ଖେଳ

ଆଶଙ୍କାରେ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌

ଲଣ୍ଡନ,୧୫।୭: ରିଷଭ ପନ୍ତଙ୍କ ସମେତ ଭାରତୀୟ ଦଳର ୨ ସଦସ୍ୟ କରୋନା ପଜିଟିଭ। ଏଥି ଯୋଗୁ ଆସନ୍ତା ମାସରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଉପରେ ଦେଖାଦେଇଛି କଳା ବାଦଲ। ଏ…

ଆଇସୋଲେଶନରେ ଟିମ୍‌ ଇଣ୍ଡିଆର ୪ ସଦସ୍ୟ

ଲଣ୍ଡନ,୧୫।୭: ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଜଣାପଡ଼ିଛି ଟିମ୍‌ ଇଣ୍ଡିଆର କୋଚିଂ ଷ୍ଟାଫ ଧ୍ୟାନଚାନ୍ଦ ଗରାନି ମଧ୍ୟ କରୋନାରେ ସଂକ୍ରମିତ। ଦୁଇ ଜଣଙ୍କୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଆଇସୋଲେଟ୍‌ ରଖାଯାଇଛି। ସେମାନଙ୍କ ସହ କଣ୍ଟାକ୍ଟରେ ଆସିଥିବା ଆଉ…

ଦଳ କଥା ନ ଭାବି ଫୁଟ୍‌ବଲ୍‌ ମ୍ୟାଚ୍‌ ଦେଖିବାକୁ ଯାଇଥିଲେ; ଏବେ କୋଭିଡ୍‌ ସଂକ୍ରମିତ ହେବାକୁ ନେଇ ରାଗିଗଲେ ପ୍ରଶଂସକ; କହିଲେ…

ଲଣ୍ଡନ,୧୫।୭: କରୋନାରେ ସଂକ୍ରମିତ ହୋଇଛନ୍ତି ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତ। ବିସିସିଆଇ ପକ୍ଷରୁ ଜଣେ କ୍ରିକେଟର ପଜିଟିଭ୍‌ ହୋଇଥିବା ନେଇ କୁହାଯାଇଥିଲା। ପରେ ଦଳ ସହ ପନ୍ତ ନ ଥିବାରୁ ସେ କରୋନା ସଂକ୍ରମିତ ହୋଇଥିବା ନେଇ ଏକ ପ୍ରକାର…

୧୨୫ ବର୍ଷ ଅଲିମ୍ପିକ୍ସ ଇତିହାସରେ କେବଳ ୧୪ ଭାରତୀୟ ଜିତିଛନ୍ତି ବ୍ୟକ୍ତିଗତ ପଦକ

ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ମାତ୍ର ୧୫ ଦିନରୁ କମ ସମୟ ବାକି ଅଛି। ଭାରତୀୟ ଖେଳାଳିମାନେ ଏଥର ଏକ ଡଜନରୁ ଅଧିକ ଅଲିମ୍ପିକ ପଦକ ପାଇବାକୁ ଆଶା କରୁଛନ୍ତି। ତେବେ ଅଲିମ୍ପିକ୍ସର ୧୨୫ ବର୍ଷର ଇତିହାସରେ ଭାରତ ମାତ୍ର…

ଭାରତୀୟ ଦଳ ପାଇଁ ବଢିଲା ଚିନ୍ତା: ରିଷଭ ପନ୍ତଙ୍କୁ କରୋନା

ଲଣ୍ଡନ,୧୫।୭: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ୟୁରୋ କପରେ ଇଂଲଣ୍ଡ ଏବଂ ଜର୍ମାନୀ ମଧ୍ୟରେ ମ୍ୟାଚ ଦେଖିବା ପାଇଁ ପନ୍ତ କିଛି ଦିନ ପୂର୍ବରୁ ଲଣ୍ଡନର ୱେମ୍ବଲି…

୪ ବଲ୍‌ରେ ବଦଳିଗଲା ମ୍ୟାଚ୍‌: ଜିତିବା ମ୍ୟାଚ୍‌ ହାରିଗଲା ଓ୍ବେଷ୍ଟଇଣ୍ଡିଜ୍‌

ସେଣ୍ଟ ଲୁସିଆ,୧୫।୭: ଫାଇନାଲ ଓଭରରେ ଦ୍ରୁତ ବୋଲର ମିଚେଲ ଷ୍ଟାର୍କଙ୍କ ଜବରଦସ୍ତ ବୋଲିଂ ସହାୟତାରେ ଅଷ୍ଟ୍ରେଲିଆ ଚତୁର୍ଥ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିକୁ ପରାସ୍ତ କରିଛି। ୱେଷ୍ଟଇଣ୍ଡିଜ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ତିନୋଟି ମ୍ୟାଚ ଜିତି ସିରିଜ…

ଜାପାନ ସମ୍ରାଟ ନରୁହିଟୋ ଅଲିମ୍ପିକ୍ସ ଉଦ୍‌ଘାଟନ କରିପାରନ୍ତି

ଟୋକିଓ,୧୫।୭(ପି.ଟି.): ଜପାନ ସମ୍ରାଟ ନରୁହିଟୋ ଜୁଲାଇ ୨୩ରେ ଅଲିମ୍ପିକ୍ସ ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେବେ। ସେ ଅଲିମ୍ପିକ୍ସ ଆରମ୍ଭ ହେଲା ବୋଲି ଘୋଷଣା କରିପାରନ୍ତି ବୋଲି ଏକ ରିପୋର୍ଟରୁ ଏ ନେଇ ସୂଚନା ମିଳିଛି। ନରୁହିଟୋ ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେବାର…

ଅଲିମ୍ପିକ୍ସ ହକି: ଭାରତୀୟ ଦଳରେ ନମିତା ସାମିଲ

ନୂଆଦିଲ୍ଲୀ, ୧୫।୭: ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳରେ ଆଉ ୨ ଜଣ(ମହିଳା ଓ ପୁରୁଷ) ଲେଖାଏ ଖେଳାଳିଙ୍କୁ ସାମିଲ କରାଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ଅଭିଜ୍ଞ ମିଡ୍‌ଫିଲ୍ଡର ନମିତା ଟପ୍ପୋ ଦଳରେ ସାମିଲ ହୋଇଛନ୍ତି। ପୂର୍ବରୁ ଓଡ଼ିଶାର କେବଳ…

ଟୋକିଓ ଅଲିମ୍ପିକ୍ସ: ଭାରତୀୟ ଦଳର ସଙ୍ଗୀତ ଉନ୍ମୋଚନ କଲେ କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଳୀ,୧୫।୭- ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତୀୟ ଦଳର ଅଫିସିଆଲ ସଙ୍ଗୀତ ବା ଥିମ ସଙ୍ଗ୍‌ ଉନ୍ମୋଚନ କରାଯାଇଛି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଚିଅର ଫର ଇଣ୍ଡିଆ (cheer4India) ନାମରେ ଏହି ସଙ୍ଗୀତକୁ ଉନ୍ମୋଚନ କରିଛନ୍ତି। ଅଲିମ୍ପିକ୍ସ ଅବସରରେ…

ଭାରତୀୟ ଦଳକୁ ଜୋରଦାର ଝଟ୍‌କା: ୨ ଖେଳାଳି କରୋନା ପଜିଟିଭ୍‌, ବାକି ଖେଳାଳିଙ୍କୁ ନେଇ ଆସିଲା ଅପଡେଟ୍‌

ଲଣ୍ଡନ,୧୫।୭: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳର ଜଣେ ନୁହେଁ, ବରଂ ଦୁଇ ଖେଳାଳିଙ୍କ କରୋନା ପଜିଟିଭ ଥିବା ସୂଚନା ମିଳିଛି। ଏହା ବ୍ୟତୀତ ଟିମ ଇଣ୍ଡିଆର ବାକି ଖେଳାଳିମାନେ ସମ୍ପୂର୍ଣ୍ଣ ଭଲ ଅଛନ୍ତି। ଉଭୟ ଖେଳାଳିଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ…

ଯୁବରାଜ୍‌ ସିଂଙ୍କ ପୂର୍ବତନ ପ୍ରେମିକାଙ୍କୁ ଡେଟ୍‌ କରୁଛନ୍ତି ଲିଆଣ୍ଡର୍‌ ପେସ୍‌

ଅଭିନେତ୍ରୀ କିମ ଶର୍ମା ଏବଂ ଟେନିସ ତାରକା ଲିଆଣ୍ଡର୍‌ ପେସଙ୍କ ପ୍ରେମ ସମ୍ପର୍କ ବିଷୟରେ ଆଜିକାଲି ବି-ଟାଉନରେ ଜୋରଦାର ଚର୍ଚ୍ଚା ହେଉଛି। ଉଭୟ ଗୋଆରେ ଛୁଟି କାଟୁଛନ୍ତି। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାପୂର୍ବରୁ ମଧ୍ୟ କିମ୍‌…

‘ଚିଅର ଫର୍‌ ଇଣ୍ଡିଆ’

ନୂଆଦିଲ୍ଳୀ,୧୫।୭: ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତୀୟ ଦଳର ଅଫିସିଆଲ ସଙ୍ଗୀତ ବା ଥିମ ସଙ୍ଗ୍‌ ଉନ୍ମୋଚନ କରାଯାଇଛି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ‘ଚିଅର ଫର୍‌ ଇଣ୍ଡିଆ’ (cheer4India) ନାମରେ ଏହି ସଙ୍ଗୀତକୁ ଉନ୍ମୋଚନ କରିଛନ୍ତି। ଅଲିମ୍ପିକ୍ସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?