ଖେଳ

ଫେରିଲା କୁଲଚା ଯୋଡ଼ି

କଲମ୍ବୋ,୧୮।୭: ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଛି ‘କୁଲଚା’ ଯୋଡ଼ି। କୁଲଚା ଭାବେ ପରିଚିତ କୁଲଦୀପ ଯାଦବ ଓ ୟୁଜବେନ୍ଦ୍ର ଚହଲଙ୍କ ଯୋଡ଼ି ୭୪୯ ଦିନ ପରେ ଭାରତୀୟ ଦଳ ପାଇଁ ଖେଳିଛନ୍ତି। ଦୁହେଁ ଅନ୍ତିମ ଥର…

ଆହତ ବ୍ୟାଟ୍ସମ୍ୟାନଙ୍କୁ ରନ୍‌ ଆଉଟ୍‌ ନ କରି ଛାଡ଼ି ଦେଲେ

ଓଲ୍ଡ ଟ୍ରାଫର୍ଡ,୧୮।୭: ଜୋ ରୁଟ ଓ ୟର୍କଶାୟାର ଦଳୀୟ ଖେଳାଳିଙ୍କ ଖେଳୁଆଡ଼ ନିଷ୍ପତ୍ତି ପ୍ରଶଂସକଙ୍କ ମନ ଜିତି ନେଇଛି। ଶନିବାର ଓଲ୍ଡ ଟ୍ରାଫର୍ଡଠାରେ ଖେଳାଯାଇଥିବା ଟି୨୦ ବ୍ଲାଷ୍ଟ ମ୍ୟାଚ୍‌ରେ ଲାଙ୍କାଶାୟାର ଦଳର ଷ୍ଟିଭେନ କ୍ରଫ୍ଟ ଆହତ ସମସ୍ୟା ଯୋଗୁ ରନ୍‌ ନେବାବେଳେ…

କ୍ରିକେଟ ଇତିହାସରେ ଆଜି ଏକ ବିଶେଷ ଦିନ: ଜାଣନ୍ତୁ କାହିଁକି

ଜୁଲାଇ ୧୮।୭, ଅର୍ଥାତ୍‌ ଆଜିର ଦିନ କ୍ରିକେଟ ଇତିହାସରେ ଏକ ବିଶେଷ ମହତ୍ତ୍ୱ ରହିଛି। କ୍ରିକେଟ ଜଗତରେ ‘ଦ ଡକ୍ଟର’ ଭାବରେ ଜଣାଶୁଣା ଡବ୍ଲୁ ଗ୍ରେସ ୧୮୪୮ ମସିହାରେ ଆଜିର ଦିନରେ ଜନ୍ମ ହୋଇଥିଲେ। ପୂର୍ବତନ ଇଂଲଣ୍ଡ ଅଧିନାୟକ ଗ୍ରେସ୍‌ ‘ଦ…

ଟିମ୍‌ ଇଣ୍ଡିଆ ଆଗରେ ଚ୍ୟାଲେଞ୍ଜିଂ ଟାର୍ଗେଟ

କଲମ୍ବୋ,୧୮।୭: ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଆଗରେ ୨୬୩ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ ଛିଡ଼ା କରିଛି ଶ୍ରୀଲଙ୍କା। ମ୍ୟାଚ୍‌ ଆରମ୍ଭରୁ ଭାରତୀୟ ବୋଲରଙ୍କ ଜବରଦସ୍ତ ବୋଲିଂ ଯୋଗୁ ଘରୋଇ ଦଳର କୌଣସି ବ୍ୟାଟ୍ସମ୍ୟାନ କ୍ରିଜ୍‌ରେ ଅଧିକ ସମୟ ତିଷ୍ଟି ପାରି…

ସାମସନଙ୍କ ପିଛା ଛାଡ଼ୁନି ଦୁର୍ଭାଗ୍ୟ

କଲମ୍ବୋ,୧୮।୭: ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ପିଛା ଛାଡ଼ୁନି ଦୁର୍ଭାଗ୍ୟ। ରବିବାର ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ପୂର୍ବରୁ ଆହତ ସମସ୍ୟା କାରଣରୁ ଦଳରୁ ବାଦ୍‌ ପଡ଼ିଛନ୍ତି ଏହି ଷ୍ଟାର ବ୍ୟାଟ୍ସମ୍ୟାନ। ଟ୍ରେନିଂ ସେସନରେ ତାଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା।…

୧୩ ବଲ୍‌ରେ ବିସ୍ଫୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍‌: ଚର୍ଚ୍ଚାରେ ତାଙ୍କ ଛକା

ନୂଆଦିଲ୍ଲୀ,୧୮।୭: ଆଫଗାନିସ୍ତାନର ଷ୍ଟାର୍‌ ବୋଲର୍‌ ରଶିଦ୍‌ ଖାନ ଭିଟାଲିଟି ଟି-୨୦ ବ୍ଲାଷ୍ଟରେ ନିଜ ବ୍ୟାଟ୍‌ରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ସସେକ୍ସ ପକ୍ଷରୁ ଖେଳୁଥିବା ରଶିଦ୍‌ ହାମ୍ପସାୟର ବିପକ୍ଷରେ ସେ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ସେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର…

ଅଧିନାୟକ ଭାବେ ପଡିଆକୁ ଓହ୍ଲାଇବା ମାତ୍ରେ ନିଆରା ରେକର୍ଡ ସୃଷ୍ଟି କଲେ ଧାଓ୍ବନ୍‌

କଲମ୍ବୋ,୧୮।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଦିନିକିଆ କଲମ୍ବୋରେ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚରେ ଶ୍ରୀଲଙ୍କା ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ବତ୍ତି ନେଇଥିଲା। ଶିଖର ଧାୱନ ପ୍ରଥମ ଥର ପାଇଁ ଟିମ୍‌ ଇଣ୍ଡିଆର ଅଧିନାୟକ ଦାୟିତ୍ୱ…

ଜନ୍ମଦିନରେ ଏହି କ୍ରିକେଟର୍‌ଙ୍କୁ ମିଳିଲା ବଡ଼ ଉପହାର

କଲମ୍ବୋ,୧୮।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଦିନିକିଆ କଲମ୍ବୋରେ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚ୍‌ରେ ଇଶାନ କିଶନ ଏବଂ ସୂର୍ଯ୍ୟ କୁମାର ଯାଦବ ଦିନିକିଆ ଡେବ୍ୟୁ କରିବେ। ଏହା କିଷାନଙ୍କ ପାଇଁ ଏହା ସ୍ବତନ୍ତ୍ର ମ୍ୟାଚ୍‌। କାରଣ ଆଜି ତାଙ୍କର…

ଟସ୍‌ ଜିତିଲା ଶ୍ରୀଲଙ୍କା; ବୋଲିଂ କରିବ ଭାରତ

କଲମ୍ବୋ,୧୮।୭: ଭାରତ-ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମୁକାବିଲା ଏଠାକାର କେ.ଆର୍‌.ପ୍ରେମଦାସା ଷ୍ଟାଡିୟମରେ ରବିବାର ଖେଳାଯାଉଛି। ନିୟମିତ ଅଧିନାୟକ ବିରାଟ କୋହଲି ଇଂଲଣ୍ଡ ଗସ୍ତରେ ଥିବା ଯୋଗୁ ଓପନର୍‌ ଶିଖର ଧାଓ୍ବନ ଦଳର ନେତୃତ୍ୱ…

ଟି୨୦ କ୍ରିକେଟ: ଇଂଲଣ୍ଡକୁ ହରାଇଲା ପାକିସ୍ତାନ

ନଟିଂହାମ୍‌, ୧୮ା୭ (ଏପି)-ବାବର ଆଜାମ ଓ ମହମ୍ମଦ ରିଜଓ୍ବାନ ପ୍ରଥମ ଉଇକେଟରେ ୧୫ ଓଭରରେ ୧୫୦ ରନ ଯୋଗ କରିବାରୁ ସ୍ଥାନୀୟ ଟେଣ୍ଟବ୍ରିଜ୍‌ଠାରେ ଅନୁଷ୍ଠିତ ପ୍ରଥମ ଟି୨୦ କ୍ରିକେଟ ମ୍ୟାଚରେ ପାକିସ୍ତାନ ୩୧ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଅଧିନାୟକ ଆଜାମ…

ଟୋକିଓ ଯାତ୍ରାରେ ପ୍ରଥମ ବ୍ୟାଚ୍‌ର ଆଥଲେଟ

ନୂଆଦିଲ୍ଲୀ,୧୮।୭: ଭାରତୀୟ ଅଲିମ୍ପିକ ଆଥଲେଟିକ ଦଳର ପ୍ରଥମ ବ୍ୟାଚ୍‌ ଟୋକିଓ ଯାତ୍ରା କରିଛି। ଶନିବାର ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଆଥଲେଟଙ୍କ ଏହି ଦଳ ପ୍ରସ୍ଥାନ କରିଛି। ଏଥିପାଇଁ ବିମାନବନ୍ଦରରେ ଖେଳାଳିଙ୍କୁ ବିଦାୟ ଦେବା ସହ ଶୁଭେଚ୍ଛା ପ୍ରଦାନ…

ଟୋକିଓରେ ପହଞ୍ଚିଲା ବିଶାଳ ଅଲିମ୍ପିକ କଣ୍ଢେଇ

ଟୋକିଓ,୧୮।୭(ଏପି): ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ୬ ଦିନ ବାକିଥିବା ବେଳେ ଏକ ବିଶାଳ ଅଲିମ୍ପିକ କଣ୍ଢେଇ ଟୋକିଓରେ ଆସି ପହଞ୍ଚିଛି। ଏ ନେଇ ଅଲିମ୍ପିକ୍‌ ଆୟୋଜକମାନେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ଏହି ବିଶାଳ କଣ୍ଢେଇ ଟୋକିଓ ୨୦୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?