ଖେଳ

ଖୁସି ଖବର ଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଦକ୍ଷିଣ ଆଫ୍ରିକାର ଉଇକେଟ କିପର-ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି କକ୍‌ ନିଜ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। କ୍ୱିଣ୍ଟନଙ୍କ ସ୍ତ୍ରୀ ଶାଶା ଡି କକ ଆସନ୍ତା ବର୍ଷ ଜାନୁଆରୀରେ ପ୍ରଥମ ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। କ୍ୱିଣ୍ଟନ ସୋସିଆଲ ମିଡିଆରେ…

କୋହଲିଙ୍କ ସମ୍ପର୍କରେ ଏମିତି କହିଲେ ରାଇନା: ଜାଣିଲେ ଭାଙ୍ଗିଯିବ ହୃଦୟ

ନୂଆଦିଲ୍ଲୀ,୧୨।୭: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ) ଫାଇନାଲରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଥିଲା। ଏହାପରଠାରୁ ବିରାଟ କୋହଲିଙ୍କ ଅଧିନାୟକତ୍ୱକୁ ନେଇ ବିତର୍କ ଚାଲିଛି। କେହି କେହି କହିଛନ୍ତି ଯେ ୩୩ ଟି ବିଜୟ ସହ ଭାରତର ସବୁଠାରୁ ସଫଳ…

୬ ମାସରେ ପଦାର୍ପଣ କଲେ ବିରୁଷ୍କାଙ୍କ ଲାଡ୍‌ଲୀ

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଲାଡଲୀ ତଥା ଝିଅ ଭାମିକା ୬ ମାସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବିରୁଷ୍କା ଧୁମ୍‌ଧାମ୍‌ରେ ଝିଅର ୬ ମାସିକ ପାଳନ କରିଛନ୍ତି। ଏହାର ଫଟୋ ଅନୁଷ୍କା…

ମେକ୍‌ଟିକ-ପାଭିକ୍‌ଙ୍କୁ ଟାଇଟଲ

ଲଣ୍ଡନ,୧୧।୭: ଓ୍ବିମ୍ବେଲଡନ ପୁରୁଷ ଡବଲ୍ସ ଇଭେଣ୍ଟରେ କ୍ରୋଏସିଆ ଯୋଡି ନିକୋଲା ମେକ୍‌ଟିକ ଓ ମାଟେ ପାଭିକ୍‌ ଟାଇଟଲ ହାସଲ କରିଛନ୍ତି। ଟପ୍‌ ସିଡ୍‌ ମାନ୍ୟତା ପାଇଥିବା ଏହି ଯୋଡି ସ୍ପେନ୍‌ ଓ ଆର୍ଜେଣ୍ଟିନାର ମାର୍ସେଲ ଗ୍ରାନୋଲେର୍ସ ଓ ହୋରାସିକୋ ଜେବାଲେସ୍‌ଙ୍କୁ ଫାଇନାଲ…

ଓ୍ବିମ୍ବେଲଡନ ଟେନିସ: ସିଏ-ମେର୍ଟେନ୍ସ ମହିଳା ଡବଲ୍ସ ଚାମ୍ପିୟନ

ଲଣ୍ଡନ,୧୨।୭: ଓ୍ବିମ୍ବେଲଡନ ଟେନିସ ଟୁର୍ନାମେଣ୍ଟରେ ତାଇଓ୍ବାନର ସିଏ ସୁ-ଓ୍ବେଇ ଓ ତାଙ୍କ ବେଲଜିୟମ ପାର୍ଟନର ଏଲିସ୍‌ ମେର୍ଟେନ୍ସ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ ତୃତୀୟ ସିଡ୍‌ ମାନ୍ୟତା ପାଇଥିବା ଏହି ଯୋଡି ୩-୬, ୭-୫, ୯-୭ ସେଟ୍‌ରେ ରୁଷିଆର…

୨୮ ବର୍ଷ ପରେ ଆର୍ଜେଣ୍ଟିନାକୁ ଟାଇଟଲ

ରିଓ ଡି ଜେନିରୋ,୧୨।୭: ଦକ୍ଷିଣ ଆମେରିକାର ସର୍ବବୃହତ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ କୋପା ଆମେରିକାରେ ଏଥର ଲିଓନେଲ ମେସିଙ୍କ ନେତୃତ୍ୱାଧୀନ ଆର୍ଜେଣ୍ଟିନା ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଶନିବାର ସ୍ଥାନୀୟ ଐତିହାସିକ ମାରାକାନା ଷ୍ଟାଡିୟମରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ରେ…

୩୩ ବଲ୍‌ରେ ୭ ଉଇକେଟ୍‌ ନେଇ ହଇଚଇ ସୃଷ୍ଟି କରିଲେ ଏହି ବୋଲର୍‌: ଏବେ ପେନ୍‌ସନ୍‌ ବନ୍ଦ

କରାଚି,୧୧।୭: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପୂର୍ବତନ ଫାଷ୍ଟ ବୋଲର ସରଫରାଜ ନୱାଜଙ୍କ ମାସିକ ପେନସନ୍‌ ବନ୍ଦ କରିଦେଇଛି। ‘ଖେଳାଳି କଲ୍ୟାଣ ନୀତି’ର ଉଲ୍ଲଂଘନ କରିବାରୁ ନଓ୍ବାଜଙ୍କୁ ଏମିତି ଦଣ୍ଡ ମିଳିଛି। ବ୍ରିଟେନରେ ରହୁଥିବା ସରଫରାଜ ପାକିସ୍ତାନ ବୋର୍ଡ ବିରୋଧରେ ସ୍ଥାନୀୟ…

ରେକର୍ଡ ସମକକ୍ଷ ହେବା ପରେ ଘାସ ଖାଇଲେ କିମ୍ବଦନ୍ତୀ

ଲଣ୍ଡନ,୧୧।୭: ବିଶ୍ୱର ନଂ ୧ ର଼୍ୟାଙ୍କଧାରୀ ପୁରୁଷ ସିଙ୍ଗଲ୍ସ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ଚଳିତ ଓ୍ବିମ୍ବେଲଡନ ଓପନକୁ ଜିତି ନେଇଛନ୍ତି। ଫାଇନାଲରେ ମାଟେଓ ବରେଟିନିଙ୍କୁ ୬(୪)-୭, ୬-୪, ୬-୪, ୬-୩ ସେଟ୍‌ରେ ହରାଇ ଏହି ସଫଳତା ପାଇଛନ୍ତି ସର୍ଭିଆନ ଚାମ୍ପିୟନ। ମ୍ୟାଚ୍‌…

ଟି୨୦ ବିଶ୍ୱକପ୍‌ ପାଇଁ ପ୍ରାକ୍ତନ ଖେଳାଳି ବାଛିଲେ ଭାରତୀୟ ଏକାଦଶ

ନୂଆଦିଲ୍ଲୀ,୧୧।୭: ବର୍ତ୍ତମାନ ଭାରତୀୟ ଦଳ ସୀମିତ ଓଭର ସିରିଜ୍‌ ପାଇଁ ଶ୍ରୀଲଙ୍କାରେ ଅଛି। ଏହି ସିରିଜ୍‌ରୁ କିଛି ଖେଳାଳିଙ୍କୁ ଟି୨୦ ବିଶ୍ୱକପ୍‌ ଲାଗି ଭାରତୀୟ ଦଳରେ ଯାଗା ମିଳିପାରେ। ଚଳିତ ବର୍ଷ ଅକ୍ଟୋବର-ନଭେମ୍ବର ମଧ୍ୟରେ ୟୁଏଇରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌…

ଖେଳାଳିଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୧୧।୭: ଟୋକିଓ ଅଲିମ୍ପିକ୍ସକୁ ଯାଉଥିବା ଭାରତୀୟ ଖେଳାଳିଙ୍କ ସହ ଆସନ୍ତା ଜୁଲାଇ ୧୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିବେ। ମୋଦିଙ୍କ ସହ କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର, ରାଜ୍ୟ ମନ୍ତ୍ରୀ ନିସିଥ୍‌ ପ୍ରମାଣିକ ଏବଂ ଆଇନ ମନ୍ତ୍ରୀ କିରେନ ରିଜିଜୁ…

ଶ୍ରୀଲଙ୍କା-ଭାରତ ସିରିଜ୍‌ ପୂର୍ବରୁ ମିଳିଲା ଖୁସି ଖବର

କଲମ୍ବୋ,୧୧।୭: କୁଶାଳ ପେରେରା, ଦୁଶମନ୍ଥା ଚମିରା ଓ ଧନଞ୍ଜୟ ଡି’ ସିଲଭାଙ୍କ ଭଳି ବରିଷ୍ଠ ଖେଳାଳିଙ୍କ ସମେତ ପୂରା ଶ୍ରୀଲଙ୍କା ଦଳର ଖେଳାଳିଙ୍କ ଆରଟି ପିସିଆର ରିପୋର୍ଟ ନେଗେଟିଭ ଆସିଛି। ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲସି) ପକ୍ଷରୁ ଖେଳାଳିଙ୍କ ଟେଷ୍ଟ କରାଯାଇଥିଲା। ବାୟୋ…

ଶେଷ ହେଲା ମେସିଙ୍କ ଅପେକ୍ଷା

ରିଓ ଡେ’ ଜାନିରୋ,୧୧।୭: ବଡ଼ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରେ ଦେଶ ପାଇଁ ଟ୍ରଫି ଜିତିବାର ଫୁଟବଲ ସୁପରଷ୍ଟାର ଲିଓନେଲ ମେସିଙ୍କ ଆଶା ପୂରଣ ହୋଇଛି। ଶନିବାର ଖେଳାଯାଇଥିବା କୋପା ଆମେରିକା ଫାଇନାଲରେ ଆର୍ଜେଣ୍ଟିନା ୧-୦ ଗୋଲରେ ବ୍ରାଜିଲକୁ ହରାଇ ଦେଇଛି। ଏହା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?