ଖେଳ

କିଙ୍ଗ୍‌ କୋହଲିଙ୍କୁ ମାଇଲ୍‌ ପଛରେ ଛାଡ଼ିଲେ ବାବର

ବର୍ମିଂହାମ,୧୩।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇ ଦିନିକିଆ ମ୍ୟାଚ୍‌ ବିଫଳ ହେବା ପରେ ପାକିସ୍ତାନ ଅଧିନାୟକ ବାବର ଆଜାମ ମଙ୍ଗଳବାର ଖେଳିଛନ୍ତି କ୍ୟାରିୟରର ଶ୍ରେଷ୍ଠ ଇନିଂସ। ଆରମ୍ଭରୁ ଧିମା ବ୍ୟାଟିଂ କରିଥିବା ବାବର ୧୩୯ ବଲରେ ଖେଳିଛନ୍ତି ୧୫୮ ରନ୍‌ର ଦର୍ଶନୀୟ…

ଅଷ୍ଟ୍ରେଲିଆ ବିପକ୍ଷରେ ମୁକାବିଲା ଜିତିବା ପରେ ଛେଳି ବଳି ଦେଇ ବିବାଦରେ ଫସିଥିଲେ ଧୋନୀ: ଆଉ ତା’ ପରେ..

ନୂଆଦିଲ୍ଲୀ,୧୩।୭: ୨୦୦୭ରେ ଦକ୍ଷିଣ ଆଫ୍ରିକାରେ ଖେଳାଯାଉଥିବା ଟି-୨୦ ବିଶ୍ୱକପ୍‌ ଜିତିବା ପରେ ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତୀୟ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଥିଲା। ୨୦୦୮ରେ ଭାରତୀୟ କ୍ରିକେଟ୍‌ ଟିମ୍‌ ଅଷ୍ଟ୍ରେଲିଆରେ ତ୍ରି-ସିରିଜ୍‌ ବିଶିଷ୍ଟ ମ୍ୟାଚ୍‌ ଖେଳିଥିଲା। ଅଷ୍ଟ୍ରେଲିଆ ବିପକ୍ଷ ଫାଇନାଲ ମ୍ୟାଚ୍‌ରେ…

ଅଲିମ୍ପିକ୍ସରେ ୮୫ ପଦକ ଇଭେଣ୍ଟରେ ଭାଗନେବ ଭାରତ

ନୂଆଦିଲ୍ଲୀ,୧୩।୭: ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଟୋକିଓ ଅଲିମ୍ପିକ୍ସକୁ ୨୨୮ ଜଣିଆ ଦଳ ପଠାଇବ ଭାରତ। ଏଥିରେ ୧୧୯ ଆଥ୍‌ଲେଟ ରହିଥିବା ମଙ୍ଗଳବାର ସୂଚନା ଦେଇଛନ୍ତି ଭାରତୀୟ ଅଲିମ୍ପିକ୍ସ ଆସୋସିଏଶନ (ଆଇଓଏ) ମୁଖ୍ୟ ନରିନ୍ଦର ବାତ୍ରା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୧୯୮୩ ବିଶ୍ବକପ୍‌ ହିରୋ ଯଶପାଲଙ୍କ ଜୀବନର ବଡ଼ ଦୁଃଖ

ନୂଆଦିଲ୍ଲୀ,୧୩।୭: ପୂର୍ବତନ ଭାରତୀୟ କ୍ରିକେଟର ତଥା ୧୯୮୩ ବିଶ୍ୱକପ୍‌ ଚାମ୍ପିୟନ ଦଳର ସଦସ୍ୟ ଯଶପାଲ ଶର୍ମାଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ୧୯୮୩ ବିଶ୍ବକପ୍‌ ଏହି ହିରୋଙ୍କ ଜୀବନରେ ଏକ ବଡ଼ ଦୁଃଖ ଥିଲା। ଓଲ୍ଡ ଟ୍ରାଫର୍ଡଠାରେ ଖେଳାଯାଇଥିବା ୧୯୮୩ ବିଶ୍ୱକପ୍‌ର ପ୍ରଥମ…

ଅଜବ ଟେଷ୍ଟ ମ୍ୟାଚ୍‌, ମାତ୍ର ଦୁଇଟି ଇନିଂସରେ ନିର୍ଣ୍ଣୟ ହୋଇଥିଲା ବିଜେତା

ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରେ ୪ କିମ୍ବା ୩ଟି ଇନିଂସରେ ଫଳାଫଳ ନିର୍ଣ୍ଣୟ ହୋଇଥାଏ। କିନ୍ତୁ କ୍ରିକେଟ ଇତିହାସରେ ଏଭଳି ଏକ ଟେଷ୍ଟ ଖେଳାଯାଇଥିଲା, ଯେଉଁଥିରେ ମାତ୍ର ଦୁଇଟି ଇନିଂସରେ ନିର୍ଣ୍ଣୟ ହୋଇଥିଲା ବିଜେତା। ୨୦୦୦ ମସିହାର କଥା। ଦକ୍ଷିଣ ଆଫ୍ରିକା ଓ…

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକରେ କ୍ରିକେଟ୍‌ ଜଗତ ସ୍ତବ୍ଧ: କାନ୍ଦିଲେ କପିଳ ଦେବ

ନୂଆଦିଲ୍ଲୀ,୧୩।୭: ପୂର୍ବତନ ଭାରତୀୟ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଯଶପାଲ ଶର୍ମାଙ୍କର ହୃଦଘାତରେ ମଙ୍ଗଳବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦେଇଥିଲେ। ତାଙ୍କ ମୃତ୍ୟୁ ଖବର ପ୍ରସାରିତ ହେବା ପରେ…

ଭାରତୀୟ କ୍ରିକେଟ୍‌ ପାଇଁ ଆଜି ଏକ ଐତିହାସିକ ଦିନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୩।୭: ଭାରତୀୟ କ୍ରିକେଟ ଇତିହାସରେ ଜୁଲାଇ ୧୩ ଅର୍ଥାତ ଆଜି ଏକ ବିଶେଷ ଦିନ। ୨୦୦୨ ମସିହାରେ ଏହି ଦିନ ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ଭାରତ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଇତିହାସ ସୃଷ୍ଟି କରିଥିଲା ଏବଂ ନାଟୱେଷ୍ଟ ସିରିଜର ଫାଇନାଲରେ ଜିତିଥିଲା।…

ପରଲୋକରେ ପୂର୍ବତନ କ୍ରିକେଟର ୟଶପାଲ

ନୂଆଦିଲ୍ଲୀ,୧୩।୭: ପୂର୍ବତନ ଭାରତୀୟ କ୍ରିକେଟର ତଥା ୧୯୮୩ର ବିଶ୍ୱ ବିଜେତା ଟିମ୍‌ର ସଦସ୍ୟ ରହିଥିବା ୟଶପାଲ ଶର୍ମାଙ୍କ ପରଲୋକ ଘଟିଛି। ମଙ୍ଗଳବାର ସକାଳେ ୭ଟା ୪୦ରେ ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ବର୍ଷ ହୋଇଥିଲା। ସକାଳୁ…

କ୍ରିକେଟ୍‌ରେ ଅଜବ କ୍ୟାଚ୍‌ ଧରିଲେ ଏହି କ୍ରିକେଟର୍‌

ସେଣ୍ଟ ଲୁସିଆ,୧୩।୭: ୱେଷ୍ଟଇଣ୍ଡିଜ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ କାରିବିଆନ ଦଳ ଜିତିଛି। ୱେଷ୍ଟଇଣ୍ଡିଜ ତୃତୀୟ ମ୍ୟାଚକୁ ୬ ଉଇକେଟ ଜିତି ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ୩-୦ ଅଗ୍ରଣୀ ହାସଲ କରିଛି। ଏହି ମ୍ୟାଚ୍‌ରେ କାରିବିଆନ…

ଇତିହାସ ରଚିଲେ ଗେଲ୍‌: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଟି-୨୦ରେ କଲେ ବିଶ୍ୱରେକର୍ଡ

ସେଣ୍ଟ ଲୁସିଆ,୧୩।୭: ୱେଷ୍ଟଇଣ୍ଡିଜ୍‌ର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି -୨୦ ମ୍ୟାଚରେ ଇତିହାସ ସୃଷ୍ଟି କରିଛନ୍ତି। ସେ ଅଷ୍ଟ୍ରେଲୀୟ ବୋଲରମାନଙ୍କୁ ପ୍ରହାର କରିଥିଲେ। ମ୍ୟାଚ୍‌ର ୯ମ ଓଭରରେ ୟୁନିଭର୍ସ ବସ କୁହାଯାଉଥିବା ଗେଲ୍‌ ଆଦାମ ଜାମ୍ପାଙ୍କ…

କ୍ରିକେଟର୍‌ଙ୍କ ଲକେଟ୍‌କୁ ନେଇ ଜୋରଧରିଲା ଚର୍ଚ୍ଚା

ପାକିସ୍ତାନର ପେସର ହାସନ ଅଲି ତାଙ୍କ ବୋଲିଂରେ ବହୁତ ପ୍ରଭାବିତ କରିଛନ୍ତି କିନ୍ତୁ ଉଇକେଟ ନେବା ପରେ ଉତ୍ସବ ପାଳନ କରିବାର ଶୈଳୀ ଅନ୍ୟମାନଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। ତାଙ୍କ ଶୈଳୀକୁ ମଧ୍ୟ ଲୋକମାନେ ପସନ୍ଦ କରନ୍ତି। ଉଇକେଟ୍‌ ନେବା ପରେ ସେ…

କ୍ରିକେଟର ଏହି ବିରଳ ରେକର୍ଡ, ଯାହା ଆଜି ବି ରହିଛି ଅତୁଟ

କ୍ରିକେଟରେ ଅନେକ ବଡ ରେକର୍ଡ କରାଯାଇଥିଲା। କିନ୍ତୁ କିଛି ଖେଳାଳିଙ୍କ ଏମିତି ରେକର୍ଡ କରିଛନ୍ତି ଯାହା ଭାଙ୍ଗିବା କଷ୍ଟକର। ଇଂଲଣ୍ଡର ବାମହାତୀ ସ୍ପିନ ବୋଲର ହେଡଲି ଭେରିଟିଙ୍କ ରେକର୍ଡ ତାହା ମଧ୍ୟରୁ ଅନ୍ୟତମ। ୧୯୩୨ ମସିହାରେ କାଉଣ୍ଟି ଚାମ୍ପିଅନସିପରେ ଏକ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?