ଖେଳ

ଜିମ୍‌ରୁ ଜାଭେଲିନ

ଟୋକିଓ,୭।୮: ଜିମ୍‌ ଛାଡି ଜାଭେଲିନ ଥ୍ରୋ ଆରମ୍ଭ କରିଥିବା ନୀରଜ ଚୋପ୍ରା ଦିନେ ଭାରତ ପାଇଁ ଆଥ୍‌ଲେଟିକ୍ସରେ ପ୍ରଥମ ଅଲିମ୍ପିକ୍ସ ପଦକ ହାସଲ କରିବେ ବୋଲି କେହି ଭାବି ନ ଥିବେ। ଚଳିତ ୨୦୨୧ ଟୋକିଓ ଅଲିମ୍ପିକ୍ସରେ ପ୍ରଥମଥର ଅଂଶଗ୍ରହଣ କରି…

‘କଦାପି ଭୁଲି ହେବ ନାହିଁ ନୀରଜଙ୍କ ସଫଳତା’

ଟୋକିଓ,୭।୮: ଟୋକିଓ ଅଲିମ୍ପିକ୍ସରେ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଐତିହାସିକ ସ୍ବର୍ଣ୍ଣ ପଦକ ଅର୍ଜନ କରି ଇତିହାସ ସୃଷ୍ଟ କରିଛନ୍ତି। ଏଭଳି ସଫଳତା ପରେ ତାଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ…

ଅଲିମ୍ପିକ୍ସ ଇତିହାସରେ ଭାରତର ଶ୍ରେଷ୍ଠ ପ୍ରଦର୍ଶନ

ଟୋକିଓ,୭।୮: ଟୋକିଓ ଅଲିମ୍ପିକ୍ସର ଅନ୍ତିମ ଦିନ ଭାରତକୁ ମିଳିଛି ସ୍ବର୍ଣ୍ଣ ପଦକ ସହ ମିଳିଛି ଦୁଇଟି ପଦକ। ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ତାଙ୍କ ପୂର୍ବରୁ ଭାରତକୁ ୬ଷ୍ଠ ପଦକ…

ନୀରଜ ଆଣିଲେ ସ୍ବର୍ଣ୍ଣ

ଟୋକିଓ,୭।୮: ଇତିହାସ ରଚିଲେ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ଟୋକିଓ ଅଲିମ୍ପିକ୍ସର ଅନ୍ତିମ ଦିନ ଭାରତକୁ ମିଳିଛି ଏକମାତ୍ର ସ୍ବର୍ଣ୍ଣ ପଦକ। ଭାରତର ପ୍ରଥମ ଟ୍ରାକ ଓ ଫିଲ୍ଡ ଆଥ୍‌ଲେଟ୍‌ ଭାବେ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ୨୩ ବର୍ଷୀୟ ନୀରଜ…

ବ୍ରୋଞ୍ଚ ଜିତିଲେ ବଜରଙ୍ଗ

ଚିବା,୭।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ରେସଲର ବଜରଙ୍ଗ ପୁନିଆ ଶନିବାର ବ୍ରୋଞ୍ଚ ପଦକ ଜିତିଛନ୍ତି। ସେ କାଜାଖସ୍ତାନର ଖେଳାଳି ଡୁଲେଟ୍‌ ନିୟାଜବେକୋଭଙ୍କୁ ୮-୦ରେ ପରାସ୍ତ କରିଛନ୍ତି। ପାରମ୍ପରିକ ଲେଗ୍‌ ଡିଫେନ୍ସ ଦୁର୍ବଳତା ଯୋଗୁ ସେ ୬୫ କେଜି ପୁରୁଷ ଫ୍ରିଷ୍ଟାଇଲ୍‌ କୁସ୍ତିର…

ଇଂଲଣ୍ଡ ଫିଲ୍ଡିଂର ମଜା ଉଡାଇଲେ ଭାଓନ; କହିଲେ ‘ମୋ ଫିଲ୍ଡିଂ ଏକାଡେମୀରେ ଟ୍ରେନିଂ ନେବ ଆସ’

ନୂଆଦିଲ୍ଲୀ,୭।୮: ଇଂଲଣ୍ଡର ପୂର୍ବ ଅଧିନାୟକ ମାଇକେଲ ଭାଓନ ନିଜର ଟୁଇଟର ପୋଷ୍ଟକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ଏହି କ୍ରମରେ ଶୁକ୍ରବାର ସେ ଅନ୍ୟମାନଙ୍କ ପାଇଁ ନୁହେଁ ବରଂ ନିଜ ଦଳ ପାଇଁ ଟୁଇଟ୍‌ କରି ଆଲୋଚନାର ପରିସରକୁ ଆସିଛନ୍ତି। ଭାଓନ…

ଟି୨୦ ବିଶ୍ୱକପ୍‌ ପୂର୍ବରୁ ସମସ୍ତଙ୍କୁ ଚକିତ କଲେ ଏହି ବୋଲର୍‌; ଡେବ୍ୟୁ ମ୍ୟାଚ୍‌ରେ ନେଲେ ହାଟ୍ରିକ୍‌; ତଥାପି ହାରିଲା…

ନୂଆଦିଲ୍ଲୀ,୭।୮: ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟଚ୍‌ରେ ବାଂଲାଦେଶ-ଅଷ୍ଟ୍ରେଲିଆ ଶୁକ୍ରବାର ମୁହାଁମୁହିଁ ହୋଇଥିଲେ। ଢ଼ାକାରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପକ୍ଷରୁ ଜଣେ ନୂଆ ଖେଳାଳି ପଡ଼ିଆକୁ ଓହ୍ଲାଇଥିଲେ। ମ୍ୟାଚ୍‌ରେ ୨୬ ବର୍ଷୀୟ ଦ୍ରୁତ ବୋଲର ନାଥାନ୍‌ ଏଲିସ୍‌…

ପରାଜିତ ହୋଇ ବି ଆଦିତିଙ୍କୁ ନେଇ ମିଡ଼ିଆରେ ଚର୍ଚ୍ଚା, ପ୍ରଧାନମନ୍ତ୍ରୀ ବଢାଇଲେ ମନୋବଳ…

ନୂଆଦିଲ୍ଲୀ,୭।୮: ଟୋକିଓ ଅଲିମ୍ପିକ୍ସରେ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଇତିହାସ ସୃଷ୍ଟି କରିବାରେ ଗଲ୍ଫର୍‌ ଆଦିତି ଅଶୋକ ବଞ୍ଚିତ ହୋଇଛନ୍ତି। ଆଦିତି ଗଲ୍ଫ ଇଭେଣ୍ଟରେ କମ୍‌ ବ୍ୟବଧାନରେ ପଦକ ରୁ ବଞ୍ଚିତ ହୋଇଛନ୍ତି। ଖରାପ ପାଗ ଯୋଗୁ ଚତୁର୍ଥ ରାଉଣ୍ଡରେ…

ଖେଳାଳିମାନେ ଜିତୁଥିବା ଅଲିମ୍ପିକ୍‌ ପଦକର ମୂଲ୍ୟ କେତେ? କ’ଣ ଥାଏ ତାର ସ୍ବତନ୍ତ୍ରତା ଜାଣନ୍ତୁ…

ଟୋକିଓରେ ଅଲିମ୍ପିକ୍ସ-୨୦୨୦ ଜାରି ରହିଛି। ଚଳିତ ବର୍ଷ ଜୁଲାଇ ୨୩ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ଅଗଷ୍ଟ ୮ ଯାଏ ଚାଲିବ। ଏଥିରେ ଚାଇନା ପାଖାପାଖି ୭୫ ପଦକ ଜିତିଥିବା ବେଳେ ସେଥିରେ ୩୪ ସ୍ବର୍ଣ୍ଣ ରହିଛି। ସେହିଭଳି ଭାରତ ପଦକ…

ପରାଜୟ ପରେ ଟିମ୍‌ ଇଣ୍ଡିଆର କୋଚ୍‌ ପଦ ଛାଡ଼ିଲେ

ଟୋକିଓ,୭।୮: ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ପରାସ୍ତ ହୋଇଥିବା ଭାରତୀୟ ମହିଳା ଦଳକୁ ଲାଗିଛି ବଡ଼ ଝଟ୍‌କା। ମହିଳା ଦଳର ଅଲିମ୍ପିକ୍ସ ସଫଳତା ପଛରେ ଥିବା କୋଚ୍‌ ଜୋର୍ଡ ମାରିଜନେଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ହକି ଇଣ୍ଡିଆ ତାଙ୍କ କାର୍ଯ୍ୟକାଳରେ…

ବିଶ୍ୱ କ୍ରିକେଟର ସବୁଠୁ ବଡ଼ ବିପର୍ଯ୍ୟୟ ଘଟାଇଲା ବାଂଲାଦେଶ

ଢାକା,୬।୮: କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆକୁ ଲଗାତାର ୩ ଥର ହରାଇ ଦେଇଛି ବାଂଲାଦେଶ। ବିଶ୍ୱ କ୍ରିକେଟରେ ଏହାକୁ ସବୁଠୁ ବଡ଼ ବିପର୍ଯ୍ୟୟ କହିଲେ ଭୁଲ ହେବ ନାହିଁ। ଏଥି ପୂର୍ବରୁ କୌଣସି ଫର୍ମାଟରେ ଅଷ୍ଟ୍ରେଲିଆକୁ ବାଂଲାଦେଶ କ୍ରମାଗତ…

ଭାରତକୁ ଅଗ୍ରଣୀ ଦେଲେ ଜାଡେଜା, ରାହୁଲ, ଟେଲଏଣ୍ଡର୍ସ

ଟ୍ରେଣ୍ଟ ବ୍ରିଜ୍‌,୬।୮: ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ୯୫ ରନ୍‌ର ଅଗ୍ରଣୀ ହାସଲ କରିଛି ଭାରତୀୟ ଦଳ। ଲୋକେଶ ରାହୁଲ ୮୪ ( ୧୨ ଚୌକା) ଓ ରବୀନ୍ଦ୍ର ଜାଡେଜାଙ୍କ ୫୬ (୮ ଚୌକା ଓ ଗୋଟିଏ ଛକା)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?