ଖେଳ

କିରେନ ରିଜିଜୁଙ୍କୁ କରୋନା

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କରୋନା ସଂକ୍ରମିତ ହୋଇଛନ୍ତି। ତେବେ ସେ ଫିଟ୍‌ ଓ ସୁସ୍ଥ ଅନୁଭବ କରୁଥିବା ଶନିବାର ପ୍ରକାଶ କରିଛନ୍ତି। ୪୯ ବର୍ଷୀୟ ରିଜିଜୁ ତାଙ୍କ ଟୁଇଟର ପେଜ୍‌ରେ କହିଛନ୍ତି ଏକାଧିକ ଥର କୋଭିଡ୍‌...

ମୀରାବାଈ ଚାନୁଙ୍କ ବିଶ୍ୱ ରେକର୍ଡ

ତାସ୍‌କେଣ୍ଟ, ୧୮ା୪ (ପି.ଟି.)- ପୂର୍ବତନ ବିଶ୍ୱ ଚାମ୍ପିୟନ ମୀରାବାଈ ଚାନୁ ଭାରୋତ୍ତୋଳନକୁ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ଚାଲିଥିବା ଏସିଆନ ଚାମ୍ପିୟନଶିପ୍‌ରେ ସେ କ୍ଲିନ ଆଣ୍ଡ୍‌ ଜର୍କରେ ନୂଆ ବିଶ୍ୱ ରେକର୍ଡ କରିଛନ୍ତି। ବ୍ରୋଞ୍ଜ ପଦକ ହାସଲ କରିଥିଲେ ମଧ୍ୟ...

ଆଇପିଏଲ- ୧୪: ପନ୍ତ- ରାହୁଲ ମୁକାବିଲା

ମୁମ୍ବାଇ,୧୮।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରବିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ରିଷଭ ପନ୍ତଙ୍କ ଦିଲ୍ଲୀ କ୍ୟାପିଟାଲ୍ସ ଓ ଲୋକେଶ ରାହୁଲଙ୍କ ନେତୃତ୍ୱାଧୀନ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିବେ। ବିଭିନ୍ନ ଦୃଷ୍ଟିକୋଣରୁ ଦିଲ୍ଲୀ ପାଦେ ଆଗରେ ଥିବା ପରି...

ହାମିଲଟନଙ୍କୁ ପୋଲ୍‌ ପୋଜିିଶନ

ଇମୋଲା (ଇଟାଲି), ୧୭ା୪-ରବିବାର ହେବାକୁ ଥିବା ଇମିଲିଆ ରୋମାଗ୍ନା ଗ୍ରାଁ ପ୍ରି ପାଇଁ ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଶନିବାର ଅନୁଷ୍ଠିତ ରୋମାଞ୍ଚକ କ୍ୱାଲିଫାଇଙ୍ଗ ସେସନରେ ସେ ରେଡ୍‌ବୁଲ୍‌ର ସର୍ଗିଓ ପେରେଜଙ୍କୁ ମାତ୍ର ୦.୦୩୫ ସେକେଣ୍ଡ...

ଆଇପିଏଲ୍‌-୧୪: କୋଲକାତା- ବାଙ୍ଗାଲୋର ମୁକାବିଲା

ଚେନ୍ନାଇ,୧୮।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରବିବାର ପ୍ରଥମଥର ପାଇଁ ଦୁଇଟି ମ୍ୟାଚ୍‌ ଖେଳାଯିବ। ଲିଗ୍‌ର ଦଶମ ମ୍ୟାଚ୍‌ରେ ଇଅନ ମୋର୍ଗାନଙ୍କ କୋଲକାତା ନାଇଟ ରାଇଡର୍ସ ଓ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପରକୁ ଭେଟିବେ। ସ୍ଥାନୀୟ...

ପୁଣି ମ୍ୟାଚ୍‌ ହାତଛଡ଼ା କଲା ହାଇଦ୍ରାବାଦ

ଚେନ୍ନାଇ,୧୭।୪: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ୧୩ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ସ୍ଥାନୀୟ ଚେପକ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ନବମ ମୁକାବିଲାରେ ହାଇଦ୍ରାବାଦ ବିଜୟ ହାସଲ କରିବାର ସମ୍ଭାବନା ସୃଷ୍ଟି...

