ଖେଳ

କରୋନାକୁ ହରାଇଲେ ସଚିନ ତେନ୍ଦୁଲକର

ମୁମ୍ବାଇ,୯।୪: କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର କରୋନାକୁ ପରାସ୍ତ କରିଛନ୍ତି। ସଚିନ ତେନ୍ଦୁଲକରଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛନ୍ତି। ସଚିନ ଏବେ କିଛି ଦିନ ଘରେ ବିଶ୍ରାମ ନେବେ। ମାର୍ଚ୍ଚ ୨୭ରେ ସଚିନ ତେନ୍ଦୁଲକରଙ୍କୁ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହା...

ଏକ ସପ୍ତାହ ଘୁଞ୍ଚତ୍ଲା ଫ୍ରେଞ୍ଚ୍‌ ଓପନ୍‌

ପ୍ୟାରିସ୍‌, ୯ା୪ (ଏପି)- କରୋନା ଭାଇରସ ମହାମାରୀ ଯୋଗୁ ଫ୍ରେଞ୍ଚ ଓପନ ଟେନିସ୍‌ ଟୁର୍ନାମେଣ୍ଟକୁ ଏକ ସପ୍ତାହ ବିଳମ୍ବ କରାଯାଇଛି। ଆୟୋଜକଙ୍କ ପକ୍ଷରୁ ଗୁରୁବାର ଏ ବିଷୟରେ ଘୋଷଣା କରାଯାଇଛି। ଏହି କ୍ଲେ-କୋର୍ଟ ଟୁର୍ନାମେଣ୍ଟ ମେ ୨୩ରେ ଆରମ୍ଭ ହୋଇଥାନ୍ତା।...

ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ ପୁରସ୍କାର ଦୌଡ଼ରେ ଭୁବନେଶ୍ୱର

ଦୁବାଇ, ୯ା୪ (ପି.ଟି.)-ମାର୍ଚ୍ଚ ମାସ ପାଇଁ ଆଇସିସି ‘ପ୍ଲେୟର ଅଫ୍‌ ଦି ମନ୍ଥ’ ଦୌଡ଼ରେ ରହିଥିବା କ୍ରିକେଟରମାନଙ୍କ ମଧ୍ୟରେ ଭାରତର ଅଭିଜ୍ଞ ସିମ୍‌ ବୋଲର ଭୁବନେଶ୍ୱର କୁମାର ଅନ୍ୟତମ। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ମ୍ୟାଚଗୁଡ଼ିକରେ ତାଙ୍କ ପ୍ରଦର୍ଶନ ଉଲ୍ଲେଖନୀୟ...

ହରେନ୍ଦ୍ର ଆମେରିକା ହକି ଦଳର କୋଚ୍‌ ନିଯୁକ୍ତ

କଲରାଡୋ ସ୍ପ୍ରିଙ୍ଗ୍ସ (ୟୁଏସ୍‌ଏ), ୯ା୪ (ପି.ଟି.)-ଭାରତର ପୂର୍ବତନ ହକି କୋଚ୍‌ ହରେନ୍ଦ୍ର ସିଂ ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ) ପୁରୁଷ ହକି ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ୨୦୧୨ରେ ଦ୍ରୋଣାଚାର୍ଯ୍ୟ ପୁରସ୍କାର ବିଜେତା ହରେନ୍ଦ୍ର ୨୦୧୭ରୁ ୨୦୧୮ ପର୍ଯ୍ୟନ୍ତ ଭାରତ...

ବିଷ୍ଣୁ, ଗଣପତି-ବରୁଣଙ୍କୁ ଅଲିମ୍ପିକ୍‌ ଯୋଗ୍ୟତା

ନୂଆଦିଲ୍ଲୀ, ୯।୪(ପି.ଟି.)-ଏକ ଐତିହାସିକ ଘଟଣା କ୍ରମରେ ପ୍ରଥମ ଥରପାଇଁ ଅଲିମ୍ପିକ୍ସରେ ୪ ଜଣ ଭାରତୀୟ ସେଲର ଅଂଶଗ୍ରହଣ କରିବାକୁ ଯାଉଛନ୍ତି। ଓମାନରେ ଏସୀୟ ଯୋଗ୍ୟତା ପର୍ଯ୍ୟାୟ ପ୍ରତିଯୋଗିତା ମୁସାନା ଓପନ ଚାମ୍ପିୟନଶିପ୍‌ରେ ଚମତ୍କାର ପ୍ରଦର୍ଶନ କରି ବିଷ୍ଣୁ ସରଭାନନ ଏବଂ...

