ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ: ‘ଆଇଏସଆଇଏସ କଶ୍ମୀର’ରୁ ଆସିଲା ଇମେଲ
ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ତଥା ପୂର୍ବତନ ଭାଜପା ଏମପି ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ମୃତ୍ୟୁ ଧମକ ମିଳିଛି। ଏପ୍ରିଲ ୨୨ରେ ଦୁଇଟି ଇମେଲ ମାଧ୍ୟମରେ ତାଙ୍କୁ “ଆଇକିଲ୍ୟୁ” (IKillU) ମେସେଜ ପଠାଯାଇଥିଲା। ଏହି...
BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ
ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ...
IPLରେ ଇତିହାସ ରଚିଲେ କେ.ଏଲ ରାହୁଲ: ହାସଲ କଲେ ବଡ଼ ରେକର୍ଡ
ନୂଆଦିଲ୍ଲୀ,୨୩।୪: କେଏଲ ରାହୁଲ ଆଇପିଏଲ ଇତିହାସରେ ଦ୍ରୁତତମ ୫,୦୦୦ ରନ ପୂରଣ କରିଥିବା ଖେଳାଳି ହୋଇଛନ୍ତି। ସେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ବିପକ୍ଷ ମ୍ୟାଚ୍ରେ ଏହି ସଫଳତା ପାଇଥିଲେ। ଏହି ମ୍ୟାଚ୍ରେ ସେ ୫୭ ରନ୍ର ଅପରାଜିତ ଇନିଂସ ଖେଳିଥିଲେ। ଏହି...
PSL: ପଡ଼ିଆ ମଝିରେ ଓ୍ବିକେଟ କିପରଙ୍କୁ ମୁଥ ମାରିଲେ ବୋଲର, ଲହୁଲୁହାଣ ହେଲା…
ଇସଲାମାବାଦ,୨୩।୪: ପାକିସ୍ତାନ ସୁପର ଲିଗ ବା PSL ଆରମ୍ଭ ହେବା ଦିନଠାରୁ, କିଛି ବିବାଦ ଏବଂ ଘଟଣା ଘଟିଛି ଯାହା କ୍ରିକେଟକୁ ବାରମ୍ବାର ହସର ଖୋରାକ ଦେଇଥାଏ। ମ୍ୟାଚ ମଝିରେ ଲାଇଟ ଲିଭିଯିବା, ଅମ୍ପାୟାରଙ୍କ ସହ ଖେଳାଳିଙ୍କ ଝଗଡ଼ା ହେବା...
ଆଇଏସ୍ଏସ୍ଏଫ୍ ଓ୍ବାଲର୍ଡ କପ୍: ଭାରତକୁ ତୃତୀୟ ସ୍ଥାନ
ଲିମା (ପେରୁ), ୨୨ା୪: ପୃଥ୍ବୀରାଜ ଟୋଣ୍ଡାଇମାନ ଓ ପ୍ରଗତି ଦୁବେ ଟ୍ରାପ୍ ମିକ୍ସଡ ଟିମ୍ ଇଭେଣ୍ଟର ମେଡାଲ ରାଉଣ୍ଡକୁ ଉନ୍ନୀତ ହେବାରେ ବିଫଳ ହେବାରୁ ଭାରତୀୟ ଶୁଟରମାନେ ଏଠାରେ ଅନୁଷ୍ଠିତ ଆଇଏସ୍ଏସ୍ଏଫ୍ ଶୁଟିଂ ବିଶ୍ୱକପ୍ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।...
୫ ମହିଳା ଚେସ୍ ଖେଳାଳିଙ୍କୁ ମିଳିବ ୧କୋଟି ଅନୁଦାନ
ହାଇଦ୍ରାବାଦ,୨୨ା୪: ଭାରତରେ ମହିଳା ଖେଳର ପ୍ରତିଷ୍ଠାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ରଖିଥିବା ୬୪ ସ୍କୋୟାର୍ସ ନାମକ ଏକ ସଂଗଠନ ମଙ୍ଗଳବାର ଇଣ୍ଟରନ୍ୟାଶନାଲ ମାଷ୍ଟର(ଆଇଏମ୍) ଭାନ୍ତିକା ଅଗ୍ରଓ୍ବାଲଙ୍କ ବ୍ୟତୀତ ଅନ୍ୟ ୪ଜଣ ଉଦୀୟମାନ ଚେସ୍ ଖେଳାଳି ୧କୋଟି ଟଙ୍କାର ଫେଲୋଶିପ୍ ଅନୁଦାନ...
ଦିଲ୍ଲୀର ଷଷ୍ଠ ବିଜୟ
ଲକ୍ଷ୍ନୌ,୨୨ା୪: ମୁକେଶ କୁମାର ଘାତକ ବୋଲିଂ ବଳରେ ଦିଲ୍ଲୀ ପ୍ୟାପିଟାଲ୍ସ (ଡିସି) ୮ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏସ୍ଏଲ୍ଜି)କୁ ପରାସ୍ତ କରିଛି। ଲକ୍ଷ୍ନୌ ପକ୍ଷରୁ ପ୍ରଦତ୍ତ ୧୬୦ ରନର ଲକ୍ଷ୍ୟକୁ ଦିଲ୍ଲୀ ୧୭.୫ ଓଭରରେ ୨ ଉଇକେଟ ହରାଇ...
୧୦ ଆଥଲେଟ୍ଙ୍କୁ ସହାୟତାର ହାତ ବଢାଇଲେ ଶିବମ
ଚେନ୍ନାଇ,୨୨ା୪: ଭାରତ ତଥା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅଲରାଉଣ୍ଡର ଶିବମ ଦୁବେ ମଙ୍ଗଳବାର ତାମିଲନାଡୁର ୧୦ ଉଦୀୟମାନ ଆଥଲେଟ୍ଙ୍କୁ ୭୦ ହଜାର ଲେଖାଏ ସହାୟତା ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ତାମିଲନାଡୁ ଜର୍ନାଲିଷ୍ଟଙ୍କ ଆସୋସିଏଶନ(ଟିଏନ୍ଏସ୍ଜେଏ)ର ପୁରସ୍କାର ଓ ସ୍କଲରାଶିପ୍ସ ବିତରଣ...
ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ
ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତାଇଥିବାରୁ ୫୫ ବର୍ଷୀୟ ସ୍ଲାଟରଙ୍କୁ ଜେଲରୁ ମୁକ୍ତ କରାଯାଇଛି। ସେ ଘରୋଇ...
IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା ପାଇଁ ଶେଷ ଓଭରରେ ୯ରନ ଆବଶ୍ୟକ ଥିଲା, କିନ୍ତୁ ଆଭେଶ ଖାନଙ୍କ ଏହି...
ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ
ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି। କାରଣ ସେ ବିବାହ ବାର୍ଷିକୀରେ ମା’ ହୋଇଛନ୍ତି। ଜ୍ୱାଲା ୨୨ ଏପ୍ରିଲ ୨୦୨୧ରେ...
ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ ପ୍ରସିଦ୍ଧ କ୍ରିକେଟର୍: ଥାନାରେ ପହଞ୍ଚିଲା ମାମଲା
ନୂଆଦିଲ୍ଲୀ,୨୨।୪: ପୂର୍ବତନ ଭାରତୀୟ କ୍ରିକେଟର ଅମିତ ମିଶ୍ରଙ୍କ ନାଁରେ ତାଙ୍କ ପତ୍ନୀ ଗରିମା ମିଶ୍ର ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଅମିତ ତାଙ୍କୁ ଯୌତୁକ ପାଇଁ ହଇରାଣ କରିଛନ୍ତି। ତାଙ୍କୁ ୧୦ ଲକ୍ଷ ଟଙ୍କା ଏବଂ ଏକ କାର ଦେବାକୁ...
Archives


