ଖେଳ

ପାକିସ୍ତାନ ଷ୍ଟାଡିୟମରେ ହେଉଛି ପରିବା ଚାଷ

ଇସଲାମାବାଦ,୧୭।୮ : ଭାରତ ଭଳି ପାକିସ୍ତାନରେ ମଧ୍ୟ କ୍ରିକେଟ ପ୍ରେମୀଙ୍କ ଅଭାବ ନାହିଁ। ୨୦୦୯ରେ ଶ୍ରୀଲଙ୍କା ଦଳ ଉପରେ ଆକ୍ରମଣ ପରେ ଦେଶରେ କୌଣସି ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ଖେଳାଯାଉ ନ ଥିଲା। କିନ୍ତୁ ଏବେ ସ୍ଥିତି ସୁଧୁରିଲାଣି। ଆଗାମୀ କିଛି…

ନବୀନଙ୍କ ବଡ଼ ଘୋଷଣା: ଆଉ ୧୦ ବର୍ଷ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ୱର,୧୭।୮: ହକିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ଆହୁରୀ ୧୦ ବର୍ଷ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ସମ୍ବର୍ଦ୍ଧନା ଦେବା ସହ ନବୀନ…

‘ଆମ ଦଳର ଜଣଙ୍କୁ ସ୍ଲେଜିଂ କଲେ, ଅନ୍ୟମାନେ ଛାଡ଼ିବେ ନାହିଁ’

ନୂଆଦିଲ୍ଲୀ,୧୭।୮ : ଆମ କୌଣସି ଖେଳାଳିଙ୍କୁ ସ୍ଲେଜିଂ କଲେ ଅନ୍ୟ ୧୦ ଖେଳାଳିମାନେ ପ୍ରତିପକ୍ଷକୁ ଛାଡ଼ିବେ ନାହିଁ। ଇଂଲଣ୍ଡ ବିପକ୍ଷ ଲଡର୍‌ସ ଟେଷ୍ଟରେ ଏହା ହିଁ ଘଟିଥିଲା ବୋଲି କହିଛନ୍ତି ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ। ମ୍ୟାଚ୍‌ର ପ୍ରଥମ…

ଆଫଗାନିସ୍ତାନର ସମସ୍ତ କ୍ରିକେଟ ଷ୍ଟାଡିୟମ ଦଖଲ କଲା ତାଲିବାନ: ଜାଣନ୍ତୁ କେଉଁଠି ଅଛନ୍ତି ଦେଶର ଖେଳାଳି !

କାବୁଲ,୧୭।୮: ତାଲିବାନ ଆଫଗାନିସ୍ତାନକୁ ସମ୍ପୂର୍ଣ୍ଣ ଦଖଲ କରିଛି। ରାଷ୍ଟ୍ରପତି ଅଶରଫ ଗନି ଦେଶ ଛାଡ଼ି ପଳାଇବା ପରେ ପରିସ୍ଥିତି ଅନିୟନ୍ତ୍ରିତ ହୋଇପଡ଼ିଛି। ଏପରି ସ୍ଥିତିରେ ଆଫଗାନିସ୍ତାନରେ କ୍ରୀଡ଼ା କ୍ଷେତ୍ରରେ ଅସୁବିଧା ଉପୁଜିବାର ସମ୍ଭାବନା ଦେଖାଦେଇଛି। ତାଲିବାନ ଦେଶର ସମସ୍ତ କ୍ରିକେଟ ଷ୍ଟାଡିୟମକୁ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ଲାଗି ଏମିତି କହିଲେ ଗମ୍ଭୀର

ନୂଆଦିଲ୍ଲୀ,୧୭।୮ : ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ଆଇସିସି ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଅକ୍ଟୋବର ୧୪ ତାରିଖରେ ପରସ୍ପରକୁ ଭେଟିବେ। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି) ମଙ୍ଗଳବାର ସ୍ପଷ୍ଟ କରିଛି। ତେବେ ଗ୍ରୁପ ପର୍ଯ୍ୟାୟରେ…

କିଛି ବର୍ଷ ପୂର୍ବେ ତାଲିବାନଠାରୁ ବଞ୍ଚି ପାକିସ୍ତାନରେ ଆଶ୍ରୟ ନେଇଥିଲେ; ଏବେ ପୁଣି ଚିନ୍ତାରେ ଏହି କ୍ରିକେଟରଙ୍କ ପରିବାର…

କାବୁଲ,୧୭।୮: ତାଲିବାନ କ୍ଷମତା ଦଖଲ ପରେ ଆଫଗାନିସ୍ତାନରେ ଅନିଶ୍ଚିତତା ଦେଖାଦେଇଛି। ରବିବାର ତାଲିବାନ କାବୁଲ ଏବଂ ରାଷ୍ଟ୍ରପତି ଭବନ କବ୍ଜା କରିଥିଲା। ଏହାପୂର୍ବରୁ ରାଷ୍ଟ୍ରପତି ଅଶରଫ୍‌ ଗନି ଦେଶ ଛାଡ଼ିଦେଇଥିଲେ। ଫଳରେ ଦେଶରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛଇ। ଲୋକମାନେ ନିଜକୁ…

ଦର୍ଶକଙ୍କ ମଧ୍ୟରେ ଖେଳାଯାଇପାରେ ଆଇପିଏଲ୍‌

ନୂଆଦିଲ୍ଲୀ,୧୭।୮ : ଆସନ୍ତା ସେପ୍ଟେମ୍ବର ୧୯ ତାରିଖରୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଆରମ୍ଭ ହେବାକୁ ଯାଇଛି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ-୧୪)ର ଦ୍ୱିତୀୟ ପର୍ଯ୍ୟାୟ। ବଳକା ୩୧ ମ୍ୟାଚ୍‌ ଦର୍ଶକଙ୍କ ଉପସ୍ଥିତିରେ ଖେଳାଯାଇପାରେ। ଏମିରେଟ୍ସ କ୍ରିକେଟ ବୋର୍ଡ (ଇସିବି)ର ସାଧାରଣ…

ଟି-୨୦ ବିଶ୍ୱକପ୍‌ ପାଇଁ ଏବେଠୁ ଅଣ୍ଟା ଭିଡିଲାଣି ନ୍ୟୁଜିଲାଣ୍ଡ: ଦଳର ଏହି ପ୍ରମୁଖ ବୋଲର୍‌ଙ୍କୁ କଲା କୋଚ୍‌

ନୂଆଦିଲ୍ଲୀ,୧୭।୮: ୟୁଏଇରେ ଅକ୍ଟୋବରରୁ ଆରମ୍ଭ ହେବାକୁ ଯାଉଛି ଟି-୨୦ ବିଶ୍ୱକପ୍‌। ଏହାପୂର୍ବରୁ ନ୍ୟୁଜିଲାଣ୍ଡ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିଛି। ଏକ ବଡ଼ ନିଷ୍ପତ୍ତି ସ୍ବରୂପ ଦଳ ପୂର୍ବତନ ଦ୍ରୁତ ବୋଲର ସେନ ବଣ୍ଡଙ୍କୁ କୋଚ୍‌ ଭାବରେ ନିଯୁକ୍ତ କରିଛି। ବଣ୍ଡ…

ପୁଣି ବିଗିଡିଲା ନୀରଜ ଚୋପ୍ରାଙ୍କ ସ୍ବାସ୍ଥ୍ୟାବସ୍ଥା

ପାନିପତ,୧୭।୮: ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ନୀରଜ ଚୋପ୍ରାଙ୍କ ସ୍ବାସ୍ଥ୍ୟ ଅବସ୍ଥା ପୁଣି ଖରାପ ହୋଇଛି। ପଦକ ଜିତିବାର ଦଶ ଦିନ ପରେ ଚୋପ୍ରା ମଙ୍ଗଳବାର ନିଜ ଘର ପାନିପାତରେ ପହଞ୍ଚିଥିଲେ। ତାଙ୍କ କନଭେନ ସମଲଖାର ହାଲଡାନା ବର୍ଡରରୁ ଏକ ଶୋଭାଯାତ୍ରାରେ…

ଏହି ମହାନ କ୍ରିକେଟର୍‌ଙ୍କୁ ପଛରେ ପକାଇଲେ କୋହଲି

ଲର୍ଡସ,୧୭।୮: ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଆଉ ଏକ ରେକର୍ଡ କରିଛନ୍ତି। ଅଧିନାୟକ ଭାବରେ ଟେଷ୍ଟ ଜିତିବା ଦୃଷ୍ଟିରୁ ସେ ଚତୁର୍ଥ ନମ୍ବରରେ ପହଞ୍ଚିଛନ୍ତି। ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଟିମ ଇଣ୍ଡିଆ ଆୟୋଜକ ଇଂଲଣ୍ଡକୁ ୧୫୧ ରନ୍‌ରେ…

ଯଦି ମୁଁ କାହାକୁ ହସୁଥିବାର ଦେଖେ, ତେବେ ଦେଖିବ: କାହିଁକି ନିଜ ଦଳର ଖେଳାଳିଙ୍କୁ ଏମିତି କହିଥିଲେ କୋହଲି

ଲଣ୍ଡନ,୧୭।୮: ଭାରତୀୟ ଅଧିନାୟକ ବିରାଟ କୋହଲି ତାଙ୍କର ଆକ୍ରୋଶ ପାଇଁ ଜଣାଶୁଣା। ସେ ବ୍ୟାଟିଂ ହେଉ କିମ୍ବା ଫିଲ୍ଡିଂ ଉଭୟ ଫ୍ରଣ୍ଟରେ ସେ ଶତପ୍ରତିଶତ ଦିଅନ୍ତିି। ଲର୍ଡସ ଟେଷ୍ଟର ଦ୍ୱିତୀୟ ଇନିଂସରେ ତାଙ୍କ ଆକ୍ରୋଶର ଶିଖରରେ ଥିଲା। ଦ୍ୱିତୀୟ ଟେଷ୍ଟର ପଞ୍ଚମ…

ଟି-୨୦ ବିଶ୍ୱକପ୍‌ ପାଇଁ ଘୋଷଣା ହେଲା କାର୍ଯ୍ୟସୂଚୀ: ଏହି ତାରିଖରେ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୧୭।୮:ଆନ୍ତର୍ଜାତୀୟ କ୍ରିକେଟ ପରିଷଦ ଆଜି ଟି -୨୦ ବିଶ୍ୱକପ ୨୦୨୧ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଆଇସିସି ଦ୍ୱାରା ପ୍ରକାଶିତ କାର୍ଯ୍ୟସୂଚୀ ଅନୁଯାୟୀ, ଅକ୍ଟୋବର ୧୭ ରେ ଓମାନ ଏବଂ ପାପୁଆ ନ୍ୟୁ ଗିନି ମଧ୍ୟରେ ଟି -୨୦ ବିଶ୍ୱକପର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?