ଖେଳ

ଶ୍ରୀଲଙ୍କାର ଜାତୀୟ ସଙ୍ଗୀତ ଗାଇ ଚର୍ଚ୍ଚାରେ ପାଣ୍ଡ୍ୟା

କଲମ୍ବୋ,୨୬।୭: ଶ୍ରୀଲଙ୍କା ଗସ୍ତରେ ଭାରତ ତାର ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି ଭାରତ। ପ୍ରଥମ ଟି -୨୦ରେ ୩୮ ରନ୍‌ରେ ଆୟୋଜକଙ୍କୁ ପରାସ୍ତ କରିଥିଲେ। ଶ୍ରୀଲଙ୍କା ବିପକ୍ଷ ଦିନିକିଆ…

ଟି୨୦, ଦିନିକିଆ ପରେ ଏବେ ଟେଷ୍ଟରେ ସୁଯୋଗ

ଲଣ୍ଡନ,୨୬।୭: ଯୁବ ଓପନର ପୃଥ୍ବୀ ଶ ଓ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଭାରତୀୟ ଟେଷ୍ଟ ଦଳରେ ସାମିଲ ହୋଇଛନ୍ତି। ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଏହି…

ହାରି ବି ଇତିହାସ ରଚିଲେ ଭବାନୀ ଦେବୀ

ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସରେ ସୋମବାର ଚତୁର୍ଥ ଦିନ। କିନ୍ତୁ ପ୍ରତିଯୋଗିତା ଆଧାରରେ ଆଜି ତୃତୀୟ ଦିନ। ତେବେ ପ୍ରାରମ୍ଭିକ ମ୍ୟାଚ୍‌ ଗୁଡିକରେ ଭାରତୀୟ ଦଳ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ପରାଜୟର ସାମ୍ନା କରିବାକୁ ପଡିଛି। ଭାରତୀୟ ମହିଳା ଫେସିଂ ଖେଳାଳି…

ରୌପ୍ୟ ବଦଳରେ ମୀରାବାଇଙ୍କୁ ମିଳିପାରେ ସ୍ବର୍ଣ୍ଣ ପଦକ!

ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ଭାରୋତ୍ତୋଳନରେ ସ୍ବର୍ଣ୍ଣ ପଦକ ଜିତିଥିବା ଚାଇନାର ଜିହୁଇ ହୁଙ୍କଠାରୁ ପଦକ ଫେରାଇ ନିଆଯାଇପାରେ। କାରଣ ଜିହୁଇ ଡୋପ ଟେଷ୍ଟ କରାଯିବ। ହୋଙ୍କୁ ଟୋକିଓରେ ରହିବାକୁ କୁହାଯାଇଛି ଏବଂ ଏହି ସମୟ ମଧ୍ୟରେ ଡୋପିଂ ପରୀକ୍ଷା କରାଯିବ।…

୧୩ ବର୍ଷରେ ଅଲମ୍ପିକ୍‌ ଗୋଲ୍ଡ ମେଡାଲ ବିଜେତା…

ଟୋକିଓ,୨୬।୭: ଜାପାନର ୧୩ ବର୍ଷ ବୟସ୍କା ବାଳିକା ନିଶିୟା ମୋମିଜି ଟୋକିଓ ଅଲମ୍ପିକ୍‌ରେ ପ୍ରଥମ ମହିଳା ସ୍କେଟ୍‌ ବୋର୍ଡିଂ ଚମ୍ପିୟନ ହେବା ସହିତ ଦେଶ ପାଇଁ ଗୋଲ୍ଡ ମେଡାଲ ଜିଣିଛନ୍ତି। ପୃଥିବୀର ସମସ୍ତ ଅଞ୍ଚଳରୁ ଏବେ ନିଶିଆଙ୍କ ସଫଳତା ନେଇ ଶୁଭେଚ୍ଛାର…

ଆର୍ଚେରୀ ପୁରୁଷ ଦଳକୁ ଝଟ୍‌କା: କ୍ୱାର୍ଟର ଫାଇନାଲରେ କୋରିଆଠାରୁ ହାରିଲା ଭାରତ

ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସରେ ପୁରୁଷ ଆର୍ଚେରୀ ଦଳଗତ ଇଭେଣ୍ଟରେ ଭାରତକୁ ଝଟ୍‌କା ଲାଗିଛି। କ୍ୱାର୍ଟର ଫାଇନାଲରେ ପ୍ରବୀଣ ଯାଦବ, ତରୁଣଦୀପ ରାୟ ଏବଂ ଅତନୁ ଦାସଙ୍କ ଦ୍ୱାରା ଗଠିତ ଟିମକୁ କୋରିଆ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଭାରତୀୟ ଦଳ…

ଟେବୁଲ ଟେନିସରେ ଶରଥ କମଲଙ୍କ ଚମତ୍କାର ପ୍ରଦର୍ଶନ

ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସରେ ପୁରୁଷ ଟେବୁଲ ଟେନିସ ସିଙ୍ଗଲ୍ସ ଇଭେଣ୍ଟରେ ଭାରତୀୟ ଖେଳାଳି ଶରଥ କମଲ ଚମତ୍କାର ପ୍ରଦର୍ଶନ କରିଥିଲେ। ପ୍ରାରମ୍ଭରେ ପଛରେ ପଡ଼ିଯିବା ପରେ ସେ ଦ୍ୱିତୀୟ ରାଉଣ୍ଡରେ ପର୍ତ୍ତୁଗାଲର ଟିଆଗୋ ଆପୋଲୋନିଆଙ୍କୁ ପରାସ୍ତ କରି ଦ୍ୱିତୀୟ ଶ୍ରେଷ୍ଠ ପ୍ରତ୍ୟାବର୍ତ୍ତନ…

ପ୍ରଥମ ମ୍ୟାଚ୍‌ରେ ‘ଶୂନ’ କରି ଧୋନୀ, ରାହୁଲଙ୍କ କ୍ଲବରେ ସାମିଲ ହେଲେ ଶ’

କଲମ୍ବୋ,୨୬।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ ଆୟୋଜକ ଦଳକୁ ୩୮ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ପୃଥ୍ବୀ ଶ’ ଅନ୍ତର୍ଜାତୀୟ ଟି-୨୦ ଡେବ୍ୟୁ କରିଥିଲେ। କିନ୍ତୁ ସେ ଭାରତୀୟ ପାଳିର ପ୍ରଥମ…

୧୪ ରନ୍‌ରେ ୮ ଉଇକେଟ୍‌ ହରାଇଥିଲା ଏହି ଦଳ, ୮ ନମ୍ବର ବ୍ୟାଟ୍ସମ୍ୟାନ୍‌ ବଦଳାଇଦେଲେ ମ୍ୟାଚ୍‌ର ରୂପରେଖ

ନୂଆଦିଲ୍ଲୀ,୨୬।୭: ଏକ ରୋମାଞ୍ଚକର ଟି -୨୦ ମ୍ୟାଚରେ ବେଲଜିୟମ ଅଷ୍ଟ୍ରିଆକୁ ୧୨ ରନରେ ପରାସ୍ତ କରିଛି। ବେଲଜିୟମ ଏକ ସମୟରେ ୧୪ ରନ ପାଇଁ ୮ ଉଇକେଟ ହରାଇଥିଲା। ୮ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ସାବୀର ଜାଖିଲ ଅପରାଜିତ ଶତକ…

କୋଭିଡ୍‌ ସ୍ବାସ୍ଥ୍ୟକର୍ମୀ ଜିତିଲେ ସ୍ବର୍ଣ୍ଣ

ଟୋକିଓ, ୨୬ା୭ (ପି.ଟି.)-ଇରାନର ଜଣେ କୋଭିଡ୍‌ ସ୍ବାସ୍ଥ୍ୟକର୍ମୀ ଜାଭେଦ୍‌ ଫରୋଚି ଅଲିମ୍ପିକ ପୁରୁଷ ୧୦ ମିଟର ଏୟାର ପିସ୍ତଲ ଚାମ୍ପିୟନ ହୋଇଛନ୍ତି। ଟୋକିଓ ଗେମ୍ସରେ ଅଂଶଗ୍ରହଣ କରିବା ଲାଗି ଆସିବା ପୂର୍ବରୁ ସେ ଏକ ହସ୍ପିଟାଲର କୋଭିଡ୍‌ ଓ୍ବାର୍ଡରେ ଜଣେ ସ୍ବାସ୍ଥ୍ୟକର୍ମୀ…

ଟେବୁଲ ଟେନିସ: ମନିକାଙ୍କ ଲଢ଼ୁଆ ପ୍ରଦର୍ଶନ

ଟୋକିଓ, ୨୬।୭(ପି.ଟି.)- ଚଳିତ ଅଲିମ୍ପିକ୍ସରେ ଭାରତର ମହିଳା ଟେବୁଲ ଟେନିସ ତାରକା ମନିକା ବାତ୍ରା ଲଢ଼ୁଆ ପ୍ରଦର୍ଶନ କରି ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ରବିବାର ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ସେ ବିଶ୍ୱର ୩୨ ନମ୍ବର ଖେଳାଳି ମାର୍ଗାରେଟା ପେସୋସ୍କାଙ୍କୁ…

ଅଲିମ୍ପିକ୍‌ ବ୍ୟାଡ୍‌ମିଣ୍ଟନ: ସିନ୍ଧୁଙ୍କ ବିଜୟ ଅଭିଯାନ

  ଟୋକିଓ,୨୬।୭(ପି.ଟି): ଟୋକିଓ ଅଲିମ୍ପିକ୍ସ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟରେ ଭାରତୀୟ ମହିଳା ତାରକା ଖେଳାଳି ତଥା ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ଗତ ୨୦୧୬ ରିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ହାସଲ କରିଥିବା ସିନ୍ଧୁ ପ୍ରଥମ ରାଉଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?