ବେଲାରୁଷ ଅଲିମ୍ପିଆନଙ୍କୁ ଭିଜା ମଞ୍ଜୁର କଲା ପୋଲାଣ୍ଡ
ଟୋକିଓ, ୩ା୮ (ଏପି):ପୋଲାଣ୍ଡ ସୋମବାର ବେଲାରୁଷର ଜଣେ ଅଲିମ୍ପିକ ସ୍ପ୍ରିଣ୍ଟର କ୍ରିଷ୍ଟିନା ସିମାନୋସକାୟାଙ୍କୁ ଭିଜା ମଞ୍ଜୁର କରିଛି। କ୍ରିଷ୍ଟିନା କହିଛନ୍ତି, ଟିମ୍ ଅଫିସିଆଲ ତାଙ୍କୁ ବାଧ୍ୟତାମୂଳକ ତାଙ୍କ ଦେଶକୁ ପଠାଇଦେବା ଲାଗି ଚେଷ୍ଟା କରିଥିଲୋ ନିଜ ଦେଶ ଫେରିଲେ ତାଙ୍କ ପ୍ରତି…
ଭାରତକୁ ମିଳିଗଲା ନୂଆ ‘ଓ୍ବାଲ୍’
ଟୋକିଓ,୨।୮: ଟୋକିଓ ଅଲିମ୍ପିକ୍ସରେ ସେମି ଫାଇନାଲରେ ପ୍ରବେଶ କରିଛି ଭାରତୀୟ ମହିଳା ହକି ଟିମ । ତିନି ଥର ଚାମ୍ପିଅନ ହୋଇଥିବା ଅଷ୍ଟ୍ରେଲିଆକୁ ପରାସ୍ତ କରି ଅଲିମ୍ପିକ୍ସରେ ଦଳ ପ୍ରଥମ ଥର ପାଇଁ ସେମି ଫାଇନାଲ ରାଉଣ୍ଡରେ ପ୍ରବେଶ କରିଛି। ଆଜି…
ଭାରତୀୟ ହକି ଦଳ ଜିତିବା ପରେ ଭାଷ୍ୟକାରଙ୍କ ଆଖିରେ ଥିଲା ଲୁହ: ଦେଖନ୍ତୁ ଭିଡିଓ
ଟୋକିଓ,୨।୮: ଚଳିତ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ ସେମିଫାଇନାଲରେ ପହଞ୍ଚିଛି। ଭାରତୀୟ ପୁରୁଷ ଟିମ କ୍ୱାଟର୍ର୍ ଫାଇନାଲରେ ଗ୍ରେଟ ବ୍ରିଟେନକୁ ୩-୧ ଗୋଲରେ ହରାଇ ଅନ୍ତିମ-୪ ଟିକେଟ କାଟିଛି। ଏଥିସହ ଭାରତ ୪୯ ବର୍ଷ ପରେ ଅଲିମ୍ପିକ୍ସର ସେମିଫାଇନାଲରେ…
ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ରେ କୋହଲି ଭାଙ୍ଗିପାରନ୍ତି ଏହି ୬ ବଡ ରେକର୍ଡ
ନୂଆଦିଲ୍ଲୀ,୨।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜ ଅଗଷ୍ଟ ୪ରୁ ନଟିଂହାମର ଟ୍ରେଣ୍ଟ ବ୍ରିଜରେ ଆରମ୍ଭ ହେବାକୁ ଯାଉଛି। ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କୁ ୧୩ ବର୍ଷ ପରେ ଭାରତକୁ ଇଂରାଜୀ ମାଟିରେ ସିରିଜ ଜିତାଇବାର ସୁଯୋଗ…
ସ୍ବର୍ଣ୍ଣ ପଦକ ଜିତିବା ପରେ ଦର୍ଶକ ଷ୍ଟାଣ୍ଡ୍ରେ ବସି ସ୍ବେଟର୍ ବୁଣିଲେ ଏହି ଖେଳାଳି
ଅଲିମ୍ପିକ ଚାମ୍ପିଅନ ସ୍ବେଟର୍ ବୁଣିବା କଥାଟା ଟିକେ ଅଜବ ଲାଗୁଥାଇପାରେ, କିନ୍ତୁ ଟୋକିଓ ଅଲିମ୍ପିକ୍ସରେ ମଧ୍ୟ ଏହି ଘଟଣା ଦେଖିବାକୁ ମିଳିଛି। ଏହା ଦେଖି ସାରା ବିଶ୍ୱରେ ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ବ୍ରିଟେନର ଅଲିମ୍ପିକ ଚାମ୍ପିଅନ ଡାଇଭର ଟମ ଡେଲେ ତାଙ୍କ…
ଭାରତୀୟ ମହିଳା ହକି ଟିମ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ସୋମବାର ଦମ୍ଦାର ପ୍ରଦର୍ଶନ କରି ଇତିହାସ ରଚିଛି ଭାରତୀୟ ହକି ଟିମ୍ । ଅଲିମ୍ପିକ୍ସରେ ସେମି ଫାଇନାଲରେ ପ୍ରବେଶ କରିବା ପରେ ମହିଳା ହକି ଟିମ୍କୁ ଚାରିଆଡୁ ଛୁଟୁଛି ଶୁଭେଚ୍ଛା ସୁଅ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ସନ୍ତରଣରେ ମ୍ୟାକେନଙ୍କୁ ୭ ପଦକ
ଟୋକିଓ,୧ା୮(ଏପି):ଟୋକିଓ ଅଲିମ୍ପିକ୍ସ ସନ୍ତରଣ ପ୍ରତିଯୋଗିତାରେ ଅଷ୍ଟ୍ରେଲିଆର ଏମା ମ୍ୟାକେନ ରବିବାର ଆଉ ଦୁଇଟି ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଫଳରେ ଅଲିମ୍ପିକ୍ସର ଗୋଟିଏ ସଂସ୍କରଣରେ ୭ଟି ପଦକ ଜିତିବା ସହ ସୋଭିଏଟ୍ ଜିମ୍ନାଷ୍ଟ ମାରିଆଙ୍କ ରେକର୍ଡ ସମକକ୍ଷ ହୋଇପାରିଛନ୍ତି। ମ୍ୟାକେନ ୧୦୦ମିଟର…
ପୁରୁଷ ୧୦୦ମିଟର ଜିତିଲେ ଇଟାଲୀର ଜାକବ୍ସ
ଟୋକିଓ, ୨ା୮ (ଏପି)-ମାର୍ସେଲ ଜାକବ୍ସ ଅଲିମ୍ପିକ ପୁରୁଷ ୧୦୦ମିଟର ରେସ୍ ଜିତିଛନ୍ତି। ସେ ୯.୮ ସେକେଣ୍ଡ ଟାଇମିଂରେ ରେସ୍ ଶେଷ କରିଥିଲେ। ଇଟାଲୀ ପାଇଁ ସେ ପ୍ରଥମ ଥର ସ୍ପ୍ରିଣ୍ଟ ସ୍ବର୍ଣ୍ଣ ଆଣି ଦେଇଛନ୍ତି। ପୁରୁଷ ୧୦୦ ମିଟର ରେସ୍ କିଏ…
ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତୀୟ ମହିଳା ହକି ଦଳ
ଟୋକିଓ,୨।୮: ଟୋକିଓ ଅଲିମ୍ପିକ୍ସରେ ଭାରତର ମହିଳା ଦଳ ହକି ଦଳ ଇତିହାସ ସୃଷ୍ଟି କରିଛି। ୩ଥର ଚାମ୍ପିଅନ୍ ଅଷ୍ଟ୍ରେଲିଆକୁ ୧-୦ରେ ପରାସ୍ତ କରି ମହିଳା ହକିରେ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ଆଜିର ମ୍ୟାଚ୍ର ପ୍ରକୃତ ନାୟିକା ଥିଲେ ଗୋଲକିପର ସବିତା…
ପୁଣି ନିରାଶ କଲେ ଦୂତି
ଟୋକିଓ,୨।୮: ଟୋକିଓ ଅଲିମ୍ପିକ୍ସରେ ପୁଣି ନିରାଶ କରିଛନ୍ତି ଓଡିଆ ସ୍ପ୍ରିଣ୍ଟର ଦୂତୀ ଚାନ୍ଦ। ଦୂତୀ ଆଜି ୨୦୦ ମିଟର ଦୌଡରେ ହାରି ଯାଇଛନ୍ତି। ୨୦୦ମିଟରରେ ହିଟ-୪ରେ ସପ୍ତମ ସ୍ଥାନରେ ରହି ସେ ତାଙ୍କ ଟୋକିଓ ଅଲିମ୍ପିକ୍ସ ଅଭିଯାନ ଶେଷ କରିଛନ୍ତି। ପୂର୍ବରୁ…
ଆଥଲେଟ୍ସ ଭିଲେଜରେ ଆଉଟଡୋର୍ ଡ୍ରିଙ୍କିଙ୍ଗ ପାର୍ଟି
ଟୋକିଓ, ୨ା୮(ଏପି)-କୋଭିଡ୍ କଟକଣା ସତ୍ତ୍ୱେ ଅଲିମ୍ପିକ ଆଥଲେଟ୍ସ ଭିଲେଜରେ ଏକ ଆଉଟଡୋର୍ ଡ୍ରିଙ୍କିଙ୍ଗ ପାର୍ଟି ହୋଇଥିବା ଖବର ଏବେ ଚର୍ଚ୍ଚାର ବିଷୟ ହୋଇଛି। ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ଟୋକିଓ ଅଲିମ୍ପିକ ଅଫିସିଆଲମାନେ କହିଛନ୍ତି। ଆୟୋଜକ କମିଟି ସିଇଓ ତୋଶିରୋ ମୁଟୋ…
ଅଲିମ୍ପିକ୍ସ ପୁରୁଷ ସିଙ୍ଗଲ୍ସ ଟେନିସ୍ରେ ଜେଭେରେଭଙ୍କୁ ସ୍ବର୍ଣ୍ଣ
ଟୋକିଓ,୨।୮: ଜର୍ମାନୀର ଆଲେକଜାଣ୍ଡର ଜେଭେରେଭ ଟୋକିଓ ଅଲିମ୍ପିକ୍ସ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍ରେ ବିଶ୍ୱର ୫ ନମ୍ବର ଖେଳାଳି ଜେଭେରେଭ ରୁଷିଆର କରନ ଖାଚାନୋଭଙ୍କୁ ୬-୩, ୬- ୧ ସେଟ୍ରେ ପରାସ୍ତ…

