ମୁମ୍ବାଇ ସିଟି ଏଫ୍ସି ସହ ରହିବେ ବିପିନ ସିଂ
ମୁମ୍ବାଇ, ୨୦ା୪ (ପି.ଟି.)- ଭାରତର ଅନ୍ତର୍ଜାତୀୟ ଫୁଟ୍ବଲ ଖେଳାଳି ବିପିନ ସିଂଙ୍କ ସହିତ ଚୁକ୍ତି ମିଆଦ ବୃଦ୍ଧି କରାଯାଇଥିବା ମୁମ୍ବାଇ ସିଟି ଏଫ୍ସି ତରଫରୁ ସୋମବାର ଘୋଷଣା କରାଯାଇଛି। ଦଳ ସହିତ ସେ ୨୦୨୫ ମେ’ ପର୍ଯ୍ୟନ୍ତ ରହିବେ। ମଣିପୁରର...
ପୂର୍ବତନ ଶ୍ରୀଲଙ୍କା କ୍ରିକେଟରଙ୍କୁ ୮ବର୍ଷ ବାସନ୍ଦ
ଦୁବାଇ, ୨୦ା୪ (ପି.ଟି.)- ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ଦିଲହରା ଲୋକୁହେଟିଗେଙ୍କୁ ସୋମବାର କ୍ରିକେଟର ସମସ୍ତ କାର୍ଯ୍ୟକଳାପରୁ ୮ବର୍ଷ ବାସନ୍ଦ କରାଯାଇଛି। ସେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦୁର୍ନୀତି ନିବାରଣ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଏଥିରେ...
ଭାରତ ପାଇଁ ୪ ପଦକ ନିଶ୍ଚିତ
ନୂଆଦିଲ୍ଲୀ, ୨୦ା୪ (ପି.ଟି.)-ପୋଲାଣ୍ଡର କିଲ୍ସିଠାରେ ଚାଲିଥିବା ଉଭୟ ପୁରୁଷ ଓ ମହିଳା ଓ୍ବାଲର୍ଡ ୟୁଥ୍ ବକ୍ସିଂ ଚାମ୍ପିୟନଶିପ୍ରେ ଏସିଆନ ଚାମ୍ପିୟନ ଭିନ୍କା ଓ ଅଲଫିୟା ପଠାନଙ୍କ ସମେତ ଭାରତର ୪ ବକ୍ସର ସେମିଫାଇନାଲରେ ପ୍ରବେଶ ସହ ପଦକ ପକ୍କା କରିଛନ୍ତି।...
ଦୂତୀଙ୍କୁ ନେଇ ଆଶାରେ ହିମା
ନୂଆଦିଲ୍ଲୀ, ୨୦।୪ (ପିଟି)-ଆସନ୍ତା ମାସରେ ପୋଲାଣ୍ଡରେ ହେବାକୁଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ରେ ଭାରତୀୟ ମହିଳା ୪x୧୦୦ ମିଟର ରିଲେ ଦଳ ଅଂଶଗ୍ରହଣ କରିବ। ସ୍ପ୍ରିଣ୍ଟ କୁଇନ ଓଡ଼ିଶାର ଦୂତୀ ଚାନ୍ଦ ଏହି ଦଳରେ ଥିବାରୁ ଭାରତ ଅଲିମ୍ପିକ୍ସ ଯୋଗ୍ୟତା ହାସଲ...
ଧୋନୀଙ୍କ କ୍ୟାପଟେନଶିପ୍ର ଜବାବ ନାହିଁ
ମୁମ୍ବାଇ,୨୦।୪ : ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱଶୈଳୀର ଜବାବ ନାହିଁ। ମୁମ୍ବାଇ ପିଚ୍ ଓ ପ୍ରଥମ ବ୍ୟାଟିଂ ଆଉ ତା’ ପରେ ମ୍ୟାଚ୍ ଜିତିବା ବେଶ୍ କଷ୍ଟକର। ଏହା ଧୋନୀଙ୍କ ଦକ୍ଷ ନେତୃତ୍ୱ ବଳରେ ସମ୍ଭବ ହୋଇପାରିଛି। ସୋମବାର ଖେଳାଯାଇଥିବା...
ଧୋନୀଙ୍କ ରେକର୍ଡ ତାଲିକାରେ ଯୋଡ଼ି ହେଲା ନୂଆ ଫର୍ଦ୍ଦ
ମୁମ୍ବାଇ,୨୦।୪ : ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ କ୍ୟାରିୟରରେ ସୋମବାର ଯୋଡ଼ି ହୋଇଛି ଆଉ ଏକ ସଫଳତା। ଓ୍ବାଙ୍ଖଡେ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍ରେ ଅଧିନାୟକ ଭାବେ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ପାଇଁ...
ଧୋନୀଙ୍କୁ ବୋଲର ହିଁ ଭରସା
ମୁମ୍ବାଇ,୧୯।୪ : ରାଜସ୍ଥାନ ରୟାଲ୍ସ ଆଗରେ ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଛିଡ଼ା କରିଛି ୧୮୯ ରନ୍ର ବିଜୟ ଲକ୍ଷ୍ୟ। ମୁମ୍ବାଇ ପିଚ୍ରେ ଏହା ଯଥେଷ୍ଟ ନୁହେଁ। ମହେନ୍ଦ୍ର ସିଂ ଧୋନୀଙ୍କ ସିଏସ୍କେକୁ ଜିତିବା ପାଇଁ...
ପ୍ରଥମେ ବ୍ୟାଟିଂ କରିବ ଚେନ୍ନାଇ
ମୁମ୍ବାଇ,୧୯।୪ : ଓ୍ବାଙ୍ଖଡେ ଷ୍ଟାଡିୟମରେ ସୋମବାର ଖେଳାଯିବାକୁ ଥିବା ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରିବ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)। ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଠାରେ କାକର...
ଧୋନୀଙ୍କ ମୁଣ୍ଡ ଉପରେ ଝୁଲୁଛି ବ୍ୟାନ ହେବାର ଆଶଙ୍କା
ମୁମ୍ବାଇ,୧୯।୪: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ମୁଣ୍ଡ ଉପରେ ଝୁଲୁଛି ବ୍ୟାନ ହେବାର ଆଶଙ୍କା। ନିକଟରେ ସିଏସ୍କେ ପାଇଁ ୨୦୦ ମ୍ୟାଚ୍ ଖେଳିଥିବା ଧୋନୀ ଚଳିତ ଆଇପିଏଲରୁ ୨ କିମ୍ବା ୪ ମ୍ୟାଚ୍ରୁ ବାସନ୍ଦ...
ପ୍ରଶଂସକଙ୍କୁ ବଡ଼ ଖୁସି ଖବର ଦେଲେ ଏବି ଡି ଭିଲିୟର୍ସ
ଚେନ୍ନାଇ, ୧୯।୪: ଟି -୨୦ ବିଶ୍ୱକପ ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବାକୁ ଚାହୁଁଛନ୍ତି ଦକ୍ଷିଣ ଆଫ୍ରିକା କ୍ରିକେଟର୍ ଏବି ଡିଭିଲିୟର୍ସ। ଆଇପିଏଲରେ କୋଲକାତା ନାଇଟ ରାଇଡର୍ସ (କେକେଆର୍) ବିପକ୍ଷରେ ବିଜୟ ପରେ ଡି ଭିଲିୟର୍ସ କହିଛନ୍ତି ଯେ, ଟି-୨୦ ବିଶ୍ୱକପ୍ରେ...
ଏସୀୟ ଭାରୋତ୍ତୋଳନ: ସ୍ବର୍ଣ୍ଣ ଜିତିଲେ ଓଡ଼ିଆ ଝିଅ ଝିଲ୍ଲୀ
ଭୁବନେଶ୍ୱର, ୧୯।୪(କ୍ରୀଡ଼ା ପ୍ରତିନିଧି)- ଏସୀୟ ଭାରୋତ୍ତୋଳନ ଚାମ୍ପିୟନଶିପ୍ରୁ ରବିବାର ଖୁସି ଖବର ଆଣିଛନ୍ତି ଓଡ଼ିଶାର ଝିଲ୍ଲୀ ଦଳବେହେରା। ଉଜବେକିସ୍ତାନର ତାସକେଣ୍ଟରେ ଚାଲିଥିବା ଏସୀୟ ଚାମ୍ପିୟନଶିପ୍ର ୪୫ କେଜି କାଟେଗୋରିରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଜୁନିୟର ବିଶ୍ୱ ଭାରୋତ୍ତୋଳନ...
୧୬୪ କେଜି ଭାର ଉଠାଇଲେ ସ୍ନେହା
ଭୁବନେଶ୍ୱର, ୧୯।୪(କ୍ରୀଡ଼ା ପ୍ରତିନିଧି)- ତାସକେଣ୍ଟରେ ଚାଲିଥିବା ଏସୀୟ ଭାରୋତ୍ତୋଳନ ଚାମ୍ପିୟନଶିପ୍ରେ ଓଡ଼ିଶାର ଝିଲ୍ଲୀ ଦଳବେହେରା ସ୍ବର୍ଣ୍ଣ ପଦକ ପାଇଥିବାବେଳେ ଆଉ ଜଣେ ଓଡ଼ିଆ ଯୁବତୀ ସ୍ନେହା ସୋରେନ ମଧ୍ୟ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ୫୫ କେଜି ବିଭାଗରେ ଭାଗ ନେଇଥିବା...
Archives


