ବିରାଟ କୋହଲିଙ୍କୁ ପଛରେ ପକାଇଲେ ୨୦ ବର୍ଷୀୟ ଏହି ଖେଳାଳି
ବେଙ୍ଗାଲୁରୁ,୮।୩: କର୍ନାଟକର ବାମହାତୀ ବ୍ୟାଟ୍ସମ୍ୟାନ ଦେବଦତ୍ତ ପଡିକଲ ଲିଷ୍ଟ ଏ ଟୁର୍ନାମେଣ୍ଟରେ ଏକ ନୂଆ ରେକର୍ଡ ସ୍ଥାପନ କରିଛନ୍ତି। ସୋମବାର ବିଜୟ ହଜାରେ ଟ୍ରଫିର ଏକ ମ୍ୟାଚରେ ସେ କେରଳ ବିପକ୍ଷରେ ଚମତ୍କାର ୧୦୧ ସ୍କୋର କରିଥିଲେ। ଲିଷ୍ଟ ଏ...
ସ୍ତ୍ରୀ, ଝିଅ ଫଟୋ ଶେୟାର କରି ଭାବପ୍ରବଣ ହେଲେ ବିରାଟ କୋହଲି
ସାରା ବିଶ୍ୱରେ ମାର୍ଚ୍ଚ ୮କୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଏ। ଏହି ବିଶେଷ ଦିନରେ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ମହିଳାମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ...
କାହାକୁ ବିବାହ କରିବେ ଜଶପ୍ରୀତ ବୁମ୍ରା
ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା ଖୁବ୍ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି କାରଣରୁ ସେ ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟ ନ ଖେଳିବାକୁ ନିଷ୍ପତ୍ତି ନେଇଥିଲେ। ତାଙ୍କୁ ପୂର୍ବରୁ ଟି -୨୦ ସିରିଜରୁ ବିଶ୍ରାମ ଦିଆଯାଇଛି।...
ପିତାଙ୍କ ହତ୍ୟାରେ ଭାଙ୍ଗି ପଡି ନ ଥିଲେ ବିଶ୍ୱର ନଂ ୧ ମହିଳା ରେସଲର୍
ଭାରତର ତାରକା ରେସଲର ଭିନେଶ ଫୋଗେଟ ମାଟିଓ ପାଲିକନ ର଼୍ୟାଙ୍କିଙ୍ଗ ରେସଲିଂ ସିରିଜରେ କ୍ରମାଗତ ଦ୍ୱିତୀୟ ସ୍ବର୍ଣ୍ଣ ଜିତିଛନ୍ତି। ଏକମାତ୍ର ଭାରତୀୟ ମହିଳା ରେସଲର ଭାବେ ୨୬ ବର୍ଷୀୟା ଭିନେଶ ଟୋକିଓ ଅଲିମ୍ପିକ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି।...
ସ୍ବାମୀଙ୍କୁ ଶୀଘ୍ର ଘରକୁ ଆସିବା ପାଇଁ ଆକୁଳ ନିବେଦନ କଲେ ଏହି କ୍ରିକେଟର୍ଙ୍କ ସ୍ତ୍ରୀ
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ଶେଷ ହୋଇଛି। ୪ଟି ମ୍ୟାଚରେ ୩୨ ଉଇକେଟ ଏବଂ ଗୋଟିଏ ଶତକ ମାରିଥିବା ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପ୍ରଦାନ କରାଯାଇଥିଲା। ଏବେ ଅଶ୍ୱିନ ନିଜ ଘରକୁ...
ଆଫ୍ରିଦୀଙ୍କ ଝିଅକୁ ବିବାହ କରିବେ ଶାହିନ
କରାଚୀ, ୮ା୩ (ପି.ଟି.)- ପାକିସ୍ତାନର ପୂର୍ବତନ କ୍ରିକେଟ ଅଧିନାୟକ ଶାହିଦ ଆଫ୍ରିଦୀଙ୍କ ଝିଅକୁ ବିବାହ କରିବେ ବର୍ତ୍ତମାନ ଜାତୀୟ ଦଳର ପେସ୍ ବୋଲର ଶାହିନ ଶାହ ଆଫ୍ରିଦୀ। ଆଫ୍ରିଦୀ କହିଛନ୍ତି ଶାହିନଙ୍କ ପରିବାର ତାଙ୍କ ଝିଅକୁ ବୋହୂ କରି ନେବାଲାଗି...
ସିନ୍ଧୁ ରନର୍ସ ଅପ୍
ବାସେଲ,୮ା୩(ପି.ଟି.)-ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ସୁଇସ୍ ଓପନ୍ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ହାରି ରନର୍ସ ଅପ୍ ହୋଇଛନ୍ତି। ଅଲିମ୍ପିକ ସ୍ବର୍ଣ୍ଣ ବିଜୟିନୀ ସ୍ପେନର କାରୋଲିନା ମାରିନ୍ଙ୍କଠାରୁ ସେ ୧୨-୨୧, ୫-୨୧ରେ ପରାସ୍ତ ହୋଇଛନ୍ତି। ରବିବାର ଫାଇନାଲ ମ୍ୟାଚ ମାତ୍ର ୩୫...
ଭିନେଶଙ୍କୁ ସ୍ବର୍ଣ୍ଣ, ବଜରଙ୍ଗ ଫାଇନାଲରେ
ରୋମ୍, ୮ା୩(ପି.ଟି.)-ମାଟେଓ ପେଲିକନ୍ ର଼୍ୟାଙ୍କିଙ୍ଗ ସିରିଜ ଇଭେଣ୍ଟରେ ଭାରତର ଷ୍ଟାର ରେସ୍ଲର ଭିନେଶ ଫୋଗତ୍ ୫୩ କେଜି ଶ୍ରେଣୀରେ ସ୍ବର୍ଣ୍ଣ ପଦକ ହାସଲ କରିବା ସହ ବିଶ୍ୱର ନମ୍ବର ଓ୍ବାନ୍ ର଼୍ୟାଙ୍କ୍କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଅନ୍ୟପକ୍ଷରେ ବଜରଙ୍ଗ ପୁନିଆ ପୁରୁଷ...
ଟି୨୦ ସିରିଜ ଜିତିଲା ନ୍ୟୁଜିଲାଣ୍ଡ: ଅଷ୍ଟ୍ରେଲିଆ ୭ ଉଇକେଟରେ ପରାସ୍ତ
ଓ୍ବେଲିଂଟନ,୮।୩(ଏପି): ଅଷ୍ଟ୍ରେଲିଆ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୨୭ଟି ବଲ ବାକିଥାଇ ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଏଥିସହିତ ୫ ମ୍ୟାଚ୍ ବିଶିଷ୍ଟ ଏହି ଟି୨୦ ସିରିଜରେ ନ୍ୟୁଜିଲାଣ୍ଡ ୩-୨ ବ୍ୟବଧାନରେ...
ଜାତୀୟ ସିନିୟର ଭଲିବଲ୍ ଚାମ୍ପିୟନଶିପ୍: ଓଡ଼ିଶା ପୁରୁଷ ଦଳର ହ୍ୟାଟ୍ରିକ ବିଜୟ
ଭୁବନେଶ୍ୱର, ୮।୩: କିଟ୍ର ବିଜୁ ପଟ୍ଟନାୟକ ଇନ୍ଡୋର ଷ୍ଟାଡିୟମରେ ଚାଲିଥିବା ୬୯ତମ ଜାତୀୟ ସିନିୟର ଭଲିବଲ୍ ଚାମ୍ପିୟନଶିପ୍ରେ ଓଡ଼ିଶା ପୁରୁଷ ଦଳ କ୍ରମାଗତ ୩ ମ୍ୟାଚ ଜିତି ବିଜୟରେ ହ୍ୟାଟ୍ରିକ କରିଛି। ପ୍ରଥମ ଦୁଇ ମ୍ୟାଚରେ ଯଥାକ୍ରମେ ମଧ୍ୟପ୍ରଦେଶକୁ ୩-୦...
କଳିଙ୍ଗରେ ୨ ଜାତୀୟ ହକି ଟୁର୍ନାମେଣ୍ଟ
ଭୁବନେଶ୍ୱର,୮।୩: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆଗକୁ ଦୁଇଟି ଜାତୀୟ ହକି ଚାମ୍ପିୟନଶିପ୍ ଆୟୋଜନ ହେବ। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ନାଭାଲ ଟାଟା ହକି ଏକାଡେମୀର ମିଳିତ ଆନୁକୂଲ୍ୟରେ ପ୍ରଥମ ହକି ଇଣ୍ଡିଆ ଜୁନିୟର ମହିଳା ଏକାଡେମୀ...
ପ୍ରଥମ ଦିନିକିଆ: ଭାରତୀୟ ମହିଳାଙ୍କ ବୃହତ୍ ପରାଜୟ
ଲକ୍ଷ୍ନୌ, ୮।୩(ପି.ଟି.): ଦୀର୍ଘଦିନ ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିବା ଭାରତୀୟ ମହିଳା କ୍ରିକେଟ ଦଳ ଏକ ବଡ଼ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା...
Archives


