ଖେଳ

ଦଳରେ ସାମିଲ ହେଲେ ସୂର୍ଯ୍ୟ-ପୃଥ୍ବୀ

ଲଣ୍ଡନ,୧୪।୮: ଯୁବ ଓପନର ପୃଥ୍ବୀ ଶ’ ଓ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଶନିବାର ଭାରତୀୟ ଦଳରେ ସାମିଲ ହୋଇଛନ୍ତି। ବହୁ ପୂର୍ବରୁ ୟୁକେରେ ପହଞ୍ଚି ସାରିଥିବା ଦୁଇ ଖେଳାଳିଙ୍କ କ୍ୱାରେଣ୍ଟିନ ପିରିୟଡ୍‌ ଶେଷ ହୋଇଛି। ଏ ନେଇ ଦୁହିଁଙ୍କ…

ରାହୁଲଙ୍କ ଉପରେ ଦର୍ଶକ ପକାଇଲେ ସାମ୍ପେନ ଠିପି

ଲଣ୍ଡନ,୧୪।୮: ଭାରତ ଓ ଇଂଲଣ୍ଡ ମଧ୍ୟରେ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ତୃତୀୟ ଦିନ ତଥା ଶନିବାର ବିଶୃଙ୍ଖଳିତ ଦର୍ଶକମାନେ ଭାରତୀୟ ଓପନର ଲୋକେଶ ରାହୁଲଙ୍କ ଉପରେ ସାମ୍ପେନ କର୍କସ (ଠିପି) ପକାଇଛନ୍ତି। ଏହି ଘଟଣା ୬୯ତମ ଓଭରରେ…

ଦୂର ହେଲା ଆଇପିଏଲ ଫ୍ରାଞ୍ଚାଇଜଙ୍କ ଚିନ୍ତା

ମୁମ୍ବାଇ,୧୪।୮: ୟୁଏଇରେ ଆସନ୍ତା ସେପ୍ଟେମ୍ବରରୁ ଆରମ୍ଭ ହେବାକୁ ଥିବା ଆଇପିଏଲ-୧୪’ର ବଳକା ମ୍ୟାଚ୍‌ ଲାଗି ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ଦଳର ଖେଳାଳିମାନେ ଉପଲବ୍ଧ ରହିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଏବଂ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)…

ପାଚେରୀ ଭଳି ଛିଡ଼ା ହୋଇଛନ୍ତି ରୁଟ୍‌-ବେଆରଷ୍ଟୋ

ଲଡର୍‌ସ,୧୪।୮: ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ୨ୟ ଦିନ ଆରମ୍ଭରୁ ବଲ ଖୁବ ମୁଭମେଣ୍ଟ କରିଥିଲା, ଯାହା ଫଳରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ପକ୍ଷେ ରନ୍‌ କରିବା କଷ୍ଟକର ହୋଇଥିଲା। କିନ୍ତୁ ତୃତୀୟ ଦିନ ସେଭଳି କିଛି ଦେଖିବାକୁ ମିଳିନାହିଁ। ଭାରତୀୟ ବୋଲରଙ୍କ…

ନୀରଜ ଚୋପ୍ରା ଅସୁସ୍ଥ

ନୂଆଦିଲ୍ଲୀ,୧୪।୮: ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିଥିବା ନୀରଜ ଚୋପ୍ରା ଅସୁସ୍ଥ। ତାଙ୍କୁ ଗତ ଦୁଇଦିନ ଧରି ପ୍ରବଳ ଜ୍ୱର ହୋଇଛି। ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କର କୋଭିଡ ପରୀକ୍ଷା କରାଯାଇଥିବା ବେଳେ ତାର ରିପୋର୍ଟ ନେଗେଟିଭ୍‌ ଆସିଛି। ସେ ଅସୁସ୍ଥ ଥିବା…

ଖୁବ୍‌ଶୀଘ୍ର କୋଚ୍‌ ହୋଇପାରନ୍ତି ଇରଫାନ୍‌ ପଠାନ! ଏନ୍‌ସିଏରେ ବିତାଇଲେ ୮ ଦିନ; ଦ୍ରାବିଡଙ୍କୁ କହିଲେ ଧନ୍ୟବାଦ

ନୂଆଦିଲ୍ଲୀ,୧୪।୮: ପୂର୍ବ ଭାରତୀୟ ଦ୍ରୁତ ବୋଲର ଇରଫାନ୍‌ ପଠାନ ଖୁବ୍‌ଶୀଘ୍ର କୌଣସି ଟିମ୍‌ର କୋଚ୍‌ ଭାବେ ଦାୟିତ୍ୱ ଗ୍ରହଣ କରିପାରନ୍ତି। ପଠାନ ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ପୋଷ୍ଟ ଶେୟାର କରି ଏନେଇ ସମ୍ୟକ ସୂଚନା ଦେଇଛନ୍ତି। ସେ ରାଷ୍ଟ୍ରୀୟ କ୍ରିକେଟ…

