ଭାରତକୁ ଅଗ୍ରଣୀ ଦେଲେ ଜାଡେଜା, ରାହୁଲ, ଟେଲଏଣ୍ଡର୍ସ
ଟ୍ରେଣ୍ଟ ବ୍ରିଜ୍,୬।୮: ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ୯୫ ରନ୍ର ଅଗ୍ରଣୀ ହାସଲ କରିଛି ଭାରତୀୟ ଦଳ। ଲୋକେଶ ରାହୁଲ ୮୪ ( ୧୨ ଚୌକା) ଓ ରବୀନ୍ଦ୍ର ଜାଡେଜାଙ୍କ ୫୬ (୮ ଚୌକା ଓ ଗୋଟିଏ ଛକା)…
ଭାଙ୍ଗିଲା କୁମ୍ବଲେଙ୍କ ରେକର୍ଡ
ଟ୍ରେଣ୍ଟ ବ୍ରିଜ,୬।୮: ଟେଷ୍ଟ କ୍ରିକେଟ ଇତିହାସରେ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ଇଂଲଣ୍ଡର ବରିଷ୍ଠ ପେସର ଜେମ୍ସ ଆଣ୍ଡରସନ। ଏଥିସହ କିମ୍ବଦନ୍ତୀ ଭାରତୀୟ ଲେଗ୍ ସ୍ପିନର ଅନୀଲ କମ୍ବେଲେଙ୍କୁ ସେ ପଛରେ ଛାଡ଼ି ଦେଇଛନ୍ତି।…
ଭାରତୀୟ ରେସଲରଙ୍କ ପରାଜୟ ପରେ ରେଫରିଙ୍କୁ ପିଟିଲେ କୋଚ୍
ଟୋକିଓ,୬।୮: ଟୋକିଓ ଅଳିମ୍ପିକ୍ସରେ ଏକ ଅଭାବନୀୟ ଘଟଣା ଘଟିଛି। ଭାରତୀୟ ରେସଲର ଦୀପକ ପୁନିଆ ୮୬ କେଜି ଫ୍ରିଷ୍ଟାଇଲ ବ୍ରୋଞ୍ଜ ପଦକ ମ୍ୟାଚ୍ରେ ସାନ ମାରିନୋର ମାଇଲ ନାଜିମ ଆମିନେଙ୍କ ଠାରୁ ୪-୨ରେ ପରାସ୍ତ ହୋଇଥିଲେ। ମାତ୍ର କିଛି ସେକେଣ୍ଡ୍ରେ ଦୀପକଙ୍କ…
ଟିମ୍ ଇଣ୍ଡିଆକୁ ଇନିଂସ ଅଗ୍ରଣୀ ଦେଲେ ରାହୁଲ
ଟ୍ରେଣ୍ଟ ବ୍ରିଜ,୬।୮: ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଟିମ୍ ଇଣ୍ଡିଆ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ପୂର୍ବଦିନର ସ୍କୋର ୧୨୫/୪ ରୁ ବ୍ୟାଟିଂ କରିଥିବା ଭାରତୀୟ ଦଳ ତୃତୀୟ ଦିନର ମଧ୍ୟାହ୍ନ ଭୋଜନ ସୁଦ୍ଧା ୫ ଉଇକେଟ…
କପିଳ ଦେବଙ୍କ କ୍ଲବରେ ଜାଡେଜା
ନୂଆଦିଲ୍ଲୀ,୬।୮: ମହାନ ଅଲରାଉଣ୍ଡର ତଥା ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବଙ୍କ କ୍ଲବରେ ରବୀନ୍ଦ୍ର ଜାଡେଜା ସାମିଲ ହୋଇଛନ୍ତି। ଟ୍ରେଣ୍ଟ ବ୍ରିଜଠାରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଟେଷ୍ଟର ପ୍ରଥମ ଇନିଂସରେ ଅପରାଜିତ ୨୬ ରନ୍ର ଇନିଂସ ଖେଳିବା ଅବସରରେ କ୍ରିକେଟ ଲମ୍ବା…
କ୍ରିକେଟ ନୁହେଁ ହକିର ପ୍ରଶଂସକ ପାଲଟିଲା ଦିଲ୍ଲୀ କ୍ୟାପିଟାଲ୍ସ, କିଛି ଏଭଳି ଢ଼ଙ୍ଗରେ ଦେଲା ସମ୍ମାନ
ନୂଆଦିଲ୍ଲୀ,୬।୮: ଟୋକିଓରେ ଅନୁଷ୍ଠିତ ହେଉଥିବା ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ପ୍ରଦର୍ଶନ ଉଚ୍ଚକୋଟିର ରହିଥିଲା। ଭାରତୀୟ ପୁରୁଷ ହକି ଦଳ ୪୧ ବର୍ଷ ଧରି ଚାଲିଆସିଥିବା ପଦକ ଶୂନ୍ୟତାକୁ ଦୂର କରିଥିବା ବେଳେ ମହିଳା ହକି ଦଳକୁ ନିରାଶ ହେବାକୁ ପଡ଼ିଥିଲା।…
କ୍ୟାପଟେନ କୁଲଙ୍କ ଟୁଇଟର ଆକାଉଣ୍ଟରୁ ହଟିଲା ବ୍ଲୁ ଟିକ୍
ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ନିଜ କାର୍ଯ୍ୟକଳାପ, ଫ୍ୟାଶନ ଓ ହେୟାର ଷ୍ଟାଇଲକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ କ୍ୟାପଟେନ କୁଲଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମିଳିଥିବା ସୂଚନା…
୨୨ ବର୍ଷର କ୍ୟାରିୟର,୪୦୦ରୁ ଅଧିକ ଗୋଲ୍: କିଛି ଏଭଳି ଥିଲେ ଧ୍ୟାନଚାନ୍ଦ, ଯାହାଙ୍କ ପ୍ରଶଂସକ ପାଲଟିଥିଲେ ହିଟ୍ଲର
ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାର ଶୁକ୍ରବାର ଏକ ବଡ଼ ଘୋଷଣାକ୍ରମରେ ରାଜୀବ ଗାନ୍ଧୀ ଖେଳ ରତ୍ନ ପୁରସ୍କାରର ନାମ ବଦଳାଇ ମେଜର ଧ୍ୟାନଚାନ୍ଦଙ୍କ ନାମରେ କରିବାକୁ ଘୋଷଣା କରିଛନ୍ତି। ‘ହକିର ଯାଦୁଗର’ ଭାବେ ଜଣାଶୁଣା ଧ୍ୟାନଚାନ୍ଦ ଭାରତୀୟ କ୍ରିଡାବିତ୍ଙ୍କ ପାଇଁ ପ୍ରେରଣା ରହିଆସିଛନ୍ତି।…
ମେଡାଲ ହାରି ବି ହୃଦୟ ଜିତିଲେ ମହିଳା ହକି ଟିମ୍: ଦଳର ପ୍ରତ୍ୟେକ ସଦସ୍ୟଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କଲେ ହରିଆଣା ସରକାର
ଚଣ୍ଡିଗଡ଼,୬।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ବ୍ରୋଞ୍ଜ ପଦକ ମ୍ୟାଚ ହାରିବା ପରେ ବି ଦେଶବାସୀଙ୍କ ହୃଦୟ ଜିତିବାରେ ସଫଳ ହୋଇଛି। ଦଳର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ହରିଆଣା ସରକାର ତାଙ୍କୁ ପ୍ରଶଂସା କରିବା ସହ ଅଭିନନ୍ଦନ ଜଣାଇଛନ୍ତି।…
ବଜରଙ୍ଗଙ୍କଠାରୁ ଏବେ କେବଳ ବ୍ରୋଞ୍ଚ ଆଶା
ନୂଆଦିଲ୍ଲୀ,୬।୮: ଆଜି ଟୋକିଓ ଅଲିମ୍ପିକ୍ସର ୧୫ତମ ଦିନ। ଭାରତର ତାରକା ରେସଲର ବଜରଙ୍ଗ ପୁନିଆ ଫାଇନାଲ ପାଇଁ ଦୌଡ଼ରୁ ବାହାରି ଯାଇଛନ୍ତି। ସେମିଫାଇନାଲ ମ୍ୟାଚରେ ତାଙ୍କୁ ହାଜି ଏଲିଏଭଙ୍କ ଠାରୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ତେବେ ବଜରଙ୍ଗ ବ୍ରୋଞ୍ଜ ପଦକ…
ପ୍ରଧାନମନ୍ତ୍ରୀ ମୋଦି ଫୋନ କରିବା ମାତ୍ରେ କାନ୍ଦିଲେ ମହିଳା ହକି ଖେଳାଳି
ଟାକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ବ୍ରିଟେନ ବିପକ୍ଷରେ ପରାଜୟର ସମ୍ମୁଖୀନ ହୋଇଛି ସତ ମାତ୍ର ଦଳ ୧୩୦ କୋଟି ଦେଶବାସୀଙ୍କ ହୃଦୟ ଜିତି ନେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ହକି ଦଳକୁ ଫୋନ କରି ତାଙ୍କୁ ସାନ୍ତ୍ୱନା…
ମହିଳା ହକି ଟିମ୍ ସହ ଭିଡିଓ କଲ୍ରେ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬ା୮(ବ୍ୟୁରୋ): ମହିଳା ହକି ଟିମ୍ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କଲ୍ରେ କଥା ହେବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଗ୍ରେଟ୍ ବ୍ରିଟେନ ବିରୋଧରେ ସଂଘର୍ଷପୂର୍ଣ୍ଣ ବ୍ରୋଞ୍ଚ ଲଢ଼େଇରେ ପରାସ୍ତ ହୋଇଥିଲେ ସୁଦ୍ଧା ମନୋବଳ ଦୃଢ଼ କରିବାକୁ ନବୀନ…

