ଖେଳ

ଏପର୍ଯ୍ୟନ୍ତ ଘରକୁ ଯାଇନାହାନ୍ତି ଧୋନୀ: କାରଣ ଜାଣିଲେ କରିବେ ସାଲ୍ୟୁଟ୍‌

ମୁମ୍ବାଇ,୬।୫:ଆଇପିଏଲ ୨୦୨୧ ଅର୍ନିଦ୍ଦିଷ୍ଟ କାଳ ପାଇଁ ବାତିଲ କରାଯାଇଛି। ଧୀରେ ଧୀରେ ଖେଳାଳିମାନେ ନିଜ ଘରକୁ ଫେରୁଛନ୍ତି। ଏହି ସମୟରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରଶଂସକଙ୍କ ହୃଦୟ ଜିତିଛି। ଆଇପିଏଲ୍‌ ସ୍ଥଗିତ ହେବା ପରେ...

ମା’ଙ୍କ ସାମ୍ନାରେ ଭୋ’ ଭୋ’ ହୋଇ କାନ୍ଦୁଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଭାରତର ଟେଷ୍ଟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ନିଜ ମନ କଥା ଖୁଲାସା କହିଛନ୍ତି। ନକାରାତ୍ମକ ଚିନ୍ତାଧାରାରୁ ଦୂରେଇ ରହିବା ପାଇଁ ସେ ତାଙ୍କ ଆଧ୍ୟାତ୍ମିକ ଗୁରୁଙ୍କଠାରୁ ପରାମର୍ଶ ନିଅନ୍ତି। ଏକ ସାକ୍ଷାତକାରରେ ପୂଜାରା କହିଛନ୍ତି ଯେ, ଅନ୍ତର୍ଜାତୀୟ କ୍ରିକେଟରେ ସଫଳତାର...

ଟୋକିଓ ଅଲିମ୍ପିକ୍ସ: ମେରୀ କମ୍‌ଙ୍କ ସହ ୩ ମହିଳା ବକ୍ସର ପୁଣେରେ ଟ୍ରେନିଂ ନେବେ

ନୂଆଦିଲ୍ଲୀ, ୬।୫(ପି.ଟି.)- ଛଅ ଥର ବିଶ୍ୱ ଚାମ୍ପିୟନ ଏମ୍‌ସି ମେରୀ କମ୍‌ ଏବଂ ଅନ୍ୟ ୨ ମହିଳା ବକ୍ସର ପୁଣେସ୍ଥିତ ଆର୍ମି ସ୍ପୋଟର୍‌ସ ଇନ୍‌ଷ୍ଟିଚ୍ୟୁଟ୍‌ରେ ଟ୍ରେନିଂ ନେଇ ଟୋକିଓ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି କରିବେ। ଦିଲ୍ଲୀଠାରେ ଅନୁଷ୍ଠିତ ମହିଳା ବକ୍ସରଙ୍କ...

ହସ୍ପିଟାଲ୍‌ରେ ହକି କୋଚ୍‌ କୌଶିକ

ନୂଆଦିଲ୍ଲୀ,୬।୫(ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିବା ପରେ ପୂର୍ବତନ ଭାରତୀୟ ହକି କୋଚ୍‌ ଏମ୍‌.କେ. କୌଶିକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୧୯୮୦ ମସ୍କୋ ଅଲିମ୍ପିକ୍ସରେ ଭାରତ ସ୍ବର୍ଣ୍ଣ ପଦକ ହାସଲ କରିଥିଲା ଓ କୌଶିକ ଏହି ଦଳର ସଦସ୍ୟ...

ଇନ୍‌ଫାଣ୍ଟିନୋଙ୍କ ବଡ଼ ଆଇନଗତ ବିଜୟ

ବେଲିଜୋନା, ୬।୫(ଏପି): ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ଅଧ୍ୟକ୍ଷ ଜିଆନି ଇନ୍‌ଫାଣ୍ଟିନୋ ଏକ ବଡ଼ ଆଇନଗତ ବିଜୟ ହାସଲ କରିଛନ୍ତି। ସୁଇଜରଲାଣ୍ଡର ପୂର୍ବତନ ଅଟୋର୍ନି ଜେନେରାଲ ମାଇକେଲ ଲାଉବେରଙ୍କ ସହ ହୋଇଥିବା ତାଙ୍କ ବୈଠକ ନେଇ ତଦନ୍ତ...

ଘରକୁ ଫେରିଲେ ଇଂଲଣ୍ଡ ଖେଳାଳି: ମାଳଦୀପରୁ ଅଷ୍ଟ୍ରେଲିଆ ଖେଳାଳି ସ୍ବଦେଶ ଯିବେ

ଲଣ୍ଡନ,୬।୫(ପି.ଟି.): କୋଭିଡ୍‌-୧୯ ଦ୍ୱାରା ପ୍ରଭାବିତ ହୋଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଖେଳି ଅଧିକାଂଶ ଇଂଲଣ୍ଡ ଖେଳାଳି ସେମାନଙ୍କ ଘରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତେବେ ଅଷ୍ଟ୍ରେଲିଆ ଖେଳାଳିମାନେ ମାଳଦୀପରୁ ନିଜ ଦେଶକୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ଆଇପିଏଲ୍‌...

ଅପହରଣ ପରେ ଛାଡ଼ ପାଇଲେ ମ୍ୟାକ୍‌ଗିଲ

ସିଡ୍‌ନୀ,୬।୫(ପି.ଟି.): ଅଷ୍ଟ୍ରେଲିଆ ପୂର୍ବତନ ଲେଗ୍‌ ସ୍ପିନର ଷ୍ଟୁଆର୍ଟ ମ୍ୟାକ୍‌ଗିଲ ସିଡ୍‌ନୀସ୍ଥିତ ତାଙ୍କ ଘରୁ ଅପହରଣ ହୋଇଥିଲେ ଓ ପରେ ତାଙ୍କୁ ଛାଡି ଦିଆଯାଇଥିଲା ବୋଲି ନ୍ୟୁ ସାଉଥ୍‌ଓ୍ବେଲ୍ସ ପୋଲିସ ସୂଚନା ଦେଇଛି। ଗତ ମାସରେ ଏହି ଘଟଣା ଘଟିଥିଲା। ତାଙ୍କୁ...

ବାର୍ବରା ଷ୍ଟ୍ରାଇକୋଭାଙ୍କ ଅବସର

ପ୍ରାଗ,୬।୫(ପି.ଟି.): ପୂର୍ବତନ ତାରକା ଡବଲ୍ସ ଖେଳାଳି ତଥା ଓ୍ବିମ୍ବେଲଡନ ସିଙ୍ଗଲ୍ସ ସେମିଫାଇନାଲିଷ୍ଟ ଚେକ ଗଣରାଜ୍ୟର ବାର୍ବରା ଷ୍ଟ୍ରାଇକୋଭା ବୁଧବାର ଟେନିସରୁ ଅବସର ଘୋଷଣା କରିଛନ୍ତି। ୩୫ ବର୍ଷୀୟା ଷ୍ଟ୍ରାଇକୋଭା ପୂର୍ବରୁ ଗର୍ଭଧାରଣ କରିବା ନେଇ ସୂଚନା ଦେଇଥିଲେ। ମା’ ହେବା...

ଲଣ୍ଡନରେ ପହଞ୍ଚିଲେ ୮ ଇଂଲଣ୍ଡ ଖେଳାଳି, ଏବେ ବି ଅଟକିଛନ୍ତି ମୋର୍ଗାନ

ନୂଆଦିଲ୍ଲୀ,୫।୫ : ଆଇପିଏଲ ସ୍ଥିଗିତ ହେବା ପରେ ଇଂଲଣ୍ଡର ୮ ଖେଳାଳି ବୁଧବାର ଲଣ୍ଡନ ଫେରିଛନ୍ତି। ବିଶ୍ୱର ବିତ୍ତଶାଳୀ କ୍ରିକେଟ ଲିଗ୍‌ ସ୍ଥଗିତ ରଖାଯିବା ପରେ ଇଂଲଣ୍ଡ ଦଳର ସଦସ୍ୟମାନେ ଦିଲ୍ଲୀରୁ ଫ୍ଲାଇଟ୍‌ ନେଇଥିଲେ। ଜନ୍ନି ବେଆରଷ୍ଟୋ, ଜୋସ ବଟଲର,...

କ୍ଷତିରେ ପଡିଲା ବିସିସିଆଇ: ବୁଡିଲା ଏତିକି ଟଙ୍କା

ନୂଆଦିଲ୍ଲୀ,୫।୫: ଆଇପିଏଲର ୧୪ତମ ସିଜିନ କରୋନା କାରଣରୁ ସ୍ଥଗିତ ରଖାଯାଇଛି। ଆଇପିଏଲ ସ୍ଥଗିତାଦେଶ ପରେ ବୋର୍ଡର କ୍ଷତି ବିଷୟରେ ଏବେ ଚର୍ଚ୍ଚା ହେଉଛି। ବିସିସିଆଇ ଆଇପିଏଲ୍‌ର ପ୍ରତି ସିଜିନରୁ ହାରାହାରି ୪ ହଜାର କୋଟି ଟଙ୍କା ରୋଜଗାର କରେ। କିନ୍ତୁ...

ଘରକୁ ଫେରିଲେ ବିରାଟ କୋହଲି: ଏବେ ସ୍ତ୍ରୀଙ୍କ ସହ ମିଶି କରିବେ ଏହି କାମ

ଆଇପିଏଲ ୨୦୨୧ର ୧୪ତମ ସିଜନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ଆଇପିଏଲର ସ୍ଥଗିତାଦେଶ ପରେ ଖେଳାଳିମାନେ ନିଜ ନିଜ ଘରକୁ ଫେରୁଛନ୍ତି। ଏହି କ୍ରମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ କୋହଲି ମଧ୍ୟ ମୁମ୍ବାଇରେ ଥିବା ନିଜ...

ଜାଡେଜାଙ୍କୁ ‘ସାର୍‌ ଜାଡେଜା’ ଡାକିବାରୁ ମିଳିଲା ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୫।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ (ଆଇପିଏଲ ୨୦୨୧)ରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଛି। ଚେନ୍ନାଇ ସୁପର କିଙ୍ଗ୍ସର ସୁପରଷ୍ଟାର ରବିନ୍ଦ୍ର ଜାଡେଜା ଆଇପିଏଲ ୨୦୨୧ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିଲେ। ରବିନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri