ଖେଳ

ଟପ୍‌-୧୦ ଟି୨୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଦୁଇ ଭାରତୀୟ

ଦୁବାଇ,୭।୭: ଭାରତୀୟ ଅଧିନାୟକ ବିରାଟ କୋହଲି ପୂର୍ବ ଭଳି ଟି୨୦ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ପଞ୍ଚମ ସ୍ଥାନ ବଜାୟ ରଖିଛନ୍ତି। ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଗୋଟିଏ ସୋପାନ ଉପରକୁ ଉଠି ୬ଷ୍ଠ ସ୍ଥାନ ଅଧିକାର କରିଥିବା ଦର୍ଶାଇଛି ସଦ୍ୟ ପ୍ରକାଶିତ ଆଇସିସି…

ଯେଉଁ ବନ୍ଧୁ ଶିଖାଇଥିଲେ ‘ହେଲିକପ୍ଟର ଶଟ୍‌’,ତାଙ୍କ ଜୀବନ ବଞ୍ଚାଇବା ପାଇଁ ସତସତିକା ହେଲିକପ୍ଟର ପଠାଇଥିଲେ ଧୋନୀ; ହେଲେ…

ନୂଆଦିଲ୍ଲୀ,୭।୭: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ନିଜର ହେଲିକପ୍ଟର ଶଟ୍‌କୁ ନେଇ ବେଶ ପରିଚିତ। ହେଲେ ସେ ଏହାକୁ ଜଣେ ଘନିଷ୍ଠ ବନ୍ଧୁଙ୍କଠାରୁ ଶିକ୍ଷା କରିଥିଲେ। ସେ ହେଲେ ସନ୍ତୋଷ ଲାଲ୍‌। ଧୋନୀଙ୍କ ବାୟୋପିକ୍‌ରେ ସନ୍ତୋଷଙ୍କ…

କୋହଲି କହିଲେ ‘ଶୁଭେଚ୍ଛା ଅଧିନାୟକ’; ପାଣ୍ଡ୍ୟା କହିଲେ ‘ମୋର ସବୁଦିନର ପ୍ରେମ’; ଧୋନୀଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଛୁଟିଛି…

ନୂଆଦିଲ୍ଲୀ,୭।୭: ବୁଧବାର ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି କ୍ୟାପ୍‌ଟେନ୍‌ କୁଲ୍‌। ୧୯୮୧ ଜୁଲାଇ ୭ରେ ରାଞ୍ଚିରେ ଜନ୍ମଗ୍ରହଣ କରିଥିଲେ ସେ। ଜନ୍ମଦିନରେ ପ୍ରଶଂସକଙ୍କ ସହ ସାଥୀ ଖେଳାଳିଙ୍କ ଶୁଭେଚ୍ଛାର ସୁଅ ତାଙ୍କ ନିକଟକୁ ଛୁଟୁଛି। ପ୍ରଶଂସକମାନେ ମାହିଙ୍କ ଫଟୋ, ଭିଡିଓ…

‘ଥାଲା’ ମାନେ କ’ଣ? ଜାଣନ୍ତୁ କାହିଁକି ଧୋନୀଙ୍କୁ ଏହି ନାମରେ ଡାକିଥାନ୍ତି ସାଥୀ ଖେଳାଳି

ନୂଆଦିଲ୍ଲୀ,୭।୭: ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ବୁଧବାର ତାଙ୍କର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଆଇସିସିର ସମସ୍ତ ତିନୋଟି ଟ୍ରଫି(ଟି୨୦ ବିଶ୍ୱକପ୍‌, ୫୦ ଓଭର ବିଶ୍ୱକପ୍‌ ଏବଂ ଚାମ୍ପିୟନ୍ସ ଟ୍ରଫି) ଜିତିଥିବା ବିଶ୍ୱର ଏକମାତ୍ର ଅଧିନାୟକ ଧୋନୀଙ୍କ ନିକଟକୁ…

ଚେତୁନି ବିସିସିଆଇ

ଲଣ୍ଡନ,୭।୭: ଇଂଲଣ୍ଡରେ କରୋନା ସଂକ୍ରମଣ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏବେ ଇଂଲଣ୍ଡ ଦଳର ୭ ଜଣ ସଦସ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହା ସତ୍ତ୍ୱେ ବିସିସିଆଇ ଏଥିରୁ କିଛି ଶିକ୍ଷା ଲାଭ କରି ନାହିଁ। ଇଂଲଣ୍ଡ ଗସ୍ତରେ ଭାରତୀୟ ଖେଳାଳିଙ୍କ…

ଚା’ ବିକୁଛନ୍ତି ଏହି କ୍ରିକେଟ୍‌ର

ସୌରଭ ଗାଙ୍ଗୁଲିଙ୍କ ପରି ଖେଳାଳିଙ୍କ ସାମ୍ନାରେ ତାଙ୍କ ବୋଲିଂର ଶକ୍ତି ଦେଖାଇବା ପରେ ଯେକୌଣସି ବୋଲର ଆଗକୁ ଯିବାକୁ ସ୍ବପ୍ନ ଦେଖନ୍ତି। କିନ୍ତୁ ଏମିତି ଜଣେ ଭାରତୀୟ ବୋଲର ମଧ୍ୟ ଅଛନ୍ତି ଯିଏ ଏବେ ନିଜ ପରିବାର ଚଳାଇବା ପାଇଁ ଚା’…

ଧୋନୀଙ୍କ ଏହି ୫ ରେକର୍ଡ, ଯାହା ଭାଙ୍ଗିବା କଷ୍ଟକର

ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି ତାଙ୍କର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଜୁଲାଇ ୭, ୧୯୮୧ରେ ଜନ୍ମ ହୋଇଥିବା ଧୋନୀ ୧୫ ବର୍ଷର କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। କେବଳ ଏତିକି ନୁହେଁ, ‘ମାହି’ ଦୁନିଆର…

ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ: ପ୍ଲିସ୍‌କୋଭା-ସାବାଲେଙ୍କା ସେମିଫାଇନାଲ

ଲଣ୍ଡନ, ୭।୭- ଚେକ୍‌ ରିପବ୍ଲିକର କାରୋଲିନ ପ୍ଲିସ୍‌କୋଭା ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ପ୍ରଥମ କ୍ୱାର୍ଟର ଫାଇନାଲରେ ସେ ସୁଇଜରଲାଣ୍ଡର ଭିକ୍ଟୋରିଜା ଗୋଲୁବିକ୍‌ଙ୍କୁ ୬-୨, ୬-୨ ସେଟ୍‌ରେ ହରାଇ ଦେଇଛନ୍ତି। ଓ୍ବିମ୍ବେଲଡନ…

ନମ୍ବର ଓ୍ବାନ୍‌ ସ୍ଥାନକୁ ଫେରିଲେ ମିଥାଲି

ଦୁବାଇ, ୭ା୭ (ପି.ଟି.)- ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜରେ ପ୍ରଭାବୀ ପ୍ରଦର୍ଶନ ପରେ ଭାରତ ଅଧିନାୟକ ମିଥାଲି ରାଜ ୩ ବର୍ଷ ପରେ ଅନ୍ତର୍ଜାତୀୟ କ୍ରିକେଟ ର଼୍ୟାଙ୍କିଙ୍ଗ ତାଲିକାର ଶୀର୍ଷ ସ୍ଥାନକୁ ଫେରିଛନ୍ତି। ଭାରତ ଏହି ସିରିଜରେ ୧-୨ରେ…

କରୋନା ଆତଙ୍କ ସତ୍ତ୍ୱେ ୟୁକେରେ ଛୁଟି କଟାଉଛି ଭାରତୀୟ ଦଳ

ଲଣ୍ଡନ, ୭।୭(ଏପି)- ଇଂଲଣ୍ଡ କ୍ରିକେଟ ଦଳର ୩ ଖେଳାଳି ଓ ୪ଜଣ ସପୋର୍ଟ ଷ୍ଟାଫ୍‌ କରୋନା ଭାଇରସ ସଂକ୍ରମିତ ହୋଇଛନ୍ତି। ଏହାସତ୍ତ୍ୱେ ୟୁକେ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳ ସଦସ୍ୟମାନେ ସେମାନଙ୍କ ପରିବାର ଅବା ପାର୍ଟନରଙ୍କ ସହ ୨୦ ଦିନିଆ…

ମୁମ୍ବାଇ, ପୁଣେରେ ମହିଳା ଏସିଆନ କପ: ଆୟୋଜନରୁ ବାଦ୍‌ ପଡିଲେ ଭୁବନେଶ୍ୱର, ଅହମଦାବାଦ୍‌

ନୂଆଦିଲ୍ଲୀ,୭।୭: ଆସନ୍ତାବର୍ଷ ଜାନୁୟାରୀ ୨୦ରୁ ଫେବୃୟାରୀ ୬ ତାରିଖ ମଧ୍ୟରେ ଆୟୋଜନ ହେବାକୁ ଥିବା ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟର ଭେନ୍ୟୁରେ ପରବର୍ତ୍ତନ କରାଯାଇଛି। ଭୁବନେଶ୍ୱର ଓ ଅହମଦାବାଦକୁ ଆୟୋଜନରୁ ବାଦ୍‌ ଦିଆଯାଇଛି। ବଦଳରେ ଏହି ମେଗା ଇଭେଣ୍ଟ ମୁମ୍ବାଇ…

ବିନା ପ୍ରଶଂସକରେ ଆୟୋଜନ ହେବ ଟୋକିଓ ଅଲିମ୍ପିକ୍ସ: ଟିଭି ଇଭେଣ୍ଟରେ ପରିଣତ ହେବ ମେଗା ଇଭେଣ୍ଟ

ଟୋକିଓ, ୭।୭: ବିନା ପ୍ରଶଂସକରେ ଆୟୋଜନ ହେବ ଟୋକିଓ ଅଲିମ୍ପିକ୍ସ। ଏବେ ଏହା ଏକ ଟିଭି ଇଭେଣ୍ଟରେ ପରିଣତ ହେବ। ୬୮,୦୦୦ କ୍ଷମତା ବିଶିଷ୍ଟ ଟୋକିଓର ନ୍ୟାଶନାଲ ଷ୍ଟାଡିୟମରେ ହାତଗଣିତ କେତେକ ଭିଆଇପି ଅତିଥିଙ୍କ ଉପସ୍ଥିତିରେ ଉଦ୍‌ଘାଟନୀ ଉତ୍ସବ ଆୟୋଜନ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?