ଖେଳ

ନିଆରା ଅନ୍ଦାଜରେ ପ୍ରେମିକାଙ୍କୁ ପ୍ରପୋଜ କରିଥିଲେ ରୋହିତ ଶର୍ମା

ଭାରତୀୟ କ୍ରିକେଟ ଦଳର ‘ହିଟ୍‌ମ୍ୟାନ୍‌’ ରୋହିତ ଶର୍ମା ଆଜି ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ମୁମ୍ବାଇର ଏହି ବିସ୍ଫୋରକ ବ୍ୟାଟମ୍ୟାନ୍‌ ଅନେକ ରେକର୍ଡ ହାସଲ କରିଚନ୍ତି। ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଏକଦିବସୀୟ କ୍ରିକେଟରେ ୩ଥର ଦ୍ୱିଶତକ ଅର୍ଜନ କରିଛନ୍ତି।...

ପୃଥ୍ବୀ ଶ’ଙ୍କ ତଣ୍ଟି ଚିପିଲେ ଏହି କ୍ରିକେଟର୍‌

ଅହମଦାବାଦ,୩୦।୪: ଆଇପିଏଲ୍‌ ୨୦୨୧ର ଏକ ମ୍ୟାଚ୍‌ରେ ଆକ୍ରମଣାତ୍ମକ ଓପନର୍‌ ପୃଥ୍ବୀ ଶ’ଙ୍କ ଚମତ୍କାର ଇନିଂସ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ କୋଲକାତା ନାଇଟ ରାଇଡର୍ସକୁ ୭ ଉଇକେଟ୍‌ରେ ପରାସ୍ତ କରିଛି। ଦିଲ୍ଲୀ ଆଗରେ ୧୫୫ ରନ ଲକ୍ଷ୍ୟ ଥିଲା, ଯାହାକୁ ପିଛା...

ତେନ୍ଦୁଲକର ଦେଲେ ୧ କୋଟି ଟଙ୍କା

ନୂଆଦିଲ୍ଲୀ, ୩୦ା୪ (ପି.ଟି.)-କରୋନା ରୋଗୀଙ୍କ ପାଇଁ ଅକ୍ସିଜେନ କ୍ରୟ ଲାଗି କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ଗୁରୁବାର ୧କୋଟି ଟଙ୍କା ଦାନ କରିଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଥିବାରୁ ଦେଶର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଏବେ ସଙ୍କଟରେ ପଡ଼ିଛି। ରୋଗୀଙ୍କୁ...

ଆଇପିଏଲ୍‌ରୁ ଓହରିଲେ ଅମ୍ପାୟର ମେନନ

ନୂଆଦିଲ୍ଲୀ, ୩୦ା୪ (ପି.ଟି.)- ଭାରତର ଟପ୍‌ ଅମ୍ପାୟର ନୀତୀନ ମେନନ ଚଳିତ ଆଇପିଏଲ୍‌ରୁ ଓହରିଯାଇଛନ୍ତି। ତାଙ୍କ ପରିବାରର ୨ ସଦସ୍ୟ କୋଭିଡ୍‌ ସଂକ୍ରମଣରେ ଥିବା ଜଣାପଡ଼ିବା ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପକ୍ଷରେ ଭାରତରୁ ଅଷ୍ଟ୍ରେଲିଆକୁ ବିମାନଯାତ୍ରା ବନ୍ଦ...

ଭାରତୀୟ ମହିଳା କ୍ରିକେଟ ଦଳ: ମୁଖ୍ୟ କୋଚ୍‌ ଦୌଡ଼ରେ ୫ ମହିଳା

ନୂଆଦିଲ୍ଲୀ, ୩୦।୪(ପି.ଟି.)-ଭାରତୀୟ ମହିଳା କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଦୌଡ଼ରେ ୫ ଜଣ ମହିଳା ସାମିଲ ହୋଇଛନ୍ତି। ୨୦୧୭ରୁ ଏହି ପଦରେ ପୁରୁଷ କୋଚ୍‌ ରହି ଆସୁଥିଲେ। ଏଥର ଆବେଦନ କରିଥିବା ମହିଳାଙ୍କ ମଧ୍ୟରେ ଅଛନ୍ତି ପୂର୍ବତନ ଚୟନ କମିଟି...

ବୋଲରଙ୍କ ନିଦ ହଜାଇ ଦେଲେ ପୃଥ୍ବୀ

ଅହମ୍ମଦାବାଦ୍‌,୨୯।୪ : ସାମ୍ନାରେ ଥିଲା ୧୫୫ ରନ୍‌ର ଚ୍ୟାଲେଞ୍ଜିଂ ବିଜୟ ଲକ୍ଷ୍ୟ। କିନ୍ତୁ ଏହାକୁ ଅତି ସାଧାରଣ ଟାର୍ଗେଟରେ ପରିଣତ କରି ଦେଇଥିଲା ଦିଲ୍ଲୀ କ୍ୟାପିଟାଲ୍ସ ଓପନର ପୃଥ୍ବୀ ଶ’ଙ୍କ ଆଟାକିଂ ବ୍ୟାଟିଂ। ସେ ପ୍ରଥମ ଓଭରରେ ଶିଭମ ମାଭିଙ୍କୁ...

ରାଇନାଙ୍କୁ ପଛରେ ଛାଡ଼ିଲେ ଧାଓ୍ବନ

ଅହମ୍ମଦାବାଦ,୨୯।୪ : ମିଷ୍ଟର ଆଇପିଏଲ ଭାବେ ଜଣାଶୁଣା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବ୍ୟାଟ୍ସମ୍ୟାନ ସୁରେଶ ରାଇନାଙ୍କୁ ପଛରେ ପକାଇ ଦେଇଛନ୍ତି ଶିଖର ଧାଓ୍ବନ। ଚମତ୍କାର ଫର୍ମରେ ଥିବା ଦିଲ୍ଲୀ କ୍ୟାପିଟାଲ୍ସ ଓପନର ଧାଓ୍ବନ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)...

ବିଳମ୍ବ କରିଦେଲେ ରସେଲ

ଅହମ୍ମଦାବାଦ,୨୯।୪ : ବିଳମ୍ବ କରିଦେଲେ ଆନ୍ଧ୍ରେ ରସେଲ। ଶେଷ ଆଡ଼କୁ ଦେଖିବାକୁ ମିଳିଲା ତାଙ୍କ ବ୍ୟାଟରୁ ଚୌକା ଓ ଛକାର ବର୍ଷା। କିନ୍ତୁ ପ୍ରଥମ ୧୮ ବଲରେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ ବଲ ପିଛା ଏକ ରନ୍‌ କରିବାକୁ ସଂଘର୍ଷ...

ମୁମ୍ବାଇକୁ ସହଜ ବିଜୟ ଦେଲେ ଡି’ କକ୍‌

ନୂଆଦିଲ୍ଲୀ,୨୯।୪ : କୁଇଣ୍ଟନ ଡି’ କକ୍‌ଙ୍କ ଅପରାଜିତ ୭୦ ରନ୍‌ର ଇନିଂସ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳର ଏହା ୩ୟ ବିଜୟ। ଦଳ ଏବେ ୬ ପଏଣ୍ଟ...

ଖେଳାଳିଙ୍କ ପରେ ସାହାଯ୍ୟ ପାଇଁ ଆଗେଇ ଆସିଲା ଆଇପିଏଲ ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨୯।୪ : କୋଭିଡ୍‌-୧୯ ସୁନାମିରେ ସଂଘର୍ଷ କରୁଥିବା ଭାରତକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛି ଆଇପିଏଲ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସ। ପ୍ରଥମ ସଂସ୍କରଣର ଚାମ୍ପିୟନ ଦଳ ଗୁରୁବାର ଏହାର ଫାଉଣ୍ଡେଶନ ଜରିଆରେ ୭.୫ କୋଟି ଟଙ୍କା କୋଭିଡ୍‌ ପ୍ରଭାବିତଙ୍କ...

ଆଇପିଏଲ୍‌ରେ ଏଭଳି କିଛି କଲେ ଧୋନୀ; ପ୍ରଶଂସକ କହିଲେ ‘ଆଉ ଦେଖିବାକୁ କିଛି ବାକି ନାହିଁ’

ନୂଆଦିଲ୍ଲୀ,୨୯।୪: କ୍ରିକେଟ ମଇଦାନରେ ମହେନ୍ଦ୍ର ସିଂହ ଧୋନୀ ଶ୍ରେଷ୍ଠ ଫିଲ୍ଡରଙ୍କ ମଧ୍ୟରୁ ଅନ୍ୟତମ। ଉଇକେଟ ପଛରେ ତାଙ୍କର ଫୁର୍ତ୍ତି ସମସ୍ତଙ୍କୁ ଚକିତ କରେ। ସେ କ୍ୱଚିତ କ୍ୟାଚ୍‌ ଛାଡ଼ିଥାନ୍ତି। କିନ୍ତୁ ଆଇପିଏଲ୍‌ର ଚଳିତ ସଂସ୍କରଣରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ ଏଭଳି...

ଟସ୍‌ ଜିତିଲା ମୁମ୍ବାଇ: ଚୂଡାନ୍ତ ଏକାଦଶରୁ ବାଦ୍‌ ପଡିଲେ ଇଶାନ କିଶନ

ନୂଆଦିଲ୍ଲୀ,୨୯।୪: ଆଇପିଏଲ୍‌ ୨୦୨୧ରେ ଆଜି ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସସ୍ଥାନ ରୟାଲ୍ସ ମଧ୍ୟ ମ୍ୟାଚ୍‌ ଖେଳାଯାଉଛି। ଦିଲ୍ଲୀର ଫିରୋଜ ଶାହା କୋଟଲା ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ମୁମ୍ବାଇ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri