ଖେଳ

୩ ଇନିଂସ ଆଧାରରେ କୋହଲିଙ୍କୁ ବାଦ୍‌ ଦିଆଯାଇପାରିବ ନାହିଁ; ଅଧିନାୟକଙ୍କ ସମର୍ଥନରେ ବାହାରି କିଛି ଏପରି କହିଲେ…

ଲଣ୍ଡନ,୨୫।୮: ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ୧-୦ରେ ଅଗ୍ରଣୀ ରହିଛି। ପ୍ରଥମ ଟେଷ୍ଟ ଡ୍ର ହୋଇଥିବା ବେଳେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍‌କୁ ଭାରତ ୧୫୧ ରନ୍‌ରେ ଜିତିଥିଲା। ଏହି ସିରିଜରେ ବିରାଟ କୋହଲିଙ୍କ ଅଧିନାୟକତ୍ୱକୁ…

ଛକା ବର୍ଷା କଲେ ଧୋନୀ; ପରେ ସାଥୀ ଖେଳାଳିଙ୍କ ସହ ମିଶି ବଣରେ ଖୋଜିଲେ ବଲ୍‌: ଦେଖନ୍ତୁ ଭିଡିଓ

ଦୁବାଇ,୨୫।୮: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୟୁଏଇରେ ପହଞ୍ଚିଛି ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ । ଦଳ ମଧ୍ୟ ସେଠାରେ ଅଭ୍ୟାସ ଆରମ୍ଭ କରିଛି। ନେଟ ଅଧିବେଶନରେ କ୍ୟାପଟେନ ଧୋନୀ ମଧ୍ୟ ବହୁତ ଝାଳ ବୁହାଉଛନ୍ତି।…

ନିଜ ସହ ଏହି କ୍ରିକେଟର୍‌ଙ୍କୁ ତୁଳନା କଲେ କୋହଲି

ଲିଡ୍ସ,୨୫।୮: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ସଫଳତାରେ ଅଧିନାୟକ ବିରାଟ କୋହଲି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସିରାଜଙ୍କ ଆତ୍ମବିଶ୍ୱାସ ଯେଉଁ ସ୍ତରରେ ପହଞ୍ଚିଛି ସେ ବିଶ୍ୱର ଯେକୌଣସି ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିପାରିବେ। ଏହାସହ କୋହଲି ନିଜ ସହ ସିରାଜଙ୍କୁ ତୁଳନା କରିଛନ୍ତି।…

ହୃଦୟ ଜିତିଲେ ଆଫଗାନିସ୍ତାନ କ୍ରିକେଟର୍‌

ଲଣ୍ଡନ,୨୫।୮: ଆଫଗାନିସ୍ତାନ କ୍ରିକେଟର୍‌ ରସିଦ ଖାନଙ୍କ ଚମତ୍କାର ବ୍ୟାଟିଂ ହେତୁ ସସେକ୍ସ ଦଳ ୨୦୧୮ପରେ ଟି -୨୦ ବ୍ଲାଷ୍ଟରେ ପ୍ରଥମଥର ସେମିଫାଇନାଲରେ ପ୍ରବେଶ କରିବାରେ ସଫଳ ହୋଇଛି। କ୍ୱାର୍ଟର ଫାଇନାଲରେ ସସେକ୍ସ ୟର୍କସାୟାରକୁ ୫ ଉଇକେଟରେ ପରାସ୍ତ କରିଛି। ୭ ଉଇକେଟ…

ଗୁମର ଖୋଲିଲେ ଈଶାନ: କ’ଣ ପାଇଁ ତାଙ୍କ ପ୍ରତିଟି ବ୍ୟାଟ୍‌ରେ ଲେଖାଯାଇଥାଏ ଏହି ମନ୍ତ୍ର

ଦୁବାଇ,୨୫।୮: ୨୦୨୦ରେ ୟୁଏଇରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଚମ ଥର ପାଇଁ ଆଇପିଏଲ୍‌ ଚାମ୍ପିୟନ ହୋଇଥିଲା। ଚଳିତ ୨୦୨୧ ସିଜିନର ପ୍ରଥମ ପର୍ଯ୍ୟାୟ ମ୍ୟାଚ୍‌ ଭାରତରେ ଖେଳାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପୁନର୍ବାର ୟୁଏଇରେ ଖେଳାଯିବ। ମୁମ୍ବାଇ ଏବଂ ଚେନ୍ନାଇର ଖେଳାଳିମାନେ ୟୁଏଇରେ…

ଚେତାବନୀ ଦେଲେ ବିରାଟ କୋହଲି

ଲିଡ୍ସ,୨୫।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ବୁଧବାରଠାରୁ ଲିଡ୍ସର ହେଡିଙ୍ଗଲେ ଗ୍ରାଉଣ୍ଡରେ ଆରମ୍ଭ ହେବ। ମ୍ୟାଚ ପୂର୍ବରୁ ବିରାଟ କୋହଲି ପୁଣି ଥରେ ଖେଳୁଥିବା ଏକାଦଶ ଘୋଷଣା କରିନାହାଁନ୍ତି। ତୃତୀୟ ମ୍ୟାଚ୍‌ରେ ବିରାଟ କୋହଲି ଲର୍ଡସ ଖେଳିଥିବା ଏକାଦଶରେ…

ଲିଡ୍ସ ପିଚ୍‌ ଦେଖି କୋହଲି ଆଶ୍ଚର୍ଯ୍ୟ

ଲିଡ୍ସ,୨୫।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଆଜିଠାରୁ ହେଡିଙ୍ଗଲେରେ ଖେଳାଯିବ। ଲର୍ଡସରେ ଜବରଦସ୍ତ ବିଜୟ ହାସଲ କରିଥିବା ଟିମ ଇଣ୍ଡିଆ ଏହି ସିରିଜରେ ୧-୦ ଆଗରେ ରହିଛି। ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ମଧ୍ୟ ଇଂଲଣ୍ଡ…

୧୬ ଛକା, ୨୨ ଚୌକା ସହ ୨୫୪ ରନ୍‌ର ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ ଚମ୍‌କାଇ ଦେଇଥିଲେ ୨୦ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌

ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ ଜଣେ ଜଣାଶୁଣା ଅଲରାଉଣ୍ଡର ଥିେଲେ। ଖେଳର ପ୍ରତ୍ୟେକ ବିଭାଗରେ ବ୍ୟାଟିଂ, ବୋଲିଂ କିମ୍ବା ଫିଲ୍ଡିଂରେ ସେ ନିଜର ପରିଚୟ ଛାଡି ପାରିଥିଲେ। ତେବେ ବିବାଦ ସହ ତାଙ୍କର ମଧ୍ୟ ଗଭୀର ସମ୍ପର୍କ ଥିଲା। ଏହି…

ଏହି ରେକର୍ଡ କହୁଛି ଭାରତ ହାରିବା କଷ୍ଟକର

ଲିଡ୍ସ,୨୫।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ୨୫ ଅଗଷ୍ଟରୁ ହେଡିଙ୍ଗଲେରେ ଖେଳାଯିବ। ଦ୍ୱିତୀୟ ଟେଷ୍ଟ ଜିତି ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ଟିମ ଇଣ୍ଡିଆ ୧-୦ରେ ଆଗୁଆ ରହିଛି। ପ୍ରଥମ ଟେଷ୍ଟ ଡ୍ର ଥିଲା। ବିରାଟ କୋହଲିଙ୍କ ଦଳ…

ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ: ଜାଣନ୍ତୁ କେଉଁଠି, କେମିତି ଦେଖିପାରିବେ ମ୍ୟାଚ୍‌

ଲିଡ୍ସ,୨୫।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଅଗଷ୍ଟ ୨୫ଠାରୁ ଲିଡ୍ସରେ ଖେଳାଯିବ। ଭାରତ ଆତ୍ମବିଶ୍ୱାସ ବଢ଼ାଇ ମ୍ୟାଚକୁ ଆସିବ ଏବଂ ସିରିଜରେ ନିଜର ସ୍ଥିତିକୁ ମଜବୁତ କରିବାକୁ ଚାହୁଁଥିବାବେଳେ ଆୟୋଜକ ଇଂଲଣ୍ଡ ବିଜୟ ସହ ଆକାଉଣ୍ଟ ଖୋଲିବାକୁ…

ଓ୍ବିନିଂ କମ୍ବିନେଶନରେ ପରିବର୍ତ୍ତନ ହୋଇପାରେ: କୋହଲି

ଲିଡ୍ସ,୨୪।୮ : ଓ୍ବିନିଂ କମ୍ବିନେଶନରେ କୌଣସି ପ୍ରକାର ପରିବର୍ତ୍ତନ ଚାହାନ୍ତି ନାହିଁ ଭାରତୀୟ ଅଧିନାୟକ ବିରାଟ କୋହଲି। କିନ୍ତୁ ହେଡିଂଲେ ପିଚ୍‌କୁ ଦେଖିବା ପରେ ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ଖେଳିବାର ସମ୍ଭାବନା ବଢ଼ିଯାଇଛି ବୋଲି କୋହଲି କହିଛନ୍ତି। ସାଧାରଣତଃ ଇଂଲଣ୍ଡରେ…

‘ବୁମରା ମୋତେ ଆଉଟ୍‌ କରିବାକୁ ଚାହୁଁ ନ ଥିଲେ’

ଲିଡ୍ସ,୨୪।୮ : ଲଡର୍‌ସଠାରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ପେସର ଯଶପ୍ରୀତ ବୁମରା ପ୍ରତିପକ୍ଷ ଦଳର ବରିଷ୍ଠ ପେସର ଜେମ୍ସ ଆଣ୍ଡରସନଙ୍କୁ ଲଗାତାର ବାଉନ୍ସର ଓ ଶର୍ଟ ପିଚ୍‌ ବଲ ପକାଇଥିଲେ। ତେବେ ବୁମରା ମୋତେ ଆଉଟ୍‌ କରିବାକୁ ଉଦ୍ୟମ କରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?