ଖେଳ

୪୯ ବର୍ଷରେ ପ୍ରଥମ ଥର

ଟୋକିଓ,୧।୮: ୪୯ ବର୍ଷରେ ପ୍ରଥମ ଥର ପାଇଁ ଅଲିମ୍ପିକ୍ସ ସେମିଫାଇନାଲରେ ପ୍ରବେଶ କରିଛି ଭାରତୀୟ ପୁରୁଷ ହକି ଦଳ। ରବିବାର ଖେଳାଯାଇଥିବା କ୍ୱାର୍ଟର ଫାଇନାଲରେ ଟିମ୍‌ ଇଣ୍ଡିଆ ୩-୧ ଗୋଲରେ ଗ୍ରେଟ୍‌ ବ୍ରିଟେନକୁ ହରାଇ ଏହି ସଫଳତା ହାସଲ କରିଛି। ଭାରତ…

ଇତିହାସ ରଚିଲେ ସିନ୍ଧୁ

ଟୋକିଓ,୧।୮: ଇତିହାସ ରଚିଲେ ଭାରତୀୟ ମହିଳା ଶଟଲର ପି ଭି ସିନ୍ଧୁ। ପ୍ରଥମ ଭାରତୀୟ ମହିଳା ଖେଳାଳି ଭାବେ ସିନ୍ଧୁ ଜିତିଛନ୍ତି ଦୁଇଟି ଅଲିମ୍ପିକ୍ସ ପଦକ। ରିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ବିଜୟନୀ ସିନ୍ଧୁ ଟୋକିଓ ଅଲିମ୍ପିକ୍ସରେ ହାତେଇଛନ୍ତି ବ୍ରୋଞ୍ଜ ପଦକ।…

ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ପ୍ରଥମ ଗେମ୍‌ ଜିତିଲେ ସିନ୍ଧୁ

ଟୋକିଓ,୧।୮: ଭାରତୀୟ ମହିଳା ଶଟଲର ପି ଭି ସିନ୍ଧୁ ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ପ୍ରଥମ ଗେମ୍‌କୁ ଏକଥରଫା ଜିତି ନେଇଛନ୍ତି। ଚାଇନାର ହେ ବିଙ୍ଗ ଜିଆଓଙ୍କୁ ୧୩-୨୧ ବ୍ୟବଧାନରେ ପରାସ୍ତ କରି ପଦକ ନିକଟତର ହୋଇଛନ୍ତି ୬ଷ୍ଠ ସିଡ୍‌ ସିନ୍ଧୁ।

ଶରୀରରେ ୭ ଷ୍ଟିଚ୍‌ ପଡିବା ସତ୍ତ୍ୱେ ରିଙ୍ଗ୍‌ରେ ସିଂହ ପରି ଲଢିଲେ ଏହି ଖେଳାଳି

ଟୋକିଓ,୧।୮: ଟୋକିଓ ଅଲିମ୍ପିକ୍ସର ବକ୍ସିଂରେ ଭାରତକୁ ଏକ ବଡ଼ ଝଟ୍‌କା ଲାଗିଛି। ୯୧ କିଲୋଗ୍ରାମ ବର୍ଗରେ ବକ୍ସର ସତୀଶ କୁମାର ଉଜବେକିସ୍ତାନର ବାଖୋଦିର ଜାଲୋଲୋଭଙ୍କଠାରୁ ପରାସ୍ତ ହୋଇଛନ୍ତି। ଜାଲୋଲୋଭ ସେମାନଙ୍କୁ ୫-୦ରେ ପରାସ୍ତ କରିଥିଲେ। ଏହି ପରାଜୟ ସହିତ ଟୋକିଓ ଅଲିମ୍ପିକ୍ସରେ…

କେବେ ଖାଇବାକୁ ପାଖରେ ନ ଥିଲା ଟଙ୍କା, ଏବେ ମୁମ୍ବାଇରେ ୩୦ କୋଟି ଟଙ୍କାର ଘର କିଣିଲେ ଏହି କ୍ରିକେଟର୍‌

