୫୩ ବଲ୍ରୁ ବିସ୍ଫୋରକ ଶତକ ହାସଲ କଲେ ଏହି ଟେଷ୍ଟ କ୍ରିକେଟର୍
ୟୁଏଇ,୧୮।୬: ପାକିସ୍ତାନ ସୁପର ଲିଗରେ ଚମତ୍କାର ପ୍ରଦର୍ଶନ କରୁଥିବା ଅଷ୍ଟ୍ରେଲୀୟ କ୍ରିକେଟର ଉସମାନ ଖାୱାଜା ଏକ ଶତକ ହାସଲ କରିଛନ୍ତି। ଇସଲାମାବାଦ ୟୁନାଇଟେଡ ପାଇଁ ଖେଳୁଥିବା ବେଳେ ସେ ୫୩ ବଲରେ ଶତକ ପୂରଣ କରିଥିଲେ। ତାଙ୍କର ଅପରାଜିତ ଶତକ ଯୋଗୁ…
ଡବ୍ଲୁଟିସି ଫାଇନାଲ ପାଇଁ ଭାରତୀୟ ଏକାଦଶ ଘୋଷଣା: ଏହିସବୁ ଖେଳାଳି ବାଦ୍ ପଡିଲେ
ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲ ପାଇଁ ଟିମ ଇଣ୍ଡିଆ ଏକାଦଶ ଘୋଷଣା କରିଛି। ଭାରତୀୟ ଦଳ ଦୁଇଟି ସ୍ପିନରଙ୍କ ସହ ସାଉଥମ୍ପଟନରେ ଅବତରଣ କରିବେ। ଉଭୟ ରବିନ୍ଦ୍ର ଜାଡେଜା ଏବଂ ଆର ଅଶ୍ୱିନଙ୍କୁ ଦଳରେ ସୁଯୋଗ ମିଳିଛି। ଅନ୍ୟପକ୍ଷରେ, ଇଂଲଣ୍ଡରେ…
ପୃଥ୍ବୀ ଶ’ଙ୍କ ବେଡ୍ରୁ ମିଳିଲା ଏମିତି ଜିନିଷ: ପ୍ରଶଂସକ କଲେ ଟ୍ରୋଲ
ମୁମ୍ବାଇ,୧୮।୬:ଆଇପିଏଲ ୨୦୨୧ ଏବଂ ବିଜୟ ହଜାରେ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ପୃଥ୍ବୀ ଶ’ ଖୁବ ଶୀଘ୍ର ଟିମ ଇଣ୍ଡିଆର ଜର୍ସିରେ ନଜର ଆସିବେ। ଶ୍ରୀଲଙ୍କା ଯାତ୍ରା ପାଇଁ ଶ’ ଟିମ ଇଣ୍ଡିଆରେ ମନୋନୀତ ହୋଇଛନ୍ତି। ଜୁଲାଇରେ ଭାରତୀୟ ଦଳକୁ ଏକଦିବସୀୟ…
ୟୁଏସ୍ ଓପନ ଟେନିସ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି
ନ୍ୟୁୟର୍କ, ୧୮ା୬(ଏପି)- ଚଳିତ ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍ ଓପନ୍ରେ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିବ। କରୋନା ଭାଇରସ୍ ମହାମାରୀ ଯୋଗୁ ଗତବର୍ଷ ଏହି ଚାମ୍ପିୟନଶିପ୍ ବିନା ଦର୍ଶକରେ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଏହି ଇଭେଣ୍ଟ ନ୍ୟୁୟର୍କର ଫ୍ଲଶିଂ…
ଟୋକିଓ ଅଲିମ୍ପିକ୍ସ ମହିଳା ହକି ଦଳ:ଓଡ଼ିଶାରୁ କେବଳ ଦୀପ୍ ଗ୍ରେସ
ଭୁବନେଶ୍ୱର, ୧୮।୬(କ୍ରୀଡ଼ା ପ୍ରତିନିଧି)-ଟୋକିଓ ଅଲିମ୍ପିକ୍ସ ପାଇଁ ଗୁରୁବାର ୧୬ ଜଣିଆ ଭାରତୀୟ ମହିଳା ହକି ଦଳ ଘୋଷଣା କରାଯାଇଛି। ଏଥର ଦଳରେ ମାତ୍ର ଜଣେ ଓଡ଼ିଆ ଖେଳାଳି ସାମିଲ ହୋଇଛନ୍ତି। ସେ ହେଉଛନ୍ତି ଦୀପ୍ ଗ୍ରେସ୍ ଏକ୍କା। ଓଡ଼ିଶା ଭାରତୀୟ ହକି…
ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସ ଖେଳିବେନି ନାଡାଲ
ମାଡ୍ରିଡ୍, ୧୮ା୬ (ଏପି)-ସ୍ବାସ୍ଥ୍ୟଗତ କାରଣ ଦୃଷ୍ଟିରୁ କ୍ଲେ-କୋର୍ଟ ରାଜା ରାଫାଲ ନାଡାଲ ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ନାଡାଲ ଗତ ମାସରେ ଫ୍ରେଞ୍ଚ ଓପନ୍ ସେମିଫାଇନାଲରେ ପ୍ରବେଶ କରିଥିଲେ। କିନ୍ତୁ ସେ ନୋଭାକ୍ ଜୋକୋଭିଚ୍ଙ୍କଠାରୁ ପରାସ୍ତ ହୋଇଥିଲେ,…
ଜାପାନରୁ ଫେରିଲେନି ମ୍ୟାନ୍ମାର ଫୁଟ୍ବଲର
ଟୋକିଓ, ୧୮ା୬ (ଏପି)- ଜାପାନରେ ୨୦୨୨ ବିଶ୍ୱକପ୍ କ୍ୱାଲିଫାୟର୍ସ ଖେଳିବା ଲାଗି ଆସିଥିବା ମ୍ୟାନ୍ମାର ଜାତୀୟ ଫୁଟ୍ବଲ ଦଳର ଜଣେ ଖେଳାଳି ସ୍ବଦେଶ ଫେରିବା ଲାଗି ରାଜି ହେଉନାହାନ୍ତି। ମ୍ୟାନ୍ମାରରେ ଏକ ସାମରିକ ବିଦ୍ରୋହ ପରେ ସେଠାରେ ଅରାଜକତା ଦେଖା ଦେଇଥିବାରୁ…
ଆଝାରୁଦ୍ଦିନଙ୍କୁ ସସ୍ପେଣ୍ଡ କଲା ଏଚ୍ସିଏ ଆପେକ୍ସ କାଉନ୍ସିଲ
ହାଇଦ୍ରାବାଦ, ୧୭ା୬- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍ସିଏ)ର ଆପେକ୍ସ କାଉନ୍ସିଲ ଏହାର ସଭାପତି ତଥା ଭାରତର ପୂର୍ବତନ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସସ୍ପେଣ୍ଡ କରିଛି। ସେ କ୍ରିକେଟ ଆସୋସିଏଶନର ସମ୍ବିଧାନ ଉଲ୍ଲଂଘନ କରିଛନ୍ତି। ତାଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ…
ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ
ସାଉଥାମ୍ପଟନ,୧୭।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମ୍ୟାଚ୍ ପାଇଁ ଗୁରୁବାର ରାତିରେ ବିସିସିଆଇ ପକ୍ଷରୁ ଘୋଷିତ ହୋଇଯାଇଛି ଭାରତୀୟ ଦଳ। ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇଛନ୍ତି ଉଭୟ ରବୀନ୍ଦ୍ର ଜାଡେଜା ଓ…
ଟିମ୍ ଇଣ୍ଡିଆକୁ ଏମିତି ପରାମର୍ଶ ଦେଲେ ଗାଙ୍ଗୁଲି
ନୂଆଦିଲ୍ଲୀ,୧୭।୬: ୟୁକେର ସାଉଥାମ୍ପଟଠାରେ ଶୁକ୍ରବାରଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆକୁ ବଡ଼ ପରାମର୍ଶ ଦେଇଛନ୍ତି ବିସିସିଆଇ ସଭାପତି ତଥା…
ଜାଡେଜା-ଅଶ୍ୱିନଙ୍କ ସହ ଖେଳିବାକୁ ପରାମର୍ଶ ଦେଲେ ମହାନ ଖେଳାଳି
ନୂଆଦିଲ୍ଲୀ,୧୭।୬: ଶେଷ ହେବାକୁ ଯାଉଛି ଅପେକ୍ଷା। ୟୁକେର ସାଉଥାମ୍ପଟନଠାରେ ଶୁକ୍ରବାର ଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଭାରତୀୟ ଦଳ ଦୁଇ ସ୍ପିନର (ରବିଚନ୍ଦ୍ରନ ଅଶ୍ୱିନ…
ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ
ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି ଅଛନ୍ତି ଯେଉଁମାନେ ଅନେକ ଥର ବିନା କୌଣସି ରନ୍ କରି ଆଉଟ୍ ହୋଇଛନ୍ତି। ହେଲେ…
Archives


