ଓରଲେନ୍ସ ମାଷ୍ଟର୍ସ ବ୍ୟାଡ୍ମିଣ୍ଟନ: ଫାଇନାଲରେ କ୍ରିଷ୍ଣା- ବିଷ୍ଣୁ, ସାଇନା ଆଉଟ୍
ପ୍ୟାରିସ୍,୨୮।୩(ପି.ଟି.): ଏଠାରେ ଚାଲିଥିବା ଓରଲେନ୍ସ ମାଷ୍ଟର୍ସ ବ୍ୟାଡ୍ମିଣ୍ଟନରୁ ଭାରତୀୟ ମହିଳା ତାରକା ସାଇନା ନେହ୍ବାଲ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ତେବେ ଭାରତୀୟ ଯୋଡି କ୍ରିଷ୍ଣା ପ୍ରସାଦ ଗାରାଗା ଓ ବିଷ୍ଣୁବର୍ଦ୍ଧନ ଗୌଡ ପାଞ୍ଜାଲା ପୁରୁଷ ଡବଲ୍ସ ଫାଇନାଲରେ...
ଆଇ- ଲିଗ୍ ଫୁଟ୍ବଲ: ଗୋକୁଳମ କେରଳକୁ ପ୍ରଥମ ଟାଇଟଲ
କୋଲକାତା,୨୮।୩(ପି.ଟି.): ଭାରତର ଅନ୍ୟତମ ଫୁଟ୍ବଲ ଲିଗ୍ ଆଇ- ଲିଗ୍ ଉଦ୍ଯାପିତ ହୋଇଛି। ଏଥର କେରଳ ଗୋକୁଳମ ଏଫ୍ସି ପ୍ରଥମଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ସ୍ଥାନୀୟ କିଶୋର ଭାରତୀ କ୍ରୀଡ଼ାଙ୍ଗନରେ ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍ରେ ଗୋକୁଳମ...
ତେନ୍ଦୁଲକରଙ୍କୁ କରୋନା
ନୂଆଦିଲ୍ଲୀ, ୨୮ା୩(ପି.ଟି.)-କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର କରୋନା ପଜିଟିଭ ଜଣାପଡ଼ିବା ପରେ ସେ ନିଜ ଘରେ ଆଇସୋଲେଶନରେ ଅଛନ୍ତି। ଏଇ କିଛିଦିନ ମଧ୍ୟରେ ଯେଉଁ କେତେଜଣ ମାନ୍ୟଗଣ୍ୟ ବ୍ୟକ୍ତି କୋଭିଡ୍ ଟେଷ୍ଟରେ ପିଜିଟିଭ ଚିହ୍ନଟ ହୋଇଛନ୍ତି ସେମାନଙ୍କ ସହ ସାମିଲ...
ଭାରତ ପାଇଁ ହେବ କଡ଼ା ଚ୍ୟାଲେଞ୍ଜ: ଚହଲ, ଓ୍ବାଶିଂଟନଙ୍କୁ ମିଳିପାରେ ସୁଯୋଗ
ପୁଣେ,୨୭।୩: ଇଂଲଣ୍ଡ ବିପକ୍ଷ ଦିନକିଆ ସିରିଜ ଜିତିବା ନେଇ ଏବେ ଭାରତ ଆଗରେ କଡ଼ା ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ୩ ମ୍ୟାଚ୍ ବିଶିଷ୍ଟ ଏହି ସିରିଜ ୧-୧ ବରାବର ସ୍ଥିତିରେ ରହିଛି। ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ(ଏମ୍ସିଏ)ଗ୍ରାଉଣ୍ଡରେ ରବିବାର ତୃତୀୟ...
ଭାରତୀୟ ଅଧିନାୟକଙ୍କ କଥା ଶୁଣିଲେନି ଅମ୍ପାୟାର, ଭିଡିଓ ଦେଖିଲେ…
ନୂଆଦିଲ୍ଲୀ,୨୭।୩: ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ କଥା ଶୁଣିଲେ ନାହିଁ ଅମ୍ପାୟାର ନିତୀନ ମେନନ। ଏହାର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ବେଶ୍ ଭାଇରାଲ ହେଉଛି। ତେବେ ଦ୍ୱିତୀୟ ଦିନିକିଆରେ ଭାରତକୁ ୬ ଉଇକେଟରେ ପରାସ୍ତ କରିଛି ଅତିଥି ଇଂଲଣ୍ଡ...
ଦୁଇ ବର୍ଷ, ୪୩ ପାଳି; ହେଲେ ଗୋଟିଏ ଶତକ ନାହିଁ: ଜବାବରେ କୋହଲି କହିଲେ…
ନୂଆଦିଲ୍ଲୀ,୨୭।୩: ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର ପୁଣେରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୬୬ରନ୍ କରିଥିଲେ। ସେ ପୁଣି ଥରେ ଶତକ ମାରିବାରୁ ବଞ୍ଚିତ ହୋଇଥିଲେ। ଏଯାବତ ବିରାଟ ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ୭୦ ଶତକ ମାରିଛନ୍ତି। ହେଲେ...
ଏହି ବୋଲରଙ୍କ ସାମ୍ନାରେ ବିବଶ ହୋଇଯାଉଛନ୍ତି କୋହଲି; ଆଉଟ୍ ହେବା ପରେ ସାମ୍ନାକୁ ଆସିଲା….
ନୂଆଦିଲ୍ଲୀ,୨୭।୩: ଭାରତୀୟ ଟିମ୍ର ଅଧିନାୟକ ବିରାଟ କୋହଲି ଏଭଳି ଜଣେ ଷ୍ଟାର ବ୍ୟାଟ୍ସମ୍ୟାନ୍, ଯାହାଙ୍କୁ ସାମ୍ନା କରିବାକୁ ବୋଲରମାନେ ଦ୍ୱିଧା ପ୍ରକାଶ କରିଥାନ୍ତି। ଘରୋଇ ହେଉ ଅଥବା ବିଦେଶ ମଇଦାନରେ ଏହି ବ୍ୟlଟ୍ସମ୍ୟାନ୍ ନିଜର ଦମ୍ ଦେଖାଇବାର କ୍ଷମତା ରଖିଛନ୍ତି।...
ଭାରତକୁ ହରାଇବା ନେଇ ଏଭଳି କହିଲେ ଇଂଲଣ୍ଡ ଅଧିନାୟକ, ବୋଲରମାନେ…
ପୁଣେ,୨୭।୩: ଭାରତକୁ ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ୬ ଉଇକେଟରେ ପରାସ୍ତ କରିଛି ଇଂଲଣ୍ଡ ଟିମ୍। ଫଳରେ ଦଳ ପ୍ରଥମ ଦିନିକିଆରେ ମିଳିଥିବା ପରାଜୟର ପ୍ରତିଶୋଧ ନେଇଛି ବୋଲି ଚର୍ଚ୍ଚା ହେଉଛି। ଏପରି ସ୍ଥଳେ ଇଂଲଣ୍ଡ ଅଧିନାୟକ ଜୋସ ବଟଲର କହିଛନ୍ତି,...
ଭାରତଠାରୁ ବିଜୟ ଛଡ଼ାଇ ନେଲା ଇଂଲଣ୍ଡ: ପରାଜୟକୁ ନେଇ ଏଭଳି କହିଲେ ଅଧିନାୟକ
ପୁଣେ,୨୭।୩: ଭ୍ରମଣକାରୀ ଇଂଲଣ୍ଡ ଦଳ ପ୍ରଥମ ଦିନିକିଆରେ ପରାଜୟ ପରେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛି। ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଦିକିକିଆରେ ୬ ଉଇକେଟରେ ଭାରତକୁ ପରାସ୍ତ କରିଛି ଦଳ। ଟସ୍ ହାରି ପ୍ରଥମ ବ୍ୟାଟିଂ...
ଗୋଟିଏ ହାତରେ ଏଭଳି ଛକା ମାରିଲେ ଏହି କ୍ରିକେଟର, ଚକିତ ହେଲେ…
ପୁଣେ, ୨୭।୩: ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ହାଇସ୍କୋରିଂ ଦ୍ୱିତୀୟ ଦିନିକିଆରେ ଇଂଲଣ୍ଡ ୬ ଉଇକେଟରେ ଭାରତକୁ ପରାସ୍ତ କରିଛି। ଟସ୍ ହାରି ପ୍ରଥମେ ବ୍ୟାଟିଂ କରି ଭାରତ ୬ ଉଇକେଟ ହରାଇ ୩୩୬ ରନ ସଂଗ୍ରହ...
ଶତକ ମାରିବା ପରେ କାନ ଧରିଥିଲେ ଏହି ଭାରତୀୟ ଖେଳାଳି: କାରଣ ଜାଣିଲେ…
ପୁଣେ, ୨୭।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ବିତୀୟ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ଭାରତ ୬ ଓ୍ବିକେଟ ହରାଇ ୩୩୬ ରନ କରିଥିଲା। ଇଂଲଣ୍ଡ ବିଜୟରେ ଜନ ବେୟାରଷ୍ଟୋ ଏବଂ ବେନ୍ ସ୍କୋକ୍ସ ଭଲ ପ୍ରଦର୍ଶନ କରିଥିଲେ।...
ସଲମାନ୍ଙ୍କୁ ପସନ୍ଦ କରନ୍ତିନି ବିରାଟ କୋହଲି: କାରଣ ଜାଣିଲେ…
ମହାମାରୀ କରୋନା ସମୟରେ କଳାକାରଙ୍କ ଥ୍ରୋବ୍ୟାକ୍ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାରି ମଧ୍ୟରେ ସଲମାନ୍ ଖାନ୍, ଅନୁଷ୍କା ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ ଏକ କାହାଣୀ ଭାଇରାଲ ହେଉଛି। ଏମିତିରେ ବର୍ତ୍ତମାନ...
Archives