ଟିମ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କ୍ରୁନାଲ ପାଣ୍ଡ୍ୟା ସେମାନଙ୍କ ଜୀବନରେ ଅନେକ ଆର୍ଥିକ ସଙ୍କଟ ଦେଖିଛନ୍ତି। ଉଭୟ ଖେଳାଳି ରୁଷ କରି ବ୍ୟାଟ୍‌ କିଣି କ୍ରିକେଟ ଖେଳିଥିଲେ। ଆହୁରି ମଧ୍ୟ, ଉଭୟ ଭାଇ ପେଟ ଭରିବା ପାଇଁ ମ୍ୟାଗି…

ଭାରତୀୟ କ୍ରିକେଟ୍‌ ଦଳର ଅସଲ ‘ବାଦଶାହ’ କିଏ ଜାଣନ୍ତି କି, ରୋହିତ ଶର୍ମା କଲେ ଖୁଲାସା

ଲଣ୍ଡନ,୧।୮: ଭାରତୀୟ କ୍ରିକେଟ୍‌ ଦଳ ଏବେ ଇଂଲଣ୍ଡ ଗସ୍ତରେ ଅଛି। ଆସନ୍ତା ଅଗଷ୍ଟ ୫ରୁ ଦଳ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳିବ। ଏଥିପାଇଁ ଭାରତୀୟ ଦଳ ଅଭ୍ୟାସ ଆରମ୍ଭ କରିଛି। ଭାରତୀୟ କ୍ରିକେଟ୍‌ ଦଳର ଓପନର୍‌ ରୋହିତ ଶର୍ମା ନିଜ…

୪୧ ବର୍ଷ ପରେ କ୍ୱାର୍ଟରରେ ଭାରତୀୟ ମହିଳା ହକି ଦଳ

ଟୋକିଓ,୧ା୮: ଭାରତୀୟ ମହିଳା ହକି ଦଳ ଇତିହାସ ରଚିଛି। ମହିଳା ଦଳ ଦୀର୍ଘ ୪୧ ବର୍ଷ ପରେ ପ୍ରଥମଥର ପାଇଁ ଅଲିମ୍ପିକ୍ସର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଚଳିତ ଟୋକିଓ ଅଲିମ୍ପିକ୍ସରେ ରାଣୀ ରାମପାଲଙ୍କ ନେତୃତ୍ୱାଧୀନ ଭାରତ ଏହି ଐତିହାସିକ ସଫଳତା…

ମହିଳା ସିଙ୍ଗଲ୍ସରେ ବେନ୍‌ସିକ୍‌ଙ୍କୁ ସ୍ବର୍ଣ୍ଣ

ଟୋକିଓ,୧ା୮ (ଏପି)-ସୁଇଜରଲାଣ୍ଡର ବେଲିଣ୍ଡା ବେନ୍‌ସିକ୍‌ ଅଲିମ୍ପିକ ଟେନିସ ମହିଳା ସିଙ୍ଗଲ୍ସରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ୧୨ତମ ର଼୍ୟାଙ୍କିଙ୍ଗପ୍ରାପ୍ତ ବେନ୍‌ସିକ୍‌ ଚେକ୍‌ ରିପବ୍ଲିକର ମାର୍କେଟା ଭୋନ୍ଦ୍ରୋସୋଭାଙ୍କୁ ୭-୫, ୨-୬, ୬-୩ ସେଟ୍‌ରେ ପରାସ୍ତ କରି ତାଙ୍କ କ୍ୟାରିୟରର ପ୍ରଥମ ପ୍ରମୁଖ ଟାଇଟଲ…

ମହିଳା ୧୦୦ମିଟର ରେକର୍ଡ ଭାଙ୍ଗିଲେ ଥମ୍ପସନ ହେରାଥ୍‌

ଟୋକିଓ, ୧ା୮ (ଏପି)-ଜାମାଇକାର ଇଲେନ୍‌ ଥମ୍ପସନ ହେରାଥ୍‌ ଅଲିମ୍ପିକ୍ସ ମହିଳା ୧୦୦ ମିଟର ଦୌଡ଼ ଜିତି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ଦୂରତାକୁ ୧୦.୬୧ ସେକେଣ୍ଡରେ ଅତିକ୍ରମ କରିଥିଲେ। ଏହାଦ୍ୱାରା ସେ ମହିଳା ୧୦୦ ମିଟରରେ ଫ୍ଲୋରେନ୍ସ ଗ୍ରିଫିଥ୍‌ଙ୍କ ୩୩…

ଡୋପିଂ ଅଭିଯୋଗରେ ନାଇଜେରିଆନ ସ୍ପ୍ରିଣ୍ଟର ସସ୍‌ପେଣ୍ଡ

ଟୋକିଓ, ୧ା୮ (ଏପି)-ଡୋପିଂ ପାଇଁ ନାଇଜେରିଆନ ସ୍ପ୍ରିଣ୍ଟର ବ୍ଲେସିଂ ଓକାଗବାରେଙ୍କୁ ଶନିବାର ସାମୟିକ ସସ୍‌ପେଣ୍ଡ କରାଯାଇଛି। ଅଲିମ୍ପିକ୍ସ ମହିଳା ୧୦୦ମିଟର ସେମିଫାଇନାଲ ପୂର୍ବରୁ ତାଙ୍କ ଡୋପ୍‌ ଟେଷ୍ଟ ଫଳାଫଳ ଖବର ଆସିଥିଲା। ଜୁଲାଇ ୧୯ରେ ପ୍ରତିଯୋଗିତା ବାହାରେ ଓକାଗବାରେଙ୍କ ଡୋପ୍‌ ଟେଷ୍ଟ…

ଜିଆଓଜୁନ୍‌ ସବୁଠାରୁ ବୟସ୍କ ଭାରୋତ୍ତୋଳନ ଚାମ୍ପିୟନ

ଟୋକିଓ, ୧ା୮ (ଏପି)- ଚାଇନାର ଲିୟୁ ଜିଆଓଜୁନ୍‌ ସବୁଠାରୁ ବୟସ୍କ ଭାବେ ଅଲିମ୍ପିକ୍ସ ଭାରୋତ୍ତୋଳନରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଶନିବାର ପୁରୁଷ ୮୧ କେ.ଜି. ଶ୍ରେଣୀରେ ସେ ସ୍ନାଚ୍‌ରେ ୧୭୦କେଜି, କ୍ଲିନ୍‌ ଆଣ୍ଡ୍‌ ଜର୍କରେ ୨୦୪କେଜି ଏବଂ ମୋଟ ୩୭୪…

ହଠାତ୍‌ ଅବସର ଘୋଷଣା କରି ଚମକାଇଲେ ବିରାଟ କୋହଲିଙ୍କ ଏହି ପ୍ରମୁଖ ବୋଲର୍‌; ଖେଳିନାହାନ୍ତି ଗୋଟିଏ ବି ଟେଷ୍ଟ

କଲମ୍ବୋ, ୩୧।୭: ଶ୍ରୀଲଙ୍କାର ପ୍ରମୁଖ ଅଲରାଉଣ୍ଡର ଇସୁରୁ ଉଦାନା ଶନିବାର ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରି କ୍ରିକେଟଜଗତକୁ ଚକିତ କରିଦେଇଛନ୍ତି। ଶ୍ରୀଲଙ୍କା କ୍ରିକେଟ ପକ୍ଷରୁ ଟୁଇଟ୍‌ କରାଯାଇଥିବାରୁ ଏହା ସ୍ପଷ୍ଟ ହୋଇଛି। ଉଦାନା ଦଳ ପକ୍ଷରୁ ୨୭ଟି ଦିନିକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?