ଖେଳ

ବୁଢ଼ା ହୋଇଗଲେ ବି ସିଂହ

ରାୟପୁର,୫।୩ : ବୁଢ଼ା ହୋଇଗଲେ ବି ସିଂହ। ଏଠାରେ ଆମେ ଜଙ୍ଗଲର ରାଜା ସିଂହ ସମ୍ପର୍କରେ ନୁହେଁ କ୍ରିକେଟର ସିଂହ କଥା କହୁଛୁ ଅର୍ଥାତ ବୀରେନ୍ଦ୍ର ସେହ୍ବାଗ। ୮ ବର୍ଷ ତଳେ ଅନ୍ତର୍ଜାତୀୟ କ୍ରିକେଟ ଛାଡ଼ି ସାରିଥିବା ଏହି ବିସ୍ଫୋରକ...

ଏହି ଭାରତୀୟ ଖେଳାଳି ଭବିଷ୍ୟତରେ କିମ୍ବଦନ୍ତୀ ଭାବେ ପରିଗଣିତ ହେବେ କହିଲେ ଦାଦା

ଅହମ୍ମଦାବାଦ,୫।୩ : ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଭବିଷ୍ୟତରେ ସମସ୍ତ ଫର୍ମାଟରେ ସର୍ବକାଳୀନ କିମ୍ବଦନ୍ତୀ ଆଖ୍ୟା ପାଇବେ ବୋଲି ପୂର୍ବାନୁମାନ କରିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ...

ଗୁପଟିଲ, ରୋହିତଙ୍କ କ୍ଲବରେ ଅଷ୍ଟ୍ରେଲିଆର ଅଧିନାୟକ

ଓ୍ବେଲିଂଟନ,୫।୩ : ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଦେଶର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ ଟି୨୦ରେ ୧୦୦ ଛକା ପୂରଣ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଏହି ମାଇଲଷ୍ଟୋନ ହାସଲ କରିଛନ୍ତି ଫିଞ୍ଚ। ଅଷ୍ଟ୍ରେଲିଆ ସୀମିତ ଓଭର...

ଚତୁର୍ଥ ଟେଷ୍ଟରେ ଭାରତକୁ ନିୟନ୍ତ୍ରଣ ଆଣି ଦେଲା ପନ୍ତ-ସୁନ୍ଦରଙ୍କ ଭାଗୀଦାରିତା

ଅହମ୍ମଦାବାଦ,୫।୩ : ରିଷଭ ପନ୍ତ ଓ ଓ୍ବାଶିଂଟନ ସୁନ୍ଦରଙ୍କ ଭାଗୀଦାରିତା ଭାରତ ପାଇଁ ମୂଲ୍ୟବାନ ସାବ୍ୟସ୍ତ ହୋଇଛି। ଇଂଲଣ୍ଡ ବିପକ୍ଷରେ ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଅନ୍ତିମ ତଥା ଚତୁର୍ଥ ଟେଷ୍ଟ ଟିମ୍‌ ଇଣ୍ଡିଆର ନିୟନ୍ତ୍ରଣରେ ରହିଛି। ପ୍ରଥମ...

ବିଶ୍ୱର ପ୍ରଥମ ଓପନର୍‌ ଭାବେ ରେକର୍ଡ କଲେ ହିଟ୍‌ମ୍ୟାନ୍‌: ଚତୁର୍ଥ ଟେଷ୍ଟରେ…

ନୂଆଦିଲ୍ଲୀ,୫।୩: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟର ଦ୍ୱିତୀୟ ଦିନରେ ରେକର୍ଡ କରିଛନ୍ତି ହିଟ୍‌ମ୍ୟାନ୍‌ ରୋହିତ ଶର୍ମା। ସେ ୧୪୪ବଲ୍‌ରେ ୪୯ରନ୍‌ କରି ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ୧୦୦୦ ରନ୍‌ ପୂରଣ କରିଛନ୍ତି। ଏଯାବତ ମୋଟ ୫ଜଣ କ୍ରିକେଟର ଏହା...

ଆଜି ପୁଣି ପଡ଼ିଆକୁ ଓହ୍ଲାଇବେ ସଚିନ-ସେହଓ୍ବାଗ୍‌-ଯୁବରାଜ:ଜାଣନ୍ତୁ କେଉଁଠି, କେତେବେଳେ ଦେଖିବେ ଏହି ବିଶ୍ୱସ୍ତରୀୟ ସିରିଜ୍‌ର ମ୍ୟାଚ୍‌

ନୂଆଦିଲ୍ଲୀ,୫।୩: ପୁଣି ଥରେ ପଡ଼ିଆକୁ ଓହ୍ଲାଇବାକୁ ଯାଉଛନ୍ତି ଭାରତର ପୂର୍ବ ମହାନ କ୍ରିକେଟର ସଚିନ ତେନ୍ଦୁଲକର, ବିରେନ୍ଦ୍ର ସେହଓ୍ବାଗ, ଯୁବରାଜ ସିଂହ, ଜାହିର ଖାନ୍‌ ପ୍ରମୁଖ। ରୋଡ୍‌ ସେଫ୍ଟି ସିରିଜ ଆରମ୍ଭ ହେବାକୁ ଯାଉଥିବା ବେଳେ ଅନେକ ପୂର୍ବ ଭାରତୀୟ...

ପୁଣି ଫେଲ୍‌ ମାରିଲେ କୋହଲି: ଲଜ୍ଜାଜନକ ରେକର୍ଡର ହେଲେ ଅଧିକାରୀ

ଅହମଦାବାଦ,୫।୩: ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମରେ ଅଛନ୍ତି। ଗତ ୧୫ ମାସ ଧରି ଗୋଟିଏ ଅନ୍ତର୍ଜାତୀୟ ଶତକ ପାଇଁ ଅପେକ୍ଷା କରିଥିବା କୋହଲି ପୁଣି ଥରେ ବିଫଳ ହୋଇଛନ୍ତି। ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟର...

ପିତାଙ୍କ ମୃତ୍ୟୁ ପରେ ଦାରିଦ୍ରରେ କଟିଥିଲା ଏହି ଖେଳାଳିଙ୍କ ପିଲାଦିନ: ଏବେ କୋଟିରେ ଦରମା

ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମରା ଖୁବ୍‌ଶୀଘ୍ର ବିବାହ କହିବାକୁ ଯାଉଛନ୍ତି। ଏହି କାରଣରୁ ସେ ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟ ନ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। ତାଙ୍କୁ ପୂର୍ବରୁ ଟି-୨୦ ସିରିଜ୍‌କୁ ବିଶ୍ରାମ ଦିଆଯାଇଛି। ତିନି ମ୍ୟାଚ୍‌ ବିଶିଷ୍ଟ...

୪୬୭ ଦିନ ହେବ ଏହି ରେକର୍ଡର ପିଛା କରୁଛନ୍ତି କୋହଲି, ଆଜି ବଦଳିପାରେ ଭାଗ୍ୟ

ଅହମ୍ମଦାବାଦ,୫।୩: ମାର୍ଚ୍ଚ ୪ରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଏବଂ ଇଂଳଣ୍ଡ ମଧ୍ୟରେ ୪ର୍ଥ ଟେଷ୍ଟ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଙ୍କ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି।...

ସ୍ବାମୀଙ୍କ ଅପେକ୍ଷା ଏହି ଜିନିଷକୁ ବେଶି ଭଲପାଆନ୍ତି ସାକ୍ଷୀ ଧୋନୀ

ଯେବେଠାରୁ ସୋସିଆଲ ମିଡିଆର କ୍ରେଜ୍‌ ବଢ଼ିଛି ସେବେଠାରୁ ସେଲିବ୍ରିଟିଙ୍କ ଜୀବନ ସହ ଜଡିତ ଅନେକ ରହସ୍ୟ ବିଷୟରେ ଜଣାପଡ଼ିଯାଉଛି। ପୂର୍ବରୁ କେବଳ ଟିଭି, ଖବରକାଗଜ ଏବଂ ମାଗାଜିନ ମାଧ୍ୟମରେ କଳାକାରଙ୍କ ବିଷୟରେ ଅନେକ କଥା ଜଣାପଡ଼ୁଥିଲା। ମାତ୍ର ଏବେ ସୋସିଆଲ...

ଓଡ଼ିଶା ଓମେନ୍ସ ଲିଗ୍‌: ସାଇ-ଏସ୍‌ଟିସି ବିଜୟୀ

ଭୁବନେଶ୍ୱର, ୫।୩(କ୍ରୀଡ଼ା ପ୍ରତିନିଧି)-ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ୍‌)ର ଗୁରୁବାର ଅନୁଷ୍ଠିତ ମ୍ୟାଚରେ ସାଇ-ଏସ୍‌ଟିସି ୨-୧ ଗୋଲରେ ଓଡ଼ିଶା ପୋଲିସକୁ ପରାସ୍ତ କରିଛି। ସ୍ଥାନୀୟ...

ଚେନ୍ନାଇରେ ଧୋନୀ: ଆଇପିଏଲ୍‌ ପାଇଁ ସିଏସ୍‌କେ ଟ୍ରେନିଂ କ୍ୟାମ୍ପ ୯ରୁ

ଚେନ୍ନାଇ, ୫ା୩ (ପି.ଟି.)-ଆସନ୍ତା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସିଜନ ପାଇଁ ଚେନ୍ନାଇନ ସୁପର କିଙ୍ଗ୍ସ (ସିଏସ୍‌କେ)ର ଟ୍ରେନିଂ କ୍ୟାମ୍ପ ମାର୍ଚ୍ଚ ୯ରୁ ଆରମ୍ଭ ସମ୍ଭାବନା ରହିଛି। ଏଥିରେ ଯୋଗ ଦେବାଲାଗି ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri