହିଛି ଯେ, ଏବି ଡି ଭିଲିୟର୍ସ ଅନ୍ତର୍ଜାତୀୟ କ୍ରିକେଟ ଫେରିବାକୁ ସ୍ପଷ୍ଟ ଭାବେ ମନା କରି...

କୋହଲି-ଅନୁଷ୍କାଙ୍କ ଉପରେ ପ୍ରବଳ ରାଗିଗଲେ ଏହି ଅଭିନେତା

ସମଗ୍ର ଦେଶରେ କରୋନା ଆତଙ୍କ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ବଲିଉଡର ଅନେକ ତାରକା ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା...

ଟିକା ନେଇ ଫଶିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୯।୫: କରୋନା ଟିକା ନେଇ ଫଶିଯାଇଛନ୍ତି ଭାରତୀୟ କ୍ରିକେଟର୍‌ କୁଳଦୀପ ଯାଦବ। ମେ ୧୫ରେ, ଟୀକାକରଣର ପ୍ରଥମ ଡୋଜ୍‌ ଗ୍ରହଣ କରିବା ପରେ କୁଳଦୀପ ଯାଦବ ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ ଏବଂ ସମସ୍ତଙ୍କୁ ଟିକା ଦେବାକୁ...

ରେସଲର ହତ୍ୟା ମାମଲା:ସୁଶୀଲଙ୍କୁ ଜାମିନ ମିଳିଲାନି

ନୂଆଦିଲ୍ଲୀ, ୧୯ା୫(ପି.ଟି.)-ସ୍ଥାନୀୟ ଏକ କୋର୍ଟ ଫେରାର ଥିବା ଅଲିମ୍ପିକ ପଦକ ବିଜେତା ରେସ୍‌ଲର ସୁଶୀଲ କୁମାରଙ୍କୁ ଆଗୁଆ ଜାମିନ ଦେବାକୁ ମନା କରିଦେଇଛନ୍ତି। ଛତ୍ରସାଲ ଷ୍ଟାଡିୟମରେ ଜଣେ ରେସଲରଙ୍କୁ ହତ୍ୟା ଘଟଣାରେ ସୁଶୀଲ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଛି। ତାଙ୍କ...

ଶିବସୁନ୍ଦରଙ୍କୁ ଓସିଏର ଅଭିନନ୍ଦନ

ଭୁବନେଶ୍ୱର, ୧୯।୫(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ମନୋନୀତ ହୋଇଥିବା ଅନ୍ତର୍ଜାତୀୟ ଅଭିଜ୍ଞ ସମ୍ପନ୍ନ ଓପନର ଶିବସୁନ୍ଦର ଦାସଙ୍କୁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି। ଇଂଲଣ୍ଡ ଟୁର୍‌ରେ ଭାରତୀୟ ମହିଳା...

ସିଡ୍‌ନୀରେ ଅଷ୍ଟ୍ରେଲୀୟ ଆଇପିଏଲ୍‌ ଖେଳାଳିଙ୍କ କ୍ୱାରାଣ୍ଟାଇନ୍‌ ଖର୍ଚ୍ଚ ବିସିସିଆଇ ବହନ କରୁଛି: ସିଏ

ସିଡ୍‌ନୀ,୧୯।୫ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଥିବା ଅଷ୍ଟ୍ରେଲିଆ କ୍ରିକେଟରମାନେ ଏବେ ସିଡ୍‌ନୀରେ ୧୪ ଦିନିଆ କ୍ୱାରାଣ୍ଟାଇନ୍‌ରେ ରହୁଛନ୍ତି। ତେବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଖେଳାଳିମାନଙ୍କ କ୍ୱାରାଣ୍ଟାଇନ ଖର୍ଚ୍ଚ ବହନ କରିବା...

ଇଂଲଣ୍ଡ ପରେ ଅଷ୍ଟ୍ରେଲିଆରେ ଟେଷ୍ଟ ଖେଳିବେ ଭାରତୀୟ ମହିଳା

ନୂଆଦିଲ୍ଲୀ,୧୯।୫(ପି.ଟି.): ଦୁଇଟି ବଡ଼ ଦଳ ବିପକ୍ଷରେ ଭାରତୀୟ ମହିଳା କ୍ରିକେଟ ଦଳ ଆସନ୍ତା ମାସରେ ଟେଷ୍ଟ ଖେଳିବ। ଇଂଲଣ୍ଡରେ ଗୋଟିଏ ଟେଷ୍ଟ ଖେଳିବା ପରେ ଅଷ୍ଟ୍ରେଲିଆରେ ମଧ୍ୟ ଗୋଟିଏ ଟେଷ୍ଟ ମ୍ୟାଚ୍‌ ଖେଳିବ। ଭାରତ ଦୀର୍ଘ ୭ ବର୍ଷ ପରେ...

ପୂର୍ବତନ ଭାରୋତ୍ତୋଳକ ଜୋଶେଫଙ୍କୁ କ୍ରୀଡ଼ା ମନ୍ତ୍ରଣାଳୟର ସହାୟତା

ନୂଆଦିଲ୍ଲୀ,୧୯।୫(ପି.ଟି.): ପୂର୍ବତନ ଭାରୋତ୍ତୋଳକ ଜୋଶେଫ ଜେମ୍ସଙ୍କୁ କ୍ରୀଡ଼ା ମନ୍ତ୍ରଣାଳୟ ୨ ଲକ୍ଷ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛି। ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ତଥା ଅନ୍ତର୍ଜାତୀୟ ପାଓ୍ବାର ଲିଫ୍ଟିଂ କୋଚ୍‌ ଜୋଶେଫ ପ୍ରଥମେ...

କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କ ଉପରେ ପ୍ରାମାଣିକ ଚଳଚ୍ଚିତ୍ର

ନୂଆଦିଲ୍ଲୀ,୧୯।୫ (ପି.ଟି.): କିମ୍ବଦନ୍ତୀ ହକି ଖେଳାଳି ଧ୍ୟାନଚାନ୍ଦଙ୍କ ଉପରେ ଏକ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ କରାଯାଉଛି। ପ୍ରଯୋଜକ ତଥା ବ୍ୟବସାୟୀ ଜୋୟିତା ରଏ ଓ ପ୍ରତୀକ କୁମାର ମିଶ୍ର ଏହି ଡକ୍ୟୁମେଣ୍ଟାରୀ ନିର୍ମାଣ କରୁଛନ୍ତି। ଏଥିରେ ଧ୍ୟାନଚାନ୍ଦଙ୍କ ବାଲ୍ୟଜୀବନ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri