ଡବ୍ଲ୍ୟୁଟିସି ଫାଇନାଲ୍ର ଏହି ଗୋଟିଏ ମୁହୂର୍ତ୍ତ ସମସ୍ତଙ୍କ ହୃଦୟକୁ ଛୁଇଁଗଲା
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମ୍ୟାଚ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ହେଉନା କାହିଁକି ଉଭୟ ବିରାଟ କୋହଲି ଏବଂ କେନ ୱିଲିୟମସନ୍ ପରସ୍ପର ପ୍ରତି ପାରସ୍ପରିକ ସମ୍ମାନ…
ଫାଇନାଲ୍ ହାରିବା ପରେ ଏମିତି କହିଲେ କୋହଲି
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ୮ ଉଇକେଟରେ ପରାସ୍ତ କରିଛି। ଫାଇନାଲ ହାରିଯିବା ପରେ ବିରାଟ କୋହଲି ଦଳର ଭୁଲ ବିଷୟରେ ଉଲ୍ଲେଖ କରିଥିଲେ…
କ୍ୟାରିୟରର ଅନ୍ତିମ ଟେଷ୍ଟରେ ଭାଙ୍ଗିଗଲା ଆଙ୍ଗୁଠି; ତଥାପି ଖେଳି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ
ସାଉଥାମ୍ପଟନ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲୁଟିସି) ପ୍ରତମ ସଂସ୍କରଣରେ କେନ୍ ଓ୍ବିଲିୟମସନ୍ଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଚାମ୍ପିୟନ ହୋଇଛି। ଏହା ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ କ୍ୟାରିୟରର ଅନ୍ତିମ ମ୍ୟାଚ୍ ଥିଲା। ଆହତ ସମସ୍ୟା ସତ୍ତ୍ୱେ ସେ ପଡ଼ିଆକୁ ଓହ୍ଲାଇବା ସହ ବେଶ୍…
୫୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଦେଶ ନ୍ୟୁଜିଲାଣ୍ଡ; ଚାମ୍ପିଅନ୍ ହେବା ପଛରେ ରହିଛି ଏସବୁ କାରଣ
ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଟାଇଟେଲ ଜିତିଛି। ୧୮ରୁ ୨୩ ଅକ୍ଟୋବର ଅର୍ଥାତ୍ ୬ ଦିନ ପର୍ଯ୍ୟନ୍ତ ଚାଲିଥିବା ଟେଷ୍ଟରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟ୍ରେ ପରାସ୍ତ କରିଛି। ଏହି ଟୁର୍ନାମେଣ୍ଟ ଆଇସିସି ଦ୍ୱାରା ୨୦୧୯ରେ ଆରମ୍ଭ…
ଚୁର୍ମାର୍ ହେଲା କୋହଲିଙ୍କ ସ୍ବପ୍ନ: ଗୋଟିଏ ବି ଆଇସିସି ଟ୍ରଫି ନ ଜିତିପାରି କଲେ ହ୍ୟାଟ୍ରିକ୍
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟରେ ପରାସ୍ତ କରିଛି। ଫଳରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପୁଣି ଥରେ ନରାଶ ହେବାକୁ ପଡିଛି। ଅଧିନାୟକ ଭାବରେ ବିରାଟଙ୍କୁ ଇତିହାସ ସୃଷ୍ଟି କରିବାର ସୁଯୋଗ ମିଳିଥିଲା…
ଟେଷ୍ଟ ର଼୍ୟାଙ୍କିଙ୍ଗ୍: ଜାଡେଜା ନମ୍ବର ଓ୍ବାନ ଟେଷ୍ଟ ଅଲ୍ରାଉଣ୍ଡର
ଦୁବାଇ, ୨୪ା୬ (ପି.ଟି.)-ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍ରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍ଡରଙ୍କୁ ହଟାଇ ଭାରତର ରବୀନ୍ଦ୍ର ଜାଡେଜା ବିଶ୍ୱର ନମ୍ବର ଓ୍ବାନ ଅଲ୍ରାଉଣ୍ଡର ହୋଇଛନ୍ତି। ହୋଲ୍ଡର (୩୮୪)ଙ୍କଠାରୁ ଜାଡେଜା ୨ ପଏଣ୍ଟ ଆଗରେ ରହିଛନ୍ତି। ଇଂଲଣ୍ଡ ଅଲ୍ରାଉଣ୍ଡର ବେନ୍ ଷ୍ଟୋକ୍ସ…
