ଖେଳ

ଫେବୃୟାରୀର ଶ୍ରେଷ୍ଠ କ୍ରିକେଟର ଅଶ୍ୱିନ

ଦୁବାଇ,୯।୩ : ଭାରତୀୟ ଭେଟେରାନ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମାସ(ଫେବୃୟାରୀ)ର ଶ୍ରେଷ୍ଠ ଆଇସିସି ଖେଳାଳି ଭାବେ ବିବେଚିତ କରାଯାଇଛି। ତାଙ୍କ ଜବରଦସ୍ତ ପ୍ରଦର୍ଶନ ଯୋଗୁ ଇଂଲଣ୍ଡ ବିପକ୍ଷ ୪ ମ୍ୟାଚ୍‌ ବିଶିଷ୍ଟ ସିରିଜକୁ ୩-୧ ବ୍ୟବଧାନରେ ଜିତି ଭାରତ...

ଚେନ୍ନାଇକୁ ଲାଗିବ ବଡ଼ ଝଟ୍‌କା

ବିଶ୍ୱର ସର୍ବବୃହତ କ୍ରିକେଟ ଲିଗ ଆଇପିଏଲର ୧୪ତମ ସିଜନ ଏପ୍ରିଲ ୯ରୁ ଆରମ୍ଭ ହେବ। ବିସିସିଆଇ ଏହାର କାର୍ଯ୍ୟସୂଚୀ ଘୋଷଣା କରିଛି। ଆଇପିଏଲ କାର୍ଯ୍ୟସୂଚୀରେ ସବୁଠାରୁ ବଡ ଏବଂ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଏଥର ସମସ୍ତ ଦଳ ନିରପେକ୍ଷ ସ୍ଥାନରେ...

ଏହି ଦିନ ହାତକୁ ଦି’ ହାତ ହେବେ ଜଶପ୍ରୀତ ବୁମ୍‌ରା

ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରାଙ୍କ ବିବାହ ଏବେ ଚର୍ଚ୍ଚାରେ ରହିଛି। ବୁମରା ମାର୍ଚ୍ଚ ୧୪-୧୫ ରେ ଗୋଆରେ ସ୍ପୋଟର୍‌ସ ଆଙ୍କର୍‌ ସଞ୍ଜନା ଗଣେଶଙ୍କୁ ବିବାହ କରିବେ। ତେବେ ଏପର୍ଯ୍ୟନ୍ତ ଉଭୟ ପକ୍ଷରୁ ଏହା ନିଶ୍ଚିତ କରାଯାଇନାହିଁ। କୋଭିଡ ପ୍ରୋଟୋକଲ...

କ୍ରିକେଟର୍‌ଙ୍କ ଭଗବାନଙ୍କୁ ଏମିତି କହିଲେ ସେହ୍ବାଗ, ଭିଡିଓ ଭାଇରାଲ୍‌

ରାୟପୁର,୯।୩: ଛତିଶଗଡର ରାଜଧାନୀ ରାୟପୁରରେ ସଡକ ସୁରକ୍ଷା ବିଶ୍ୱ ସିରିଜ ଖେଳାଯାଉଛି। ଗତ ବର୍ଷ ମୁମ୍ବାଇରେ ୪ଟି ମ୍ୟାଚ ପରେ ଟୁର୍ନାମେଣ୍ଟକୁ କରୋନା ଯୋଗୁ ସ୍ଥଗିତ ରଖାଯାଇଥିଲା। ମାର୍ଚ୍ଚ ୫ରୁ ପୁଣି ଥରେ ମ୍ୟାଚ ଆରମ୍ଭ ହୋଇଛି। ଏଥିରେ ୬ଟି...

ଜାତୀୟ ସିନିୟର ରୋଡ୍‌ ରେସ୍‌ ସାଇକ୍ଲିଂ: ସ୍ବସ୍ତି ସିଂଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୯।୩(କ୍ରୀଡ଼ା ପ୍ରତିନିଧି):ସାଇକ୍ଲିଂ ପ୍ରତିଭା ସ୍ବସ୍ତି ସିଂ ନିଜ ପ୍ରଦର୍ଶନ ମାଧ୍ୟମରେ ପୁଣି ଓଡ଼ିଶାକୁ ଗର୍ବିତ କରିଛନ୍ତି। ମହାରାଷ୍ଟ୍ରର ନଭି ମୁମ୍ବାଇରେ ୫ରୁ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ୨୫ତମ ଜାତୀୟ ସିନିୟର, ଏଲିଟ, ଜୁନିୟର ଓ ୟୁଥ୍‌ ରୋଡ୍‌ ସାଇକ୍ଲିଂ...

