ଖେଳ

‘ସଚିନ ତେନ୍ଦୁଲକରଙ୍କୁ ଫୋନ କରି ତୁରନ୍ତ ସାହାଯ୍ୟ ମାଗନ୍ତୁ’

ଲିଡ୍ସ,୨୬।୮: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଇଂଲଣ୍ଡରେ ଖରାପ ପ୍ରଦର୍ଶନ ଜାରି ରଖିଛନ୍ତି। ଇଂଲଣ୍ଡ ବିପକ୍ଷରେ ହାରାହାରି ୧୭.୨୫ରେ ୪ ଇନିଂସରେ ସେ ମାତ୍ର ୬୯ ରନ କରିଛନ୍ତି। ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚରେ ବିଫଳ…

କୋହଲିଙ୍କୁ ଆଉଟ୍‌ କରି ଏମିତି କାରନାମା କଲେ ଆଣ୍ଡରସନ୍‌

ଲିଡ୍ସ,୨୬।୮: ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ୩୯ ବର୍ଷ ବୟସରେ ମଧ୍ୟ ଚମତ୍କାର ବୋଲିଂ ଜାରି ରଖିଛନ୍ତି। ୧୮ ବର୍ଷ ଧରି ଅନ୍ତର୍ଜାତୀୟ କ୍ରିକେଟ ଖେଳୁଥିବା ଆଣ୍ଡରସନଙ୍କ ସ୍ବିଙ୍ଗ ବଲ ପଢିବା କୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ ସହଜ ନୁହେଁ। ଭାରତ…

୧୪୪ ବର୍ଷ ଟେଷ୍ଟ ଇତିହାସରେ ଦ୍ୱିତୀୟଥର ଘଟିଲା ଏମିତି

ଲିଡ୍ସ,୨୬।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ହେଡିଙ୍ଗଲେରେ ଖେଳାଯାଉଛି। ଭାରତ ପ୍ରଥମ ଦିନ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଟସ ଜିତିବା ପରେ ବିରାଟ କୋହଲି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଦଳ ଏକ ସମୟରେ ୫୮…

ଦିନ ଶେଷ ହେଲା ହେଲେ ମିଳିଲାନି ଉଇକେଟ

ଲିଡ୍ସ,୨୫।୮ : ପ୍ରଥମେ ତାରକା ଖଚ୍ଚିତ ବ୍ୟାଟିଂ ଲାଇନ୍‌ଅପ୍‌ ଫେଲ୍‌ ହେବାରୁ ଟିମ୍‌ ଇଣ୍ଡିଆ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ତା’ ପରେ ଦିନ ତମାମ ପ୍ରୟାସ କରିଥିଲେ ମଧ୍ୟ ବୋଲରଙ୍କୁ ଗୋଟିଏ ହେଲେ ଉଇକେଟ ମିଳି ନାହିଁ। ଫଳରେ…

ଆର୍‌ସିବି ଦଳରେ ନୂଆ ବିଦେଶୀ ଖେଳାଳି

ମୁମ୍ବାଇ,୨୫।୮ : ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ଆଇପିଏଲର ୟୁଏଇ ଲେଗ୍‌ ପାଇଁ ଦଳରେ ଜର୍ଜ ଗାର୍ଟନଙ୍କୁ ସାମିଲ କରିଛି। ଆରସିବି ଦଳରେ ସ୍ଥାନ ପାଇବାରେ ଏହି ବାମହାତୀ ପେସର ହେଉଛନ୍ତି ଅନ୍ତିମ ତଥା ୮ମ ବିଦେଶୀ ଖେଳାଳି। ତାଙ୍କ ପୂର୍ବରୁ…

ରାଜସ୍ଥାନ ଦଳରେ ବିଶ୍ୱର ଶ୍ରେଷ୍ଠ ବୋଲର

ନୂଆଦିଲ୍ଲୀ,୨୫।୮ : ଚଳିତ ଆଇପିଏଲ ସିଜନ୍‌ର ପରବର୍ତ୍ତୀ ଭାଗରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପାଇଁ ଖେଳିବେ ଦକ୍ଷିଣ ଆଫ୍ରିକାର ବାମହାତୀ ସ୍ପିନର ତାବରିଜ ଶାମସି। ଏହି ସ୍ପିନର ବର୍ତ୍ତମାନ ଆଇସିସି ଟି୨୦ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷରେ ଅଛନ୍ତି। ଶାମସିଙ୍କ ସହ ଫ୍ରାଞ୍ଚାଇଜ…

ସବୁ ତାରକା ଫେଲ୍‌

ଲିଡ୍ସ,୨୫।୮ : ଲୋକେଶ ରାହୁଲ, ରୋହିତ ଶର୍ମା, ବିରାଟ କୋହଲି, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେଙ୍କ ଭଳି ତାରକା ଖଚ୍ଚିତ ଭାରତୀୟ ବ୍ୟାଟିଂ ଲାଇନଅପ୍‌ ଫେଲ୍‌ ମାରିଛି। କେବଳ ଦୁଇ ବ୍ୟାଟ୍ସମ୍ୟାନଙ୍କୁ ଛାଡ଼ି ଦେଲେ ଦୁଇ ଅଙ୍କ ସ୍କୋର ଛୁଇଁ ପାରି…

କୋହଲିଙ୍କ ପାଇଁ କାଳ

ଲିଡ୍ସ,୨୫।୮ : ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ବୁଧବାରଠାରୁ ଆରମ୍ଭ ହୋଇଥିବା ତୃତୀୟ ଟେଷ୍ଟରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପୁଣି ଥରେ ପାଇଁ କାଳ ପାଲଟିଛନ୍ତି ଇଂଲଣ୍ଡ ପେସର ଜେମ୍ସ ଆଣ୍ଡରସନ। ଏହାକୁ ମିଶାଇ ଟେଷ୍ଟ କ୍ରିକେଟରେ କୋହଲି ୭ମ ଥର…

ପୂରା ସେସନରେ ପେସରଙ୍କ ରାଜୁତି

ଲିଡ୍ସ,୨୫।୮ : ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ହେଡିଂଲେ ଟେଷ୍ଟରେ ପ୍ରଥମ ସେସନରେ ଅତ୍ୟନ୍ତ ସଙ୍କଟରେ ପଡ଼ି ଯାଇଛି ଭାରତୀୟ ଦଳ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଟିମ୍‌ ଇଣ୍ଡିଆ ପ୍ରଥମ ସେସନ ସୁଦ୍ଧା ୪ ପ୍ରମୁଖ ବ୍ୟାଟ୍ସମ୍ୟାନଙ୍କୁ…

୩୦୦ ଷ୍ଟ୍ରାଇକ୍‌ ରେଟ୍‌ରେ ରନ୍‌; ହେଲିକପ୍ଟର ଶଟ୍‌ ଖେଳି ଦଳକୁ ସେମିଫାଇନାଲରେ ପହଞ୍ଚାଇଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୫।୮: ଆଫଗାନିସ୍ତାନର ଅଭିଜ୍ଞ ସ୍ପିନର ରସିଦ ଖାନ୍‌ ଇଂଲଣ୍ଡରେ ଖେଳାଯାଉଥିବା ଟି-୨୦ ବ୍ଲାଷ୍ଟରେ ଉଲ୍ଲେଖନୀୟ ବ୍ୟାଟିଂ କରି ସମସ୍ତଙ୍କୁ ଚମକାଇଛନ୍ତି। ସେ ୯ ବଲ୍‌ରେ ଅପରାଜିତ ୨୭ରନ୍‌ କରିଛନ୍ତି। ସସେକ୍ସ ଶାର୍କ ତରଫରୁ ରସିଦ ଏହି ବିସ୍ଫୋରକ ପାଳି ଖେଳିଛନ୍ତି। ଏଥିରେ…

ସ୍ମ୍ରିତି ମନ୍ଧାନାଙ୍କ ପ୍ରଥମ ପସନ୍ଦ ଟେଷ୍ଟ କ୍ରିକେଟ; ଆଣ୍ଡରସନଙ୍କ ସହ କୋହଲିଙ୍କ କଥା କଟାକଟିକୁ ନେଇ କହିଲେ ଏଭଳି

ନୂଆଦିଲ୍ଲୀ,୨୫।୮: ଭାରତୀୟ ମହିଳା କ୍ରିକେଟ ଟିମ୍‌ର ଓପନର ସ୍ମ୍ରିତି ମନ୍ଧାନା ନିଜ ଖେଳ ସହ ଲୁକ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏଥିପାଇଁ ତାଙ୍କୁ ‘ନ୍ୟାଶନାଲ କ୍ରସ୍‌’ ବି କୁହାଯାଏ। ଏବେ ରବିଚନ୍ଦ୍ରନ ଅଶ୍ୱିନଙ୍କ ସହ ତାଙ୍କର ଏକ ସାକ୍ଷାତକାରର ଭିଡିଓ ଭାଇରାଲ…

ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟ: ଟସ୍‌ ଜିତିଲା ଭାରତ

ଲିଡ୍ସ,୨୫।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ହେଡିଙ୍ଗଲେ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ଟେଷ୍ଟରେ ଭାରତୀୟ ଦଳ ଅପରିବର୍ତ୍ତିତ ରହିଛି। ଲର୍ଡସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?