ଖେଳ

କୁରାନଙ୍କ ଉପରେ ରାଗ ସୁଜାଇଲେ ସିରାଜ

ଟ୍ରେଣ୍ଟ ବ୍ରିଜ୍‌, ୮।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନ ତଥା ଶନିବାର ମୁହଁାମୁହିଁ ସ୍ଥିତିକୁ ଆସିଥିଲେ ଭାରତୀୟ ପେସର ମହମ୍ମଦ ସିରାଜ ଓ ଇଂଲଣ୍ଡ ଅଲରାଉଣ୍ଡର ସାମ କୁରାନ। ଭାରତୀୟ ପେସରଙ୍କ ବଲକୁ ଚୌକା ମାରିବା ପରେ ଉଭୟଙ୍କ ମଧ୍ୟରେ…

ନୀରଜଙ୍କୁ ଶୁଭେଚ୍ଛା ଦେଲା ପରେ ପୋଷ୍ଟ ଡିଲିଟ୍‌ କଲେ ପାକିସ୍ତାନର ଆଥ୍‌ଲେଟ୍‌

ନୂଆଦିଲ୍ଲୀ,୮।୮: ଭାରତୀୟ ଭାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ବ୍ୟକ୍ତିଗତ ଇଭେଣ୍ଟରେ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ଜିତିବାରେ ଅଭିନବ ବିନ୍ଦ୍ରାଙ୍କ ପରେ ଦ୍ୱିତୀୟ ଭାରତୀୟ ହେଉଛନ୍ତି ନୀରଜ। ଏଭଳି ସଫଳତା ପରେ…

ଟିମ୍‌ ଇଣ୍ଡିଆ ହାତରୁ ବିଜୟ ଛଡ଼ାଇ ନେଲା ବର୍ଷା

ଟ୍ରେଣ୍ଟ ବ୍ରିଜ୍‌,୮।୮: ଭାରତୀୟ ଦଳ ହାତରୁ ବିଜୟ ଛଡ଼ାଇ ନେଇଛି ବର୍ଷା। ତୁହାକୁ ତୁହା ବର୍ଷା କାରଣରୁ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଅନ୍ତିମ ଦିନ ଖେଳ ସମ୍ଭବ ହୋଇପାରି ନ ଥିଲା। ଏହାକୁ ଦୃଷ୍ଟିରେ ରଖି ମ୍ୟାଚ୍‌ ଅଫିସିଆଲ ଟେଷ୍ଟକୁ ଡ୍ର’…

ମୁଖ୍ୟମନ୍ତ୍ରୀଙ୍କ ସହ ଜନ୍ମଦିନ ପାଳିଲେ ଚାନୁ

ନୂଆଦିଲ୍ଲୀ,୮।୮: ଅଲିମ୍ପିଆନ ମୀରାବାଇ ଚାନୁ ରବିବାର ୨୭ତମ ଜନ୍ମଦିନ ପାଳିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବା ଓ୍ବେଟଲିଫ୍ଟର ଏହି ସ୍ବତନ୍ତ୍ର ଦିନକୁ ପାଳିଛନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ ସିଂଙ୍କ ବାସଭବନରେ। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଚାନୁ କେକ୍‌ କାଟିଥିଲେ। ମୁଖ୍ୟମନ୍ତ୍ରୀ…

ନୀରଜଙ୍କୁ ପ୍ରଶଂସା କଲେ ହକି ଅଧିନାୟକ

ଟୋକିଓ,୮।୮: ଟ୍ରାକ୍‌ ଆଣ୍ଡ ଫିଲ୍ଡରେ ଭାରତ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିତ୍ବା ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରାଙ୍କୁ ଟୋକିଓରେ ଭାରତୀୟ ଅଲିମ୍ପିକ୍ସ ଦଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି। ହକି ଅଧିନାୟକ ମନପ୍ରୀତ ସିଂଙ୍କ ସମେତ…

କାନ୍ଦି କାନ୍ଦି ବର୍ସିଲୋନାରୁ ବିଦାୟ ନେଲେ ମେସି

ବାର୍ସିଲୋନା,୮।୮: ଏଫ୍‌ସି ବର୍ସିଲୋନା କ୍ଲବ ଛାଡ଼ୁଥିବା ରବିବାର କୋହଭରା କଣ୍ଠରେ ସ୍ପଷ୍ଟ କରିଛନ୍ତି ଲିଓନେଲ ମେସି। ଆର୍ଜେଣ୍ଟିନାର ଷ୍ଟାରଙ୍କୁ ଦରମା ଦେବା ଲାଗି ସ୍ପାନିଶ କ୍ଲବ ବାର୍ସିଲୋନା ଅକ୍ଷମତା ପ୍ରକାଶ କରିବା ପରେ ବିଶ୍ୱର ଲୋକପ୍ରିୟ ଷ୍ଟାର ଏଭଳି ଘୋଷଣା କରିଛନ୍ତି।…

ସ୍ବର୍ଣ୍ଣ ଜିତିବା ପରେ ପ୍ରଥମ ଟୁଇଟ୍‌ କଲେ ନୀରଜ; କହିଲେ ଏମିତି କଥା

ନୂଆଦିଲ୍ଲୀ,୮।୮: ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଥିବା ଭାରତୀୟ ଜାଭେଲିନ ଥ୍ରୋ ଖେଳାଳି ନୀରଜ ଚୋପ୍ରା ୧୩ ଦିନ ପରେ ପ୍ରଥମ ଟୁଇଟ୍‌ କରିଛନ୍ତି। ଏହି ଟୁଇଟ୍‌ରେ ନୀରଜ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଜୁଲାଇ ୨୬ ପରେ ଏହା ନୀରଜଙ୍କ ପ୍ରଥମ…

ନୀରଜ ଚୋପ୍ରାଙ୍କୁ ବଡ଼ ଉପହାର ଦେବେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୮।୮: ଟୋକିଓ ଅଲିମ୍ପିକ ଗେମ୍ସରେ ଜାଭେଲିନ ଥ୍ରୋ ଭାରତର ନୀରଜ ଚୋପ୍ରା ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସମଗ୍ର ଭାରତରେ ଏହାକୁ ଖୁସିର ଲହରୀ ଖେଳିଯାଇଛି। ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା କମ୍ପାନୀର ଆଗାମୀ ନୂତନ କାର ଏକ୍ସୟୁଭି୭୦୦କୁ…

ବିବାହ ପରେ ଖେଳ ଶେଷ ବୋଲି କହୁଥିଲେ ଲୋକେ, ଟେଣ୍ଟ ବ୍ରିଜ୍‌ରେ ସମାଲୋଚକଙ୍କ ମୁହଁ ବନ୍ଦ କରିଦେଲେ କ୍ରିକେଟର

ନଟିଂହାମ,୮।୮: ଭାରତୀୟ ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା ଚଳିତ ବର୍ଷ ମାର୍ଚ୍ଚରେ ବିବାହ କରିଥିଲେ। ଟିଭି ଉପସ୍ଥାପିକା ସଞ୍ଜନା ଗଣେଶନଙ୍କୁ ସେ ଜୀବନସାଥୀ କରିଥିଲେ। ବିବାହ ପୂର୍ବରୁ ଏବଂ ପରେ ଅନେକ ସପ୍ତାହ ଧରି ବୁମ୍‌ରା ଅନ୍ତର୍ଜାତୀୟ କ୍ରିକେଟରୁ ଦୂରରେ ଥିଲେ।…

ବାୟୋପିକ୍‌ରେ ନିଜ ଭୂମିକାରେ କାହାକୁ ଦେଖିବାକୁ ଚାହିଁବେ ନୀରଜ ଚୋପ୍ରା: ଏ ଦୁଇ ଅଭିନେତା ସବୁଠୁ ପ୍ରିୟ

ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଭାରତ ପାଇଁ ଗୌରବ ଆଣିଛନ୍ତି ନୀରଜ ଚୋପ୍ରା। ସ୍ବର୍ଣ୍ଣ ପଦକ ଜିତିବା ପରଠାରୁ ସେ ନିରନ୍ତର ଚର୍ଚ୍ଚାରେ ରହୁଛନ୍ତି। ଟୋକିଓ ଅଲିମ୍ପିକ୍ସରେ ଜାଭେଲିନ ଥ୍ରୋରେ ସ୍ବର୍ଣ୍ଣ ପଦକ ଜିତିଥିବାରୁ ଦେଶର ପ୍ରତ୍ୟେକ ବ୍ୟକ୍ତି ତାଙ୍କ…

ନୀରଜଙ୍କ ବିଜୟ ପରେ ଜିଲାପି ବାଣ୍ଟିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଲଣ୍ଡନ,୮।୮: ଭାରତର ଦୀର୍ଘ ଅପେକ୍ଷା ଶେଷରେ ଟୋକିଓ ଅଲିମ୍ପିକ୍ସରେ ଭାରତ ସ୍ବର୍ଣ୍ଣ ପଦକ ଆଣିଛି। ୧୦୦ ବର୍ଷ ପରେ ଭାରତ ଆଥଲେଟିକ୍ସରେ ପ୍ରଥମ ଥର ପାଇଁ ସ୍ବର୍ଣ୍ଣ ପଦକ ଜିତିଛି। ଜାଭେଲିନ ଥ୍ରୋରେ ସ୍ବର୍ଣ୍ଣ ପଦକ ଜିତି ନୀରଜ ଚୋପ୍ରା ଇତିହାସ…

୮୯ ବର୍ଷ ହେବ ଏହି ସୁଯୋଗକୁ ଅପେକ୍ଷା କରିଛି ଭାରତ

ଲଣ୍ଡନ,୮।୮: ନଟିଂହାମ ମ୍ୟାଚ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆ ଏକ ଭଲ ଆରମ୍ଭ କରିଛି। ରବିବାର ପ୍ରଥମ ଟେଷ୍ଟର ଶେଷ ଦିନରେ ଟିମ ଇଣ୍ଡିଆକୁ ଜିତିବା ପାଇଁ ଆହୁରି ୧୫୭ ରନ ସ୍କୋର କରିବାକୁ ଥିବାବେଳେ ହତରେ ୯ ଉଇକେଟ ବାକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?