ଖେଳ

କ୍ରିକେଟ ଛାଡ଼ିଲେ କୋହଲିଙ୍କ ଜୁନିୟର

ମୁମ୍ବାଇ,୧୩।୮: ବିରାଟ କୋହଲିଙ୍କ ପରେ ଉନ୍ମୁକ୍ତ ଚାନ୍ଦଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ହାତେଇଥିଲା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌। ଆଶା କରାଯାଉଥିଲା କୋହଲିଙ୍କ ଭଳି କ୍ରିକେଟ ପଡ଼ିଆରେ ରାଜୁତି କରିବେ ଦିଲ୍ଲୀରେ ଜନ୍ମିତ ଏହି ବ୍ୟାଟ୍ସମ୍ୟାନ। କିନ୍ତୁ ଘରୋଇ କ୍ରିକେଟରେ ସେ…

ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ୍‌ ପରାଜୟ ପଛରେ ବିସିସିଆଇ ମେଡିକାଲ ଅଫିସର

ନୂଆଦିଲ୍ଲୀ,୧୩।୮: ଗତ ମାସରେ ଟି୨୦ ସିରିଜ୍‌ରେ ଶ୍ରୀଲଙ୍କା ଠାରୁ ୧-୨ରେ ପରାସ୍ତ ହୋଇଥିଲା ଭାରତୀୟ ଦଳ। ଏହାର କାରଣ ଅନ୍ତିମ ଦୁଇ ମ୍ୟାଚ୍‌ ଲାଗି ଟିମ୍‌ ଇଣ୍ଡିଆ ପାଖରେ ସ୍ପେଶାଲିଷ୍ଟ ବ୍ୟାଟ୍ସମ୍ୟାନଙ୍କ ଘୋର ଅଭାବ ଥିଲା। ଭାରତୀୟ ଦଳର କ୍ୟାମ୍ପରେ କ୍ରୁନାଲ…

୩୬୪ ରନ୍‌ରେ ଅଟକିଲା ଟିମ୍‌ ଇଣ୍ଡିଆ

ଲଡର୍‌ସ,୧୩।୮: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ୩୬୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି ଟିମ୍‌ ଇଣ୍ଡିଆ। ପୂର୍ବ ଦିନର ସ୍କୋର (୨୭୬/୩)ରୁ ବ୍ୟାଟିଂ କରିଥିବା ଭାରତୀୟ ଦଳ ବଳକା ୭ ଉଇକେଟ ମାତ୍ର ୮୮ ରନ୍‌ ଯୋଡ଼ିବାକୁ ସକ୍ଷମ ହୋଇଥିଲା।…

କୋହଲିଙ୍କୁ ଆଉଟ୍‌ କରିବାକୁ କରାଯାଇଥିଲା ଏପରି ଯୋଜନା; ସଫଳ ହେଇଥିଲା ଇଂଲଣ୍ଡର ରଣନୀତି

ଲଣ୍ଡନ,୧୩।୮: ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରେ ଇଂଲଣ୍ଡ ପେସର ଓଲି ରବିନ୍ସନ୍‌ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଉଇକେଟ ନେଇଥିଲେ। ତେବେ ସେ କୋହଲିଙ୍କ ଉଇକେଟକୁ ତାଙ୍କ କ୍ୟାରିୟରର ସବୁଠାରୁ ବଡ଼ ଉଇକେଟ ବୋଲି କହିଛନ୍ତି। ଏଥିସହ…

ଆଗୁଆ ୟୁଏଇ ଗଲା ସିଏସ୍‌କେ

ଚେନ୍ନାଇ,୧୩।୮: ୟୁନାଇଟେଡ୍‌ ଆରବ ଏମିରେଟ୍ସ(ୟୁଏଇ)ରେ ଆସନ୍ତା ସେପ୍ଟେମ୍ବର ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଆଇପିଏଲ-୧୪ତମ ସଂସ୍କରଣର ଦ୍ୱିତୀୟ ପର୍ଯ୍ୟାୟ। ଏହାର ମାସେ ପୂର୍ବରୁ ୟୁଏଇ ଗସ୍ତ କରିଛି ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ସିଏସ୍‌କେ। ଏ ନେଇ ଚେନ୍ନାଇ ଫ୍ରାଞ୍ଚାଇଜ…

ଲର୍ଡ୍ସରୁ ଫେରି ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଗାଙ୍ଗୁଲି; ଜୀବନର ଚାରୋଟି ସୋପାନର ଫଟୋ ମିଶାଇ….

