ଖେଳ

ମହିଳା କ୍ରିକେଟ ଦଳକୁ ସବୁଠି ପ୍ରଶଂସାର ସୁଅ: ସଚିନ କହିଲେ…

ନଭି ମୁମ୍ବାଇ,୩୧ା୧୦: ମହିଳା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ୍‌ ସେମିଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ରେକର୍ଡ ଚେଜ୍‌ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ସମେତ ଦେଶର କ୍ରୀଡ଼ା ମହଲକୁ ଅବିିଭୁତ କରିଛି। ଏହି ଆଶ୍ଚର୍ଯ୍ୟଜନକ ବିଜୟ କ୍ରିକେଟ ଇତିହାସରେ ସ୍ମରଣୀୟ ହୋଇ ରହିବ…

ମେଲବୋର୍ନରେ ହାରିଲା ଭାରତ: କଙ୍ଗାରୁ ଦଳର ବଡ଼ ବିଜୟ

ମେଲବୋର୍ନ,୩୧।୧୦: ଆସନ୍ତା ବର୍ଷ ଟି-୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳ ଏକ କଡ଼ା ଶିକ୍ଷା ପାଇଛି। ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ, ଟିମ ଇଣ୍ଡିଆ ମେଲବୋର୍ନରେ ଅଷ୍ଟ୍ରେଲିଆ ହାତରୁ ଚାରି ଉଇକେଟରେ ପରାଜୟ ବରଣ କରିଛି। ଭାରତ ବ୍ୟାଟିଂ କ୍ରମରେ ଅନାବଶ୍ୟକ…

ଅଷ୍ଟ୍ରେଲିଆ ଆଗରେ ମାଟି କାମୁଡ଼ିଲା ଟିମ୍‌ ଇଣ୍ଡିଆ: ଅଭିଷେକଙ୍କୁ ଛାଡ଼ି ସମସ୍ତେ ଫ୍ଲପ୍‌

ମେଲବୋର୍ଣ୍ଣ,୩୧।୧୦: ଦ୍ୱିତୀୟ ଟି-୨୦ରେ ଭାରତ ଅଷ୍ଟ୍ରେଲିଆକୁ ୧୨୬ ରନ୍‌ର ଟାର୍ଗେଟ ଦେଇଛି। ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ଏବଂ ୧୮.୪ ଓଭରରେ ଭାରତକୁ ୧୨୫ ରନ୍‌ରେ ଅଲଆଉଟ କରିଥିଲା। ଭାରତର ଆରମ୍ଭ ଖରାପ ଥିଲା। ୫୦…

୨୦ ତମ ରାଜ୍ୟସ୍ତରୀୟ ସ୍କ୍ବାଏ ମାର୍ଶାଲ ଆର୍ଟ ପ୍ରତିଯୋଗିତା: କୋରାପୁଟକୁ ୭ ପଦକ

କୋରାପୁଟ,୩୧/୧୦(ଅମିତାଭ ବେହେରା): ଝାରସୁଗୁଡାଠାରେ ଆୟୋଜିତ ୨୦ତମ ରାଜ୍ୟସ୍ତରୀୟ ସ୍କ୍ବାଏ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ କୋରାପୁଟକୁ ୭ ଟି ପଦକ ପାଇ ଜିଲାପାଇଁ ଗୌରବ ଆଣିଛନ୍ତି। ଗତ ଅକ୍ଟୋବର ୨୪ରୁ ୨୬ ତାରିଖ ଯାଏ ଝାରସୁଗୁଡ଼ାରେ ୨୦ତମ ରାଜ୍ୟ ସ୍ତରୀୟ ସ୍କ୍ବାଏ ମାର୍ଶାଲ…

KKR ନା MI: ଆଇପିଏଲ ୨୦୨୬ରେ କାହା ପାଇଁ ଖେଳିବେ ରୋହିତ, ସ୍ପଷ୍ଟ କଲା ମୁମ୍ବାଇ, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୩୧।୧୦: IPL ୨୦୨୬ ପାଇଁ ଆହୁରି ବହୁତ ସମୟ ଅଛି, କିନ୍ତୁ ରୋହିତ ଶର୍ମାଙ୍କ ଦଳ ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ଜୋର ଧରିଛି। ଏହା ସେତେବେଳେ ଆରମ୍ଭ ହୋଇଥିଲା ଯେତେବେଳେ କୋଲକାତା ନାଇଟ ରାଇଡର୍ସର ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ରୋହିତ ଶର୍ମାଙ୍କୁ…

ଫାଇନାଲ୍‌ ପୂର୍ବରୁ ଗାଭାସ୍କରଙ୍କ ନିଆରା ପ୍ରତିଶ୍ରୁତି: ଭାରତ ଜିତିଲେ କରିବି ଏମିତି କାମ

ନୂଆଦିଲ୍ଲୀ,୩୧।୧୦: ଟିମ ଇଣ୍ଡିଆ ଏକ ଜବରଦସ୍ତ ପ୍ରଦର୍ଶନ ସହିତ ମହିଳା ବିଶ୍ୱକପ ୨୦୨୫ର ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲ୍‌ରେ ୭ ଥର ଚାମ୍ପିଅନ ଅଷ୍ଟ୍ରେଲିଆକୁ ପରାସ୍ତ କରି ଭାରତ ଇତିହାସ ରଚିଥିଲା। ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ଏକ ମଜାଦାର…

ଜେମିମାଙ୍କୁ ନେଇ ଏମିତି କହିଦେଲେ କୋହଲି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୧୦: ୨୦୨୫ ମହିଳା ବିଶ୍ୱକପ ସେମିଫାଇନାଲରେ ଭାରତ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା। ଏହି ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆ ଦଳ ଗୋଟିଏ ବି ମ୍ୟାଚ ହାରି ନ ଥିଲା ଏବଂ ଅଷ୍ଟ୍ରେଲିଆ ୭ ଥର ବିଶ୍ୱକପ ବିଜେତା। ୨୦୨୨ରେ ଅଷ୍ଟ୍ରେଲିଆ ମଧ୍ୟ ମହିଳା ବିଶ୍ୱକପ…

ବାପାଙ୍କୁ କୁଣ୍ଢାଇ ଭୋ ଭୋ ହୋଇ କାନ୍ଦିଲେ ଜେମିମା: ଭାଇ କଲେ ଏମିତି କାମ… ଭାଇରାଲ ହେଉଛି Video

ନଭୀ ମୁମ୍ବାଇ,୩୧।୧୦: ମହିଳା ବିଶ୍ୱକପ ସେମିଫାଇନାଲରେ ଭାରତ ଏକ ଦମଦାର ବିଜୟ ହାସଲ କରିଛି। ନକଆଉଟ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆକୁ ୫ ଉଇକେଟ୍‌ରେ ପରାସ୍ତ କରିଛି। ଏହି ସେମିଫାଇନାଲରେ ଜେମିମା ରୋଡ୍ରଗ୍ସ ୧୨୭ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ। ୧୩…

ସେମିଫାଇନାଲ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ଐତିହାସିକ ବିଜୟ ସହ ଏକାଧିକ ବିଶ୍ୱ ରେକର୍ଡ ଭାଙ୍ଗିଲା ଭାରତ

ନବୀ ମୁମ୍ବାଇ,୩୧।୧୦: ଗୁରୁବାର ଡିୱାଇ ପାଟିଲ ଷ୍ଟାଡିୟମ୍‌ରେ ମହିଳା ବିଶ୍ୱକପ୍ ଦ୍ୱିତୀୟ ସେମିଫାଇନାଲ୍‌ରେ ଭାରତ ଅଷ୍ଟ୍ରେଲିଆକୁ ୫ ଉଇକେଟ୍ ଓ ୯ ବଲ୍ ବାକିଥାଇ ହରାଇ ରେକର୍ଡ ୩୩୯ ରନ୍ ଲକ୍ଷ୍ୟ ପୂରଣ କରି ଫାଇନାଲ୍‌କୁ ଯୋଗ୍ୟତା ଅର୍ଜନ କରିଛି। ରବିବାର…

ମ୍ୟାଚ୍ ବିଜୟୀ ଇନିଂସ ପରେ କାନ୍ଦି ପକାଇଲେ ଜେମିମାହ ରଡ୍ରିଗ୍ସ; ଖୁଲାସା କଲେ ରଣନୀତି

ନବୀ ମୁମ୍ବାଇ,୩୧।୧୦: ଅଷ୍ଟ୍ରେଲିଆକୁ ୫ ଉଇକେଟ୍‌ରେ ହରାଇ ଭାରତ ମହିଳା ବିଶ୍ୱକପ୍ ଫାଇନାଲ୍‌କୁ ପ୍ରବେଶ କରିଛି। ରବିବାର ଦକ୍ଷିଣ ଆଫ୍ରିକା ସହ ଫାଇନାଲ୍ ଖେଳିବ। ଅଷ୍ଟ୍ରେଲିଆ ବିଦାୟ ନେବାରୁ ନୂଆ ଚାମ୍ପିଅନ୍ ହେବ। ଜେମିମାହ ରଡ୍ରିଗ୍ସ ୧୩୪ ବଲ୍‌ରେ ଅପରାଜିତ ୧୨୭…

“ପ୍ରତିଦିନ କାନ୍ଦୁଥିଲି”: ଭାରତକୁ ଐତିହାସିକ ବିଜୟ ଦେବା ପରେ ଭାବପ୍ରବଣ ହେଲେ ଜେମିମାହ ରଡ୍ରିଗ୍ସ

ନବୀ ମୁମ୍ବାଇ,୩୧।୧୦: ଡିୱାଇ ପାଟିଲ ଷ୍ଟାଡିୟମ୍‌ରେ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ସେମିଫାଇନାଲ୍‌ରେ ଭାରତ ରେକର୍ଡ ୩୩୯ ରନ୍ ଲକ୍ଷ୍ୟ ପିଛା କରି ୪୮.୩ ଓଭର୍‌ରେ ୫ ଉଇକେଟ୍ ହରାଇ ୩୪୧ ରନ୍ କରି ବିଜୟୀ ହୋଇ ମହିଳା ବିଶ୍ୱକପ୍ ଫାଇନାଲ୍‌କୁ ଯୋଗ୍ୟତା…

IPLକୁ ଫେରିବେ ଯୁବରାଜ ସିଂ! ଏହି ଦଳରେ ଦେବେ ଯୋଗ, ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୧୦: ପୂର୍ବ ସିଜିନ ତୁଳନାରେ IPL ୨୦୨୬ରେ ଅନେକ ପରିବର୍ତ୍ତନ ହେବାର ଆଶା କରାଯାଉଛି। ଅଭିଷେକ ନାୟାରଙ୍କୁ କୋଲକାତା ନାଇଟ ରାଇଡର୍ସ (KKR) ମୁଖ୍ୟ ପ୍ରଶିକ୍ଷକ ନିଯୁକ୍ତ କରିଛି। କେନ ୱିଲିୟମ୍ସନ ଏବଂ ଭାରତ ଅରୁଣଙ୍କୁ ଚୁକ୍ତିବଦ୍ଧ କରିସାରିଥିବା ଲକ୍ଷ୍ନୌ ସୁପର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri