ଫେରିବେ ବିରାଟ କୋହଲି! କ’ଣ କହୁଛନ୍ତି ପୂର୍ବତନ କ୍ରିକେଟର
ନୂଆଦିଲ୍ଲୀ,୧୮।୭: ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସ୍ଥାନ ନେବା କଷ୍ଟକର,ଏହାକୁ ମାନିବାକୁ ପଡିବ। କିନ୍ତୁ ଏବେ ଏହି ଦୁଇ ମହାନ ଖେଳାଳିଙ୍କଠାରୁ ଆଗକୁ ବଢ଼ିବାର ସମୟ ଆସିଛି। ଯୁବ ପିଢ଼ି ସହିତ ଆଗକୁ ବଢ଼ିବାର ସମୟ ଆସିଛି। ଏହା ପୂର୍ବତନ…
୨୨ ବଲ୍ରେ ବଡ଼ କାରନାମା: ଚୌକା-ଛକା ବର୍ଷା କରି ସାରା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦେଲେ ଏହି କ୍ରିକେଟର୍, ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୧୮।୭: T20 ବ୍ଲାଷ୍ଟରେ ଅନୁଷ୍ଠିତ ଏକ ମ୍ୟାଚ୍ରେ ୨୪ ବର୍ଷୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋର୍ଡାନ କକ୍ସ ଏକ ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। କକ୍ସ ଏହି ଇନିଂସରେ କେବଳ ଛକା ଏବଂ ଚୌକା ସହିତ ଶତକ ହାସଲ କରିଥିଲେ।…
ଚତୁର୍ଥ ଟେଷ୍ଟ ମ୍ୟାଚ ପୂର୍ବରୁ ହନୁମାନ ଚାଳିଶା ଶୁଣୁଛନ୍ତି ଭାରତୀୟ କ୍ରିକେଟର, ମିଳିବ କି ବିଜୟ ?
ଇଂଲଣ୍ଡ,୧୮।୭: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟ ମ୍ୟାଚ ପୂର୍ବରୁ ଭାରତୀୟ କ୍ରିକେଟ ଦଳ କେଣ୍ଟ କାଉଣ୍ଟି କ୍ରିକେଟ ଗ୍ରାଉଣ୍ଡରେ ଏକମାତ୍ର ଅଭ୍ୟାସ ସେସନରେ ଅଂଶଗ୍ରହଣ କରିଛି। ଲର୍ଡସରେ ହୋଇଥିବା ମ୍ୟାଚରେ ପରାଜୟ ପରେ ଦଳର ଖେଳାଳିମାନେ ଲଣ୍ଡନରୁ ଏକ ଘଣ୍ଟାର ବସ…
ଅର୍ଶାଦ ନଦୀମଙ୍କ କ୍ଷୋଭ: ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତିବା ପରେ ମିଳିଥିବା ପୁରସ୍କାର ପ୍ରତିଶ୍ରୁତି ‘ମିଛ’
ନୂଆଦିଲ୍ଲୀ,୧୭।୭: ପାରିସ୍ ଅଲିମ୍ପିକ୍ସରେ ଭାରତର ନୀରଜ ଚୋପ୍ରାଙ୍କୁ ହରାଇ ବ୍ୟକ୍ତିଗତ ସ୍ୱର୍ଣ୍ଣ ପଦକ ଜିତିଥିବା ପାକିସ୍ତାନର ପ୍ରଥମ ଆଥଲେଟ୍ ଅର୍ଶାଦ ନଦୀମ ତାଙ୍କୁ ଦିଆଯାଇଥିବା ‘ମିଛ’ ପୁରସ୍କାର ପ୍ରତିଶ୍ରୁତିକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି। ଗତ ବର୍ଷ ପାରିସ୍ରେ ଅନୁଷ୍ଠିତ ଅଲିମ୍ପିକ୍ସରେ…
ସାଇକେଲ ରେସ୍ ବେଳେ ବଡ଼ ଅଘଟଣ
ଆଉଚ୍(ଫ୍ରାନ୍ସ),୧୭ା୭: ୧୯ ବର୍ଷୀୟ ଇଟାଲିଆନ ସାଇକ୍ଲିଷ୍ଟ ସାମୁଏଲ ପ୍ରିଭିଟେରା ଟୁର ଅଫ୍ ଦି ଆଓଷ୍ଟେ ଭ୍ୟାଲି-ମଣ୍ଟ ବ୍ଲାଙ୍କ ବେଳେ ସାଇକେଲରୁ ଖସି ପ୍ରାଣ ହରାଇଛନ୍ତି। ଏ ନେଇ ଇଟାଲିଆନ ସାଇକ୍ଲିଂ ଫେଡେରେଶନ ପକ୍ଷରୁ ଗୁରୁବାର କୁହାଯାଇଛି। ଅନୁଷ୍ଠିତ ରେସ୍ର ପ୍ରଥମ ପର୍ଯ୍ୟାୟ…
ମହମ୍ମଦ ଶାମିଙ୍କ ସାବତ ଝିଅ ଅର୍ଶୀ ଜାହାଁ କିଏ? ଯାହାଙ୍କ ଉପରେ ହତ୍ୟା ଉଦ୍ୟମ ମାମଲା ରୁଜୁ ହେବା ପରେ…
ନୂଆଦିଲ୍ଲୀ,୧୭।୭: ଅନେକ ସମୟରେ ହସିନ ଜାହାଁଙ୍କ ବିଷୟରେ ଖବର ଆସିଥାଏ। ହେଲେ ଏବେ ଭିନ୍ନ କାରଣକୁ ନେଇ ଟିମ ଇଣ୍ଡିଆର ଫାଷ୍ଟ ବୋଲର ମହମ୍ମଦ ଶାମିଙ୍କ ସାବତ ଝିଅ ଅର୍ଶୀ ଜାହାଁ ଚର୍ଚ୍ଚାରେ। କାରଣ ଏବେ ତାଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା…
ସଚିନଙ୍କୁ ମିଳୁଛି କେତେ ପେନସନ୍: ଧୋନୀଙ୍କଠୁ କମ୍ ନା ବେଶୀ: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୭।୭: ଅବସରପ୍ରାପ୍ତ ଭାରତୀୟ ଖେଳାଳିମାନେ ପ୍ରତି ମାସରେ ବିସିସିଆଇରୁ ପେନସନ ପାଆନ୍ତି। ବିସିସିଆଇ ପୂର୍ବତନ ଭାରତୀୟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ପ୍ରତି ମାସରେ ୭୦,୦୦୦ ଟଙ୍କା ପେନସନ ଆକାରରେ ଦିଏ। ସଚିନ ଏବଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି। କିନ୍ତୁ…
ମୁହଁ ଲୁଚାଇ କାନ୍ଦିଲେ ଶୁବମନ ଗିଲ୍: ଜାଣନ୍ତୁ କ’ଣ ଘଟିଲା, ଦେଖନ୍ତୁ ଭିଡିଓ
ଲର୍ଡସ,୧୭।୭: ଏଜବାଷ୍ଟନ ଟେଷ୍ଟ ମ୍ୟାଚରେ ଇତିହାସ ସୃଷ୍ଟି କରିବା ପରେ ଭାରତୀୟ ଦଳର ଅଧିନାୟକ ଶୁବମନ ଗିଲ ବହୁତ ଖୁସି ଦେଖାଯାଉଥିଲେ। ସମାନ ଉତ୍ସାହ ସହିତ ସେ ପୁଣିଥରେ ଇଂଲଣ୍ଡକୁ ପରାସ୍ତ କରିବା ଉଦ୍ଦେଶ୍ୟରେ ଲର୍ଡସ ଗ୍ରାଉଣ୍ଡରେ ପ୍ରବେଶ କରିଥିଲେ। ତାଙ୍କ…
ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବେ ଏହି ଖ୍ୟାତନାମା କ୍ରିକେଟର, ହଠାତ ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୬।୭: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ହେବାକୁ ଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି୨୦ ଆନ୍ତର୍ଜାତୀୟ ସିରିଜ ପାଇଁ ୧୬ ଜଣିଆ ଦଳ ଘୋଷଣା କରିଛି, ଯେଉଁଥିରେ ଅଭିଜ୍ଞ ଅଲରାଉଣ୍ଡର ଆନ୍ଦ୍ରେ ରସେଲଙ୍କ ପ୍ରତ୍ୟାବର୍ତ୍ତନ ପ୍ରଶଂସକଙ୍କ ମନୋବଳ ବୃଦ୍ଧି କରିଛି।…
ସାଇନାଙ୍କ ପରେ ଆଉ ଜଣେ ଭାରତୀୟ ଖେଳାଳିଙ୍କ ଛାଡପତ୍ର, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ…
ନୂଆଦିଲ୍ଲୀ,୧୬।୭: କିଛି ଦିନ ପୂର୍ବରୁ, ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହୱାଲଙ୍କ ଛାଡପତ୍ର ଖବର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ୭ ବର୍ଷର ବିବାହ ପରେ ତାଙ୍କ ସ୍ବାମୀ ପରୁପଲ୍ଲୀ କଶ୍ୟପଙ୍କଠାରୁ ଅଲଗା ହୋଇଛନ୍ତି ସାଇନା। ଏବେ ମହିଳା ମଲ୍ଲଯୋଦ୍ଧା ଦିବ୍ୟା କାକରନ…
୩୪ ବର୍ଷର ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ରଚିଲେ ଇତିହାସ
ଲଣ୍ଡନ,୧୬।୭: ବୈଭବ ସୂର୍ଯ୍ୟବଂଶୀ ପୁଣିଥରେ ଇତିହାସ ରଚିଛନ୍ତି। ଏଥର ସେ ୩୪ ବର୍ଷର ପୁରୁଣା ବିଶ୍ୱ ରେକର୍ଡ ଭାଙ୍ଗିବାର ସାକ୍ଷୀ ହୋଇଛନ୍ତି। ପୁରୁଷ ସିନିୟର ଏବଂ ମହିଳା ଦଳ ପରି ଭାରତର ୧୯ ବର୍ଷରୁ କମ ଦଳ ମଧ୍ୟ ଇଂଲଣ୍ଡ ଗସ୍ତରେ…
ଟାର୍ଗେଟରେ ଶୁବମନ ଗିଲ: ଓ୍ବନ କହିଲେ ଟେକନିକ ଠିକ ନୁହେଁ, ମଞ୍ଜରେକର କହିଲେ ଧୋନି-କୋହଲି ମଧ୍ୟରୁ ଜଣଙ୍କର ଷ୍ଟାଇଲ ବାଛ
ନୂଆଦିଲ୍ଲୀ,୧୫।୭: ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକେଲ ଓ୍ବନ କହିଛନ୍ତି ଯେ ଯେତେବେଳେ ଭାରତୀୟ ଅଧିନାୟକ ଶୁବମନ ଗିଲ ତୃତୀୟ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବାକୁ ଆସିଥିଲେ, ସେତେବେଳେ ସେ ଟେକ୍ନିକାଲ ଭାବରେ ଦୃଢ଼ ଦେଖାଯାଉ ନଥିଲେ ଏବଂ ତାଙ୍କଠାରେ…
Archives


