ଖେଳ

ଅର୍ଜୁନ ପୁରସ୍କାର ପାଇଁ କେଉଁ ଖେଳାଳି ଦାଖଲ କରିଛନ୍ତି ନୋମିନେଶନ, ଆସନ୍ତୁ ଜାଣିବା…

ନୂଆଦିଲ୍ଲୀ,୨୯।୮: ଅଗଷ୍ଟ ୨୯ରେ ହକି ଯାଦୁକର ମେଜର ଧାନଚାନ୍ଦଙ୍କ ୧୧୯ ତମ ଜନ୍ମ ଦିବସ ଅବସରରେ ରବିବାର ସାରା ଦେଶରେ ଜାତୀୟ କ୍ରୀଡା ଦିବସ ପାଳନ କରାଯାଉଛି। ଏହି ଦିନ ଦେଶର ରାଷ୍ଟ୍ରପତି ଖେଳ ରତ୍ନ, ଅର୍ଜୁନ ପୁରସ୍କାର ଏବଂ ଦ୍ରୋଣାଚାର୍ଯ୍ୟ…

ଲଜ୍ଜାଜନକ ପରାଜୟ ପରେ ବି ଯାଉନିି ଅହଂକାର: କୋହଲିଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

ଲିଡ୍ସ,୨୯।୮: ଇଂଲଣ୍ଡ ବିପକ୍ଷ ଲିଡ୍ସ ଟେଷ୍ଟରେ ଲଜ୍ଜାଜନକ ପରାଜୟ ପରେ ଅଧିନାୟକ ବିରାଟ କୋହଲି ଏବଂ ଭାରତୀୟ ଦଳର ପ୍ରଦର୍ଶନକୁ ନେଇ ଏବେ ଅନେକ ପ୍ରଶ୍ନ ଉଠିଛି। ଇଂଲଣ୍ଠ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳ ପ୍ରଥମ ଇନିଂସରେ ମାତ୍ର ୭୮…

୨୫ ବଲ୍‌ରୁ ୧୨୮ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ ଏହି କ୍ରିକେଟର୍‌

ଆଜିକୁ ଠିକ୍‌ ୮ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୧୩, ୨୯ ଅଗଷ୍ଟରେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଆରୋନ ଫିଞ୍ଚ ଟି-୨୦ କ୍ରିକେଟ୍‌ରେ ବିଶ୍ୱ ରେକର୍ଡ କରିଥିଲେ। ଅଷ୍ଟ୍ରେଲିଆ ଦଳ ଇଂଲଣ୍ଡ ଗସ୍ତରେ ଯାଇଥିବାବେଳେ ସିରିଜର ପ୍ରଥମ ଅନ୍ତର୍ଜାତୀୟ ଟି -୨୦ ମ୍ୟାଚ ଖେଳୁଥିଲା।…

ସବୁ ଥାଇ ଶ୍ରୀହୀନ

ଢେଙ୍କାନାଳ ଅଫିସ, ୨୯।୮: ଢେଙ୍କାନାଳ ଜିଲାର ଯୁବ କ୍ରୀଡ଼ାବିତ୍‌ଙ୍କ ମଧ୍ୟରେ ହକି ପ୍ରତି ଆଗ୍ରହ ବଢ଼ିବାରେ ଲାଗିଛି। ଆବଶ୍ୟକ ପ୍ରୋତ୍ସାହନ ଅଭାବ ସତ୍ତ୍ୱେ ନିଜ ଉଦ୍ୟମରେ ଅଭ୍ୟାସ ଜାରି ରଖିଛନ୍ତି ଅନେକ ପ୍ରତିଭାବାନ ଖେଳାଳି। ହେଲେ ହକିର ବିକାଶ ଲାଗି ଆଖିଦୃଶିଆ…

ଓଡ଼ିଶା ୩ ବର୍ଷ ପାଇଁ ରଗ୍‌ବୀ ସହଯୋଗୀ ପ୍ରାୟୋଜକ

ଭୁବନେଶ୍ୱର,୨୯।୮(ସ୍ପୋଟର୍‌ସ ବ୍ୟୁରୋ): ଦୀର୍ଘ ୧୮ ମାସ ପରେ ରଗ୍‌ବୀ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛି। କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଓ ସାରା ଦେଶରେ ଉପୁଜିଥିବା ସ୍ବାସ୍ଥ୍ୟ ସଙ୍କଟ କାରଣରୁ ପାଖାପାଖି ୨ ବର୍ଷ ହେବ ରଗ୍‌ବୀ ଖେଳାଯାଇ ପାରି ନ ଥିଲା। ତେବେ…

ଇତିହାସ ରଚିଲେ ଭାରତର ଭାବିନାବେନ

ଟୋକିଓ,୨୯।୮: ଇତିହାସ ରଚିଲେ ଭାରତର ମହିଳା ଟେବୁଲ ଟେନିସ ତାରକା ୩୪ ବର୍ଷୀୟା ଭାବିନାବେନ ପଟେଲ। ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ଫାଇନାଲରେ ସେ ରବିବାର ରୌପ୍ୟ ପଦକ ଜିତି ଇତିହାସ ରଚିଛନ୍ତି। ପାରାଲିମ୍ପିକ୍ସରେ ପଦକ ଜିତିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ…

କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ୫ କୋଟିର ଘଣ୍ଟା ଲୋକଙ୍କ ପସନ୍ଦ ଆସିଲାନି, କହିଲେ ଏମିତି…

ଭାରତୀୟ କ୍ରିକେଟ ଦଳର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଘଣ୍ଟା ପିନ୍ଧିବାକୁ ବହୁତ ଭଲ ପାଆନ୍ତି। ଏହି କାରଣରୁ ସେ ଅଧିକାଂଶ ସମୟରେ ଅନେକ ଦାମୀ ଘଣ୍ଟା କିଣିଥାନ୍ତି। କିଛିଦିନ ତଳେ ସେ ତାଙ୍କ ନୂଆ ଘଣ୍ଟାର କିଛି ଫଟୋ ଇନ୍‌ଷ୍ଟାଗ୍ରାମରେ ଶେୟାର…

ଦମ୍ପତି ଜିତିଲେ ସ୍ବର୍ଣ୍ଣ

ଟୋକିଓ, ୨୯ା୮: ଟୋକିଓ ପାରାଲିମ୍ପିକ ଗେମ୍ସରେ ଗ୍ରେଟ୍‌ ବ୍ରିଟେନର ଦମ୍ପତି ନିଲ୍‌ ଓ ଲୋରା ଫାଚି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ତାହା ପୁଣି ୧୬ ମିନିଟ୍‌ର ବ୍ୟବଧାନରେ। ଦୁହେଁ ଟ୍ରାକ୍‌ ସାଇକ୍ଲିଂ ରେସ୍‌ରେ ହାତେଇଛନ୍ତି ଶୀର୍ଷ ସଫଳତା। ନିଲ୍‌ ଓ ତାଙ୍କ…

ଷ୍ଟାଡିୟମ ଅନୁପ୍ରବେଶକାରୀ ଜାର୍ଭୋଙ୍କୁ ଆଜୀବନ ବାସନ୍ଦାଦେଶ

ହେଡିଂଲେ,୨୮।୮: ଲଡର୍‌ସ ଟେଷ୍ଟ ଭଳି ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ମଧ୍ୟ ଖେଳରେ ବାଧକ ସାଜିଥିଲେ ‘ଜାର୍ଭୋ ୬୯’ ଭାବେ ଜଣାଶୁଣା ୟୁଟ୍ୟୁବର ଡାନିଏଲ ଜାର୍ଭିସ। ତାଙ୍କୁ ଗ୍ରାଉଣ୍ଡର ସୁରକ୍ଷା ବ୍ୟବସ୍ଥା ଭଙ୍ଗ କରିବା ଲାଗି ଆଜୀବନ ବାସନ୍ଦ କରାଯାଇଥିବା ଇଂଲିଶ କାଉଣ୍ଟି…

ପାରାଲିମ୍ପିକ୍ସରେ ରୌପ୍ୟ ନିଶ୍ଚିତ କଲେ ଭାବିନା

ଟୋକିଓ,୨୮।୮: ଚଳିତ ଟୋକିଓ ପାରାଲିମ୍ପିକ୍ସରେ ଭାରତ ପାଇଁ ରୌପ୍ୟ ପଦକ ନିଶ୍ଚିତ କରିଛନ୍ତି ଭାବିନାବେନ ପଟେଲ। ଶନିବାର ଖେଳାଯାଇଥିବା ଟେବୁଲ ଟେନିସ ଇଭେଣ୍ଟର ସେମିଫାଇନାଲରେ ୩-୨ ବ୍ୟବଧାନରେ ଚାଇନାର ମିଆଓ ଝାଙ୍ଗଙ୍କୁ ହରାଇ ଭାବିନା ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହିତ ରୌପ୍ୟ…

ମୁହଁ ମାଡ଼ି ପଡ଼ିଲା ଟିମ୍‌ ଇଣ୍ଡିଆ

ଲିଡ୍ସ,୨୮।୮: ଲଡର୍‌ସ ଟେଷ୍ଟରେ ଚମତ୍କାର ବିଜୟ ହାସଲ କରିଥିବା ଭାରତୀୟ ଦଳକୁ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଏକ ଇନିଂସ ଓ ୭୬ ରନ୍‌ରେ ହରାଇ ଦେଇଛି ଘରୋଇ ଇଂଲଣ୍ଡ ଦଳ। ଏଭଳି ଫଳାଫଳ ଯୋଗୁ ୧-୧ର ବରାବର ସ୍ଥିତିରେ ପହଞ୍ଚିଛି ୫…

ବୋଲରଙ୍କୁ ଥକେଇ ଦେଲେ ପୂଜାରା, କୋହଲି

ଲିଡ୍ସ,୨୭।୮: ସ୍ଥାନୀୟ ଲିଡ୍ସ ଗ୍ରାଉଣ୍ଡରେ ଚାଲିଥିବା ତୃତୀୟ ଟେଷ୍ଟକୁ ୩ୟ ଦିନରେ ଜିତି ନେବାକୁ ଆଶା ରଖିଥିଲା ଇଂଲଣ୍ଡ। କିନ୍ତୁ ଘରୋଇ ବୋଲରଙ୍କୁ ଥକେଇ ଦେଇଛନ୍ତି ଟିମ୍‌ ଇଣ୍ଡିଆର ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଓ ଅଧିନାୟକ ବିରାଟ କୋହଲି। ଦୁହିଁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?