ଖେଳ

ଆରମ୍ଭ ହେଲା ଆଇପିଏଲ୍‌, ପ୍ରଥମେ ବ୍ୟାଟିଂ କରିବ ସିଏସ୍‌କେ

ଦୁବାଇ,୧୯।୯: ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟର ଲିଗ୍‌ ମ୍ୟାଚ୍‌ ରବିବାରଠାରୁ ଦୁବାଇରେ ଆରମ୍ଭ ହୋଇଯାଇଛି। ପ୍ରଥମ ମ୍ୟାଚ୍‌ରେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତେବେ ମ୍ୟାଚ୍‌ରେ…

ସେହ୍ବାଗଙ୍କ ବଡ଼ ଭବିଷ୍ୟବାଣୀ: ଏହି ଦଳ ଜିତିବ ଆଇପିଏଲ ୨୦୨୧ ଟାଇଟଲ୍‌

ୟୁଏଇ,୧୯।୯: ଆଜିଠାରୁ ୟୁଏଇରେ ଆଇପିଏଲ ୨୦୨୧ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେଉଛି । ଏହି ବଡ ଲିଗ ଚଳିତ ବର୍ଷ ଏପ୍ରିଲ ମାସରେ ଭାରତରେ ଆରମ୍ଭ ହୋଇଥିଲା। କିନ୍ତୁ କରୋନା ଦ୍ୱିତୀୟ ଲହର ହେତୁ ଏହାକୁ ୪ ମେ ମଧ୍ୟଭାଗରେ ବନ୍ଦ…

ଆଜିର ଦିନରେ ଇତିହାସ ରଚିଥିଲେ ଯୁବରାଜ

ନୂଆଦିଲ୍ଲୀ,୧୯।୯: ସେପ୍ଟେମ୍ବର ୧୯, ୨୦୦୭, ସ୍ଥାନ- ଦକ୍ଷିଣ ଆଫ୍ରିକାର ଡର୍ବାନ ଗ୍ରାଉଣ୍ଡରେ ଭାରତର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଇତିହାସ ରଚିଥିଲେ। ୧୪ ବର୍ଷ ପୂର୍ବେ ଏହି ଦିନ ଯୁବରାଜ କ୍ରମାଗତ ୬ ଟି ବଲରେ ୬ ଟି ଛକା ମାରିଥିଲେ।…

କ୍ରିକେଟ୍‌ ପଡିଆରେ ଘଟିଲା ଏମିତି ବିରଳ ଘଟଣା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୯।୯: କ୍ରିକେଟ ପଡିଆରେ ବେଳେବେଳେ ଏକ ଛୋଟ ଭୁଲ ଦଳ ଏବଂ ଖେଳାଳିଙ୍କ ଉପରେ ଭାରୀ ପଡିଯାଏ। କେଣ୍ଟ ଏବଂ ସମମରସେଟ ମଧ୍ୟରେ ଭାଇଟାଲିଟି ବ୍ଲାଷ୍ଟର ଟାଇଟଲ ମ୍ୟାଚରେ ମଧ୍ୟ ସମାନ ଘଟଣା ଘଟିଥିଲା। ଯେତେବେଳେ ବାଉଣ୍ଡ୍ରି ଲାଇନ୍‌ରେ ଫିଲ୍ଡରଙ୍କ କ୍ଲିନ…

ଟୁଇଟ୍‌ କରି କ୍ରିକେଟ୍‌ ଦୁନିଆକୁ ଦୋହଲାଇ ଦେଲେ କ୍ରିସ୍‌ ଗେଲ୍‌: ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୧୯।୯: ଶେଷ ମୂହୁର୍ତ୍ତରେ ପାକିସ୍ତାନ ଏବଂ ନ୍ୟୁଜିଳାଣ୍ଡ ମଧ୍ୟରେ ସୀମିତ ଓଭର କ୍ରିକେଟ ସିରିଜ ବାତିଲ କରାଯାଇଥିଲା। ସୁରକ୍ଷା କାରଣରୁ ନ୍ୟୁଜିଳାଣ୍ଡ କ୍ରିକେଟ ବୋର୍ଡ ଶୁକ୍ରବାର ଦିନ ଏହି ସିରିଜ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ଏହା ପରେ ଦଳ ଚାର୍ଟାର୍ଡ…

ହେଭିଓ୍ବେଟ୍‌ ମୁକାବିଲାରୁ ଆରମ୍ଭ ହେବ ଆଇପିଏଲ୍‌

ଦୁବାଇ,୧୮।୯: ବିଶ୍ୱର ସର୍ବଶ୍ରେଷ୍ଠ ଟି୨୦ ଲିଗ୍‌ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୁଣି ଥରେ ଆରମ୍ଭ ହେବାକୁ ଯାଉଛି। ରବିବାରଠାରୁ ଆଇପିଏଲ୍‌ ୧୪ତମ ସଂସ୍କରଣର ବାକିଥିବା ମ୍ୟାଚ୍‌ ଆରମ୍ଭ ହେବ। ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ର ଦୁବାଇ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ମହେନ୍ଦ୍ର…

କୋହଲିଙ୍କ ସହ ମତଭେଦ ପରେ କୁମ୍ବଲେ ଦେଇଥିଲେ ଇସ୍ତଫା, ଏବେ ପୁଣି ମୁଖ୍ୟ କୋଚ୍‌ ପଦକୁ ନେଇ…

ନୂଆଦିଲ୍ଲୀ,୧୮।୯: ଆସନ୍ତା ଅକ୍ଟୋବର-ନଭେମ୍ବରରେ ଟି୨୦ ବିଶ୍ୱକପ୍‌ର ଆୟୋଜନ ହେବାକୁ ଯାଉଛି। ଏହାପରେ ଭାରତୀୟ କ୍ରିକେଟ ଟିମ୍‌ର କୋଚିଂ ଷ୍ଟାଫ୍‌ରେ ପରିବର୍ତ୍ତନ ହେବ। ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀଙ୍କ ସମେତ ବୋଲିଂ, ବ୍ୟାଟିଂ ଏବଂ ଫିଲ୍ଡିଂ କୋଚ୍‌ଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି।…

ଯାହା ଚାହୁଁଥିଲି ତାହା ହାସଲ କରିସାରିଛି: ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୧୮।୯: ଅକ୍ଟୋବର ୧୭ରୁ ଆରମ୍ଭ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍‌। ଏହାପରେ ଭାରତୀୟ ଅଧିନାୟକ ବିରାଟ କୋହଲି ଟି୨୦ ଦଳର ଅଧିନାୟକ ପଦ ଛାଡ଼ିବାକୁ ଘୋଷଣା କରିଛନ୍ତି। ଏହି କ୍ରମରେ ଏବେ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ମଧ୍ୟ ବିଶ୍ୱକପ୍‌ ପରେ…

ରୋହିତ୍‌ ଶର୍ମା ଅଧିନାୟକ ହେଲେ, ଉପଅଧିନାୟକ ହେବେ କିଏ: ରେସ୍‌ରେ ୩ ଜଣ

ନୂଆଦିଲ୍ଲୀ,୧୭।୯: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଟି -୨୦ ଦଳର ଅଧିନାୟକତ୍ୱ ଛାଡିବାକୁ ଘୋଷଣା କରିଛନ୍ତି। ବିରାଟ କୋହଲି ଟି -୨୦ ବିଶ୍ୱକପ ୨୦୨୧ ପରେ ଅଧିନାୟକତ୍ୱ ଛାଡିବେ। ତାଙ୍କ ସ୍ଥାନରେ ରୋହିତ ଶର୍ମା ଅଧିନାୟକ ଦୌଡ଼ରେ ଆଗରେ…

‘ଆଇସିସି ବୈଠକରେ ନ୍ୟୁଜିଲାଣ୍ଡ ସହ କଥା ହେବୁ’

କରାଚୀ,୧୮।୯: ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ନ୍ୟୁଜିଲାଣ୍ଡ ଦଳ ପୂରା ଗସ୍ତ ବାତିଲ କରିବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ରମିଜ ରାଜା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନିକଟରେ ଏ ପ୍ରସଙ୍ଗ ଉଠାଯିବ…

‘ପାକିସ୍ତାନ କ୍ରିକେଟକୁ ହତ୍ୟା କରିଛି ନ୍ୟୁଜିଲାଣ୍ଡ’

ରାଓ୍ବଲପିଣ୍ଡି,୧୭।୯: ପାକିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ପୂର୍ବରୁ ସୁରକ୍ଷାଗତ କାରଣ ଦର୍ଶାଇ ସମ୍ପୂର୍ଣ୍ଣ ଗସ୍ତରୁ ଓହରି ଯାଇଛି ନ୍ୟୁଜିଲାଣ୍ଡ ଦଳ। ଫଳରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରାଇ ଆଣିବା ପାଇଁ ପାକିସ୍ତାନ ଚଲାଇଥିବା ପ୍ରୟାସକୁ ଲାଗିଛି ଶକ୍ତ ଧକ୍କା। ୨୦୦୩…

‘ପୁଣି ଆଇପିଏଲ୍‌ ଜିତିବୁ’

ଦୁବାଇ,୧୭।୯: ୨୦୨୦ ସଂସ୍କରଣ ଭଳି ଚଳିତ ଥର ମଧ୍ୟ ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ ଟ୍ରଫି ହାସଲ କରିବ। ଚଳିତ ଆଇପିଏଲ ସିଜନର ବଳକା ମ୍ୟାଚ୍‌ ଆରମ୍ଭ ହେବା ପୂର୍ବରୁ ଏଭଳି ଘୋଷଣା କରିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ଅଲରାଉଣ୍ଡର କିରନ ପୋଲାର୍ଡ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?