ଧନଶ୍ରୀଙ୍କ ଏହି ଜିନିଷକୁ ବେଶି ପସନ୍ଦ କରନ୍ତି ଚହଲ

ଆଇପିଏଲ୍‌ର ୧୪ତମ ସଂସ୍କରରଣର ପ୍ରଥମ ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। ଏଥିପାଇଁ ଉଭୟ ଟିମ୍‌ର ଖେଳାଳିମାନେ କଠିନ ପରିଶ୍ରମ କରୁଛନ୍ତି। ତେବେ ଆର୍‌ସିବିର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲ ଅଭ୍ୟାସରୁ କିଛି ସମୟ...

ଆଜିଠୁ ଆଇପିଏଲ୍‌ ମହାକୁମ୍ଭ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ ଆରମ୍ଭ ହେବାକୁ ଗୋଟିଏ ଦିନ ବାକି ଅଛି। ଏଭଳି ପରିସ୍ଥିତିରେ ସମସ୍ତ ଦଳ ଟାଇଟଲ ହାସଲ କରିବାକୁ ଜୋରଦାର ଅଭ୍ୟାସ କରୁଛନ୍ତି। ଏଥର ବିସିସିଆଇ କାର୍ଯ୍ୟସୂଚୀ ଅନୁଯାୟୀ କୌଣସି ଆଇପିଏଲ ଦଳ ନିଜ...

ଆଇପିଏଲ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ: କିଏ ଜିତିବ ଏଥର ଟାଇଟେଲ୍‌

ଚେନ୍ନାଇ,୯।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ ଶୁକ୍ରବାର ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଆଇପିଏଲ ୨୦୨୧ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ବିଜୟଧାରା ବଜାୟ ରଖିବାକୁ ଚେଷ୍ଟା କରୁଥିବାବେଳେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଅଧିନାୟକ ବିରାଟ...

ଆଇପିଏଲ୍‌-୧୪ : ଭାଗ୍ୟ ବଦଳାଇବା ଆଶାରେ ଆରସିବି

ଚେନ୍ନାଇ,୮।୪(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। କୋଭିଡ୍‌-୧୯ ମହାମାରୀ ପ୍ରକୋପ ଜାରି ରହିଥିଲେ ମଧ୍ୟ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବିଶ୍ୱର ଏହି ଶ୍ରେଷ୍ଠ ଟି୨୦ ଲିଗ୍‌ ଆୟୋଜନ...

ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇପିଏଲ ନିୟମ ଭାଙ୍ଗିଥିଲେ କୋହଲି

ଚେନ୍ନାଇ, ୮।୪: ଆଉ ମାତ୍ର କିଛି ଘଣ୍ଟା ପରେ ଆରମ୍ଭ ହେବାକୁ ଯାଉଛି ୧୪ତମ ଆଇପିଏଲ। ଏଥି ପୂର୍ବରୁ ବିଶ୍ୱର ସବୁଠୁ ବିତ୍ତଶାଳୀ କ୍ରିକେଟ ଲିଗ୍‌ରେ ଘଟିଥିବା ଏକ ଅଜଣା ଘଟଣା ସମ୍ପର୍କରେ ଆମେ ଆପଣଙ୍କୁ ଜଣାଇବାକୁ ଯାଉଛୁ। ରୟାଲ...

ସିଏସ୍‌କେ, ଧୋନୀଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ, ୮ା୪- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୪ତମ ସଂସ୍କରଣ ଆରମ୍ଭ ପୂର୍ବରୁ ସିଏସ୍‌କେ ଓ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ୟାନଙ୍କୁ ମିଳିଛି ଖୁସି ଖବର। ଚଳିତ ବର୍ଷ ଆଇପିଏଲରୁ ଅବସର ନେଉ ନାହାନ୍ତି କ୍ୟାପଟେନ କୁଲ୍‌।...

ପଡ଼ିଆରୁ ୪ ମାସ ଦୂରେଇ ରହିବେ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ, ୮ା୪- ଭାରତୀୟ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାରଙ୍କ କାନ୍ଧରେ ଗୁରୁବାର ସଫଳ ଅସ୍ତ୍ରୋପଚାର କରାଯାଇଛି। ଗତ ମାସରେ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ତାଙ୍କ ବାମ କାନ୍ଧରେ ଆଘାତ ଲାଗିଥିଲା। ଏହି କାରଣରୁ ଶୁକ୍ରବାର ଠାରୁ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri