ଆଇସିସି ନିୟମ ଭୁଲି ଗଲେ ଇଂଲଣ୍ଡ ଖେଳାଳି
ଅହମ୍ମଦାବାଦ,୨୪।୨: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଭାରତ ବିପକ୍ଷ ତୃତୀୟ ଟେଷ୍ଟର ପ୍ରଥମ ଦିନ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କୁ ବଲରେ ଛେପ ଲଗାଉଥିବା ଦେଖିବାକୁ ମିଳିଥିଲା। ଏହି ଘଟଣା ୧୨ତମ ଓଭରରେ ଷ୍ଟୋକ୍ସ ବୋଲିଂ କରୁଥିବାବେଳେ ଘଟିଥିଲା।...
ଜାହିର ଖାନଙ୍କୁ ପଛରେ ଛାଡ଼ିଲେ ଅଶ୍ୱିନ
ଅହମ୍ମଦାବାଦ,୨୪।୨: ଭେଟେରାନ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପୂର୍ବତନ ଭାରତୀୟ ପେସର ଜାହିର ଖାନଙ୍କୁ ପଛରେ ପକାଇ ଦେଇଛନ୍ତି। ଅନ୍ତର୍ଜାତୀୟ ସ୍ତରରେ ଟିମ୍ ଇଣ୍ଡିଆ ପାଇଁ ଜାହିର ଖାନ ତିନୋଟି ଫର୍ମାଟକୁ ମିଶାଇ ମୋଟ ୫୯୭ଟି ଉଇକେଟ ନେଇଥିଲେ। ଏଠାରେ...
ଈଶାନ୍ତଙ୍କୁ ସମ୍ବର୍ଦ୍ଧିତ କଲେ ରାଷ୍ଟ୍ରପତି
ଅହମ୍ମଦାବାଦ,୨୪।୨: ଭାରତୀୟ ପେସର ଈଶାନ୍ତ ଶର୍ମା ବୁଧବାର କ୍ୟାରିୟରର ୧୦୦ତମ ଟେଷ୍ଟ ଖେଳିଛନ୍ତି। ନରେନ୍ଦ୍ର ମୋଦିଙ୍କ ନାମରେ ନାମିତ ହୋଇଥିବା ଷ୍ଟାଡିୟମରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ୍ ଖେଳାଯିବା ପୂର୍ବରୁ ଈଶାନ୍ତଙ୍କୁ ସମ୍ବର୍ଦ୍ଧିତ କରିଥିଲେ ରାଷ୍ଟ୍ରପତି...
ସ୍ପିନରଙ୍କ ଆଗରେ ଧରାଶାୟୀ ହେଲା ପୂରା ଇଂଲଣ୍ଡ ଟିମ୍
ଅହମ୍ମଦାବାଦ,୨୪।୨: ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଥିବା ତୃତୀୟ ତଥା ଦିବାରାତ୍ର ଟେଷ୍ଟର ପ୍ରଥମ ଇନିଂସରେ ପୂରା ଇଂଲଣ୍ଡ ଦଳକୁ ୧୧୨ ରନରେ ସୀମିତ ରଖିଛନ୍ତି ଭାରତୀୟ ବୋଲରମାନେ। ମୁଖ୍ୟତଃ ଦୁଇ...
ୟୁଜର୍ସଙ୍କୁ ଭାଗ ଭାଗ କରିଦେଲା ମୋଟେରା ଷ୍ଟାଡିୟମର ନାମକରଣ
ନୂଆଦିଲ୍ଲୀ,୨୪।୨: ଗୁଜରାଟର ଅହମ୍ମଦାବାଦ ସ୍ଥିତ ବିଶ୍ୱର ସର୍ବବୃହତ୍ କ୍ରିକେଟ ଷ୍ଟାଡିୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ନାମିତ କରାଯାଇଛି। ୧.୩୨ ଲକ୍ଷ ଦର୍ଶକଙ୍କ କ୍ଷମତା ବିଶିଷ୍ଟ ଷ୍ଟାଡିୟମର ନାମ ଏବେ ଠାରୁ ନରେନ୍ଦ୍ର ମୋଦି ଷ୍ଟାଡିୟମ ଭାବେ ଜଣାଯିବ। ଭାରତ-ଇଂଲଣ୍ଡ...
ଇତିହାସ ରଚିଲେ ଏହି ଭାରତୀୟ କ୍ରିକେଟର୍; କପିଲ ଦେବଙ୍କ ପରେ ଏଭଳି କରିବାରେ ଦ୍ୱିତୀୟ ଭାରତୀୟ ଦ୍ରୁତ ବୋଲର୍
ନୂଆଦିଲ୍ଲୀ,୨୪।୨: ଭାରତ-ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍ରେ ଇତିହାସ ରଚିଛନ୍ତି ବୋଲର୍ ଈଶାନ୍ତ ଶର୍ମା। ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ସେ ପଦାର୍ପଣ କରିବା ପରେ ବଡ଼ ଉପଲବ୍ଧି ହାସଲ କରିଛନ୍ତି। ଏହା ତାଙ୍କ କ୍ୟାରିୟରର ୧୦୦ତମ ମ୍ୟାଚ୍। କପିଲ ଦେବଙ୍କ...
ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ
ଅହମଦାବାଦ,୨୪।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଅହମ୍ମଦାବାଦର ମୋଟେରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଏହି ଦିବାରାତ୍ର ମ୍ୟାଚରେ ଇଂଲଣ୍ଡ ଅଧିନାୟକ ଜୋ ରୁଟ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏଥିସହିତ ଜସପ୍ରୀତ...
ଟିଏମ୍ସି ହାତ ଧରିଲେ ଏହି କ୍ରିକେଟର, ମମତା ବାନାର୍ଜୀଙ୍କ ଉପସ୍ଥିତିରେ ଦଳରେ ହେଲେ ସାମିଲ
କୋଲକାତା,୨୪।୨: ଭାରତୀୟ କ୍ରିକେଟର ମନୋଜ ତିଓ୍ବାରୀ ବୁଧବାର ତୃଣମୂଳ କଂଗ୍ରେସରେ ସାମିଲ ହୋଇଛନ୍ତି। ହୁଗୁଳୁ ଜିଲାରେ ହୋଇଥିବା ରାଲିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ସେ ଦଳର ହାତ ଧରିଛନ୍ତି। ପୂର୍ବରୁ ସେ ଏନେଇ ଟୁଇଟରରେ ସମ୍ୟକ୍ ସୂଚନା...
ଧୋନୀଙ୍କ ରେକର୍ଡ ଭାଙ୍ଗିବା ନେଇ ଏମିତି କହିଲେ କୋହଲି
ଅହମଦାବାଦ,୨୪।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରି ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଫେବୃୟାରୀ ୨୪ଠାରୁ ଅହମ୍ମଦାବାଦର ନବନିର୍ମିତ ମୋଟେରା ଷ୍ଟାଡିୟମରେ ଖେଳାଯିବ। ଏହି ଟେଷ୍ଟ ଦୁଇ ଦଳ ମଧ୍ୟରେ ପିଙ୍କ୍ ବଲରେ ଖେଳାଯିବ। ଅଧିନାୟକ ବିରାଟ କୋହଲିଙ୍କ...
ପନ୍ତ କଲେ ଏମିତି କାମ, ଡରିଗଲେ ବିରାଟ କୋହଲି
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ବୁଧବାରଠାରୁ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଦିବାରାତ୍ର ଟେଷ୍ଟ ହେବ। ଭାରତୀୟ ଦଳ ମ୍ୟାଚ ପୂର୍ବରୁ ଜୋରଦାର ଅଭ୍ୟାସ କରିଥିଲେ। ଏହି...
କମ୍ ମୂଲ୍ୟରେ କିଣିଥିଲା ଦିଲ୍ଲୀ କ୍ୟାପିଟାଲ୍ସ: ପ୍ରତିକ୍ରିୟା ରଖି ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍ କହିଲେ ଏଭଳି
ନୂଆଦିଲ୍ଲୀ, ୨୪।୨: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍) ଖେଳାଳି ନିଲାମରେ ଅଷ୍ଟ୍ରେଲିୟାର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍ ତଥା ପୂର୍ବ ଅଧିନାୟକ ଷ୍ଟିଭ୍ ସ୍ମିଥ୍ଙ୍କୁ କିଣିଛି ଦିଲ୍ଲୀ କ୍ୟାପିଟାଲ୍ସ। ରାଜସ୍ଥାନ ରୟାଲ୍ସ ଏହି ବ୍ୟାଟ୍ସମ୍ୟାନ୍ଙ୍କୁ ରିଲିଜ କରିବା ପରେ ଦିଲ୍ଲୀ ଟିମ୍ ୨ କୋଟି...
ପାର୍କରେ ହଳ କରି ଫସଲ ଅମଳ କରିବେ କୃଷକ: ରାକେଶ ଟିକାଏତ
ନୂଆଦିଲ୍ଲୀ,୨୪।୨: ଯଦି କେନ୍ଦ୍ର ସରକାର କୃଷି ଆଇନ ପ୍ରତ୍ୟାହାର ନ କରନ୍ତି ତେବେ ଏଥର ସଂସଦକୁ ଘେରିବାକୁ ଆହ୍ବାନ ଦିଆଯିବ ଏବଂ ଚାରି ଟ୍ରାକ୍ଟର ନୁହେଁ, ଚାରି ଲକ୍ଷ ଟ୍ରାକ୍ଟର ଏଥିରେ ସାମିଲ ହେବ ବୋଲି କୃଷକ ନେତା ରାକେଶ...
Archives