ଖୁବ୍‌ଶୀଘ୍ର ଧୋନୀଙ୍କୁ କାଟିଦେବେ ପନ୍ତ! ନିଜ ନାମରେ କଲେ ଆଉ ଏକ ରେକର୍ଡ…

ନୂଆଦିଲ୍ଲୀ,୧୪।୮: ପୂର୍ବତନ ମହାନ ଭାରତୀୟ ଅଧିନାୟକ ତଥା ଉଇକେଟକିପର ମହେନ୍ଦ୍ର ସିଂହ ଧୋନୀ କ୍ରିକେଟ ଇତିହାସରେ ନିଜର ଅନେକ ସଫଳତାର ଫର୍ଦ୍ଦ ଯୋଡ଼ିଛନ୍ତି। ସେସବୁର ସମକକ୍ଷ ହେବା କାହା ପାଇଁ ସହଜ ନୁହେଁ। କିନ୍ତୁ ବର୍ତ୍ତମାନ ଟେଷ୍ଟ ଟିମ୍‌ର ଉଇକେଟକିପର ବ୍ୟାଟ୍ସମ୍ୟାନ…

୩୬୧ ମିନିଟ୍‌,୨୨୧ ବଲ୍‌…କିଛି ଏଭଳି ଖେଳି ପାକିସ୍ତାନ ବୋଲର୍‌ଙ୍କ ଝାଳ ବୁହାଇଦେଲେ ଏହି ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୪।୮: କ୍ରିକେଟ ଦୁନିଆରେ ଏପରି ଅନେକ ଖେଳାଳି ଅଛନ୍ତି, ଯେଉଁମାନେ ଯୋଗ୍ୟତା ଥାଇ ମଧ୍ୟ ଚର୍ଚ୍ଚାର ପରିସରକୁ ଆସିନାହାନ୍ତି। ବର୍ତ୍ତମାନର ଓ୍ବେଷ୍ଟଇଣ୍ଡିଜ୍‌ ଟେଷ୍ଟ ଅଧିନାୟକ କ୍ରେଗ ବ୍ରାଥଓ୍ବାଇଟ୍‌ ସେମାନଙ୍କ ମଧ୍ୟରୁ ଜଣେ। କିଙ୍ଗଷ୍ଟୋନର ସାବିନା ପାର୍କରେ ପାକିସ୍ତାନ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳାଯାଉଥିବା ପ୍ରଥମ…

ନିଜର ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଆଜି ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୧୪।୮: ଜଣେ କ୍ରିକେଟ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା ତାଙ୍କୁ ପୁନର୍ବାର ସୁଯୋଗ ମିଳିବାର ସମ୍ଭାବନା ଥାଏ। କ୍ରିକେଟ ମଇଦାନରେ ଅନେକ ଖେଳାଳି ନିଜର ଡେବ୍ୟୁ ମ୍ୟାଚ୍‌ରେ…

ବିଦେଶରେ ପନ୍ତଙ୍କ ୧୦୦୦ ଟେଷ୍ଟ ରନ

ଲଡର୍‌ସ,୧୪।୮: ଭଲ ଆରମ୍ଭ ପାଇଲା ପରେ ମଧ୍ୟ ବିଫଳ ହୋଇଛନ୍ତି ଭାରତୀୟ ଉଇକେଟକିପର ଓ ବ୍ୟାଟ୍ସମ୍ୟାନ ରିଷଭ ପନ୍ତ। ୫୮ ବଲରେ ୫ ଚୌକା ସହାୟତାରେ ପନ୍ତ ଖେଳିଥିଲେ ୩୭ ରନ୍‌ର ଇନିଂସ। ଏହି ଅବସରରେ ପନ୍ତ ବିଦେଶରେ ୧୦୦୦ ଟେଷ୍ଟ…

ଦିନକରେ ପଡ଼ିଲା ୧୦ ଉଇକେଟ୍‌

ଲଡର୍‌ସ, ୧୩।୮- ଲଡର୍‌ସ ଟେଷ୍ଟ ପ୍ରଥମ ଦିନରେ ମାତ୍ର ୩ ଉଇକେଟ ପଡ଼ିଥିବାବେଳେ ଦ୍ୱିତୀୟ ଦିନ ପଡ଼ିଛି ୧୦ ଉଇକେଟ। ପୂରା ଦିନରେ ବୋଲରମାନେ ରାଜୁତି କରିଥିଲେ। ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୨୭୬/୩)ରୁ ବ୍ୟାଟିଂ ଆରମ୍ଭ କରିଥିବା ଟିମ୍‌ ଇଣ୍ଡିଆ…

ଟି୨୦ ବିଶ୍ୱକପ୍‌ ଦଳରେ ରହିପାରିବେ ୧୫ ଖେଳାଳି

କରାଚୀ, ୧୩।୮- ୟୁଏଇରେ ହେବାକୁ ଥିବା ଟି୨୦ ବିଶ୍ୱକପ ଲାଗି ପ୍ରତ୍ୟେକ ଅଂଶଗ୍ରହଣକାରୀ ଦଳରେ ୧୫ ଖେଳାଳି ସ୍ଥାନ ପାଇବେ। କୋଚ୍‌ ଓ ସପୋର୍ଟ ଷ୍ଟାଫଙ୍କୁ ମିଶାଇ ମୋଟ ୮ ଅଫିସିଆଲ ଦଳ ସହ ଆସିବେ। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?