ସନ୍‌ରାଇଜର୍ସ ଆଗରେ ୧୫୧ ରନ୍‌ର ଟାର୍ଗେଟ୍‌

ଚେନ୍ନାଇ,୧୭ା୪: ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୧୪ ତମ ସଂସ୍କରଣର ନବମ ମ୍ୟାଚରେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ ମୁମ୍ବାଇ ଇଣ୍ଡିଆନ ଅଧିନାୟକ ରୋହିତ ଶର୍ମା । ପ୍ରଥମ ବ୍ୟାଟିଂ କରି ମୁମ୍ବାଇ ଇଣ୍ଡିଆନ ନିଦ୍ଧାରିତ ୨୦ ଓଭରରେ...

ବ୍ୟାଟିଂ କରିବ ମୁମ୍ବାଇ

ଚେନ୍ନାଇ,୧୭ା୪- ଆଇପିଏଲ୍‌ର ୧୪ ତମ ସଂସ୍କରଣର ଶନିବାର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷ ନବମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପିଚ୍‌କୁ ଦେଖି ଅଧିନାୟକ ଶର୍ମା ଏଭଳି ନିଷ୍ପତ୍ତି...

ଆଜି ମୁମ୍ବାଇ ବନାମ ହାଇଦ୍ରାବାଦ: ଜାଣନ୍ତୁ କେବେ, କେଉଁଠି, କେତେବେଳେ ଦେଖିବେ ଏହି ଆଇପିଏଲ୍‌ ମ୍ୟାଚ୍‌

ନୂଆଦିଲ୍ଲୀ,୧୭।୪: ଆଇପିଏଲ୍‌ର ୯ମ ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଉଭୟ ଟିମ ଚଳିତ ସିଜିନରେ ଦୁଇଟି ଲେଖାଏ ମ୍ୟାଚ୍‌ ଖେଳି ସାରିଛନ୍ତି। ପୂର୍ବଥରର ଚାମ୍ପିୟନ ମୁମ୍ବାଇ କୋଲକାତାକୁ ହରାଇ ଗୋଟିଏ ବିଜୟ ହାସଲ କରିଥିଲା।...

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ଜାଡେଜା; ଦେଖାଇଥିଲେ ଫିଲ୍ଡିଂରେ…

ନୂଆଦିଲ୍ଲୀ,୧୭।୪: ଆଇପିଏଲ୍‌-୨୦୨୧ର ଶୁକ୍ରବାର ଅନୁଷ୍ଠିତ କିଙ୍ଗ୍ସ ଲଢ଼େଇରେ ଚେନ୍ନାଇ ସୁପରକିଙ୍ଗ୍ସ ୬ ଉଇକେଟରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ମୁକାବିଲାରେ ପ୍ରଥମେ ବ୍ୟାଟିଂ କରିଥିଲା ପଞ୍ଜାବ ଟିମ୍‌। ଦଳରେ କେ.ଏଲ୍‌ ରାହୁଲ ଏବଂ କ୍ରିସ ଗେଲଙ୍କ ଭଳି ଧୁଆଁଧାର ବ୍ୟାଟ୍ସମ୍ୟାନ...

ପ୍ରଥମ ବିଜୟ ପରେ ଚହରଙ୍କୁ ନେଇ ବଡ ବୟାନ ଦେଲେ ଚେନ୍ନାଇ ଅଧିନାୟକ, ୨୦୦ତମ ମ୍ୟାଚ୍‌ ଖେଳିବାକୁ ନେଇ…

ନୂଆଦିଲ୍ଲୀ,୧୭।୪: ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ବିଜେତା ହେବା ପରେ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍‌ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ଚଳିତ ସିଜିନର ପ୍ରଥମ ବିଜୟ ପରେ ଧୋନୀ ଯୁବ ଦ୍ରୁତ ବୋଲର...

ଏବେ କହିବାକୁ ବିଶେଷ କିଛି ନାହିଁ: ଚେନ୍ନାଇଠାରୁ ଲଜ୍ଜାଜନକ ପରାଜୟ ପରେ କିଛି ଏଭଳି ପ୍ରତିକ୍ରିୟା ରଖିଲେ…

ନୂଆଦିଲ୍ଲୀ,୧୭।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ମୁକାବିଲା ହୋଇଥିଲା। ଏଥିରେ ଚେନ୍ନାଇ ୬ ଉଇକେଟରେ ପଞ୍ଜାବକୁ ପରାସ୍ତ କରିଥିଲା। ପ୍ରତିଟି ବିଭାଗରେ ଧୋନୀଙ୍କ ନେତୃତ୍ୱାଧିନ ଚେନ୍ନାଇ ବିରୋଧୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri