ଖେଳ

ଆରସିବିକୁ ସମ୍ମାନଜନକ ସ୍କୋରରେ ପହଞ୍ଚାଇଲେ ମ୍ୟାକ୍ସଓ୍ବେଲ

ଚେନ୍ନାଇ, ୧୪ା୪- ଗ୍ଲେନ ମ୍ୟାକ୍ସଓ୍ବେଲଙ୍କ ଅର୍ଦ୍ଧଶତକ ଯୋଗୁ ସନରାଇଜର୍ସ ହାଇଦ୍ରାବାଦ୍‌ ଆଗରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଛିଡ଼ା କରିଛି ସମ୍ମାନଜନକ ଟାର୍ଗେଟ। ୪୧ ବଲର ସମ୍ମୁଖୀନ ହୋଇଥିବା ମ୍ୟାକ୍ସଓ୍ବେଲ ଖେଳିଥିଲେ ୫୯ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ। ତାଙ୍କ ପାଳିରେ...

ପ୍ରଥମେ ବ୍ୟାଟିଂ କରିବ ଆରସିବି

ଚେନ୍ନାଇ, ୧୪ା୪- ପ୍ରଥମେ ବ୍ୟାଟିଂ କରିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର (ଆରସିବି)। ଟସ୍‌ ଜିତି ପୁଣି ଥରେ ବୋଲିଂ ନିଷ୍ପତ୍ତି ନେଇଛନ୍ତି ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଡେଭିଡ୍‌ ଓ୍ବାର୍ନର। ତେବେ ଏଠାରେ ପ୍ରଥମେ ବ୍ୟାଟିଂ କରୁଥିବା ଦଳ ହିଁ ପ୍ରାୟ...

ଚିନ୍ତାରେ ରିଷଭ ପନ୍ତ

ମୁମ୍ବାଇ, ୧୪ା୪- ପ୍ରଥମ ଥର ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଦଳର ନେତୃତ୍ୱ ଭାର ସମ୍ଭାଳୁଥିବା ରିଷଭ ପନ୍ତଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦଳର ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ପରେ ପଜିଟିଭ ଆସିଛି ଦକ୍ଷିଣ ଆଫ୍ରିକୀୟ ପେସର ଅନରିଚ ନର୍ଟଜେଙ୍କ...

୮ ବର୍ଷ ଲାଗି ବାସନ୍ଦ ହେଲେ ପୂର୍ବତନ ମହାନ ଖେଳାଳି

ଦୁବାଇ, ୧୪ା୪- ଜିମ୍ବାଓ୍ବେ ଦଳର ପୂର୍ବତନ ଅଧିନାୟକ ତଥା କୋଚ୍‌ ହେଥ ଷ୍ଟ୍ରେକଙ୍କୁ ସମସ୍ତ ପ୍ରକାର କ୍ରିକେଟ କାର୍ଯ୍ୟାକଳାପରୁ ୮ ବର୍ଷ ଲାଗି ବାସନ୍ଦ କରାଯାଇଛି। ସେ ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲର ଦୁର୍ନୀତି ନିବାରଣ ନିୟମ ଭଙ୍ଗ କରିଛନ୍ତି। ଦୁର୍ନୀତି...

ମ୍ୟାକ୍ସଓ୍ବେଲଙ୍କୁ ଆରସିବିରେ ସାମିଲ କରିବାକୁ ଯୋଜନା କରିଥିଲେ କୋହଲି

ଚେନ୍ନାଇ, ୧୪ା୪- ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲଙ୍କୁ ଦଳରେ ସାମିଲ ହେବାକୁ ପ୍ରସ୍ତାବ ଦେଇଥିଲେ। ଗତ ବର୍ଷ ଅଷ୍ଟ୍ରେଲିଆରେ ଖେଳାଯାଇଥିବା ସୀମିତ ଓଭର ସିରିଜ୍‌ ବେଳେ କୋହଲି ଏ ନେଇ ଯୋଜନା...

ଲଜ୍ଜାଜନକ ପରାଜୟ ପରେ କୋଲକାତାର ଏହି ଦୁଇ ଖେଳାଳିଙ୍କ ବ୍ୟାଟିଂ ଉପରେ ପ୍ରଶ୍ନ ଉଠାଇଲେ ସେହ୍ବାଗ, କହିଲେ…

ନୂଆଦିଲ୍ଲୀ,୧୪।୪: ପୂର୍ବତନ ଭାରତୀୟ ଓପନର ବିରେନ୍ଦ୍ର ସେହଓ୍ବାଗ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)ର ଅନୁଭବୀ ବ୍ୟାଟ୍ସମ୍ୟାନ୍‌ ଆନ୍ଦ୍ରେ ରସେଲ ଏବଂ ଦିନେଶ କାର୍ତ୍ତିକଙ୍କ ବ୍ୟାଟିଂ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଇୟୋନ ମାର୍ଗନ ପ୍ରଥମ ମ୍ୟାଚ୍‌ ଜିତିବା ପରେ ଏହି...

ଆଇପିଏଲ୍‌ରେ ରୋହିତଙ୍କ ସ୍ବତନ୍ତ୍ର ମିଶନ: ପିନ୍ଧୁଛନ୍ତି ନିଆରା ଜୋତା

ମୁମ୍ବାଇ,୧୪।୪: ୨୦୨୧ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସକୁ କ୍ରମାଗତ ତୃତୀୟ ଏବଂ ଷଷ୍ଠ ଟାଇଟଲ ଦେବାକୁ ଚାହୁଁଛନ୍ତି ଅଧିନାୟକ। ଚଳିତ ଆଇପିଏଲରେ ପଡିଆକୁ ଏକ ସ୍ବତନ୍ତ୍ର ମିଶନ ନେଇ ରୋହିତ ଓହ୍ଲାଉଛନ୍ତି। ଆରସିବି ବିପକ୍ଷ ଉଦ୍‌ଘାାଟନୀ ମ୍ୟାଚରେ ସେ ବିଲୁପ୍ତ ହୋଇଥିବା...

କୋହଲିଙ୍କ ମୁଣ୍ଡରୁ ମୁକୁଟ ଛଡାଇ ନେଲେ ଏହି ପାକିସ୍ତାନ ବ୍ୟାଟ୍ସମ୍ୟାନ୍

ଇସଲମାବାଦ,୧୪।୪: ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପଛରେ ପକାଇ ପାକିସ୍ତାନ ଅଧିନାୟକ ବାବର ଆଜାମ ବିଶ୍ୱର ଏକ ନମ୍ବର ଏକଦିବସୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ୨୬ ବର୍ଷ ବୟସ୍କ ବାବର ୧୨୫୮ ଦିନ ପରେ ବିରାଟ କୋହଲିଙ୍କ ମୁଣ୍ଡରୁ ମୁକୁଟ ଛଡାନେଇଛନ୍ତି।...

୩୦ ବଲ୍‌ରେ ଲୋଡା ଥିଲା ୩୧ ରନ୍‌: ଘଟିଲା କିଛି ଅପ୍ରତ୍ୟାଶିତ; ଚମକି ଯାଇଥିଲେ ପ୍ରଶଂସକ

ନୂଆଦିଲ୍ଲୀ,୧୪।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ର ପଞ୍ଚମ ମୁକାବିଲା କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ମଧ୍ୟରେ ଖେଳାଯାଇଛି। ଏଥିରେ କୋଲକାତା ଟିମ୍‌ ଟସ୍‌ ଜିତି ବୋଲିଂ କରିବା ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ସୂର୍ଯ୍ୟକୁମାର ଯାଦବ(୫୬)...

ସିଜିନ୍‌ର ପ୍ରଥମ ବିଜୟରେ ଆତ୍ମବିଭୋର ମୁମ୍ବାଇ ଅଧିନାୟକ: ବୋଲର୍‌ଙ୍କୁ ନେଇ ଦେଲେ ଏଭଳି ବୟାନ

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ରେ ପ୍ରଥମ ମ୍ୟାଚ୍‌ ହାରିବା ପରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ବିପକ୍ଷ ମ୍ୟାଚ୍‌ ଜିତିଛି। ସୂର୍ଯ୍ୟକୁମାର ଯାଦବ ଏବଂ ରୋହିତ ଶର୍ମାଙ୍କ ଉଲ୍ଲେଖନୀୟ ବ୍ୟାଟିଂ ଯୋଗୁ ଦଳ ୧୫୨ରନ୍‌ର ବିଜୟ ଲକ୍ଷ୍ୟ ରଖିଥିଲା। ଜବାବରେ...

ରାଜସ୍ଥାନ ରୟାଲ୍ସକୁ ଲାଗିଲା ବଡ଼ ଝଟ୍‌କା: ଟୁର୍ନାମେଣ୍ଟରୁ ବାଦ୍‌ ପଡିଲେ ଏହି ଷ୍ଟାର ଖେଳାଳି

ଚେନ୍ନାଇ,୧୪।୪: ଟୁର୍ଣ୍ଣାମେଣ୍ଟର ପ୍ରାରମ୍ଭିକ ପର୍ଯ୍ୟାୟରେ ରାଜସ୍ଥାନ ରୟାଲ୍ସ ଏକ ବଡ଼ ଝଟ୍‌କା ଲାଗିଛି। ଦଳର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ ଆହାତ ଚଳିତ ସିଜିନରୁ ବାଦ ପଡିଛନ୍ତି। କିଙ୍ଗ୍ସ ଏକାଦଶ ପଞ୍ଜାବ ବିପକ୍ଷ ମ୍ୟାଚରେ ଆଙ୍ଗୁଠି ଭାଙ୍ଗି ଥିବାରୁ ତାଙ୍କୁ...

ଆଇପିଏଲ୍‌ ସବୁଠୁ ମହଙ୍ଗା ଖେଳାଳିଙ୍କ ଉପରେ ଭରସା କଲେ ନାହିଁ ଅଧିନାୟକ

ମୁମ୍ବାଇ,୧୪।୪: ଆଇପିଏଲ ୨୦୨୧ ଯେତିକି ଅଗ୍ରଗତି କରୁଛି, ସେତିକି ରୋମାଞ୍ଚ ମଧ୍ୟ ବୃଦ୍ଧି ପାଉଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଏଭଳି ଏକ ହାଇ ଭୋଲଟେଜ ମ୍ୟାଚ ସୋମବାର ଦେଖିବାକୁ ମିଳିଥିଲା। ଶେଷ ବଲରେ ମ୍ୟାଚ ସ୍ଥିର ହୋଇଥିଲ। ପଞ୍ଜାବ ହୁଏତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri