‘IPL ଖେଳ ନାହିଁ, ନଚେତ୍…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ
ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍ ନେଇ ଐତିହାସିକ ପ୍ରଦର୍ଶନ କରିଥିଲେ। ଏପର୍ଯ୍ୟନ୍ତ ନିଜ ଟେଷ୍ଟ କ୍ୟାରିୟରରେ ସେ ମାତ୍ର ୨ଟି ମ୍ୟାଚ…
ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା
ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ତାଙ୍କ କହିବା ଅନୁସାରେ, ବିଦେଶୀ ପିଚ୍ରେ…
୨୦ ବର୍ଷ ପରେ କ୍ରିକେଟ୍ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!
ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ ଦଶନ୍ଧି ଧରି ଇଂରାଜୀ କ୍ରିକେଟ ଇତିହାସରେ ଦେଖାଯାଇ ନଥିଲା। ଏହା ପାକିସ୍ତାନକୁ ପରାଜୟର…
ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ ରୁଟ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି। ବାଂଲାଦେଶ ଦଳର ଦ୍ରୁତ ବୋଲର ହସନ ମହମୁଦ…
ପାକିସ୍ତାନକୁ ବିଶ୍ୱକପ୍ରୁ ବିଦା କଲା ଭାରତ
ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ (ରାଉଣ୍ଡ-୨)କୁ ସ୍ଥାନ ପକ୍କା କରିଛି। ନେଦରଲ୍ୟାଣ୍ଡର ଆମଷ୍ଟେଲଭିନ୍ରେ ଖେଳାଯାଇଥିବା ଏହି ପୁଲ୍ ଡି…
୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…
ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ ଦ୍ୱିତୀୟ ଇନିଂସରେ ୬ ଜଣ ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନଙ୍କୁ ଆଉଟ କରିଥିଲେ। କିନ୍ତୁ, ଏହି…
ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ
ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ ୬-୧ ଗୋଲ୍ରେ ପରାସ୍ତ କରିଛି। ବିଶ୍ୱକପ ଇତିହାସରେ ଏହା ଭାରତୀୟ ମହିଳା ଟିମର…
ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର
ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ କରିପାରିଥିଲା। ମାନବ ସୁଥାର ତାଙ୍କ କ୍ୟାରିୟରର ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ୧୦ ୱିକେଟ…
Video: ଦୁଇ ପତ୍ନୀଙ୍କ କଳହ ମଧ୍ୟରେ ବେହୋସ ହେଲେ ଫୁଟବଲ ପ୍ରଶିକ୍ଷକ, ଚେତା ଫେରିବା ପରେ ପ୍ରଥମ ପତ୍ନୀଙ୍କ ସହ କଲେ ଏମିତି ସମସ୍ତେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୯।୮: ପ୍ରାୟତଃ, ଦୁଇଜଣଙ୍କ ମଧ୍ୟରେ ବିବାଦର ମଧ୍ୟସ୍ଥତା କରିବାକୁ ଚେଷ୍ଟା କରୁଥିବା ବ୍ୟକ୍ତି କ୍ରସଫାୟାରରେ ଫସି ଯାଆନ୍ତି; କିନ୍ତୁ, ଯେତେବେଳେ ବିବାଦ ଜଣେ ପୁରୁଷଙ୍କ ଦୁଇ ସ୍ତ୍ରୀଙ୍କ ମଧ୍ୟରେ ହୁଏ, ନାଟକ ଏକ ସମ୍ପୂର୍ଣ୍ଣ ନୂଆ ମୋଡରେ ପହଞ୍ଚିଥାଏ। ଯଦିଓ ଏହା…
କ୍ୟାମେରା ବୁଲିବା ମାତ୍ରେ ଖୋଲିଗଲା ଗମ୍ଭୀରଙ୍କ ‘ମାଷ୍ଟରପ୍ଲାନ’ର ରହସ୍ୟ! ଭାଇରାଲ ଭିଡିଓରେ ଦେଖାଗଲା…
ନୂଆଦିଲ୍ଲୀ, ୧୯।୮: ଗଲରେ ଲ୍ର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓଟି ଦେଖି କ୍ରିକେଟପ୍ରେମୀମାନେ ମଧ୍ୟ ଚିନ୍ତା କରିବାକୁ ବାଧ୍ୟ ହୋଇଛନ୍ତି। ସାଧାରଣତଃ ମ୍ୟାଚ ସମୟରେ…
ବିଶ୍ୱରେକର୍ଡ କଲେ ରିଷଭ ପନ୍ତ: ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ୍ ଭାବେ କଲେ ଏମିତି କାରନାମା
ଗାଲେ, ୧୯ା୮(ପିଟି):ଭାରତର ବିସ୍ଫୋରକ ଉଇକେଟ୍କିପର-ବ୍ୟାଟର ରିଷଭ ପନ୍ତ ପ୍ରଥମ ଭାରତୀୟ ଓ ବିଶ୍ୱର ଚତୁର୍ଥ ବ୍ୟାଟର ଭାବେ ଟେଷ୍ଟ କ୍ରିକେଟରେ ୧୦୦ ଛକା ପୂରଣ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷରେ ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟର ଚତୁର୍ଥ ଦିନରେ ଏହି ସଫଳତା ପାଇଛନ୍ତି…
ମହିଳା ହକି ବିଶ୍ୱକପ୍ରେ ଭାରତର ବଡ଼ ବିଜୟ
ଆମଷ୍ଟେଲଭିନ୍,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍ଆଇଏଚ୍ ମହିଳା ହକି ବିଶ୍ୱକପ୍ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍ ମ୍ୟାଚ୍ରେ ଭାରତ ୬-୧ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ମହିଳା ବିଶ୍ୱକପ୍ ଇତିହାସରେ ଏହା ଭାରତ ପାଇଁ ସର୍ବବୃହତ୍…

