ଖେଳ

୧୦୦ତମ ଟେଷ୍ଟରେ କଲେ ଏମିତି ନିଆରା କାରନାମା କଲେ ଇଶାନ୍ତ ଶର୍ମା

ଅହମ୍ମଦାବାଦ,୨୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ଭାରତ ଇଂଲଣ୍ଡକୁ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତୀୟ ବୋଲର୍‌ ଇଶାନ୍ତ ଶର୍ମା ଏକ ନିଆରା କାର୍ଯ୍ୟ କରିଥିଲେ। ୧୦୦ ତମ ଟେଷ୍ଟ...

ବେଙ୍ଗାଲୁରୁକୁ ହରାଇ ଜାମସେଦପୁର ୬ଷ୍ଠ

ଭାସ୍କୋ, ୨୬।୨-ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ଗୁରୁବାର ଅନୁଷ୍ଠିତ ଲିଗ୍‌ ମ୍ୟାଚରେ ବେଙ୍ଗାଲୁରୁ ଏଫ୍‌ସିକୁ ୩-୨ ଗୋଲରେ ହରାଇ ଜାମସେଦପୁର ଏଫ୍‌ସି ୬ଷ୍ଠ ସ୍ଥାନ ଅଧିକାର କରିଛି। ଉଭୟ ଦଳପାଇଁ ଏହାଥିଲା ଚଳିତ ସିଜନର ଶେଷ ଲିଗ୍‌ ମ୍ୟାଚ। ଜାମସେଦପୁର ୨୦...

କୋକୋ ଗଫ୍‌ ସେମିଫାଇନାଲରେ

ଆଡିଲେଡ୍‌, ୨୬ା୨ (ଏପି)-କୋକୋ ଗଫ୍‌ ଓ ଜିଲ୍‌ ଟିଚ୍‌ମ୍ୟାନ ଗୁରୁବାର ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟେନିସ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୧୬ ବର୍ଷୀୟା ଗଫ୍‌ ୨-୬, ୬-୪, ୬-୪ ସେଟ୍‌ରେ ସେଲ୍‌ବି ରୋଜର୍ସଙ୍କୁ ପରାସ୍ତ କରିଥିବା ବେଳେ ଟିଚ୍‌ମ୍ୟାନ ୬-୪,...

ନ୍ୟୁଜିଲାଣ୍ଡର କ୍ରମାଗତ ଦ୍ୱିତୀୟ ବିଜୟ

ଡିନେଡିନ୍‌ (ନ୍ୟୁଜିଲାଣ୍ଡ), ୨୬ା୨(ଏପି)- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୪ରନରେ ରେମାଞ୍ଚକ ବିଜୟ ହାସଲ କରିଛି। ଫଳରେ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଅଗ୍ରଣୀ ଲାଭ କରିଛି। ଏହି ମ୍ୟାଚରେ ମାର୍ଟିନ...

ଇଣ୍ଡିଆନ ଗ୍ରାଁ ପ୍ରି-୨: ଦୂତୀଙ୍କୁ କ୍ରମାଗତ ସ୍ବର୍ଣ୍ଣ, ଅମିୟ ରୌପ୍ୟ

ଭୁବନେଶ୍ୱର,୨୬।୨(କ୍ରୀଡ଼ା ପ୍ରତିନିଧି)-ପଞ୍ଜାବର ପଟିଆଲାରେ ଗୁରୁବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି-୨ରେ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ମହିଳା ୧୦୦ ମିଟର ରେସ୍‌ରେ ୧୧.୪୪ ସେକେଣ୍ଡ ସମୟ ନେଇ ଏହି ସଫଳତା ପାଇଛନ୍ତି।...

୨ ଦିନରେ ଭାରତ ଜିତିଲା ପିଙ୍କ୍‌ ବଲ ଟେଷ୍ଟ

ଅହମ୍ମଦାବାଦ,୨୫।୨ : ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ପିଙ୍କ୍‌ ବଲ ଟେଷ୍ଟ ମ୍ୟାଚ୍‌ ମାତ୍ର ଦୁଇ ଦିନରେ ଶେଷ ହୋଇଛି। ଇଂଲଣ୍ଡକୁ ୧୦ ଉଇକେଟରେ ହରାଇ ଦେଇଛି ଟିମ୍‌ ଇଣ୍ଡିଆ। ଭ୍ରମଣକାରୀ ଦଳ ପକ୍ଷରୁ ଧାର୍ଯ୍ୟ ୪୯ ରନ୍‌ର ବିଜୟ...

ଭାରତ ଆଗରେ ୪୯ ରନ୍‌ର ବିଜୟ ଲକ୍ଷ୍ୟ

ଅହମ୍ମଦାବାଦ,୨୫।୨ : ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ତୃତୀୟ ତଥା ଦିବାରାତ୍ର ଟେଷ୍ଟକୁ ଦୁଇ ଦିନରେ ହିଁ ଜିତି ନେଇପାରେ ଟିମ୍‌ ଇଣ୍ଡିଆ। ଅକ୍ଷର ପଟେଲ ଓ ଭେଟେରାନ ରବିଚନ୍ଦ୍ରନ ଅଶ୍ୱିନଙ୍କ କାରଣରୁ ସୃଷ୍ଟି ହୋଇଛି ଏଭଳି ସମ୍ଭାବନା। ଏହି...

କୁମ୍ବଲେଙ୍କୁ ପଛରେ ପକାଇଲେ ଅଶ୍ୱିନ

ଅହମ୍ମଦାବାଦ,୨୫।୨ : ଏଠାରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଭେଟେରାନ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ହାସଲ କରିଛନ୍ତି ୪୦୦ ଉଇକେଟ। କ୍ୟାରିୟରର ୭୭ତମ ଟେଷ୍ଟରେ ଅଶ୍ୱିନ ସ୍ପର୍ଶ କରିଛନ୍ତି ଏହି ମାଇଲଷ୍ଟୋନ। ଏହି ଧାରାରେ ସେ...

କୋଭିଡ୍‌ ନିୟମ ଭାଙ୍ଗି ପଡ଼ିଆରେ ପଶିଲେ କୋହଲିଙ୍କ ଫ୍ୟାନ

ଅହମ୍ମଦାବାଦ,୨୫।୨ :  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ପ୍ରଥମ ଦିବସରେ ବିରାଟ କୋହଲିଙ୍କ ଜଣେ ପ୍ରଶଂସକ କୋଭିଡ୍‌ ନିୟମ ଭାଙ୍ଗି ସୁରକ୍ଷା ବଳୟ ଡେଇଁ ଗ୍ରାଉଣ୍ଡରେ ପ୍ରବେଶ କରିଥିଲେ। ତେବେ...

ଫେଲ ମାରିଲା ଟିମ୍‌ ଇଣ୍ଡିଆ

ଅହମ୍ମଦାବାଦ,୨୫।୨ :  ବିଶ୍ୱର ବୃହତ୍ତମ ଷ୍ଟାଡିୟମରେ ଚାଲିଥିବା ପିଙ୍କ୍‌ ବଲ ତଥା ତୃତୀୟ ଟେଷ୍ଟର ପ୍ରଥମ ଇନିଂସରେ ଫେଲ ମାରିଛି ଟିମ୍‌ ଇଣ୍ଡିଆ। ଇଂଲଣ୍ଡ ଦଳ ୧୧୨ ରନ୍‌ରେ ଅଲଆଉଟ୍‌ ହୋଇଥିବାବେଳେ ବଡ଼ ଇନିଂସ ଅଗ୍ରଣୀ ହାସଲ କରିବାକୁ ଲକ୍ଷ୍ୟ...

ଇଂଲଣ୍ଡ ଭଳି ବେହାଲ ହେଲା ଭାରତ: ରୁଟ୍‌ଙ୍କ ଦମ୍‌ଦାର ବୋଲିଂ ଯୋଗୁ ୧୪୫ରେ ଅଲଆଉଟ୍‌

ନୂଆଦିଲ୍ଲୀ,୨୫।୨: ଭାରତ-ଇଂଲଣ୍ଡ ମଧ୍ୟରେ ଗୁରୁବାର ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନର ଖେଳ ଜାରି ରହିଛି। ଇଂଲଣ୍ଡ ପ୍ରଥମ ପାଳିରେ ୧୧୨ରନ୍‌ରେ ଅଲ୍‌ଆଉଟ୍‌ ହୋଇଥିଲା। ପରେ ଜୋ ରୁଟ୍‌ଙ୍କ ଉଲ୍ଲେଖନୀୟ ବୋଲିଂ ଯୋଗୁ ଭାରତୀୟ ଦଳ ୧୪୫ରେ ସମସ୍ତ ଉଇକେଟ...

ଭାରତୀୟ ଟିମ୍‌ରୁ ବାହାର ହେଲେ କୁଲଦୀପ, ଜବାବରେ କୋହଲି କହିଲେ ଏଭଳି

ନୂଆଦିଲ୍ଲୀ,୨୫।୨: ଭାରତ-ଇଂଲଣ୍ଡ ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଜାରି ରହିଛି ତୃତୀୟ ଟେଷ୍ଟ ମ୍ୟାଚ୍‌। ଏଥିପାଇଁ ଘୋଷିତ ଭାରତୀୟ ଟିମ୍‌ରେ କୁଲଦୀପ ଯାଦବଙ୍କୁ ସାମିଲ କରାଯାଇ ନ ଥିବା ଦେଖିବାକୁ ମିଳିଛି। ଦୀର୍ଘ ଦିନର ଅପେକ୍ଷା ପରେ ତାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri