ହକି ଦଳ ଯାହା କଲେ, ଆଜି ସାରା ଦେଶ ଖୁସିରେ ନାଚୁଛି: ପିଏମ୍ ମୋଦି…
ନୂଆଦିଲ୍ଲୀ,୫।୮: ଭାରତୀୟ ପୁରୁଷ ହକି ଦଳ ଗୁରବୁାର ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଛି। ହକି ଦଳ ଜର୍ମାନୀକୁ ୫-୪ ଗୋଲରେ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଛି। ଅଲିମ୍ପିକ୍ସରେ ପୁରୁଷ ହକି ଦଳ ୪୧ ବର୍ଷ ପରେ ପୁଣି ପଦକ…
ଭୁବନେଶ୍ୱର ଆସିବାକୁ ପୁରୁଷ ହକି ଟିମ୍କୁ ଆମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ବିଜୟ ପରେ ଭାରତୀୟ ପୁରୁଷ ହକି ଟିମ୍ ସହ ଭିଡିଓ କଲରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୟୀ ଟିମ୍କୁ ଶୁଭେଚ୍ଛା ଜଣାଇବା ପରେ ଭୁବନେଶ୍ୱର ଆସିବାକୁ ମୁଖ୍ୟମନ୍ତ୍ରୀ ଆମନ୍ତ୍ରଣ କରିଛନ୍ତି। ଅଗଷ୍ଟ…
ଶେଷ ୬ ସେକେଣ୍ଡରେ ଅଟକି ଯାଇଥିଲା ସମସ୍ତଙ୍କ ହୃଦସ୍ପନ୍ଦନ; ଦେଖନ୍ତୁ ଭାରତର ଐତିହାସିକ ବିଜୟର ସେହି ଭିଡିଓ…
ନୂଆଦିଲ୍ଲୀ,୫।୮: ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତର ପୁରୁଷ ହକି ଦଳ। ଗୁରୁବାର ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ୍ରେ ଜର୍ମାନୀକୁ ୫-୪ରେ ପରାସ୍ତ କରି ବ୍ରୋଞ୍ଚ ପଦକ ହାସଲ କରିଛି ଦଳ। ଏକ ସମୟରେ ଭାରତୀୟ ଦଳ ଜର୍ମାନୀ ବିପକ୍ଷରେ ୧-୩ରେ ପଛୁଆ ଥିଲା।…
କୋହଲି ଆଇସିସି ଟ୍ରଫି ଜିତିବେ, ଏହାର ଗ୍ୟାରେଣ୍ଟି ନାହିଁ; ଜାଣନ୍ତୁ ଏପରି କାହିଁକି କହିଲେ ପୂର୍ବ କୋଚ୍
ନୂଆଦିଲ୍ଲୀ,୫।୮: ଭାରତ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ୍ ବୁଧବାରଠାରୁ ନଟିଂହାମରେ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୫୦.୨ ଓଭରରେ ୧୩୮ ରନ୍ କରିଛି। ତେବେ ଭାରତର ପ୍ରଦର୍ଶକୁ ଦେଖି ବର୍ତ୍ତମାନର ସିରିଜ…
ଇତିହାସ ରଚିଲେ ଏହି କ୍ରିକେଟର୍
ଲଣ୍ଡନ,୫।୮: ଲଣ୍ଡନ,୫।୮: ଇଂଲଣ୍ଡ ବିପକ୍ଷ ନଟିଂହାମ ଟେଷ୍ଟରେ ଟିମ ଇଣ୍ଡିଆର ବୋଲରମାନେ ଏକ ଭଲ ଆରମ୍ଭ କରିଥିଲେ। ଇଂଲଣ୍ଠର ପ୍ରଥମ ଇନିଂସରେ ଭାରତ ଘରୋଇ ଦଳକୁ ମାତ୍ର ୧୮୩ ରନ୍ରେ ରୋକି ଦେଇଛି। ତେବେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍ ଏହି…
ଏହି ମହାନ କ୍ରିକେଟର୍ଙ୍କୁ ସାହାଯ୍ୟ ମାଗିଥିଲେ କୋହଲି
ନୂଆଦିଲ୍ଲୀ,୫।୮: ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍। କ୍ରିକେଟ୍ର ୩ ଫର୍ମାଟରେ ସେ ନିଜର ପ୍ରାଧାନ୍ୟ ବିସ୍ତାର କରିଛନ୍ତି। କିନ୍ତୁ ତାଙ୍କ କ୍ରିକେଟ୍ କ୍ୟାରିୟରର ପ୍ରାରମ୍ଭରେ କୋହଲିଙ୍କୁ କିଛିଟା ସଂଘର୍ଷ କରିବାକୁ ପଡିଥିଲା। ୨୦୧୪…
ହକି ବିଜୟରେ ବିଭୋର କ୍ରିକେଟର୍: କହିଲେ, ୩ ବିଶ୍ୱକପ୍ ବିଜୟଠାରୁ ବି ଏହା ନିଆରା
ନୂଆଦିଲ୍ଲୀ,୫।୮: ଟୋକିଓ ଅଲିମ୍ପିକ୍ସରେ ଭାରତ ବ୍ରୋଞ୍ଜ ପଦକ ଜିତି ଇତିହାସ ରଚିଛି। ପ୍ଲେ ଅଫ ମ୍ୟାଚରେ ଜର୍ମାନୀକୁ ୫-୪ ଗୋଲରେ ପରାସ୍ତ କରିଛି। ଅଲିମ୍ପିକ୍ସରେ ୪୧ ବର୍ଷ ପରେ ବ୍ରୋଞ୍ଜ ପଦକ ଜିତିଛି। ଆଠ ଥର ଅଲିମ୍ପିକ ଚାମ୍ପିଅନ ତଥା ବିଶ୍ୱର…
ବିଶ୍ୱର ୧୦ ନମ୍ବର ଦଳ ଆଗରେ ଚିତ୍ପଟାଙ୍ଗ୍ ଅଷ୍ଟ୍ରେଲିଆ
ଢାକା,୫।୮: ଟି -୨୦ବିଶ୍ୱକପ ପୂର୍ବରୁ ଅଷ୍ଟ୍ରେଲିଆର ନିରାଶାଜନକ ପ୍ରଦର୍ଶନ ଜାରି ରହିଛି। ଅଷ୍ଟ୍ରେଲିଆ ଦଳ ମଧ୍ୟ ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟି -୨୦ ମ୍ୟାଚ ହାରିଛି। ଢାକାର ଶେର-ଏ-ବଙ୍ଗଳା ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଦଳ ୫ ଉଇକେଟ ହାରିଥିଲା।…
କୋହଲିଙ୍କୁ ଏହି କାମ କରିବା ପାଇଁ ବାଧ୍ୟ କରିଥିଲେ ରିଷଭ ପନ୍ତ: ମିଳିଲା ସଫଳତା
ଲଣ୍ଡନ,୫।୮: ଇଂଲଣ୍ଡ ବିପକ୍ଷ ନଟିଂହାମ ଟେଷ୍ଟରେ ଟିମ ଇଣ୍ଡିଆର ବୋଲରମାନେ ଏକ ଭଲ ଆରମ୍ଭ କରିଥିଲେ। ଇଂଲଣ୍ଠର ପ୍ରଥମ ଇନିଂସରେ ଭାରତ ଘରୋଇ ଦଳକୁ ମାତ୍ର ୧୮୩ ରନ୍ର ରୋକି ଦେଇଛି। ଟସ୍ ହାରି ପ୍ରଥମେ ଫିଲ୍ଡିଂ କରୁଥିବା ଭାରତୀୟ ଦଳ…
ସ୍ବର୍ଣ୍ଣ ପଦକ ଦୌଡରୁ ବାଦ୍ ପଡିଲେ ଭିନେଶ: ଏବେ ବ୍ରୋଞ୍ଚ ଆଶା
ଟୋକିଓ,୫।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ର କୁସ୍ତିରେ ଭାରତ ପାଇଁ ସବୁଠାରୁ ନିରାଶାଜନକ ଖବର ଆସିଛି। ସ୍ବର୍ଣ୍ଣ ପଦକ ପାଇଁ ସବୁଠୁ ବଡ ପ୍ରତିଦ୍ୱନ୍ଦ୍ୱୀ ବିନେଶ ଫୋଗଟ କ୍ୱାର୍ଟର ଫାଇନାଲରେ ପରାଜୟର ଶିକାର ହୋଇଛନ୍ତି। ବେଲାରୁଷର ଭେନେସା କାଲାଜିନସ୍କାୟାଙ୍କ ଠାରୁ ଭିନେଶ ୯-୩ରେ…
ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…
ଟୋକିଓ/ନୂଆଦିଲ୍ଲୀ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ହକିିଦଳ ପୁଣି ଥରେ ଅଲିମ୍ପିକ୍ରେ ଦେଶ ପାଇଁ ଗୌରବ ଆଣିଛି। ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି। ଏହି ଐତିହାସିକ ବିଜୟ ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ…
୪୧ ବର୍ଷ ପରେ ହକିରେ ଅଲିମ୍ପିକ୍ସ ମେଡାଲ
ଟୋକିଓ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତ ଅଲିମ୍ପିକ୍ସରେ ହକିରେ ପୁଣି ପଦକ ଜିତିଛି। ପୁରୁଷ ହକିରେ ଭାରତକୁ ଐତିହାସିକ ବିଜୟ ହୋଇଛି। ଜର୍ମାନୀକୁ ହରାଇ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ହାତେଇଛି। ଭାରତୀୟ ପୁରୁଷ ହକି ଦଳ ଜର୍ମାନୀକୁ…

