ଖେଳ

ଦ୍ୱିତୀୟ ରାଉଣ୍ଡରେ ଭେନସ, ଜେଭରେଭ

ଓ୍ବିମ୍ବେଲଡନ,୩୦।୬: ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି ଆମେରିକାର ଭେନସ ଓ୍ବିଲିୟମ୍ସ। ଏଥିସହ ସେ କ୍ୟାରିୟରର ୯୦ତମ ଗ୍ରାଣ୍ଡସ୍ଲାମ ମ୍ୟାଚ ଖେଳିବାର ସୌଭାଗ୍ୟଲାଭ କରିଛନ୍ତି। ପ୍ରଥମ ରାଉଣ୍ଡରେ ସେ ରୋମାନିଆର ମିହାଏଲ ବୁଜାର୍ନେସ୍କୁଙ୍କୁ ୭-୫, ୪-୬,…

ଚତୁର୍ଥ ଷ୍ଟେଜ୍‌ ଜିତିଲେ କାଭେଣ୍ଡିସ୍‌

ପ୍ୟାରିସ, ୩୦ା୬ ବ୍ରିଟେନର ମାର୍କ କାଭେଣ୍ଡିସ ଟୁର୍‌ ଡି’ ଫ୍ରାନ୍ସର ଚତୁର୍ଥ ଷ୍ଟେଜ୍‌ ଜିତିଛନ୍ତି। ୫ ବର୍ଷରେ ଏହା ହେଉଛି ତାଙ୍କର ପ୍ରଥମ ଏବଂ ଟୁର୍‌ରେ ମୋଟ ଉପରେ ଏହା ହେଉଛି ତାଙ୍କର ୩୧ତମ ଷ୍ଟେଜ୍‌ ବିଜୟ। ମଙ୍ଗଳବାର ରେଡନଠାରୁ ଫୋଗର୍ସ…

ୟୁରୋ କପ୍‌ରୁ ବିଶ୍ୱ ଚାମ୍ପିୟନ ଫ୍ରାନ୍ସର ବିଦାୟ

ବୁଖାରେଷ୍ଟ, ୩୦।୬(ଏପି)-ୟୁରୋ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ସୋମବାର ବିଳମ୍ବିତ ରାତିରେ ଅନୁଷ୍ଠିତ ଏକ ମ୍ୟାଚରେ ସୁଇଜରଲାଣ୍ଡ ପେନାଲ୍ଟି ଶୁଟ୍‌ ଆଉଟ୍‌ ୫-୪ ଗୋଲରେ ଫ୍ରାନ୍ସକୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଫଳରେ ରାଉଣ୍ଡ ଅଫ୍‌-୧୬ରୁ ଫ୍ରାନ୍ସର ଅଭିଯାନ ଶେଷ…

ଟୋକିଓ ଟିକେଟ ଘୋଷଣାକୁ ଦୂତୀଙ୍କ ଅପେକ୍ଷା

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି): ଜାପାନର ଟୋକିଓରେ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅଲିମ୍ପିକ୍ସ ଅନୁଷ୍ଠିତ ହେବ। କ୍ୱାଲିଫାଇଂ ପାଇଁ ଡେଡ୍‌ଲାଇନ୍‌ ଶେଷ ହୋଇଥିବାରୁ ଏବେ ବିଭିନ୍ନ ଇଭେଣ୍ଟ ଲାଗି ପ୍ରତିଯୋଗୀଙ୍କ ତାଲିକା ଘୋଷଣା ସମୟ ଆସିଯାଇଛି। ଆଉ ଦିନେ ଦୁଇଦିନ…

ଟୋକିଓ ଅଲିମ୍ପିକ୍‌: ଏବେ ବି ଅଛି ଦୂତୀଙ୍କ ଆଶା

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି)- ଜାପାନର ଟୋକିଓରେ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅଲିମ୍ପିକ୍ସ ଅନୁଷ୍ଠିତ ହେବ। କ୍ୱାଲିଫାଇଂ ପାଇଁ ଡେଡ୍‌ଲାଇନ୍‌ ଶେଷ ହୋଇଥିବାରୁ ଏବେ ବିଭିନ୍ନ ଇଭେଣ୍ଟ ଲାଗି ପ୍ରତିଯୋଗୀଙ୍କ ତାଲିକା ଘୋଷଣା ସମୟ ଆସିଯାଇଛି। ଆଉ ଦିନେ ଦୁଇଦିନ…

ଗାଙ୍ଗୁଲିଙ୍କୁ ପଛରେ ଛାଡ଼ିଲେ ରୁଟ୍‌

ଚେଷ୍ଟର-ଲେ-ଷ୍ଟ୍ରିଟ,୨୯।୬: ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜୋ ରୁଟ୍‌ ଏଠାରେ ମଙ୍ଗଳବାର ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ୭୯* ରନ୍‌ର ଇନିଂସ ଖେଳିବା ଅବସରରେ ଦିନିକିଆ କ୍ରିକେଟରେ ୬ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ଛୁଇଁବାରେ ସେ ବିଶ୍ୱର…

କୋହଲିଙ୍କ ପାଇଁ ସ୍ଥାନ ନାହିଁ ଆକାଶ ଚୋପ୍ରାଙ୍କ ବିଶ୍ୱ ଟେଷ୍ଟ ଏକାଦଶ ଦଳରେ

ନୂଆଦିଲ୍ଲୀ,୨୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ମୁକୁଟ ପିନ୍ଧିଥିବା ନ୍ୟୁଜିଲାଣ୍ଡକୁ ଟକ୍କର ଦେବା ପାଇଁ ବିଶ୍ୱ ଟେଷ୍ଟ ଏକାଦଶ ବାଛିଛନ୍ତି ପୂର୍ବତନ କ୍ରିକେଟର ତଥା ଭାଷ୍ୟକାର ଆକାଶ ଚୋପ୍ରା। ଏହି ଦଳରେ ସେ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚିତ ହେଉଥିବା ବିରାଟ କୋହଲିଙ୍କୁ…

ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ଲାଗି ଦୂତୀଙ୍କ ନାମ ସୁପାରିସ୍‌

ଭୁବନେଶ୍ୱର,୨୯।୬: ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳ ରତ୍ନ ପାଇଁ ମହିଳା ଧାବକ ଦୂତୀ ଚାନ୍ଦଙ୍କ ନାମ ରାଜ୍ୟ ସରକାର ସୁପାରିସ କରିଛନ୍ତି। ଚଳିତ ବର୍ଷ କ୍ରୀଡ଼ାରେ ଦୂତି ଉଲ୍ଲେଖନୀୟ ପ୍ରଦର୍ଶନ କରି ଭାରତକୁ ଅଗ୍ରଣୀ କରିଥିବାରୁ ମଙ୍ଗଳବାର…

କୁନି ଝିଅର ଜୀବନ ପାଇଁ ଆଗେଇ ଆସିଲେ ସୌଦି

ଅକଲାଣ୍ଡ,୨୯।୬: ଟିମ୍‌ ଇଣ୍ଡିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ନ୍ୟୁଜିଲାଣ୍ଡ ପେସର ଟିମ୍‌ ସୌଦି ପିନ୍ଧିଥିବା ଜର୍ସିକୁ ନିଲାମ କରିବାକୁ ଯାଉଛନ୍ତି। ଏହି ପ୍ରକ୍ରିୟାରୁ ଆୟ ହେବାକୁ ଥିବା ଅର୍ଥ ବିରଳ କର୍କଟ ରୋଗର ପୀଡ଼ିତ ୮ ବର୍ଷୀୟା କୁନି…

ଟେନଶନରୁ ବର୍ତ୍ତିବା ପାଇଁ ବାଥରୁମ୍‌ରେ ଲୁଚିଥିଲେ ଖେଳାଳି

ଲଣ୍ଡନ,୨୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ଅନ୍ତିମ ତଥା ନର୍ଣ୍ଣାୟକ ଦିନ ଭାରତୀୟ ଦଳର ବୋଲିଂ ଦେଖି ଭୟବିତ ହୋଇପଡ଼ିଥିଲେ ଫାଇନାଲର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିବା କାଇଲ ଜେମିସନ। ଏପରି କି ଚାପରୁ ବର୍ତ୍ତିବା ପାଇଁ ନ୍ୟୁଜିଲାଣ୍ଡର ଷ୍ଟାର…

ଟି୨୦ ବିଶ୍ୱକପ୍‌: ତାରିଖ ଘୋଷଣା କଲା ଆଇସିସି

ଦୁବାଇ,୨୯।୬: କୋଭିଡ୍‌ ମହାମାରୀ ଯୋଗୁ ଭାରତରୁ ୟୁଏଇ ଓ ଓମାନକୁ ସ୍ଥାନାନ୍ତର ହୋଇଥିବା ଚଳିତ ବର୍ଷର ଟି୨୦ ବିଶ୍ୱକପ୍‌ ଅକ୍ଟୋବର ୧୭ରୁ ନଭେମ୍ବର ୧୪ ମଧ୍ୟରେ ଖେଳାଯିବ। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି) ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି।…

ତେନ୍ଦୁଲକରଙ୍କ କ୍ରିକେଟ ଜୀବନର ଖାସ୍‌ ଦିନ

ନୂଆଦିଲ୍ଲୀ,୨୯।୬: ଲିଟ୍‌ଲ ମାଷ୍ଟର ଭାବେ ପରିଚିତ ଥିବା ସଚିନ ତେନ୍ଦୁଲକରଙ୍କ ପାଇଁ ଆଜିର ଦିନ ବେଶ୍‌ ଗୁରୁତ୍ୱ ବହନ କରେ। ଠିକ୍‌ ୧୪ ବର୍ଷ ତଳେ ସେ କ୍ରିକେଟ ଇତିହାସର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆ ଫର୍ମାଟରେ ପୂରଣ କରିଥିଲେ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?