ଭାରତ- ଶ୍ରୀଲଙ୍କା ଦିନିକିଆ ସିରିଜ ଆଜିଠାରୁ
କଲମ୍ବୋ,୧୮।୭ (ପି.ଟି.): ଶ୍ରୀଲଙ୍କା ଓ ଭ୍ରମଣକାରୀ ଭାରତ ମଧ୍ୟରେ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି ବହୁଚର୍ଚ୍ଚିତ ସୀମିତ ଓଭର ସିରିଜ। ଏହି ଗସ୍ତରେ ଭାରତ ମୋଟ ୬ଟି ମ୍ୟାଚ୍ ଖେଳିବ। ପ୍ରଥମେ ଦୁଇ ଦେଶ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ…
ଅଲମ୍ପିକ୍ କ୍ରୀଡ଼ା ଗ୍ରାମରେ ବଢୁଛି କରୋନା ପଜିଟିଭ୍ଙ୍କ ସଂଖ୍ୟା…
ଟୋକିଓ,୧୮।୭: ଜାପାନର ଟୋକିଆ ଅଲମ୍ପିକ୍ର କ୍ରୀଡ଼ା ଗ୍ରାମରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। ଜୁଲାଇ ୨୩ରୁ ଟୋକିଓରେ ୨୦୨୦ ଅଲମ୍ପିକ୍ ହେବାକୁ ଯାଉଛି। ଏହା ପୂର୍ବରୁ ସ୍ଥାନୀୟ କ୍ରୀଡ଼ା ଗ୍ରାମରେ ଲଗାତାର ୨ ଦିନରେ ୩ ଜଣଙ୍କ ନମୁନା ରିପୋର୍ଟ କରୋନା…
ଅନ୍ତିମ ଟି୨୦ ଜିତିଲା ଓ୍ବେଷ୍ଟଇଣ୍ଡିଜ
ଗ୍ରସ୍ଆଇଲେଟ୍ (ସେଣ୍ଟ ଲୁସିଆ), ୧୮ା୭ (ଏପି)-ଅଷ୍ଟ୍ରେଲିଆ ବିପକ୍ଷ ୫ମ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ରେ ଓ୍ବେଷ୍ଟଇଣ୍ଡିଜ ୧୬ ରନରେ ବିଜୟ ହାସଲ କରିଛି। ଏଥିସହ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜ ୪-୧ରେ ବିଜୟ ହାସଲ କରିଛି। ଦଳକୁ ଜିତାଇବାରେ ଏର୍ଭିନ…
ଭାରତୀୟ ଶୁଟରଙ୍କ ଲାଗି କ୍ୱାରାଣ୍ଟାଇନ୍ର ଆବଶ୍ୟକତା ନାହିଁ
ନୂଆଦିଲ୍ଲୀ,୧୮।୭(ପି.ଟି.): ଅଲିମ୍ପିକ୍ ପୂର୍ବରୁ ଭାରତୀୟ ଶୁଟରଙ୍କ ଲାଗି ଟୋକିଓରେ କ୍ୱାରାଣ୍ଟାଇନର ଆବଶ୍ୟକତା ନାହିଁ। ଶନିବାର ବିଳମ୍ବିତ ରାତିରେ ଭାରତୀୟ ଶୁଟରମାନେ ଟୋକିଓରେ ପହଞ୍ଚିଥିଲେ ଓ କ୍ରୀଡ଼ାଗ୍ରାମରେ ସେମାନଙ୍କୁ ରୁମ୍ରେ ରହିବାକୁ ଅନୁମିତ ମିଳିଯାଇଥିଲା। ଶୁଟରମାନଙ୍କୁ କ୍ୱାରାଣ୍ଟାଇନରେ ରହିବାର ଆବଶ୍ୟକତା ନାହିଁ ବୋଲି…
ସଙ୍କଟରେ ‘ଦାଦା’ଙ୍କ ରେକର୍ଡ
କଲମ୍ବୋ,୧୭।୭: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଆରମ୍ଭ ହେବାକୁ ଯାଉଥିବା ଦିନିକିଆ ସିରିଜ୍ରେ ଭାରତୀୟ ଦଳର ନେତୃତ୍ୱ ଭାର ସମ୍ଭାଳିବେ ଶିଖର ଧାଓ୍ବନ। କ୍ୟାରିୟରରେ ପ୍ରଥମ ଥର ପାଇଁ ଗୁରୁ ଦାୟିତ୍ୱ ବହନ କରିବାକୁ ଯାଉଥିବା ଧାଓ୍ବନଙ୍କ ନିକଟରେ ରହିଛି ଏକ ବଡ଼…
ଧାଓ୍ବନଙ୍କ ସହ କିଏ କରିବ ଓପନିଂ
କଲମ୍ବୋ,୧୭।୭: ରବିବାର ଠାରୁ ଆରମ୍ଭ ହେବାକୁ ଯାଉଛି ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍। ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ଅଧିନାୟକ ଶିଖର ଧାଓ୍ବନଙ୍କ ସହ କିଏ ଓପନିଂ କରିବ, ସେ ନେଇ ଚିନ୍ତାରେ ଟିମ୍ ମ୍ୟାନେଜମେଣ୍ଟ। କାରଣ ଫାଙ୍କା ଥିବା ଓପନିଂ…
ବିବାହ ବନ୍ଧନରେ ଆବଦ୍ଧ ହେଲେ ଏହି ଭାରତୀୟ ଅଲରାଉଣ୍ଡର; ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ନୂଆଦିଲ୍ଲୀ,୧୭।୭: ଭାରତୀୟ ଟିମ୍ର ଅଲରାଉଣ୍ଡର ଶିବମ ଦୁବେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ପ୍ରେମିକା ଅଞ୍ଜୁମ ଖାନ୍ଙ୍କ ହାତ ଧରିଛନ୍ତି। ଉଭୟ ଦୀର୍ଘଦିନ ଧରି ଡେଟ୍ କରୁଥିଲେ। ଏବେ ବିବାହ ନେଇ ସେ ସୋସିଆଲ ମିଡିଆରେ ପ୍ରଶଂସକଙ୍କୁ ଜଣାଇଛନ୍ତି। ଏହା…
ଅଲମ୍ପିକ୍ରେ କରୋନା…
ଟୋକିଓ,୧୭।୭: ଜାପାନର ଟୋକିଆ ଅଲମ୍ପିକ୍ରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। ଜୁଲାଇ ୨୩ରୁ ଟୋକିଓରେ ୨୦୨୦ ଅଲମ୍ପିକ୍ ହେବାକୁ ଯାଉଛି। ଏହା ପୂର୍ବରୁ ସ୍ଥାନୀୟ କ୍ରୀଡ଼ା ଗ୍ରାମରେ ଜଣେ ଖେଳାଳିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେଇ ଆୟୋଜକଙ୍କ ପକ୍ଷରୁ…
୨୦୦୭ ଟି୨୦ ବିଶ୍ୱକପ୍କୁ ୧୩ ବର୍ଷ ହେଲାଣି, ଏବେ ଆଗକୁ ଚାଲ
ନୂଆଦିଲ୍ଲୀ,୧୬।୭: ୨୦୦୭ ଟି୨୦ ବିଶ୍ୱକପ୍ ଓ ୨୦୧୧ ଆଇସିସି ଦିନିକିଆ ବିଶ୍ୱକପ୍ ସଫଳତାକୁ ବହୁ ବର୍ଷ ହେଲାଣି। ଏବେ ଟିମ୍ ଇଣ୍ଡିଆକୁ ଆଗାମୀ ଟି୨୦ ବିଶ୍ୱକପ୍ ଜିତିବା ଦରକାର। ଏଭଳି ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଓପନର ଗୌତମ ଗମ୍ଭୀର। ଉଭୟ ବିଶ୍ୱକପ୍…
ଟିମ୍ ଇଣ୍ଡିଆର ଖେଳାଳିଙ୍କ ସପକ୍ଷରେ ଦାଦା
ନୂଆଦିଲ୍ଲୀ,୧୬।୭: ୟୁକେରେ ଥିବା ଟିମ୍ ଇଣ୍ଡିଆର ଖେଳାଳିମାନେ ଛୁଟିରେ ଥିବାବେଳେ କୋଭିଡ୍ ଲାଗି ଉଦ୍ଧିଷ୍ଟ ନିୟମର ପାଳନ କରି ନ ଥିଲେ। ଫଳରେ ରିଷଭ ପନ୍ତଙ୍କ ସମେତ ଜଣେ ଆସିଣ୍ଟାଣ୍ଟ କୋଚ୍ ସଂକ୍ରମିତ ହୋଇ ଆଇସୋଲେଶନରେ ଅଛନ୍ତି। ଏହି ଘଟଣାରେ ଭାରତୀୟ…
ପୁଣି ବଦଳିଲେ ଶ୍ରୀଲଙ୍କା ଅଧିନାୟକ
କଲମ୍ବୋ,୧୬।୭: ଭାରତ ବିପକ୍ଷ ଦିନିକିଆ ଓ ଟି୨୦ ସିରିଜ୍ ପାଇଁ ଶୁକ୍ରବାର ୨୪ ଜଣିଆ ଶ୍ରୀଲଙ୍କା ଦଳ ଘୋଷିତ ହୋଇଛି। ଆସନ୍ତା ୧୮ରୁ ଆରମ୍ଭ ହେବାକୁ ଥିବା ସିରିଜ୍ରେ ଶ୍ରୀଲଙ୍କା ଦଳ ନୂଆ ଅଧିନାୟକଙ୍କ ନେତୃତ୍ୱରେ ଖେଳିବ। ଦଳର ନିୟମିତ ଅଧିନାୟକ…
ଟି୨୦ ବିଶ୍ୱକପ୍ : ଇଂଲଣ୍ଡ ନୁହେଁ, ଭାରତ ଫେଭରାଇଟ୍
ୟୁଏଇ,୧୬।୭: ଚଳିତ ବର୍ଷ ଅକ୍ଟୋବର ଓ ନଭେମ୍ବରରେ ହେବାକୁ ଥିବା ଟି୨୦ ବିଶ୍ୱକପ୍ ଜିତିବା ପାଇଁ ଇଂଲଣ୍ଡ ନୁହେଁ ଟିମ୍ ଇଣ୍ଡିଆ ପ୍ରବଳ ଦାବିଦାର। ଏଭଳି ମନ୍ତବ୍ୟ ଦେଇଛନ୍ତି ଇଂଲଣ୍ଡର ଅଧିନାୟକ ଇଆନ ମୋର୍ଗାନ। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ କ୍ରିକେଟର…

