କ୍ଷତିରେ ପଡିଲା ବିସିସିଆଇ: ବୁଡିଲା ଏତିକି ଟଙ୍କା
ନୂଆଦିଲ୍ଲୀ,୫।୫: ଆଇପିଏଲର ୧୪ତମ ସିଜିନ କରୋନା କାରଣରୁ ସ୍ଥଗିତ ରଖାଯାଇଛି। ଆଇପିଏଲ ସ୍ଥଗିତାଦେଶ ପରେ ବୋର୍ଡର କ୍ଷତି ବିଷୟରେ ଏବେ ଚର୍ଚ୍ଚା ହେଉଛି। ବିସିସିଆଇ ଆଇପିଏଲ୍ର ପ୍ରତି ସିଜିନରୁ ହାରାହାରି ୪ ହଜାର କୋଟି ଟଙ୍କା ରୋଜଗାର କରେ। କିନ୍ତୁ ଚଳିତ…
ଘରକୁ ଫେରିଲେ ବିରାଟ କୋହଲି: ଏବେ ସ୍ତ୍ରୀଙ୍କ ସହ ମିଶି କରିବେ ଏହି କାମ
ଆଇପିଏଲ ୨୦୨୧ର ୧୪ତମ ସିଜନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ଆଇପିଏଲର ସ୍ଥଗିତାଦେଶ ପରେ ଖେଳାଳିମାନେ ନିଜ ନିଜ ଘରକୁ ଫେରୁଛନ୍ତି। ଏହି କ୍ରମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ କୋହଲି ମଧ୍ୟ ମୁମ୍ବାଇରେ ଥିବା ନିଜ ଘରକୁ…
ଜାଡେଜାଙ୍କୁ ‘ସାର୍ ଜାଡେଜା’ ଡାକିବାରୁ ମିଳିଲା ଏମିତି ପ୍ରତିକ୍ରିୟା
ନୂଆଦିଲ୍ଲୀ,୫।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ (ଆଇପିଏଲ ୨୦୨୧)ରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଛି। ଚେନ୍ନାଇ ସୁପର କିଙ୍ଗ୍ସର ସୁପରଷ୍ଟାର ରବିନ୍ଦ୍ର ଜାଡେଜା ଆଇପିଏଲ ୨୦୨୧ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିଲେ। ରବିନ୍ଦ୍ର ଜାଡେଜାଙ୍କ…
୬୪ ବଲ୍ରୁ ୧୨୪ ରନ୍ର ବିସ୍ଫୋରକ ଇନିଂଶ ଖେଳିଲେ ଏହି ବ୍ୟାଟ୍ସମ୍ୟାନ୍: ମ୍ୟାଚ୍ ପରେ ଖୁସିରେ ଦେଲେ ଏମିତି ଉପହାର
ନୂଆଦିଲ୍ଲୀ,୫।୫: ଆଇପିଏଲର ୧୪ତମ ସିଜିନ କରୋନା କାରଣରୁ ସ୍ଥଗିତ ରଖାଯାଇଛି। ଆଇପିଏଲ ସ୍ଥଗିତାଦେଶ ପରେ ରାଜସ୍ଥାନ ରୟାଲ୍ସ ଏକ ଫଟୋ ଶେୟାର କରିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ରାଜସ୍ଥାନର ଜୋସ ବଟଲର ୬୪ ବଲରେ ୧୨୪…
ଏହି ପ୍ରସିଦ୍ଧ କ୍ରିକେଟର୍ଙ୍କୁ ଅପହରଣ: ଜୀବନରୁ ମାରିଦେବାକୁ ଧମକ
ସିଡନୀ,୫।୫: ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ଷ୍ଟୁଆର୍ଟ ମ୍ୟାକଗିଲଙ୍କୁ ଅପହରଣ କରିନେଇଛନ୍ତି ଦୁର୍ବୃତ୍ତ। ଏହି ଘଟଣା ଗତ ମାସରୁ ହୋଇଛି। ଯେଉଁଠାରେ ମ୍ୟାକଗିଲଙ୍କୁ ତାଙ୍କ ସିଡନୀ ଘରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏପ୍ରିଲ ୧୪ରେ ନ୍ୟୁ ସାଉଥ ୱେଲ୍ସ ପୋଲିସ ଅପହରଣ…
ଆଇପିଏଲ୍ ସ୍ଥଗିତ ହେବାପରେ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଏହି କ୍ରିକେଟର୍: ପ୍ରଶଂସକ କହିଲେ ବାଃ ବାଃ
ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) କରୋନା ଭାଇରସ ମହାମାରୀ ହେତୁ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ (ଆଇପିଏଲ)କୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି। ବିସିସିଆଇର ନିଷ୍ପତ୍ତିର କିଛି ଘଣ୍ଟା ପରେ ଅଷ୍ଟ୍ରେଲୀୟ…
୧୦ ମିନିଟ୍ରେ ସ୍ଥିର ହେଲା ଆଇପିଏଲ୍ ଭାଗ୍ୟ: ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୫।୫: ଆଇପିଏଲ ୨୦୨୧ର ୧୪ତମ ସିଜିନକୁ ଆୟୋଜନ କରିବା ପାଇଁ ମାସ ମାସ ଧରି ଯୋଜନା ଚାଳିଥିଲା। ଖେଳାଳି ଏବଂ ସପୋର୍ଟ ଷ୍ଟାଫଙ୍କ ପାଇଁ କଠିନ ବାୟୋ ବବୁଲ କରାଯାଇଥିଲା। କିନ୍ତୁ ଏକ ମାସର କଠିନ ପରିଶ୍ରମ ଉପରେ କରୋନାର ନଜର…
ସେଲ୍ବିଙ୍କୁ ବିଶ୍ୱ ସ୍ନୁକର ଟାଇଟଲ
ଶେଫିଲ୍ଡ (ଇଂଲଣ୍ଡ), ୫।୫(ଏପି)- କ୍ରୁକିବଲ ଥିଏଟରରେ ଭରପୂର ଦର୍ଶକଙ୍କ ଗହଣରେ ଇଂଲଣ୍ଡର ମାର୍କ ସେଲବି ବିଶ୍ୱ ସ୍ନୁକର ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ ନିଜ ଦେଶର ଶନ ମର୍ଫିଙ୍କୁ ୧୮-୧୫ରେ ହରାଇ ସେଲ୍ବି କ୍ୟାରିୟରରେ ୪ର୍ଥ ଥର ପାଇଁ ଚାମ୍ପିୟନ ହୋଇଛନ୍ତି।…
ମାଡ୍ରିଡ ଓପନ ଟେନିସ ଦ୍ୱିତୀୟ ରାଉଣ୍ଡ: ପୁରସ୍କୃତ କରିଥିବା ଖେଳାଳିଙ୍କୁ ଭେଟିବେ ନାଡାଲ
ମାଡ୍ରିଡ, ୫।୫(ଏପି)- କିଛିଦିନ ତଳେ ଏକ ସ୍ଥାନୀୟ ଟୁର୍ନାମେଣ୍ଟରେ ଜଣେ ପ୍ରତିଭା ସମ୍ପନ୍ନ ଟେନିସ ଖେଳାଳିଙ୍କୁ ପୁରସ୍କୃତ କରିଥିଲେ ସ୍ପାନିଶ ଗ୍ରେଟ୍ ରାଫାଲ ନାଡାଲ। ମାତ୍ର ଏଠାରେ ଚାଲିଥିବା ମାଡ୍ରିଡ ଓପନ ଟେନିସ ଟୁର୍ନାମେଣ୍ଟରେ ସେହି ଖେଳାଳି ଏବେ ନାଡାଲଙ୍କ ପ୍ରତିଦ୍ୱନ୍ଦ୍ୱି।…
କରୋନାରେ ବିଏଫ୍ଆଇ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ମୃତ୍ୟୁ
ନୂଆଦିଲ୍ଲୀ, ୫ା୫ (ପି.ଟି.)-କରୋନାରେ ପୀଡ଼ିତ ବକ୍ସିଂ ଫେଡେରେଶନ ଅଫ୍ ଇଣ୍ଡିଆ (ବିଏଫ୍ଆଇ) କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆର.କେ. ସାଚେଟିଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। ସାଚେଟି କିଛିଦିନ ହେଲା ହସ୍ପିଟାଲରେ ରହି ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ…
ସହାୟତାର ହାତ ବଢ଼ାଇଲେ ବେହରେନଡର୍ଫ
ନୂଆଦିଲ୍ଲୀ, ୫ା୫(ପି.ଟି.)-ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ)ର ଅଷ୍ଟ୍ରେଲୀୟ ପେସ୍ ବୋଲର ଜାସନ ବେହରେନଡର୍ଫ ଭାରତର କୋଭିଡ୍ ସଙ୍କଟ ପାଇଁ ଉଦ୍ଦିଷ୍ଟ ୟୁନିସେଫ୍ ପ୍ରୋଜେକ୍ଟ ଲାଗି ଅର୍ଥ ଦାନ କରିଥିବା ମଙ୍ଗଳବାର ଘୋଷଣା କରିଛନ୍ତି। କିନ୍ତୁ ଏହାର ପରିମାଣ କେତେ ତାହା ସେ ସ୍ପଷ୍ଟ…
ବିସିସିଆଇ ନିଷ୍ପତ୍ତିକୁ ଆଇପିଏଲ୍ ବ୍ରଡ୍କାଷ୍ଟର ସମର୍ଥନ
ମୁମ୍ବାଇ, ୫ା୫(ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ବାୟୋ ବବଲରେ କୋଭିଡ୍ର ଆକସ୍ମିକ ଆବିର୍ଭାବ ଯୋଗୁ ଏହି ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସସ୍ପେଣ୍ଡ କରିବା ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନେଇଥିବା ନିଷ୍ପତ୍ତିକୁ ଇଭେଣ୍ଟର ବ୍ରଡ୍କାଷ୍ଟର…
Archives