ଜୁନିୟର ହକି ବିଶ୍ୱକପ୍: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର
ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ ପର୍ଯ୍ୟନ୍ତ ଘୋଷଣା କରାଯାଇ ନ ଥିଲେ ହେଁ ଅନ୍ତର୍ଜାତୀୟ ହକି ଫେଡେରେଶନ ପକ୍ଷରୁ ବୁଧବାର…
ଭାରତର ଅଲିମ୍ପିକ ଥିମ୍ ଗୀତ ଉନ୍ମୋଚିତ
ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ ତେରା ସାମ୍ନେ ହାଏ’ ଶୀର୍ଷକ ଗୀତଟିର ରଚନା କରିଛନ୍ତି ଓ ଗାଇଛନ୍ତି ମୋହିତ ଚୌହାନ।…
ଟୋକିଓ ଅଲିମ୍ପିକ୍ସରେ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାରଙ୍କ ପୁରସ୍କାର ଘୋଷଣା: ସ୍ବର୍ଣ୍ଣ ୬, ରୌପ୍ୟ ୪, ବ୍ରୋଞ୍ଜ ୨.୫୦ କୋଟି
ଚଣ୍ଡିଗଡ଼, ୨୪।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସରେ ନିଜ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାର ବୁଧବାର ପୁରସ୍କାର ଘୋଷଣା କରିଛନ୍ତି। କୌଣସି ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ ଜିତିଲେ ତାଙ୍କୁ ୬ କୋଟି ଟଙ୍କା ମିଳିବ। ସେହିପରି ରୌପ୍ୟ ବିଜେତାଙ୍କୁ ୪ କୋଟି…
ଟୋକିଓ ଅଲିମ୍ପିକ୍ସ: ଛୁଟି ନେଲେ କ୍ଳାନ୍ତ ଟୋକିଓ ଗଭର୍ନର
ଟୋକିଓ,୨୪।୬: ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଠିକ୍ ମାସେ ରହିଥିବା ବେଳେ ଟୋକିଓ ଗଭର୍ନର ୟୁରିକୋ କୋଇକେ ଛୁଟି ନେଇଛନ୍ତି। ଅତ୍ୟଧିକ ମାତ୍ରାରେ କ୍ଲାନ୍ତ ହୋଇଥିବାରୁ ସେ ବିଶ୍ରାମ ନେବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ମେଟ୍ରୋପଲିଟାନ ସରକାର ସୂଚନା ଦେଇଛନ୍ତି। ଆୟୋଜକ…
ଲଜ୍ଜାଜନକ ରେକର୍ଡ: ୪୨ ରନ୍ରେ ଅଲ୍ଆଉଟ୍ ହୋଇଯାଇଥିଲା ଭାରତୀୟ ଦଳ
୪୭ ବର୍ଷ ପୂର୍ବେ ଠିକ୍ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ ନେତୃତ୍ୱରେ ଭାରତୀୟ ଦଳ ଏହି ଟେଷ୍ଟ ମ୍ୟାଚ ଏକ ଇନିଂସ ଏବଂ ୨୮୫ ରନରେ…
ରାଉଣ୍ଡ ଅଫ୍ ୧୬ରେ କ୍ରୋଏସିଆ: ୟୁରୋକପ୍ରୁ ସ୍କଟ୍ଲାଣ୍ଡ ଆଉଟ
ଗ୍ଲାସଗୋ,୨୪।୬: ୟୁରୋକପ୍ରେ କ୍ରୋଏସିଆ ନକ୍ଆଉଟ ପର୍ଯ୍ୟାୟକୁ ଉଠିଛି। ମଙ୍ଗଳବାର ଅନୁଷ୍ଠିତ ଗ୍ରୁପ୍ ଡି’ ମୁକାବିଲାରେ କ୍ରୋଏସିଆ ୩-୧ ଗୋଲରେ ସ୍କଟ୍ଲାଣ୍ଡକୁ ହରାଇ ଏହି ସଫଳତା ପାଇଛି। କ୍ରୋଏସିଆ ୩ଟି ମ୍ୟାଚ୍ ଖେଳି ଗୋଟିଏ ଲେଖାଏ ବିଜୟ, ପରାଜୟ ଓ ଡ୍ର ସହ…
Archives


