ଖେଳ

ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ: ଜାଣନ୍ତୁ କେଉଁଠି, କେମିତି ଦେଖିପାରିବେ ମ୍ୟାଚ୍‌

ମାଞ୍ଚେଷ୍ଟର,୧୦।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୧୦ଠାରୁ ମାଞ୍ଚେଷ୍ଟରରେ ଖେଳାଯିବ। ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୧ରେ ଆଗୁଆ ଅଛି। ବର୍ଷା ହେତୁ ପ୍ରଥମ ମ୍ୟାଚ ଡ୍ର ହୋଇଥିଲା। ଏଭଳି ପରିସ୍ଥିତିରେ ସମସ୍ତଙ୍କ ନଜର…

ମାଞ୍ଚେଷ୍ଟର ଟେଷ୍ଟ ଉପରୁ ହଟିଲା ପ୍ରଶ୍ନବାଚୀ

ମାଞ୍ଚେଷ୍ଟର,୧୦।୯: ସପୋର୍ଟ ଷ୍ଟାଫଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଟିମ୍‌ ଇଣ୍ଡିଆର ପ୍ରତ୍ୟେକ ଖେଳାଳିଙ୍କ ଟେଷ୍ଟ କରାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଛି। ଏଥି ଯୋଗୁ ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡଠାରେ ଶୁକ୍ରବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ମ ତଥା ଅନ୍ତିମ…

ମାଞ୍ଚେଷ୍ଟର ଟେଷ୍ଟ ହେବ ନା ନାହିଁ

ମାଞ୍ଚେଷ୍ଟର,୯।୯: ଭାରତୀୟ ଦଳର ସପୋର୍ଟ ଷ୍ଟାଫଙ୍କ ଆରଟିପିସଆର ରିପୋର୍ଟ ପଜିଟିଭ ଆସିବା ପରେ ସିରିଜ୍‌ର ୫ମ ତଥା ଅନ୍ତିମ ଟେଷ୍ଟ ଅନିଶ୍ଚିତତାରେ ଘେରି ହୋଇଯାଇଛି। ଏହା ଉପରେ ମତ ରଖିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ”ବର୍ତ୍ତମାନ ୫ମ ଟେଷ୍ଟ ଖେଳାଯିବ…

ଭାରତଠାରୁ ଓ୍ବାକ ଓଭର ଚାହୁଁଛି ଇଂଲଣ୍ଡ

ମାଞ୍ଚେଷ୍ଟର,୯।୯: ଭାରତ ଓ ଇଂଲଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଆରମ୍ଭ ହେବାକୁ ଯାଉଛି ୫ମ ତଥା ଅନ୍ତିମ ଟେଷ୍ଟ। କିନ୍ତୁ ଭାରତୀୟ ଦଳର ସପୋର୍ଟ ଷ୍ଟାଫ ଆରଟିପିସଆର ରିପୋର୍ଟ ପଜିଟିଭ ଆସିବା ପରେ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରେ…

ଧୋନୀଙ୍କ ବିରୋଧରେ କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ

ମୁମ୍ବାଇ,୯।୯: ଆଗକୁ ଆସୁଥିବା ଟି୨୦ ବିଶ୍ୱକପ୍‌ ଲାଗି ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଘୋଷିତ ଭାରତୀୟ ଦଳର ମେଣ୍ଟର ଭାବେ ନିଯୁକ୍ତ କରାଯାଇଛି। ଧୋନୀଙ୍କ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ଆଜୀବନ ସଦସ୍ୟ ସଞ୍ଜୀବ…

ତାଲିବାନ୍‌ ଆଗରେ ସର୍ତ୍ତ ରଖିଲା କ୍ରିକେଟ ଅଷ୍ଟ୍ରେଲିଆ

କାବୁଲ,୯।୯: ଯଦି ଆଫଗାନିସ୍ତାନରେ ମହିଳାଙ୍କୁ କ୍ରିକେଟ ଖେଳିବାକୁ ଅନୁମତି ନ ମିଳେ, ତେବେ ଆମେ ଐତିହାସିକ ଟେଷ୍ଟ ମ୍ୟାଚ୍‌କୁ ବାତିଲ କରିଦେବୁ। ଏଭଳି ସ୍ବରରେ ତାଲିବାନ୍‌ର ଅନ୍ତରୀଣ ସରକାରଙ୍କୁ ଚେତାବନୀ ଦେଇଛି କ୍ରିକେଟ ଅଷ୍ଟ୍ରେଲିଆ। ତାଲିବାନ୍‌ର କଲଚରାଲ କମିଶନର ଉପ ମୁଖ୍ୟ…

ବିଶ୍ୱକପ୍‌ ଦଳରେ ସ୍ଥାନ ପାଇଲେ ନାହିଁ ଡୁପ୍ଲେସି, ତାହିର

ଜୋହାନ୍ସବର୍ଗ,୯।୯: ଆସନ୍ତା ଅକ୍ଟୋବରରେ ୟୁଏଇରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ଘୋଷିତ ଦକ୍ଷିଣ ଆଫ୍ରିକା ଦଳରୁ ବାଦ୍‌ ପଡ଼ିଛନ୍ତି ସିନିୟର ବ୍ୟାଟ୍ସମ୍ୟାନ ଫାଫ ଡୁପ୍ଲେସି। ତାଙ୍କ ଭଳି ଅଭିଜ୍ଞ ଲେଗ୍‌ ସ୍ପିନର ଇମ୍ରାନ ତାହିର ଓ ଅଲରାଉଣ୍ଡର କ୍ରିସ ମୋରିସଙ୍କୁ…

ମାଞ୍ଚେଷ୍ଟର ଟେଷ୍ଟ ଉପରେ କଳା ବାଦଲ

ମୁମ୍ବାଇ,୯।୯: ଜଣଙ୍କ ପରେ ଜଣେ ଭାରତୀୟ ଦଳର ସପୋର୍ଟ ଷ୍ଟାଫଙ୍କ ଆରଟିପିସିଆର୍‌ ରିପୋର୍ଟ ପଜିଟିଭ ଆସିଛି। ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀଙ୍କ ପରେ ଟିମ୍‌ ଇଣ୍ଡିଆର ଜଣେ ଆସିଷ୍ଟାଣ୍ଟ ଫିଜିଓଥେରାପିଷ୍ଟ ଯୋଗେଶ ପର୍ମାର କୋଭିଡ୍‌-୧୯ରେ ସଂକ୍ରମିତ ହୋଇଛନ୍ତି। ଏଥି ଯୋଗୁ ଇଂଲଣ୍ଡ…

ବର୍ଷେ ପୂର୍ବରୁ କଥା ଭିନ୍ନ ଥିଲା; ଏବେ ଟି-୨୦ ବିଶ୍ୱକପ୍‌ରେ ଭାରତ ପାଇଁ ଖେଳିବେ…

ନୂଆଦିଲ୍ଲୀ,୯।୯: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୧ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିଲାଗି ୧୫ ଜଣିଆ ସଦସ୍ୟ ଟିମ୍‌ରେ ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବ ସ୍ଥାନ ପାଇଛନ୍ତି। ଏକ ବର୍ଷ ପୂର୍ବେ ସୂର୍ଯ୍ୟକୁମାରଙ୍କୁ ଭାରତୀୟ ଟିମ୍‌ରେ କେହି ଜାଣି ନ ଥିଲେ,…

କେବଳ ଏହି ସର୍ତ୍ତରେ ମେଣ୍ଟର ହେବାକୁ ରାଜି ହୋଇଛନ୍ତି ଧୋନୀ; ବିଶ୍ୱକପ୍‌ ଶେଷ ହେବା ପରେ…

ନୂଆଦିଲ୍ଲୀ,୯।୯: ଆଗାମୀ ଦିନରେ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଟିମ୍‌ର ଘୋଷଣା କରାଯାଇଛି। ଏଥିସହ ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ବିଶ୍ୱକପ୍‌ରେ ଜଣେ ମେଣ୍ଟର୍‌ ଭାବେ ନିଯୁକ୍ତ କରାଯାଇଛି। ଧୋନୀଙ୍କ ମାର୍ଗଦର୍ଶକରେ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ…

ଖୁସି ଖବର ଦେଲେ ସୌରଭ ଗାଙ୍ଗୁଲି

ପୂର୍ବତନ ଭାରତୀୟ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ତାଙ୍କ ପ୍ରଶଂସକଙ୍କ ସହ ଏକ ବଡ଼ ଖବର ବାଣ୍ଟିଛନ୍ତି। ଟୁଇଟର୍‌ରେ ଗାଙ୍ଗୁଲି ତାଙ୍କ ବାୟୋପିକ ବିଷୟରେ ପ୍ରଶଂସକମାନଙ୍କୁ ଏକ ଉପହାର ଦେଇଛନ୍ତି। ଲଭ ଫିଲ୍ମସ ତାଙ୍କର ବାୟୋପିକ କରୁଛି ବୋଲି…

ଟି-୨୦ ଟିମ୍‌ରେ ଅଶ୍ୱିନଙ୍କୁ କାହିଁକି ମିଳିଲା ସୁଯୋଗ; ଚୟନ ଟିମ୍‌ ମୁଖ୍ୟ କହିଲେ କାରଣ…

ନୂଆଦିଲ୍ଲୀ,୯।୯: ଅକ୍ଟୋବର ୧୭ରୁ ୟୁଏଇ ଏବଂ ଓମାନରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ ପାଇଁ ବିସିସିଆଇ ପକ୍ଷରୁ ଭାରତୀୟ ଦଳ ଘୋଷଣା କରାଯାଇଛି। ୟୁଏଇର ଅବସ୍ଥାକୁ ଦୃଷ୍ଟିରେ ରଖି ଚେତନ ଶର୍ମାଙ୍କ ନେତୃତ୍ୱରେ ଚୟନ କମିଟି ଦଳରେ ୫ ସ୍ପିନରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?