ଅଲିମ୍ପିକ୍ସ ବକ୍ସିଂ: କ୍ୱାର୍ଟରରେ ପଦାର୍ପଣକାରୀ ସତୀଶ
ଟୋକିଓ,୩୦।୭(ପି.ଟି.): ଅଲିମ୍ପିକ୍ସରେ ଭାରତର ପ୍ରଥମ ସୁପର ହେଭିଓ୍ବେଟ (+୯୧ କେ.ଜି.) ବକ୍ସର ଭାବେ ଅଂଶଗ୍ରହଣ କରିଥିବା ସତୀଶ କୁମାର ପଦାର୍ପଣରେ ହିଁ କ୍ୱାର୍ଟର ଫାଇନାଲରେ ପ୍ରବେଶ କାରି ଭାରତ ପାଇଁ ପଦକ ସମ୍ଭାବନା ସୃଷ୍ଟି କରିଛନ୍ତି। ଗୁରୁବାର ସେ ଜାମାଇକାର ରିକାର୍ଡୋ…
ଅଲିମ୍ପିକ୍ସ ବ୍ୟାଡ୍ମିଣ୍ଟନ: କ୍ୱାର୍ଟର ଫାଇନାଲରେ ସିନ୍ଧୁ
ଟୋକିଓ,୩୦।୭(ପି.ଟି.): ଟୋକିଓ ଅଲିମ୍ପିକ୍ସ ବ୍ୟାଡ୍ମିଣ୍ଟନ ଇଭେଣ୍ଟରେ ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ଭାରତ ପାଇଁ ପଦକ ସମ୍ଭାବନା ସୃଷ୍ଟି କରିଛନ୍ତି। ୫ ବର୍ଷ ତଳେ ରିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ହାସଲ କରିଥିବା ସିନ୍ଧୁ ଏଥର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।…
ଅଲିମ୍ପିକ୍ସ ହକି: କ୍ୱାର୍ଟରରେ ଭାରତୀୟ ପୁରୁଷ ଦଳ
ଟୋକିଓ, ୩୦।୭: ଟୋକିଓ ଅଲିମ୍ପିକ୍ସ ହକି ଇଭେଣ୍ଟରେ ଭାରତୀୟ ପୁରୁଷ ଦଳ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଅନୁଷ୍ଠିତ ପୁଲ୍- ଏ ମ୍ୟାଚ୍ରେ ଭାରତ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନାକୁ ୩-୧ ଗୋଲରେ ପରାସ୍ତ କରି ଏହି ସଫଳତା ପାଇଛି। ଭାରତ…
ଫଶିଗଲେ ବିରାଟ କୋହଲି
ଲଣ୍ଡନ,୨୯।୭: ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ଏବେ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତ ହେଉଛନ୍ତି। କିନ୍ତୁ ମଝିରେ ମଝିରେ ସେ ବିବାଦରେ ପଡ଼ି ଯାଉଛନ୍ତି। ଏହି ବିବାଦର କାରଣ ହେଉଛି ସୋସିଆଲ ମିଡିଆରେ ତାଙ୍କର…
ଭାବି ଜ୍ୱାଇଁଙ୍କୁ ନେଇ ଏମିତି କହିଲେ ସୁନୀଲ ସେଟ୍ଟୀ
ବଲିଉଡ ଅଭିନେତ୍ରୀ ଆଥିଆ ସେଟ୍ଟୀ ଏବଂ କ୍ରିକେଟର କେ.ଏଲ ରାହୁଲ ଦୀର୍ଘ ଦିନ ହେବ ପରସ୍ପରକୁ ଡେଟ କରୁଛନ୍ତି। ଉଭୟ ସୋସିଆଲ ମିଡିଆରେ ସେମାନଙ୍କର ଭିନ୍ନ ଫଟୋ ପୋଷ୍ଟ କରୁଥିଲେ। କିନ୍ତୁ ଏବେ ଉଭୟ ପରସ୍ପର ସହ ପୋଜ୍ ଦେଇ ଫଟୋ…
ସିରିଜ୍ ଜିତିଲା ଶ୍ରୀଲଙ୍କା
କଲମ୍ବୋ,୨୯।୭: ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍କୁ ୭ ଉଇକେଟରେ ଜିତି ନେଇଛି ଶ୍ରୀଲଙ୍କା। ଘରୋଇ ଶ୍ରୀଲଙ୍କା ବୋଲରଙ୍କ ଆଗରେ ଧରାଶାୟୀ ହୋଇଥିଲା ଭାରତୀୟ ଦଳର ବ୍ୟାଟିଂ ଲାଇନଅପ୍। ୨୦ ଓଭରରେ ୮୧ ରନ୍ରେ ଅଟକି ଯାଇଥିଲା ଟିମ୍ ଇଣ୍ଡିଆ। ଲକ୍ଷ୍ୟ…
୮୧ରେ ଅଟକିଲା ଟିମ୍ ଇଣ୍ଡିଆ
କଲମ୍ବୋ,୨୯।୭: ଘରୋଇ ଶ୍ରୀଲଙ୍କା ବୋଲରଙ୍କ ଆଗରେ ଧରାଶାୟୀ ହୋଇଛି ଭାରତୀୟ ଦଳର ବ୍ୟାଟିଂ ଲାଇନଅପ୍। ୨୦ ଓଭରରେ ୮୧ ରନ୍ରେ ଅଟକିଛି ଟିମ୍ ଇଣ୍ଡିଆ। ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍ର ଗୁରୁବାର ଅନ୍ତିମ ମ୍ୟାଚରେ ଭାରତୀୟ ଅଧିନାୟକ ଶିଖର ଧାଓ୍ବନ…
ଫେଲ୍ ମାରିଲା ଟପ୍ଅର୍ଡର
କଲମ୍ବୋ,୨୯।୭: ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍ର ଗୁରୁବାର ଅନ୍ତିମ ମ୍ୟାଚରେ ଭାରତୀୟ ଅଧିନାୟକ ଶିଖର ଧାଓ୍ବନ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହାକୁ ସଠିକ୍ ସାବ୍ୟସ୍ତ କରିପାରି ନ ଥିଲେ ଟପ୍ଅର୍ଡର। ୯ ଓଭର ସୁଦ୍ଧା ଭାରତ…
ଟସ୍ ଜିତି ଭାରତର ବ୍ୟାଟିଂ
କଲମ୍ବୋ,୨୯।୭: ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍ର ଗୁରୁବାର ଅନ୍ତିମ ମ୍ୟାଚରେ ଭାରତୀୟ ଅଧିନାୟକ ଶିଖର ଧାଓ୍ବନ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍କୁ ୪ ଉଇକେଟରେ ଜିତି ନେଇଥିଲା ଶ୍ରୀଲଙ୍କା। ଫଳରେ…
ବକ୍ସିଂରେ ଭାରତକୁ ବଡ଼ ଝଟ୍କା: ହାରିଗଲେ ମେରିକମ
ଟୋକିଓ,୨୯।୭: ଟୋକିଓ ଅଲିମ୍ପିକ୍ସରେ ଭାରତକୁ ଏକ ଝଟ୍କା ଲାଗିଛି। ଷ୍ଟାର ବକ୍ସର ମେରିକମଙ୍କୁ ପରାଜୟର ସାମ୍ନା କରିବାକୁ ପଡିଛି। ତାଙ୍କ କଲମ୍ବିଆର ଲୋରେନା ଭାଲେନସିଆଙ୍କଠାରୁ ୨-୩ରେ ହାରିଯାଇଛନ୍ତି। ପ୍ରଥମ ରାଉଣ୍ଡରେ ହାରିବା ପରେ ଦ୍ୱିତୀୟ ରାଉଣ୍ଡରେ ମେରିକମ ଜବରଦସ୍ତ ଭାବେ ମ୍ୟାଚ୍କୁ…
ଏକବିଂଶ ଶତାବ୍ଦୀରେ ଜନ୍ମିତ ପ୍ରଥମ ଖେଳାଳି ଭାବେ ଭାରତ ପକ୍ଷରୁ ଡେବ୍ୟୁ କଲେ ଏହି କ୍ରିକେଟର୍
କଲମ୍ବୋ,୨୯।୭: ଆଇପିଏଲରେ ଭଲ ପ୍ରଦର୍ଶନ ପରେ ଯୁବ ବ୍ୟାଟ୍ସମ୍ୟାନ ଦେବଦତ୍ତ ପଡିକଲଙ୍କୁ ପୁରସ୍କୃତ କରାଯାଇଛି। ଆଇପିଏଲରେ ବିରାଟ କୋହଲିଙ୍କ ଦ୍ୱାରା ଅଧିନାୟକ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁରେ ଖେଳିଥିବା ଦେବଦତ୍ତ ପଡିକଲଙ୍କୁ ବୁଧବାର ଅନ୍ତର୍ଜାତୀୟ ପଦାର୍ପଣ କରିବାର ସୁଯୋଗ ମିଳିଥିଲା। ଡେବ୍ୟୁ ମ୍ୟାଚ୍ରେ…
ଆଜି ଭାରତ-ଶ୍ରୀଲଙ୍କା ନିର୍ଣ୍ଣାୟକ ଟି-୨୦: ଜାଣନ୍ତୁ କେବେ ଓ କେଉଁଠି ଦେଖିବେ ଏହି ମ୍ୟାଚ୍…
କଲମ୍ବୋ,୨୯।୭: ଭାରତ-ଶ୍ରୀଲଙ୍କା ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ଟି-୨୦ ଗୁରୁବାର ଖେଳାଯିବ। ଭାରତୀୟ ଟିମ୍ର ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କୋଭିଡ ସଂକ୍ରମିତ ହୋଇଯିବା ପରେ ଦ୍ୱିତୀୟ ଟି-୨୦ରେ ଖେଳାଳି ଚୟନକୁ ନେଇ ସମସ୍ୟା ସୃଷ୍ଟି ହୋଇଥିଲା। ଫଳରେ ଶ୍ରୀଲଙ୍କା ଟିମ୍ ଏଥିରେ…

