ଖେଳ

ରୋହିତଙ୍କୁ ଜୀବନଦାନ ଦେବା ପଡ଼ିଲା ମହଙ୍ଗା

ଓଭାଲ,୪।୯: ଚଳିତ ଓଭାଲ ଟେଷ୍ଟର ତୃତୀୟ ଦିନରେ ଭାରତୀୟ ଓପନର ରୋହିତ ଶର୍ମା ଛକା ମାରି ଶତକ ପୂରଣ କରିଛନ୍ତି। ୨୦୪ ବଲର ସମ୍ମୁଖୀନ ହୋଇଥିବା ରୋହିତଙ୍କ ପାଳିରେ ସାମିଲ ଥିଲା ୧୨ ଚୌକା ଓ ଏକ ଛକା। ସେ ୯୪…

ଜାଣିଶୁଣି ସଚିନଙ୍କୁ ଏକ ରନ୍‌ ଦେଇ ଫସାଇବାକୁ ଚାହିଁଥିଲେ ଏହି ଦୁର୍ଦ୍ଧର୍ଷ ବୋଲର୍‌; ସନ୍ୟାସ ଘୋଷଣା ପରେ କହିଲେ…

ଜୋହାନ୍ସବର୍ଗ,୪।୯: ନିଜ ସମୟର ସର୍ବୋତ୍ତମ ଦ୍ରୁତ ବୋଲରଙ୍କ ମଧ୍ୟରୁ ଅନ୍ୟତମ ଡେଲ୍‌ ଷ୍ଟେଇନ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ତାଙ୍କର ଦ୍ରୁତ ବୋଲିଂ ବର୍ଷ ବର୍ଷ ଧରି ଅଭିଜ୍ଞ ବ୍ୟାଟ୍ସମ୍ୟାନମାନଙ୍କୁ ଅଡ଼ୁଆରେ ପକାଉଥିଲା। ହେଲେ ଅଧିକ ଉଇକେଟ ନେବା…

ଦେଶର ହୃଦୟ ଜିତିଲେ ପ୍ରମୋଦ

ନୂଆଦିଲ୍ଲୀ,୪।୯: ଓଡ଼ିଶାର ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଟୋକିଓରେ ଚାଲିଥିବା ପାରା ଅଲିମ୍ପିକ୍ସରେ ଶନିବାର ପୁରୁଷ ସିଙ୍ଗଲ୍ସ (ଏସ୍‌ଏଲ୍‌୩) ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଚଳିତ ପାରା ଅଲିମ୍ପିକ୍ସରେ ଏହା ଭାରତର ଚତୁର୍ଥ ସ୍ବର୍ଣ୍ଣ ପଦକ। ଏହି ଐତିହାସିକ ସଫଳତା…

ଏକଦା ଗାଙ୍ଗୁଲିଙ୍କୁ ବୋହୂ ଭଳି ସଜାଇଥିଲେ ସେହ୍ବାଗଙ୍କ ସହ ସାଥୀ ଖେଳାଳି: ବାଧ୍ୟକରି…

ନୂଆଦିଲ୍ଲୀ,୪।୯: ଯେତେବେଳେ ଭାରତୀୟ ଦଳର ଦୁଇଜଣ କ୍ରିକେଟର କୌଣସି ମଞ୍ଚରେ ଏକାଠି ହୋଇଥାନ୍ତି, ସେତେବେଳେ ଡ୍ରେସିଂ ରୁମ୍‌ର ଅନେକ ମଜାଦାର କାହାଣୀ ଶୁଣିବାକୁ ମିଳିଥାଏ। ସେଭଳି କିଛି ଶୁକ୍ରବାର ପ୍ରସାରିତ ହୋଇଥିବା କେବିସିର ଏପିସୋଡ୍‌ରେ ଦେଖିବାକୁ ମିଳିଛି। ଏଥିରେ ଅତିଥି ଭାବେ…

ସ୍ବର୍ଣ୍ଣ ବିଜେତା ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ଦେଶର ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍‌ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଆଣି ଓଡ଼ିଶାକୁ ଗୌରବାନ୍ବିତ…

ଭାଙ୍ଗିଲା ଓପନିଂ ଯୋଡ଼ି

ଓଭାଲ,୪।୯: ଡିଫେନ୍ସିଭ ଟେକନିକ୍‌ ଦେଖାଉଥିବା ଭାରତୀୟ ଓପନର ଲୋକେଶ ରାହୁଲ (୪୦) ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଛନ୍ତି। ୧୦୦ରୁ ଅଧିକ ବଲ ଖେଳି ସେଟ୍‌ ହୋଇସାରିଥିବା ରାହୁଲଙ୍କୁ ଉଇକେଟକିପରଙ୍କ ହାତରେ କ୍ୟାଚ୍‌ ଆଉଟ୍‌ କରାଇଛନ୍ତି ଇଂଲଣ୍ଡ ପେସର ଜିମ୍ମି ଆଣ୍ଡରସନ। ଫଳରେ…

ସ୍ବର୍ଣ୍ଣ ଆଣିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

ଟୋକିଓ,୪ା୯: ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ସ୍ବର୍ଣ୍ଣ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍‌ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଆଣିଛନ୍ତି। ଫାଇନାଲରେ ପ୍ରମୋଦ ତାଙ୍କ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀଙ୍କୁ…

ନୀରଜ ଚୋପ୍ରାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏମିତି ପ୍ରଶ୍ନ ପଚାରିଲେ ଉପସ୍ଥାପକ, ଲାଜରେ ସରି କହିବାକୁ ବାଧ୍ୟ ହେଲେ ଗୋଲଡେନ୍‌ ବୟ

ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତି ଇତିହାସ ରଚିଥିବା ଜାଭେଲିନ୍‌ ଥ୍ରୋଓର ନୀରଜ ଚୋପ୍ରା ଏବେ ଅଜବ ପ୍ରଶ୍ନସବୁର ସାମ୍ନା କରୁଛନ୍ତି। ଭାରତ ଫେରିବା ପରେ ନୀରଜଙ୍କ ଉପରେ ଖାଲି ପ୍ରଶ୍ନ ବର୍ଷା। ସବୁଠୁ ଆଶ୍ଚର୍ଯ୍ୟର କଥା ଏଥର ଯେଉଁ ପ୍ରଶ୍ନ ପଚରାଯାଇଛି…

ଶୁଟିଂରେ ଭାରତକୁ ସ୍ବର୍ଣ୍ଣ-ରୌପ୍ୟ ପଦକ…

ଟୋକିଓ ,୪।୯: ଟୋକିଓ ପାରାଲିମ୍ପିକ ଗେମ୍ସରେ ଶନିବାର ଭାରତକୁ ଶୁଟିଂରେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ମିଳିଛି। ଶୁଟର ମନୀଷ ନରୱାଲ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଆଣିଥିବାବେଳେ ସିଂହରାଜ ରୌପ୍ୟ ପଦକ ଜିତିବାରେ ସଫଳ ହୋଇଛନ୍ତି। ଏହି ଦୁଇ ଶୁଟର…

ଗିରଫ ହେଲେ ଜାର୍ଭୋ

ଲଣ୍ଡନ,୪।୯: ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌ରେ ବରାମ୍ବାର ଗ୍ରାଉଣ୍ଡରେ ପଶି ଖେଳରେ ବାଧକ ସାଜୁଥିବା ୟୁଟ୍ୟୁବର ଡାନିଏଲ ଜାର୍ଭିସଙ୍କୁ ଶୁକ୍ରାବର ଗିରଫ କରାଯାଇଛି। ଓଭାଲଠାରେ ଚାଲିଥିବା ଚତୁର୍ଥ ଟେଷ୍ଟର ଦ୍ୱିତୀୟ ଦିନର ପ୍ରଥମ ସେସନରେ ଜାର୍ଭୋ ପୁଣି ଥରେ ଗ୍ରାଉଣ୍ଡରେ ପ୍ରବେଶ କରି…

ଉଇକେଟ ପଡ଼ିବାକୁ ଦେଲେନି ରାହୁଲ-ରୋହିତ

ଓଭାଲ,୩।୯: ଚତୁର୍ଥ ଟେଷ୍ଟର ପ୍ରଥମ ଭଳି ଦ୍ୱିତୀୟ ଦିନ ମଧ୍ୟ ରୋମାଞ୍ଚକ ମୋଡ଼ରେ ଶେଷ ହୋଇଛି। ଇଂଲଣ୍ଡ ପ୍ରଥମ ଇନିଂସରେ ୯୮ ରନ୍‌ର ଅଗ୍ରଣୀ ହାସଲ କରିବା ପରେ ଭାରତୀୟ ଦଳ ଦ୍ୱିତୀୟ ଦିନ ସୁଦ୍ଧା ବିନା କୌଣସି କ୍ଷତିରେ ୪୩…

ପରିସ୍ଥିତିର ଫାଇଦା ଉଠାଇ ପାରିଲେନି ଭାରତୀୟ ବୋଲର

ଓଭାଲ,୩।୯: ଚଳିତ ଓଭାଲ ଟେଷ୍ଟରେ ପ୍ରମୁଖ ବ୍ୟାଟ୍ସମ୍ୟାନ ବିଫଳ ହେବା ସତ୍ତ୍ୱେ ଇଂଲଣ୍ଡ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ଭାରତ ୧୯୧ ରନ୍‌ କରିଥିବା ବେଳେ ୨୯୦ ରନ୍‌ରେ ଅଲଆଉଟ୍‌ ହୋଇଛି ଘରୋଇ ଇଂଲଣ୍ଡ ଦଳ। ଫଳରେ ଇଂଲଣ୍ଡ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?