ଖେଳ

ସ୍ବର୍ଣ୍ଣ ପାଇଁ ଲଢ଼ିବେ ରବି

ଚିବା(ଜାପାନ),୫।୮: ଭାରତୀୟ ରେସ୍‌ଲର ରବି କୁମାର ଦହିୟା ଟୋକିଓ ଅଲିମ୍ପିକ୍ସ ଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଛନ୍ତି। ବୁଧବାର ସେ ୫୭ କେ.ଜି. ବର୍ଗ ସେମିଫାଇନାଲରେ କାଜାଖସ୍ତାନର ନୁରିସ୍ଲାମ ସାନାୟେଭଙ୍କୁ ପରାସ୍ତ କରି ଫାଇନାଲ ଟିକେଟ ହାସଲ କରିଛନ୍ତି। ଭାରତର…

ଏହି କଥାରେ ହଠାତ୍‌ ରାଗିଯାଆନ୍ତି ବିରାଟ କୋହଲି

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଏବେ ଇଂଲଣ୍ଠ ସହ ପ୍ରଥମ ଟେଷ୍ଟ ଖେଳୁଛନ୍ତି। ତାଙ୍କ ସହ ସ୍ତ୍ରୀ ଅନୁଷ୍କା ଶର୍ମା ଏବଂ ଝିଅ ଭାମିକା ମଧ୍ୟ ଲଣ୍ଡନରେ ଅଛନ୍ତି। ନିକଟରେ ଏକ ସାକ୍ଷାତକାରରେ ଅନୁଷ୍କା ପ୍ରଶଂସକମାନଙ୍କୁ ନିଜ ବିଷୟରେ…

କାମ ଦେଲା ୪ ପେସର ଷ୍ଟ୍ରାଟେଜି

ନଟିଂହାମ,୪।୮: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ୪ ପେସରଙ୍କୁ ନ ଖେଳାଇ ଭୁଲ କରିଥିଲା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ। କିନ୍ତୁ ଇଂଲଣ୍ଡ ବିପକ୍ଷ ପ୍ରଥମ ତଥା ଟ୍ରେଣ୍ଟ ବ୍ରିଜ ଟେଷ୍ଟରେ ଭାରତୀୟ ଦଳ ସେଭଳି…

ହାଇ ଜମ୍ପରେ ଦୁଇ ଜଣ ବାଣ୍ଟିନେଲେ ସ୍ବର୍ଣ୍ଣ ପଦକ

ଟୋକିଓ,୪।୮: ଟୋକିଓ ଅଲିମ୍ପିକ୍ସର ହାଇ ଜମ୍ପ ଇଭେଣ୍ଟରେ ଇଟାଲିର ଗିଆନମାର୍କୋ ତାମ୍ବେରି ଓ କାତାରର ମୁତାଜ ଏସା ବାର୍ଶିମ ସ୍ବର୍ଣ୍ଣ ପଦକ ଶେୟାର କରିଛନ୍ତି। ଦୁହେଁ ଫାଇନାଲରେ ୨.୩୭ ମିଟର ଉଚ୍ଚତା ହାସଲ କରିଥିଲେ। କିନ୍ତୁ ଉଭୟ ଆଥ୍‌ଲେଟ ୩ ଉଦ୍ୟମ…

ପୁଅରେ, ତୁ ଏବେ ଯାଏ ମୋ ରାଗ ଦେଖିନାହୁଁ: କୁଲଦୀପଙ୍କ ଉପରେ ରାଗି ଯାଇ…

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ତାଙ୍କର ଶାନ୍ତ ସ୍ବଭାବ ପାଇଁ ସମସ୍ତେ ଜାଣନ୍ତି। ଏହାକୁ ନେଇ ତାଙ୍କୁ କ୍ୟାପଟେନ୍‌ କୁଲ୍‌ ମଧ୍ୟ କୁହାଯାଏ। ପଡ଼ିଆରେ ଥିବା ବେଳେ ଧୋନୀଙ୍କ ଏହି ସ୍ବଭାବ ବିରୋଧୀ ଟିମ୍‌ର…

ଏଥର ମଧ୍ୟ ଅଧୁରା ରହିଲା ସ୍ବପ୍ନ

ଟୋକିଓ,୪।୮: ପୁରୁଷଙ୍କ ଭଳି ମହିଳା ହକି ଦଳ ମଧ୍ୟ ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲ ଅତିକ୍ରମ କରିବାରେ ବିଫଳ ହୋଇଛନ୍ତି। ବୁଧବାର ଅନୁଷ୍ଠିତ ଅନ୍ତିମ ୪ ରାଉଣ୍ଡ ମ୍ୟାଚ୍‌ରେ ଭାରତକୁ ୧-୨ ଗୋଲରେ ହରାଇ ଦେଇଛି ଆର୍ଜେଣ୍ଟିନା। ପରାଜୟ ସହ ସ୍ବର୍ଣ୍ଣ ପଦକ…

ଭାରତ-ଇଂଲଣ୍ଡ ମଧ୍ୟ ପ୍ରଥମ ଟେଷ୍ଟ ଆରମ୍ଭ: ଟସ୍‌ ଜିତିଲା ଇଂଲଣ୍ଡ

ଲଣ୍ଡନ,୪।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ଏହି ସିରିଜର ପ୍ରଥମ ମ୍ୟାଚ ନଟିଂହାମର ଟ୍ରେଣ୍ଟ ବ୍ରିଜରେ ଖେଳାଯାଉଥିବା ଏହି ଟେଷ୍ଟରେ ଇଂଲଣ୍ଡ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତି ନେଇଛି।…

ଇତିହାସ ରଚିଲେ ରବି କୁମାର: ଭାରତ ପାଇଁ ଆଉ ଗୋଟିଏ ପଦକ ପକ୍କା

ଟୋକିଓ, ୪।୮: ଆଜି ଟୋକିଓ ଅଲିମ୍ପିକ୍ସର ୧୩ ତମ ଦିନ। ଭାରତୀୟ କୁସ୍ତିଯୋଦ୍ଧାମାନେ ଆଜି ଭଲ ପ୍ରଦର୍ଶନ କରିଛନ୍ତି। ରବି କୁମାର ଦାହିୟା ୫୭ କିଲୋଗ୍ରାମ ବର୍ଗରେ କାଜାଖସ୍ତାନର ନୁର ଇସଲାମ ସାନାୟେଭଙ୍କୁ ହରାଇ ଫାଇନାଲରେ ସ୍ଥାନ ପାଇଛନ୍ତି। ଏଥସହ ଟୋକିଓ…

ଲଭଲିନାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୪।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ବକ୍ସର ଲଭଲିନା ବୋର୍ଗୋହେନ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏତେ ବଡ ଉପଲବ୍ଧି ହାସଲ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦି କହିଛନ୍ତି ଯେ, ରିଙ୍ଗରେ ତାଙ୍କର ସଫଳତା ଅନେକ…

ଭାରତ-ପାକିସ୍ତାନ କ୍ରିକେଟ ମୁକାବିଲା ଅକ୍ଟୋବର ୨୪ରେ…

ନୂଆଦିଲ୍ଲୀ,୪।୮: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚକୁ କେହି ହାତଛଡ଼ା କରିବାକୁ ଚାହାନ୍ତି ନାହିଁ। ଦୁଇ ଦେଶ ମଧ୍ୟରେ କ୍ରିକେଟ ପଡ଼ିଆରେ ବଲ୍‌ ବ୍ୟାଟ୍‌ ସଂଘର୍ଷ ଦେଖିବାକୁ ସମସ୍ତେ ଆଗ୍ରହୀ। ଦୁଇଦେଶ ମଧ୍ୟରେ ପାରସ୍ପରିକ ସମ୍ପର୍କ ଯୋଗୁ ଦ୍ୱିପାକ୍ଷିକ ସିରିଜ…

‘ଦ ଗ୍ରେଟ୍‌ ଖଲି’ କରିବାକୁ ଚାହୁଁଥିଲେ ଏହି ଦୁଇ କାମ, ମାତ୍ର ହେଲେ ବିଫଳ

ଦ ଗ୍ରେଟ୍‌ ଖଲି ରେସିଲିଂ ବ୍ୟତୀତ ସୋସିଆଲ ମିଡିଆରେ ବହୁତ ପ୍ରସିଦ୍ଧ। ତାଙ୍କର ଏବେ ଦୁଇଟି ଭିଡିଓ ଖୁବ୍‌ ଭାଇରାଲ ହେଉଛି। ଗୋଟିଏରେ ସେ ହେଲମେଟ୍‌ ପିନ୍ଧିବା ପାଇଁ ଚେଷ୍ଟା କରୁଥିବା ନଜର ଆସିଥିବା ବେଳେ ଅନ୍ୟଟିରେ ଏକ ଅଟୋରେ ବସିବା…

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଯୁବତୀ ଜଣଙ୍କ କିଏ? ଟୋକିଓ ଅଲିମ୍ପିକ୍ସରେ…

ଜାପାନର ରାଜଧାନୀ ଟୋକିଓରେ ଅଲିମ୍ପିକ ଖେଳର ଆୟୋଜନ କରାଯାଛି। ଖେଳର ଏହି ମହାକୁମ୍ଭରେ କିଛି ମହିଳା ନିଜର ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ଥିବା ବେଳେ କିଛଇ ନିଜର ସୁନ୍ଦରତାକୁ ନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛନ୍ତି। ଏଭଳି ଜଣେ ଯୁବତୀ ତଜୁୟୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?