ହମ୍ପି ଜିତିଲେ ବିବିିସି ପୁରସ୍କାର

ନୂଆଦିଲ୍ଲୀ, ୯ା୩ (ପି.ଟି.)-ବିବିସି ଇଣ୍ଡିଆନ ସ୍ପୋଟର୍‌ସଓମ୍ୟାନ ଅଫ୍‌ ଦି ଇୟର ପୁରସ୍କାରର ଦ୍ୱିତୀୟ ସଂସ୍କରଣ ଫଳାଫଳ ସୋମବାର ପ୍ରକାଶ ପାଇଛନ୍ତି। ବର୍ତ୍ତମାନ ରାପିଡ୍‌ ଫର୍ମାଟରେ ରହିଥିବା ବିଶ୍ୱ ଚାମ୍ପିୟନ କୋନେରୁ ହମ୍ପି ଏହି ପୁରସ୍କାର ଜିତିଛନ୍ତି। ମାତ୍ର ୧୫ବର୍ଷ ବୟସରେ...

ବଜରଙ୍ଗଙ୍କୁ ସ୍ବର୍ଣ୍ଣ ସହ ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ

ରୋମ୍‌, ୯ା୩ (ପି.ଟି.)-ଆସନ୍ତା ଅଲିମ୍ପିକ୍ସରେ ଭାଗ ନେବାକୁଥିବା ଭାରତୀୟ ରେସ୍‌ଲର ବଜରଙ୍ଗ ପୁନିଆ ଏଠାରେ ଚାଲିଥିବା ମାଟେଓ ପେଲିକୋନ୍‌ ର଼୍ୟାଙ୍କିଙ୍ଗ ସିରିଜ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିବା ସହ ତାଙ୍କ ଟାଇଟଲ ବଜାୟ ରଖିଛନ୍ତି। ୬୫ କେଜି ଶ୍ରେଣୀ ଫାଇନାଲରେ...

ଜାତୀୟ ସିନିୟର ଭଲିବଲ୍‌ : ୨୬ ବର୍ଷ ପରେ ନକ୍‌ଆଉଟରେ ଓଡ଼ିଶା

ଭୁବନେଶ୍ୱର, ୯।୩ (କ୍ରୀଡ଼ା ପ୍ରତିନିଧି)-କିଟ୍‌ର ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୬୯ତମ ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍‌ର ପୁରୁଷ ବିଭାଗରେ ଓଡ଼ିଶା ସୋମବାର ୩-୦ ସେଟ୍‌ (୨୫-୧୫, ୨୫-୧୮, ୨୫-୧୯)ରେ ଉତ୍ତର ପ୍ରଦେଶକୁ ପରାସ୍ତ କରିଛି। ଛତିଶଗଡ଼, ଲଦାଖ,...

ଡବ୍ଲ୍ୟୁଟିସି ଫାଇନାଲ: ସ୍ପଷ୍ଟ କଲେ ଗାଙ୍ଗୁଲି

ନୂଆଦିଲ୍ଲୀ, ୮।୩ : ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ମ୍ୟାଚ୍‌ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଜୁନ ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବ। ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ସୋମବାର ଏହା ସ୍ପଷ୍ଟ...

ଏହି ଖେଳାଳିଙ୍କୁ ବାମହାତୀ ସେହ୍ବାଗ କହିଲେ ପୂର୍ବତନ ପାକିସ୍ତାନ ଖେଳାଳି

କରାଚୀ,୮।୩ : ଅଷ୍ଟ୍ରେଲିଆ ପରେ ଇଂଲଣ୍ଡ ବିପକ୍ଷ ସିରିଜ୍‌ରେ ଚମତ୍କାର ପ୍ରଦର୍ଶନ କରିଥିବା ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ପ୍ରଶଂସକଙ୍କ ତାଲିକାରେ ଯୋଡ଼ି ହୋଇଛନ୍ତି ଜଣେ କିମ୍ବଦନ୍ତୀ ଖେଳାଳି। ସେ ହେଲେ ପାକିସ୍ତାନର ପୂର୍ବତନ ଅଧିନାୟକ ଇଞ୍ଜିମାମ ଉଲ...

ଭାରତଠୁ ସିରିଜ୍‌ ହାରିବା ପରେ ବୋର୍ଡକୁ ସମାଲୋଚନା କଲେ ପୂର୍ବତନ ଅଧିନାୟକ

ଲଣ୍ଡନ,୮।୩ : ଭାରତଠାରୁ ୩-୧ ବ୍ୟବଧାନରେ ସିରିଜ୍‌ ହାରିବା ପରେ ଇଂଲଣ୍ଡ ଦଳର ପୂର୍ବତନ ଅଧିନାୟକ ମାଇକେଲ ଭନ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)କୁ ସମାଲୋଚନା କରିଛନ୍ତି। ସୀମିତ ଓଭର କ୍ରିକେଟ ଦଳର ଅଧିନାୟକ ଇଆନ ମୋର୍ଗାନଙ୍କୁ...

ଧାଓ୍ବନଙ୍କ ମୁଣ୍ଡକୁ ବଲ୍‌ ଫୋପାଡିଲେ ପନ୍ତ, ରୋହିତ: ଆଉ ତା’ପରେ

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଇଂଲଣ୍ଡକୁ ୩-୧ରେ ପରାସ୍ତ କରି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛି। ଏବେ ଭାରତକୁ ଇଂଲଣ୍ଡ ସହ ପାଞ୍ଚଟି ଟି -୨୦ ଏବଂ ୩ଟି ଏକଦିବସୀୟର ଏକ ସିରିଜ ଖେଳିବାର ଅଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri