ଖେଳ

ଟି-୨୦ ସିରିଜରେ ଲଜ୍ଜାଜନକ ପରାଜୟ ପରେ ଅଧିନାୟକ ଧାଓ୍ବନ କହିଲେ ‘ଆବଶ୍ୟକ ବ୍ୟାଟ୍ସମ୍ୟାନ୍‌ ନ ଥିଲେ ଦଳ…’

କଲମ୍ବୋ,୩୦।୭: କଲମ୍ବୋରେ ଚାଲିଥିବା ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଶ୍ରୀଲଙ୍କା ଦଳ ଭାରତକୁ ୭ ଉଇକେଟରେ ପରାସ୍ତ କରି ମ୍ୟାଚ୍‌ ଓ ସିରିଜ୍‌ ଜିତିଛି। ଟସ୍‌ ଜିତିବା ପରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିଥିଲା। ହେଲେ ଶ୍ରୀଲଙ୍କା ବୋଲରଙ୍କ ଉଲ୍ଲେଖନୀୟ…

ଟିମ୍‌ ଇଣ୍ଡିଆର ପୂର୍ଣ୍ଣକାଳୀନ କୋଚ୍‌ ହେବେ କି? ଦ୍ରାବିଡ ଦେଲେ ଏଭଳି ଜବାବ

କଲମ୍ବୋ,୩୦।୭: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର ସିରିଜ ପାଇଁ ଭାରତୀୟ ଦଳର କୋଚିଂ ଦାୟିତ୍ୱ ଗ୍ରହଣ କରିଥିଲେ ରାହୁଲ ଦ୍ରାବିଡ। ଆଗାମୀ ଦିନରେ ପୂର୍ଣ୍ଣକାଳୀନ ଭିତ୍ତିରେ ଜାତୀୟ ଦଳର କୋଚ୍‌ ହେବେ କି ପ୍ରଶ୍ନରେ ସେ କିଛି ଚିନ୍ତା କରି ନ…

ହାରିଗଲେ ଦୀପିକା: ପଦକ ଆଶା ଧୂଳିସାତ୍‌

ଟୋକିଓ,୩୦।୭: ଟୋକିଓ ଅଲିମ୍ପିକ୍ସରେ ଭାରତର ଦୀପିକା କୁମାରୀ କୋରିଆର ସାନ ଉନ ବିପକ୍ଷରେ କ୍ୱାର୍ଟର ଫାଇନାଲ ମ୍ୟାଚକୁ ୦-୬ରେ ପରାସ୍ତ ହୋଇଛନ୍ତି। ଫଳରେ ନୀରନ୍ଦାଜୀରେ ଭାରତର ପଦକ ଆଶା ମଉଳିଛି। ତୃତୀୟ ସେଟରେ ଦୀପିକା ୭, ୮, ୯ ସ୍କୋର କରିଥିଲେ।…

‘କାହିଁକି ମୋତେ ମ୍ୟାଚ୍‌ ପୂର୍ବରୁ ଡ୍ରେସ୍‌ ବଦଳାଇବାକୁ କୁହାଯାଇଥିଲା’

ନୂଆଦିଲ୍ଲୀ,୨୦।୭: ୬ ଥର ବିଶ୍ୱ ଚାମ୍ପିଅନ ଏମସି ମେରିକମ ପୁଣିଥରେ ତାଙ୍କ ଫ୍ଲାଏୱେଟ (୫୧ କିଲୋଗ୍ରାମ) ପ୍ରି-କ୍ୱାର୍ଟର ଫାଇନାଲ ମ୍ୟାଚ ଉପରେ ପ୍ରଶ୍ନ କରିଛନ୍ତି। ମେରିକମ କହିଛନ୍ତି ଯେ ମ୍ୟାଚ ଆରମ୍ଭ ହେବାର କିଛି ମିନିଟ ପୂର୍ବରୁ ତାଙ୍କୁ ତାଙ୍କ ପୋଷାକ…

୧୩ ଦଳର ୪୫୫ ବୋଲର୍‌ ଯାହା କରିପାରି ନ ଥିଲେ, ଜନ୍ମଦିନରେ ତାହା କରି ଦେଖାଇଲେ ଏହି କ୍ରିକେଟର୍‌

କଲମ୍ବୋ,୨୦।୭: ତୃତୀୟ ଟି -୨୦ ମ୍ୟାଚରେ ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ୭ ଉଇକେଟରେ ପରାସ୍ତ କରି ସିରିଜକୁ ୨-୧ରେ ଜିତିଥିଲା। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ମାତ୍ର ୮୧ ରନ ସ୍କୋର କରିପାରିଥିଲା। ଏହାର ଜବାବରେ ଶ୍ରୀଲଙ୍କା…

ନିରାଶ କଲେ ଦୂତି

ଟୋକିଓ,୩୦।୭:ଟୋକିଓ ଅଲିମ୍ପିକ୍ସର ଆଥଲେଟିକ୍ସ ଇଭେଣ୍ଟରେ ଓଡ଼ିଶାର ସ୍ପ୍ରିଣ୍ଟ ଦୂତି ଚାନ୍ଦ ନିରାଶ କରିଛନ୍ତି। ୧୦୦ ମିଟର ହିଟ୍‌ରେ ୧୧.୫୪ ସେକେଣ୍ଟରେ ସମାପ୍ତ କରି ସପ୍ତମ ସ୍ଥାନରେ ରହିଥିଲେ ଦୂତି। ସେପଟେ ଭାରତୀୟ ବକ୍ସର ଲୋଭଲିନା ବୋର୍ଗୋହେନ ଟୋକିଓ ଅଲିମ୍ପିକ୍ସର ସେମିଫାଇନାଲରେ ପ୍ରବେଶ…

ଲଭଲିନାଙ୍କ ଐତିହାସିକ ବିଜୟ: ଭାରତ ପାଇଁ ପଦକ ପକ୍କା

ଟୋକିଓ,୩୦।୭: ଭାରତୀୟ ବକ୍ସର ଲଭଲିନା ବୋର୍ଗୋହେନ ଟୋକିଓ ଅଲିମ୍ପିକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମହିଳା ୬୯ କିଲୋଗ୍ରାମ କ୍ୱାର୍ଟରଫାଇନାଲରେ ଲଭଲିନା ତାଇପେଇର ନିନ ଚିନ ଚେନଙ୍କୁ ପରାସ୍ତ କରିଛନ୍ତି। ଏହା ସହ ଲଭଲିନା ପଦକ ନିଶ୍ଚିତ କରିଛନ୍ତି। ସେ ଦ୍ୱିତୀୟ ମହିଳା…

ଶ୍ରୀଲଙ୍କା ବିପକ୍ଷରେ ଏକ ଲଜ୍ଜାଜନକ ରେକର୍ଡ କଲା ଭାରତ

କଲମ୍ବୋ,୩୦।୭: ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି -୨୦ ମ୍ୟାଚରେ ଭାରତୀୟ ଦଳ ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛି। ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ୮ ଉଇକେଟ ହରାଇ ମାତ୍ର ୮୧ ସ୍କୋରରେ ସୀମିତ ରଖିଥିଲା। ଶ୍ରୀଲଙ୍କା ବିପକ୍ଷ ଟି…

ଡ୍ରେସେଲଙ୍କୁ ଦ୍ୱିତୀୟ ସ୍ବର୍ଣ୍ଣ ପଦକ

ଟୋକିଓ, ୩୦।୭- ଆମେରିକାର କାଏଲେବ ଡ୍ରେସେଲ ଅଲିମ୍ପିକ୍‌ ରେକର୍ଡ ଭାଙ୍ଗିବା ସହ ପୁରୁଷ ୧୦୦ ମିଟର ଫ୍ରିଷ୍ଟାଇଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ୪୭.୦୨ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣିମ ସଫଳତା ପାଇଥିଲେ। ପ୍ରତିଦ୍ୱନ୍ଦ୍ୱିତା ତୀବ୍ର ସଂଘର୍ଷପୂର୍ଣ୍ଣ ହୋଇଥିଲା।…

ଇତିହାସ ରଚିଲେ ଦୀପିକା କୁମାରୀ

କଲମ୍ବୋ,୩୦।୭: ଆଜି ଟୋକିଓ ଅଲିମ୍ପିକ୍ସର ଅଷ୍ଟମ ଦିନ। ଶୁକ୍ରବାର ସକାଳୁ ମହିଳା ସିଙ୍ଗଲ୍ସ ତୀରନ୍ଦାଜୀରେ ବିଶ୍ୱର ଏକ ନମ୍ବର ଖେଳାଳି ଦୀପିକା କୁମାରୀ ରୁଷର ପୂର୍ବତନ ବିଶ୍ୱ ଚାମ୍ପିଅନ କେସେନିଆ ପେରୋଭାଙ୍କୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପାଞ୍ଚ…

ଛୋଟ ଦେଶର ବଡ଼ ଆଥଲେଟ୍‌

ଟୋକିଓ, ୩୦।୭- ଟୋକିଓ ଅଲିମ୍ପିକ୍ସରେ ଜନ ସଂଖ୍ୟାରେ ବହୁତ ଛୋଟ ଦେଶର ଆଥଲେଟ୍‌ମାନେ ମଧ୍ୟ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ଏପରି ଜଣେ ଆଥଲେଟ୍‌ ହେଲେ ଆଲେସାଣ୍ଡ୍ରା ପେରିଲି। ପେରିଲି ହେଉଛନ୍ତି ୩୪,୦୦୦ ଲୋକସଂଖ୍ୟା ବିଶିଷ୍ଟ ସାନ୍‌ ମାରିନୋ ଦେଶର…

ତୀରନ୍ଦାଜୀ: ଅଲିମ୍ପିକ ଚାମ୍ପିୟନଙ୍କୁ ହରାଇ ପ୍ରି-କ୍ୱାର୍ଟରରେ ଅତନୁ

ଟୋକିଓ,୩୦।୭(ପି.ଟି.): ଭାରତୀୟ ପୁରୁଷ ତୀରନ୍ଦାଜ ଅତନୁ ଦାସ ବ୍ୟକ୍ତିଗତ ଇଭେଣ୍ଟରେ ପ୍ରି- କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଦୁଇଥର ଅଲିମ୍ପିକ୍‌ ଚାମ୍ପିୟନ କୋରିଆର ଓହ ଜିନ ହ୍ବେକଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ପୂର୍ବରୁ ତାଙ୍କ ସ୍ତ୍ରୀ ଦୀପିକା କୁମାରୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?