ଲଣ୍ଡନ,୧୩।୮: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି, ବୋର୍ଡ ସଚିବ ଜୟ ଶାହା, ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଏବଂ ବ୍ରିଟେନର ଅର୍ଥମନ୍ତୀ ରୁଷି ସୁନାକ ଗୁରୁବାର ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଖେଳ ସମୟରେ…

ସକାଳୁ ସକାଳୁ ପଡ଼ିଲା ରାହୁଲଙ୍କ ଉଇକେଟ; ସ୍ଥିତି ସମ୍ଭାଳିଛନ୍ତି ଜାଡେଜା

ଲଡର୍‌ସ,୧୩।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଭାରତ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ୨ୟ ଦିନରେ ଇଂଲଣ୍ଡ ମ୍ୟାଚ୍‌କୁ ଫେରିବା ଆରମ୍ଭ କରିଛି। ପୂର୍ବ ଦିନର ସ୍କୋର (୨୭୬/୩)ରୁ ବ୍ୟାଟିଂ ଆରମ୍ଭ କରିଥିବା ଟିମ୍‌ ଇଣ୍ଡିଆକୁ ପ୍ରଥମ ଓଭରରେ ଲେକେଶ ରାହୁଲ (୧୨୯)ଙ୍କ…

ଟିମ୍‌ ଇଣ୍ଡିଆକୁ ମିଳିଗଲା କି ନୂଆ ଓପନିଂ ଯୋଡ଼ି? ଏହି ଦୁଇ କ୍ରିକେଟରଙ୍କୁ ନେଇ ବଢ଼ୁଛି ଚର୍ଚ୍ଚା

ଲଣ୍ଡନ,୧୩।୮: ଐତିହାସିକ ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଉଥିବା ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରୁଛି। ବୋଲର୍‌ମାନେ ପ୍ରାରମ୍ଭରେ ଉଇକେଟ ନେବେ ବୋଲି ଦଳ ଆଶା କରିଥିଲେ ହେଁ ଭାରତୀୟ ଓପନର୍‌ ରୋହିତ ଶର୍ମା ଏବଂ କେଏଲ୍‌…

ଦୀର୍ଘ ଦିନର ଅପେକ୍ଷାର ଅନ୍ତ! ୬୯ ବର୍ଷ ପରେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ କଲେ ଏଭଳି ସ୍ବତନ୍ତ୍ର ରେକର୍ଡ

ନୂଆଦିଲ୍ଲୀ,୧୩।୮: ଦୀର୍ଘ ଦିନ ଧରି ଭାରତୀୟ ଦଳ ଟେଷ୍ଟ କ୍ରିକେଟରେ ଏକ ଶକ୍ତିଶାଳୀ ଏବଂ ସ୍ଥାୟୀ ଓପନିଂ ଯୋଡ଼ି ଖୋଜୁଥିଲେ। ଅନେକ ଖେଳାଳିଙ୍କୁ ନେଇ ଏହି ପରୀକ୍ଷଣ କରାଯାଇଥିଲେ ହେଁ ସବୁକିଛି ଠିକ୍‌ ହେଉ ନ ଥିଲା। କିନ୍ତୁ ଗତ ୩ଟି…

ଇତିହାସ ରଚିଲେ ଏହି କ୍ରିକେଟର୍‌

ଲଣ୍ଡନ,୧୩।୮: ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଲର୍ଡସର ଐତିହାସିକ ଗ୍ରାଉଣ୍ଡରେ ଇତିହାସ ସୃଷ୍ଟି କରିଛନ୍ତି। ସେ ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଟେଷ୍ଟ କ୍ରିକେଟରେ ୩୫,୦୦୦ରୁ ଅଧିକ ବଲ୍‌ ବୋଲିଂ କରିଛନ୍ତି। ଆଣ୍ଡରସନଙ୍କ ପୂର୍ବରୁ ତିନିଜଣ ସ୍ପିନର, ଶ୍ରୀଲଙ୍କାର…

ଗୋଟିଏ ଓଭରରେ ୪ଟି ଚୌକା ମାରିଲେ ରୋହିତ ଶର୍ମା: ପ୍ରଶଂସକ କହିଲେ…

ଲଣ୍ଡନ,୧୩।୮: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ମାନେ ଜବରଦସ୍ତ ପ୍ରଦର୍ଶନ କରିଚନ୍ତି। ଭାରତୀୟ ଓପନର୍‌ ରୋହିତ ଶର୍ମା ଏବଂ କେ.ଏଲ ରାହୁଲ ଚମତ୍କାର ବ୍ୟାଟିଂ କରିଛନ୍ତି। ଏର୍ଡସଠାରେ ପାଗ ମେଘୁଆ ଥିଲା, ବଲ ସୁଇଙ୍ଗ କରୁଥିଲା କିନ୍ତୁ ରୋହିତ ଏବଂ…

ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଏହି କ୍ରିକେଟର୍‌

ଲଣ୍ଡନ,୧୩।୮: ଭାରତୀୟ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଏବଂ ପୃଥ୍ବୀ ଶ’ ଇଂଲଣ୍ଡରେ ପହଞ୍ଚିଛନ୍ତି। କିନ୍ତୁ ଲର୍ଡସରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଦଳର ଅଂଶ ନୁହଁନ୍ତି। ଉଭୟ ପୃଥ୍ବୀ ଏବଂ ସୂର୍ଯ୍ୟକୁମାର ଏବେ ଇଂଲଣ୍ଡରେ କ୍ୱାରାଣ୍ଟାଇନରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?