ହକି ଓଡ଼ିଶା ଓ୍ବେବ୍ସାଇଟ ଉନ୍ମୋଚିତ: ୬ ଜିଲା ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ନୟାଗଡ଼, କେନ୍ଦୁଝର ଓ ରାୟଗଡ଼ା ନୂତନ ଭାବେ ଅନୁବନ୍ଧିତ
ଭୁବନେଶ୍ୱର, ୧୦।୩(କ୍ରୀଡ଼ା ପ୍ରତିନିଧି)- ସମଗ୍ର ବିଶ୍ୱରେ ଏବେ ଓଡ଼ିଶା ହକିକୁ ନେଇ ଚର୍ଚ୍ଚା। ୨୦୧୮ରେ ହକି ବିଶ୍ୱକପ୍କୁ ସଫଳତାର ସହ ଆୟୋଜନ ପରେ ୨୦୨୩ ବିଶ୍ୱକପ୍ ଆୟୋଜନ ଅଧିକାର ମିଳିଛି। ବିଶ୍ୱଶ୍ରେଣୀୟ ଭିତ୍ତିଭୂମି ଉପଲବ୍ଧ ଯୋଗୁ ଏଠାରେ ଅନେକ ଅନ୍ତର୍ଜାତୀୟ...
ନେଟ୍ସରେ ହାର୍ଦ୍ଦିକଙ୍କ ଜୋରଦାର ଅଭ୍ୟାସ
ଅହମଦାବାଦ,୧୦।୩(ପି.ଟି.): ୧୨ ତାରିଖରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ ପୂର୍ବରୁ ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନେଟ୍ସରେ ବେଶ୍ ଝାଳ ବୁହାଇଛନ୍ତି। ନେଟ୍ସରେ ସାମାନ୍ୟ ଆକ୍ସନରେ ସୁଧାର ଆଣି ବୋଲିଂ କରିଥିଲେ।...
ଇଣ୍ଡିଆନ ସୁପର ଲିଗ୍: ମୁମ୍ବାଇ- ଏଟିକେ ଫାଇନାଲ
ମାର୍ଗାଓ,୧୦।୩: ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ର ଚଳିତ ସପ୍ତମ ସଂସ୍କରଣ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲରେ ମୁମ୍ବାଇ ସିଟି ଏଫ୍ସି ଓ ଏଟିକେ ମୋହନ ବାଗାନ (ଏଟିକେଏମ୍ବି) ୧୩ ତାରିଖ ଶନିବାର ପାଟୋର୍ଡା ଷ୍ଟାଡିୟମରେ ପରସ୍ପରକୁ...
ଚତୁର୍ଥ ଟେଷ୍ଟରେ ଇଂଲଣ୍ଡ ଖେଳାଳି ଓଜନ ହରାଇଥିଲେ: ଷ୍ଟୋକ୍ସ
ଅହମଦାବାଦ,୧୦।୩ (ପି.ଟି.): ଭାରତ ବିପକ୍ଷରେ ଚତୁର୍ଥ ଟେଷ୍ଟ ଖେଳିବା ଅବସରରେ ଇଂଲଣ୍ଡ ଖେଳାଳିମାନେ ଓଜନ ହରାଇଥିଲେ ବୋଲି ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ କହିଛନ୍ତି। ମ୍ୟାଚ୍ ପୂର୍ବରୁ ଆମ ଖେଳାଳିମାନଙ୍କ ପାକସ୍ଥଳୀରେ ସମସ୍ୟା ଦେଖାଦେଇଥିଲା ବୋଲି ସେ କହିଛନ୍ତି। ଏହି ୪...
ଆଇସିସି ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍: ଦ୍ୱିତୀୟ ସ୍ଥାନକୁ ଶେଫାଳୀ ଉଠିଲେ
ଦୁବାଇ,୧୦।୩(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍ରେ ଭାରତୀୟ ବ୍ୟାଟିଂ ସେନସେଶନ ଶେଫାଳୀ ବର୍ମା ଗୋଟିଏ ସ୍ଥାନ ଉପରକୁ ଉଠି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟପଟେ ଉପଅଧିନାୟିକା ସ୍ମୃତି ମାନ୍ଧନା ୭ ସ୍ଥାନରେ ପୂର୍ବପରି ସ୍ଥିର...
ଦ୍ୱିତୀୟ ଦିନିକିଆ: ଭାରତୀୟ ମହିଳାଙ୍କ ସହଜ ବିଜୟ
ଲକ୍ଷ୍ନୌ,୧୦।୩(ପି.ଟି.): ଅଭିଜ୍ଞ ମହିଳା ଦ୍ରୁତ ବୋଲର ଝୁଲଣ ଗୋସ୍ବାମୀଙ୍କ ୪ ଉଇକେଟ ସଫଳତା ପରେ ସ୍ମୃତି ମାନ୍ଧନା ଓ ପୁନମ ରାଉତଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଭାରତୀୟ ମହିଳା କ୍ରିକେଟ...
ମ୍ୟାଚ୍ ହାରିଲେ, କିନ୍ତୁ ଜିତିଲେ ହୃଦୟ
ରାୟପୁର,୯।୩: ଚଳିତ ରୋଡ୍ ସେଫ୍ଟି ଓ୍ବାଲର୍ଡ ସିରିଜ୍ରେ ମଙ୍ଗଳବାର ଖେଳାଯାଇଥିବା ଇଂଲଣ୍ଡ ଲିଜେଣ୍ଡ୍ସ ବିପକ୍ଷ ମ୍ୟାଚ୍ରେ ଇଣ୍ଡିଆ ଲିଜେଣ୍ଡ୍ସକୁ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। କିନ୍ତୁ ଦଳର ଖେଳାଳିମାନେ ମ୍ୟାଚ୍ ଜିତିବା ପାଇଁ ଭରପୂର ପ୍ରୟାସ କରିଥିଲେ। ମ୍ୟାଚ୍ ହାରିଲେ...
ଫେବୃୟାରୀର ‘ସର୍ବଶ୍ରେଷ୍ଠ ଖେଳାଳି’ ହେଲେ ଏହି କ୍ରିକେଟର, ଆଇସିସି ଘୋଷଣା କଲା ପୁରସ୍କାର
ଦୁବାଇ,୯।୩: ଭାରତୀୟ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇଂଲଣ୍ଡ ବିପକ୍ଷ ୪ମ ମ୍ୟାଚ୍ ବିଶିଷ୍ଟ ସିରିଜରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ। ଦମ୍ଦାର ବୋଲିଂ ସହ ବ୍ୟାଟିଂ ଯୋଗୁ ଦଳ ସିରିଜ୍କୁ ୩-୧ରେ ଜିତିନେଇଥିଲା। ଏଥିପାଇଁ ତାଙ୍କୁ ମଙ୍ଗଳବାର ଆଇସିସି ପକ୍ଷରୁ...
ଆଇପିଏଲ ପୂର୍ବରୁ ଫୁଲ ଫର୍ମରେ କ୍ୟାପିଟାଲ୍ସ ବ୍ୟାଟ୍ସମ୍ୟାନ
ନୂଆଦିଲ୍ଲୀ,୯।୩ : ଆଇପିଏଲ ପୂର୍ବରୁ ଫୁଲ ଫର୍ମକୁ ଫେରିଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସ ଓପନର ତଥା ଅଧିନାୟକ ପୃଥ୍ବୀ ଶ’। ସୌରାଷ୍ଟ୍ର ବିପକ୍ଷରେ ମଙ୍ଗଳବାର ଖେଳାଯାଇଥିବା କ୍ୱାର୍ଟର ଫାଇନାଲରେ ସେ ୧୮୫ ରନ୍ର ବଡ଼ ଇନିଂସ ଖେଳିଛନ୍ତି। ଚଳିତ ଟୁର୍ନାମେଣ୍ଟରେ ଏହା...
ଏହି କ୍ରିକେଟରଙ୍କୁ ଯୁବ ବ୍ୟାଟ୍ସମ୍ୟାନ୍ଙ୍କ ‘ରୋଲ୍ ମଡେଲ’ ବୋଲି କହିଲେ ଲକ୍ଷ୍ମଣ, ପ୍ରଶଂସାରେ ପୋତିଲେ…
ନୂଆଦିଲ୍ଲୀ,୯।୩: ଭାରତୀୟ ଟି-୨୦ ଟିମ୍ରେ ପ୍ରଥମ ଥର ପାଇଁ କ୍ରିକେଟର ସୂର୍ଯ୍ୟକୁମାର ଯାଦବଙ୍କୁ ସୁଯୋଗ ମିଳିଛି। ଘରୋଇ କ୍ରିକେଟ ଏବଂ ଆଇପିଏଲ୍ରେ ଉଲ୍ଲେଖନୀୟ ପ୍ରଦର୍ଶନକୁ ଦେଖି ଚୟନକର୍ତ୍ତା ତାଙ୍କୁ ଯୋଗ୍ୟ ବୋଲି ଭାବିଛନ୍ତି। ତେବେ ଏହି ବ୍ୟାଟ୍ସମ୍ୟାନଙ୍କ ପ୍ରଶଂସା କରିଛନ୍ତି...
ଇଂଲଣ୍ଡ ଅଲରାଉଣ୍ଡରଙ୍କ ବଡ଼ ଖୁଲାସା: ଭାରତ ବିପକ୍ଷ ଚତୁର୍ଥ ଟେଷ୍ଟ ପୂର୍ବରୁ ଖେଳାଳିଙ୍କ ଓଜନ ହଠାତ୍ ହ୍ରାସ ପାଇଥିଲା
ନୂଆଦିଲ୍ଲୀ,୯।୩: ଇଂଲଣ୍ଡର ଷ୍ଟାର ଅଲ୍ରାଉଣ୍ଡର ବେନ ଷ୍ଟୋକ୍ସ ଭାରତ ଗସ୍ତକୁ ନେଇ ବଡ଼ ଖୁଲାସା କରିଛନ୍ତି। ଭାରତ ବିପକ୍ଷ ଚତୁର୍ଥ ଏବଂ ଅନ୍ତିମ ଟେଷ୍ଟ ମ୍ୟାଚ୍ ସମୟରେ ତାଙ୍କ ସହ ଅନ୍ୟ ସାଥୀ ଖେଳାଳିଙ୍କ ଓଜନ ହଠାତ୍ ହ୍ରାସ ପାଇଥିଲା।...
ସନ୍ୟାସ ନେଇଛି ସତ, ହେଲେ ଏତେ ଶୀଘ୍ର କ୍ରିକେଟରୁ ଦୂରେଇ ଯିବି ନାହିଁ: ୟୁସୁଫ
ନୂଆଦିଲ୍ଲୀ,୯।୩: ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ନେଇଛି। ହେଲେ ଏତେ ଶୀଘ୍ର କ୍ରିକେଟ ପଡ଼ିଆରୁ ଦୂରେଇବାକୁ ଇଚ୍ଛା ନାହିଁ। ଆଗାମୀ ଦିନରେ ମଧ୍ୟ ପ୍ରଶଂସକମାନେ ତାଙ୍କୁ ପଡ଼ିଆରେ ଦେଖିପାରିବେ। କିଛି ଏଭଳି କହିଛନ୍ତି ଭାରତୀୟ ଦଳର ପୂର୍ବ ଅଲ୍ରାଉଣ୍ଡର ୟୁସୁଫ ପଠାନ।...
Archives


